ଜାତୀୟ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ବୋମାରେ ଉଡାଇଦେବାକୁ ମିଳିଲା ଧମକ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଲକ୍ଷ୍ନୌ,୧୨।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ଓ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଆଉ ଏହି ଧମକ ଏକ କଲ୍‌ ସେଣ୍ଟରରୁ ଆସିଥିବା ଜଣାପଡ଼ିଛି। ଏହାପରେ ପ୍ରଶାସନ ପକ୍ଷରୁ କାଳିଦାସମାର୍ଗ ସ୍ଥିତ ଥିବା ଯୋଗୀଙ୍କ ବାସଭବନରେ…

ମୃତଦେହ ସହ ହେଉଥିବା ଖରାପ୍‌ ବ୍ୟବହାରକୁ ନେଇ ଦିଲ୍ଲୀ ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଦିଲ୍ଲୀରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବା ସହ ଲଗାତର ଖରାପ୍‌ ହେଉଥିବା ସ୍ଥିତିକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ଦିଲ୍ଲୀର ସ୍ଥିତିକୁ ନେଇ କୋର୍ଟ ଚିନ୍ତା ବ୍ୟକ୍ତ କରିଛନ୍ତି। ଏଥିସହ ହସ୍ପିଟାଲରେ ମୃତଦେହ…

ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ: ଜଣେ ମୃତ

ସୀତାମଢି,୧୨ ।୬: ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ସୀମାରେ ଦୁଇ ଦେଶ ମଧ୍ୟରେ ବିବାଦ ଯୋଗୁ ଗୁଳିକାଣ୍ଡ ଘଟିଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ନେପାଳ ପୋଲିସ ଏହି…

ଘରୋଇ କମ୍ପାନୀଗୁଡିକ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ କେନ୍ଦ୍ର ସରକାର ବାଧ୍ୟ କରିପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଲକ୍‌ଡାଉନ୍‌ ସମୟରେ ଘରୋଇ କମ୍ପାନୀଗୁଡିକ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ କେନ୍ଦ୍ର ସରକାର ବାଧ୍ୟ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୨୯ରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ଲକ୍‌ଡାଉନ ସମୟରେ କମ୍ପାନୀଗୁଡିକ କର୍ମଚାରୀଙ୍କୁ…

ଦିଲ୍ଲୀରେ ଲକ୍‌ଡାଉନ୍‌ ଅବଧି ବଢିବ ନାହିଁ: ସ୍ବାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ଭୂତାଣୁ ସଂକ୍ରମଣ ଲଗାତାର ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀସ୍ଥିତି ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି। ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୧୮୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

ଭାଜପା ଉପରେ ବର୍ଷିଲେ ଗେହଲଟ: ମୋଦି-ଶାହଙ୍କୁ କରୋନା ଚିନ୍ତା ନାହିଁ, ଗଣତନ୍ତ୍ରର ହତ୍ୟା ହେଉଛି

ଜୟପୁର,୧୨।୬: ରାଜ୍ୟସଭା ନିର୍ବାଚନ ପୂର୍ବରୁ ରାଜସ୍ଥାନର କଂଗ୍ରେସ ଶିବିରରେ ହଟଚମଟ ସୃଷ୍ଟି ହୋଇଛି। ଶୁକ୍ରବାର ରାଜ୍ୟସଭା ପ୍ରାର୍ଥୀ ତଥା କଂଗ୍ରେସର ବରିଷ୍ଠ ନେତା କେସି ଭେନୁଗୋପାଲ ବିଧାୟକଙ୍କ ସହ ଏକ ବୈଠକ ଡାକିଥିଲେ। ବୈଠକ ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଭାଜପା…

ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୨।୬: ଜମ୍ମୁ-କାଶ୍ମୀରର ଶୋପିଆନ ଜିଲାରୁ ଜଣେ ଲଶ୍କର ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କବାଦୀ ଜଣକ ଜାକିର ଅହମ୍ମଦ ଖାନ। ତାଙ୍କ ନିକଟରୁ ବନ୍ଧୁକ ଏବଂ ଅନ୍ୟାନ୍ୟ ଗୋଳାବାରୁଦ ଜବତ ହୋଇଛି। ସୋପିଆନ ଜିଲାର ଜାନିପୋରା ଅଞ୍ଚଳରେ ଜଣେ ଆତଙ୍କବାଦୀ ଲୁଚି ରହିଥିବା…

ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୧୨।୬: ଶୁକ୍ରବାର ପେଟ୍ରୋଲ ଓ ଡିଜେଲ ଦର ପୁଣି ବଢିଛି। ପେଟ୍ରୋଲ ଲିଟର ପିଛା ୫୭ ପଇସା ଏବଂ ଡିଜେଲ ଲିଟର ପିଛା ୫୯ ପଇସା ବଢିଛି। ଗତ ୬ ଦିନ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୩.୩୧ ଟଙ୍କା, ଡିଜେଲ…

ପୂର୍ବତନ ବିଧାୟକଙ୍କ ଅଜବ ଦାବି: ହନୁମାନ ଚାଳିଶା ପଢିଲେ କରୋନା ସଙ୍କଟରୁ ମିଳିବ ମୁକ୍ତି

ଭୋପାଳ,୧୨।୬: ମଧ୍ୟପ୍ରଦେଶର ସେହୋର ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମେଶ ସାକ୍ସେନା କରୋନା ସମ୍ପର୍କରେ ଅଜବ ଦାବି କରିଛନ୍ତି। କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ରମେଶ କହିଛନ୍ତି ଯେ, କରୋନା ପାଇଁ ଡାକ୍ତରୀ ବିଜ୍ଞାନରେ କୌଣସି ଔଷଧ ଏପର୍ଯ୍ୟନ୍ତ ଉପଲବ୍ଧ…

ମହାରାଷ୍ଟ୍ର କ୍ୟାବିନେଟ୍‌ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ଆକ୍ରାନ୍ତ

ମୁମ୍ବାଇ,୧୨।୬: ମହାରାଷ୍ଟ୍ରର ପୁଣି ଜଣେ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନସିପିର ବରିଷ୍ଠ ନେତା ତଥା କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ମୁଣ୍ଡେଙ୍କ ବ୍ୟତୀତ ତାଙ୍କ ଡ୍ରାଇଭର ଏବଂ ରୋଷେୟା ମଧ୍ୟରେ ସଂକ୍ରମିତ ହୋଇଛନ୍ତି। ଗତ…

ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ, ୩୯୬ ମୃତ

ନୂଆଦିଲ୍ଲୀ,୧୨।୬ : ମହାମାରୀ କରୋନା ଶୁକ୍ରବାର ଭାରତରେ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୫୩୫ ହୋଇଛି । ସେହପରି…

ବ୍ରିଟେନକୁ ଟପି ଚତୁର୍ଥ ସ୍ଥାନରେ ଭାରତ

ନୂଆଦିଲ୍ଲୀ, ୧୨ା୬:ମହାମାରୀ କରୋନା ଲୋକଙ୍କ ଜୀବନ ଜୀବିକା ଛଡ଼ାଇ ନେବା ସହ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ବିଶ୍ୱରେ ୭୫ ଲକ୍ଷରୁ ଅଧିକ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ଚତୁର୍ଥ ସର୍ବାଧିକ ଆକ୍ରାନ୍ତ ତାଲିକାରେ ଥିବା ଭାରତରେ ଏହି ସଂଖ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri