ସିନେମା ବାଲା ବାବୁ ଭାବେ ପରିଚିତ ଏହି ଶିକ୍ଷକ
ରାୟପୁର,୧୨ ।୯: କରୋନା ପାଇଁ ଏବେ ପ୍ରାୟ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପିଲାମାନେ ଅନ୍ଲାଇନରେ ପାଠ ପଢୁଛନ୍ତି । ଏହି ସମୟରେ ପିଲାମାନଙ୍କୁ ସହଜରେ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ଛତିଶଗଡ଼ରେ ସିନେମାବାଲା ବାବୁ ନାଁରେ ପରିଚିତ ଜଣେ…
ଧାରା ୩୭୦, ତିନ ତଲାକ କଥା ପଚାରିବାକୁ ମୋଦି କହିଲେ ନିର୍ବାଚନ ଲଢିବାର ଅଛିକି
ନୂଆଦିଲ୍ଲୀ,୧୨ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭିଡିଓ କନଫରେନସିଂ ଜରିଆରେ ମଧ୍ୟପ୍ରଦେଶରେ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ’ରେ ନିର୍ମାଣ କରାଯାଇଥିବା ୧.୭୫ ଲକ୍ଷ ଘରର ଉଦ୍ଘାଟନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଉପସ୍ଥିତ ରହିଥିଲେ ।…
ଲକ୍ଷେ ୭୫ ହଜାର ଗରିବଙ୍କ ଗୃହ ପ୍ରବେଶ
ନୂଆଦିଲ୍ଲୀ, ୧୨।୯: ପ୍ରଧାନମନ୍ତ୍ରୀ ବାସଗୃହ ଯୋଜନା ଅନ୍ତର୍ଗତ ମଧ୍ୟପ୍ରଦେଶରେ ଲକ୍ଷେ ୭୫ ହଜାର ଗରିବଙ୍କୁ ରହିବା ପାଇଁ ଘର ଯୋଗାଇ ଦିଆଯାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଏହି ଗୃହ ପ୍ରବେଶ କାର୍ଯ୍ୟକ୍ରମର ଲୋକାର୍ପଣ କରିଛନ୍ତି। ରାଜ୍ୟର…
ଖୁସି ଖବର: ଭାରତ ବାୟୋଟେକ୍ର କୋଭାକ୍ସିନ୍ ଟିକା ପ୍ରାଣୀଙ୍କଠାରେ ସଫଳ
ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ହାଇଦ୍ରାବାଦ୍ ସ୍ଥିତ ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍ କରୋନା ଟିକା ପ୍ରାଣୀଙ୍କଠାରେ ସଫଳ ହୋଇଛି। ଏହାର ପରୀକ୍ଷଣ ବେଶ୍ ଉତ୍ସାହ ଜନକ ରହିଛି। ଏବେ ଏହି…
ସାଂଗଠନିକ ଅଦଳବଦଳ: ୭ ବଡ଼ ରାଜନୈତିକ ସଙ୍କେତକୁ କରୁଛି ସୂଚିତ !
ନୂଆଦିଲ୍ଲୀ, ୧୨।୯: ବିହାର ଏବଂ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳରେ ସାଂଗଠନିକ କ୍ଷେତ୍ରରେ ଅଦଳବଦଳ କରାଯାଇଛି। କଂଗ୍ରେସ ଓ୍ବାର୍କିଂ କମିଟିଠାରୁ ଆରମ୍ଭ କରି ରାଜ୍ୟ ପ୍ରଭାରୀ ମହାସଚିବ ଏବଂ ପ୍ରଭାରୀ ସଚିବ ପର୍ଯ୍ୟନ୍ତ ପଦବୀରେ ପରିବର୍ତ୍ତନ କରାଯାଇଛି। ଅଧ୍ୟକ୍ଷ…
ଚିହ୍ନଟ ହେଲେ ୯୭ ହଜାର ଆକ୍ରାନ୍ତ: ସୁସ୍ଥ ହେଲେ ୮୧ ହଜାରରୁ ଅଧିକ
ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଶନିବାର କରୋନା ସଂକ୍ରମଣ ଏହାର…
ଅଗଷ୍ଟା ୱେଷ୍ଟଲାଣ୍ଡ ହେଲିକପ୍ଟର ଦୁର୍ନୀତି
ନୂଆଦିଲ୍ଲୀ,୧୨ା୯(ପିଟି): ବହୁଚର୍ଚ୍ଚିତ ଅଗଷ୍ଟା ସ୍ବେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣାରେ ହୋଇଥିବା ୩,୬୦୦ କୋଟି ଟଙ୍କା ଦ୍ୱୁର୍ନୀତି ଘଟଣାରେ ପୂର୍ବତନ ପ୍ରତିରକ୍ଷା ସଚିବ ଶଶିକାନ୍ତ ଶର୍ମାଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ସିବିଆଇ ଅନୁମତି ଲୋଡ଼ିଛି। ଏହି ଦୁର୍ନୀତି ମାମଲାରେ ମଧ୍ୟସ୍ଥ ସାଜିଥିବା…
ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ପରଲୋକ
ନୂଆଦିଲ୍ଲୀ,୧୧।୯-ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ଶୁକ୍ରବାର ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ ଗତ କିଛିଦିନ ହେଲା ଗୁରୁତର ଅସୁସ୍ଥ ହୋଇ ଦିଲ୍ଲୀର ଇନଷ୍ଟିଟ୍ୟୁଟ ଅଫ ଲିଭର ଏବଂ ବିଲିୟାରି ସାଇନ୍ସରେ ଚିକିତ୍ସାଧିନ ଥିଲେ।…
ତିନି ସେନାମୁଖ୍ୟଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଲେ ରାଜନାଥ
ନୂଆଦିଲ୍ଲୀ,୧୧ ।୯: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନରାଲ ବିପିନ ରାୱତ ଓ ତିନି ସେନାମୁଖ୍ୟଙ୍କ ସହ ଚାଇନା ସୀମାର ସ୍ଥିତିକୁ ନେଇ ଚର୍ଚ୍ଚା କରିଛନ୍ତି । ଏହାସହ…
ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରି ନ ଥିବା ରାଜ୍ୟଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ
ନୂଆଦିଲ୍ଲୀ,୧୧ ।୯: ସୁପ୍ରିମକୋର୍ଟ ଶୁକ୍ରବାର ଦିଲ୍ଲୀ, ପଶ୍ଚିମବଙ୍ଗ, ଓଡ଼ିଶା ସମେତ କିଛି ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି । କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାକୁ ରାଜ୍ୟରେ ଲଙ୍କଜ୍ଞର କରି ନ ଥିବାରୁ କୋର୍ଟ ଏହି ନୋଟିସ ଜାରି କରିଛନ୍ତି…
ଭାଜପାରେ ସାମିଲ ହେଲେ କଙ୍ଗନାଙ୍କ ମା’
ମୁମ୍ବାଇ,୧୧।୯-ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ବାକ ଯୁଦ୍ଧ ଲାଗି ରହିଛି। ଏହାକୁ ନେଇ ବର୍ତ୍ତମାନ ସେଠାରେ ରାଜନୀତି ସରଗରମ। ଏହି କ୍ରମରେ କଙ୍ଗନାଙ୍କ ମା’ ଆଶା ରାଣାୱତ କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି। ସାମିଲ…
ମଧ୍ୟପ୍ରଦେଶ ଉପନିର୍ବାଚନ ପାଇଁ ୧୫ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ
ଭୋପାଳ,୧୧ ।୯: ମଧ୍ୟପ୍ରଦେଶରେ ହେବାକୁ ଥିବା ଉପନିର୍ବାଚନ ପାଇଁ କଂଗ୍ରେସ ୧୫ ଆସନ ଲାଗି ଶୁକ୍ର୍ରବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ନିର୍ବାଚନ କମିଶନ ପକ୍ଷରୁ ଏପର୍ଯ୍ୟନ୍ତ ଉପନିର୍ବାଚନର ତାରିଖ ଘୋଷଣା କରାଯାଇ ନ ଥିଲେ ମଧ୍ୟ କଂଗ୍ରେସ କିନ୍ତୁ…
Archives


