ଜାତୀୟ

ଆନ୍ଧ୍ର ସୀମାରେ ୧୦୦୦ ଲୋକ

ଅମରାବତୀ,୨୭ା୩ (ପି.ଟି.): ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରୁ ଫେରିଥିବା ୧୦୦୦ରୁ ଊର୍ଦ୍ଧ୍ୱ ଲୋକ ବୁଧବାର ଅପରାହ୍ନରୁ ଗରିକାପାଡୁ ଚେକ୍‌ପୋଷ୍ଟରେ ଅଟକି ରହିଛନ୍ତି। କରୋନା ସଂକ୍ରମଣ ଭୟରେ ଆନ୍ତଃରାଜ୍ୟ ସୀମାରେ ମୁତୟନ ଥିବା ପୋଲିସ ସେମାନଙ୍କୁ ଆନ୍ଧ୍ରପ୍ରଦେଶ ଭିତରେ ପୂରାଇ ଦେଉନି। ଲକ୍‌ଡାଉନ୍‌...

୨୨ ହଜାର ଟପିଲା କରୋନା ମୃତ୍ୟୁ

ନୂଆଦିଲ୍ଲୀ, ୨୭ା୩: ବିଶ୍ୱବ୍ୟାପୀ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ବିଭିନ୍ନ ପ୍ରଶାସନିକ କଟକଣା ସତ୍ତ୍ୱେ ଏହାକୁ ରୋକିବା କଷ୍ଟକର ହୋଇପଡ଼ିଛି। ଅଦ୍ୟାବଧି କରୋନାରେ ମୃତ୍ୟୁସଂଖ୍ୟା ୨୨,୦୬୭ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୪,୮୮,୪୨୬କୁ ବୃଦ୍ଧିପାଇଛି। ୧ ଲକ୍ଷ...

ଜି-୨୦ ଜରୁରୀ ସମ୍ମିଳନୀରେ ଅର୍ଥ ଚିନ୍ତା

ରିୟାଦ/ନୂଆଦିଲ୍ଲୀ,୨୭ା୩: ମହାମାରୀ କରୋନା ଭୂତାଣୁ ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହି ପରିପ୍ରେକ୍ଷୀରେ ଜି-୨୦ ରାଷ୍ଟ୍ର ସମୂହର ଜରୁରୀ ସମ୍ମିଳନୀ ଗୁରୁବାର ସୌଦି ଆରବର ରିୟାଦରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍‌-୧୯ରୁ ମୁକ୍ତି ପାଇବା ପାଇଁ...

ନିଜ ଘରକୁ ହସ୍ପିଟାଲ କରିବାକୁ ପ୍ରସ୍ତାବ ଦେଲେ କମଲ ହାସନ

ନୂଆଦିଲ୍ଲୀ,୨୬ା୩: ତାମିଲ ସୁପରଷ୍ଟାର ତଥା ଅଭିନେତାରୁ ରାଜନେତା ପାଲଟିଥିବା କମଲ ହାସନ କରୋନା ଭୂତାଣୁ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ତାଙ୍କ ଚେନ୍ନାଇସ୍ଥିତ ପୂର୍ବ ବାସଭବନକୁ ଅସ୍ଥାୟୀ ହସ୍ପିଟାଲରେ ପରିଣତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଉକ୍ତ ବାସଭବନ ଏବେ ତାଙ୍କ ପାର୍ଟି...

କୋଭିଡ-୧୯ ପାଇଁ ପ୍ରଭାବଶାଳୀ ହୋଇପାରେ ପ୍ରାୟ ୭୦ଟି ଔଷଧ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ଏହାର ଚିକିତ୍ସାକୁ ନେଇ ଚାଲିଛି ଗବେଷଣା। ନିକଟରେ କେତେଜଣ ବିଦେଶୀ ଓ ଆଉ କେତେଜଣ ଭାରତୀୟ ଗବେଷକଙ୍କ ଏକ ଟିମ୍‌ କରୋନା ଚିକିତ୍ସା ପାଇଁ ପ୍ରାୟ...

ବଲିଉଡ୍‌ ଅଭିନେତ୍ରୀ ନିମିଙ୍କ ପରଲୋକ

ମୁମ୍ବାଇ,୨୬।୩: ବଲିଉଡର ଭେଟେରାନ୍‌ ଅଭିନେତ୍ରୀ ନିମିଙ୍କର ବୁଧବାର ୮୮ ବର୍ଷ ବୟସରେ ପରଲୋକ ହୋଇଛି। ପ୍ରଥମେ ଫିଲ୍ମ ନିର୍ମାତା ଶେଖର ଏହି ସୂଚନା ଦେଇଥିଲେ। ନିଶ୍ୱାସ ନେବାରେ ଅସୁବିଧା ହେବାରୁ ସେ କିଛିଦିନ ହେବ ହସ୍ପିଟାଲରେ ଥିବା ବେଳେ ବୁଧବାର...

ଲକ୍‌ ଡାଉନ୍‌ରେ ଘରୁ ବାହାରୁଥିବା ଲୋକଙ୍କ ଗୋଡ଼କୁ ପୋଲିସ ଗୁଳି କରିବା ଆବଶ୍ୟକ: ଭାଜପା ବିଧାୟକ

ଗାଜିଆବାଦ୍‌,୨୬।୩: ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ଭାଜପା ସଦସ୍ୟ ନନ୍ଦକିଶୋର ଗୁର୍ଜର ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଉତ୍ତରପ୍ରଦେଶର ଲୋନି ବିଧାନସଭା ଆସନର ବିଧାୟକ ନନ୍ଦକିଶୋର...

ରାଜ୍ୟରେ ନାହାନ୍ତି ଜଣେ ବି କରୋନା ରୋଗୀ: ନିର୍ମାଣ ହେଲାଣି ଆଇସୋଲେଶନ ସେଣ୍ଟର

ଗୁଆହାଟୀ,୨୬।୭: କରୋନା ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ତା’ର ଉପସ୍ଥିତି ଜାହିର କରି ସାରିଛି। ଭାରତରେ ସବୁ ରାଜ୍ୟରେ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ଆସାମ କିନ୍ତୁ କରୋନାଠାରୁ ଦୂରେଇ...

ଭେଣ୍ଟିଲେଟରର ବିକଳ୍ପ ତିଆରି କଲେ ଭାରତୀୟ ଡାକ୍ତର: କରୋନା ସଂକ୍ରମିତଙ୍କ ଲାଗି ହେବ ଉପଯୋଗୀ

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ କେତେକ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଥାଏ। ଗୁରୁତର କରୋନା ସଂକ୍ରମିତଙ୍କ ଲାଗି ଭେଣ୍ଟିଲେଟର ଗୁରୁତ୍ୱପୂର୍ଣ୍ଣ। ଏପରିସ୍ଥଳେ ଦେଶରେ ମାତ୍ର ୪୪ ହଜାର ଭେଣ୍ଟିଲେଟର ରହିଛି। କିନ୍ତୁ ଏହାର ଆବଶ୍ୟକତା ପୂରଣ ଲାଗି ଭାରତୀୟ...

ଲକ୍‌ଡାଉନ୍‌ ଯୋଗୁ ଅନ୍ୟ ରାଜ୍ୟକୁ ଚାଲିକି ଯାଉଛନ୍ତି ଲୋକେ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ପରିସ୍ଥିତି ସୃଷ୍ଟି ହୋଇଛି। ଲକ୍‌ଡାଉନ୍‌ ଯୋଗୁ ସାଧାରଣ ଜୀବନ ଏକପ୍ରକାର ଠପ୍‌ ହୋଇଯାଇଛି। ଏଭଳି ସ୍ଥିତିରେ ଦୂରଦୂରାନ୍ତରୁ ଆସିଥିବା ଶ୍ରମିକଙ୍କ ସମସ୍ୟା ବଢ଼ିଯାଇଛି। ଗାଡିମଟର ଚାଲୁ ନ ଥିବା ବେଳେ...

ଗରିବଙ୍କ ପାଇଁ ୧.୭ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ: କରୋନା ଯୋଦ୍ଧାଙ୍କୁ ୫୦ଲକ୍ଷର ମେଡିକାଲ ଇନସ୍ୟୁରାନ୍ସ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଗରିବଙ୍କ ପାଇଁ ୧.୭ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଗରିବ ଓ ପ୍ରବାସୀ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ...

କରୋନା ପ୍ରଭାବ: କର୍ମଚାରୀଙ୍କ ଦରମା କାଟ୍‌ କଲା ଜୋମାଟୋ

ନୂଆଦିଲ୍ଲୀ,୨୬।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଏପରି ସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଜାରି କରାଯିବା ସହିତ ବିଭିନ୍ନ ବ୍ୟବସାୟିକ ସଂସ୍ଥାର ଦୈନଦିନ କାର୍ଯ୍ୟକୁ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଫଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri