ଜାତୀୟ

ମହାରାଷ୍ଟ୍ରକୁ କ୍ଷମା ମାଗନ୍ତୁ କଙ୍ଗନା: ସଞ୍ଜୟ

ମୁମ୍ବାଇ,୬।୯: ବଲିଉଡ୍‌ ନାୟିକା କଙ୍ଗନା ରାନାଓ୍ବତ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ। ଏବେ ସଞ୍ଜୟ ରାଉତ କହିଛନ୍ତି କଙ୍ଗନା ମହାରାଷ୍ଟ୍ରକୁ କ୍ଷମା ମାଗନ୍ତୁ। ହେଲେ ସଞ୍ଜୟ କେବେ କଙ୍ଗନାଙ୍କୁ କ୍ଷମା ମାଗିବେ ବୋଲି ପ୍ରଶ୍ନରେ ସଞ୍ଜୟ କହିଛନ୍ତି…

ଭାରତ କିଣୁଛି ସେକେଣ୍ଡ ହ୍ୟାଣ୍ଡ୍‌ ମେଡିକାଲ ଉପକରଣ: ବର୍ଷକୁ ଖର୍ଚ୍ଚ ହେଉଛି ୧୨ ହଜାର କୋଟି

ନୂଆଦିଲ୍ଲୀ, ୬।୯: ପ୍ରତିବର୍ଷ ଭାରତ ୪୫ ହଜାର କୋଟିରୁ ଅଧିକ ଟଙ୍କାର ବିଭିନ୍ନ ମେଡ଼ିକାଲ ଊପକରଣ ବିଦେଶରୁ ଆମଦାନୀ କରିଥାଏ। ସେଥିମଧ୍ୟରେ ସର୍ଜିକାଲ ଉପକରଣ, ଇମ୍ପ୍ଲାଣ୍ଟ୍‌ ସମେତ ଅନ୍ୟ ଉପକରଣ ରହିଥାଏ। ବିଦେଶରୁ ଆସୁଥିବା ଏସବୁ ଉପକରଣ ଉପରେ ୭.୫ ପ୍ରତିଶତର…

ଡିସ୍‌କାଉଣ୍ଟ୍‌ ସେଲ୍‌: ୯ ଟଙ୍କାରେ ଟି-ଶର୍ଟ ନେବାକୁ ଦୋକାନ ଆଗରେ ଲମ୍ବା ଲାଇନ୍‌

ଚେନ୍ନାଇ, ୬।୯: କରୋନା ମହାମାରୀ ସମୟରେ ଲୋକେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ ନ କରି ଡିସ୍‌କାଉଣ୍ଟ୍‌ ସେଲ୍‌ରେ କମ୍‌ ଦାମରେ ଜିନିଷ କିଣିବା ଲାଗି ଲମ୍ବା ଲାଇନ ଲଗାଇଥିବାର ଦୃଶ୍ୟ ଏବେ ସୋସିଆଲ୍‌ ମିଡ଼ଆରେ ଭାଇରାଲ ହେବାରେ…

ଠକ୍‌ ଠକ୍‌ ଗ୍ୟାଙ୍ଗ୍‌ର ୫ ସଦସ୍ୟ ଗିରଫ: ଗାଡ଼ିରେ ଲାଲ୍‌ ରଙ୍ଗ ପକାଇ କରୁଥିଲେ ଲୁଟ୍‌

ମିରଟ, ୬।୯: ଗାଡ଼ିରେ ଲାଲ୍‌ ରଙ୍ଗ ପକାଇ ଲୁଟ୍‌ କରୁଥିବା ଠକ୍‌ ଠକ୍‌ ଗ୍ୟାଙ୍ଗ୍‌ର ୫ ସଦସ୍ୟଙ୍କୁ ଉତ୍ତରପ୍ରଦେଶର ମିରଟ ପୋଲିସ ଗିରଫ କରିଛି। ଏହି ଗ୍ୟାଙ୍ଗ୍‌ ଯୋଜନାବଦ୍ଧ ଭାବେ ଲୁଟ୍‌ କରୁଥିଲେ। ରାସ୍ତାରେ ଯିବା ଆସିବା କରୁଥିବା ଗାଡ଼ିର ପଛରେ…

ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଦିନ ପିଛା ୯୦ ହଜାରରୁ ଅଧିକରେ ପହଞ୍ଚିଛି। କରୋନା ସଂକ୍ରମଣରେ ଭାରତ ବ୍ରାଜିଲ୍‌କୁ ପଛରେ ପକାଇ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ପ୍ରଥମ…

ଦିନକରେ ୯୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ…

ଆସନ୍ତା ୧୦ବର୍ଷରେ ନାମଲେଖା ୨ଗୁଣ ହେବ

ନୂଆଦିଲ୍ଲୀ,୬।୯(ପି.ଟି.): ୨୦୨୦ ଜାତୀୟ ଶିକ୍ଷା ନୀତି ଏକବିଂଶ ଶତାବ୍ଦୀରେ ଏକ ବୈପ୍ଳବିକ ସଂସ୍କାର ଆଣିପାରିଛି। ଏହି ଶିକ୍ଷା ନୀତି ଦ୍ୱାରା ଆସନ୍ତା ୧୦ବର୍ଷ ମଧ୍ୟରେ ନାମଲେଖା ଅନୁପାତ ୨ଗୁଣ ହେବାର ଆଶା କରାଯାଉଛି ବୋଲି ଶନିବାର କେନ୍ଦ୍ର ସୂଚନା ଓ ପ୍ରସାରଣ…

୪୭ଜଣଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ,୬।୯(ପି.ଟି.): ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ସହ ଗଣିତ ଜ୍ଞାନକୁ ସହଜ ଓ ବୋଧଗମ୍ୟ ଉପାୟରେ ପିଲାମାନଙ୍କୁ ଜ୍ଞାନ ପ୍ରଦାନ କରିଥିବା ଦେଶର ବିଭିନ୍ନ ପ୍ରନ୍ତର ୪୭ଜଣ ଶିକ୍ଷକଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଗୁରୁ ଦିବସ ଅବସରରେ ଜାତୀୟ ଶିକ୍ଷକ…

ଗଞ୍ଜାମରୁ ସୁରତ ଯାଉଥିବା ବସ୍‌ ଦୁର୍ଘଟଣା; ୮ ଶ୍ରମିକ ମୃତ

ରାୟପୁର, ୫।୯: ଛତିଶଗଡ଼ର ରାଜଧାନୀ ରାୟପୁରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟର ସୁରତ ଯାଉଥିବା ଏକ ବସ ରାଇପୁରର ଚେରି ଖେଡି ନିକଟରେ ଗୋଟିଏ ଟ୍ରକ୍‌ ସହିତ ମୁହାଁମୁହିଁ ଧକ୍କା ହେବା ଫଳରେ…

ଗୁରୁ ଦିବସରେ ଥାଳି ବଜାଅ ଅଭିଯାନ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ, ୫।୯: ଗୁରୁ ଦିବସରେ ଚାକିରି ପାଇଁ ପ୍ରବେଶିକା ପରୀକ୍ଷା ଦେଉଥିବା ଆଶାୟୀ ପ୍ରାର୍ଥୀମାନେ ଥାଳି ବଜାଅ ଅଭିଯାନ ପାଇଁ ଆହ୍ବାନ ଦେଇଛନ୍ତି। ଆର୍‌ଆର୍‌ବି ପରୀକ୍ଷା ପାଇଁ ତାରିଖ ଘୋଷଣା ହେଉ ନ ଥିବାରୁ ଆଶାୟୀ ପ୍ରାର୍ଥୀମାନେ ଏଭଳି କରିଛନ୍ତି। ଶନିବାର…

କରୋନା ବାହାନାରେ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କ ସଂଖ୍ୟା କମାଉଛନ୍ତି ସରକାର: ରାହୁଲ

ନୂଆଦିଲ୍ଲୀ, ୫।୯: କେନ୍ଦ୍ର ସରକାରଙ୍କ ଉପରେ ପୁଣିଥରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ। ଶନିବାର ରାହୁଲ ଟୁଇଟ୍‌ କରି କହିଛନ୍ତି ଯେ, କରୋନା ବାହାନାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କ ସଂଖ୍ୟା କମାଇବା ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି। ନ୍ୟୁନତମ…

ରାଗିଲେ ଅମୃତା ଫଡନବିଶ

ମୁମ୍ବାଇ,୫।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ବିଭିନ୍ନ ସମୟରେ ଆସୁଛନ୍ତି ଚର୍ଚ୍ଚାକୁ। ଏହି ମାମଲାକୁ ନେଇ କଙ୍ଗନା କେତେବେଳେ ବଲିଉଡ୍‌ର ବଡ ବଡ ଅଭିନେତା, ନିର୍ଦ୍ଦେଶକ, ପ୍ରଯୋଜକ, ମହାରାଷ୍ଟ୍ର ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri