କରୋନା ପ୍ରକୋପ: ଭାରତରେ ଗଡିଲା ୫ମୁଣ୍ଡ
ଜୟପୁର,୨୦।୩: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତରେ ମହାମାରୀ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ଭାରତରେ...
ଫାଶୀ ପୂର୍ବରୁ ଜେଲ୍ ଅଧିକାରୀଙ୍କୁ କ’ଣ କହିଥିଲେ ମୁକେଶ, ବିନୟ
ନୂଆଦିଲ୍ଲୀ,୨୦।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ଦୋଷୀଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ତିହାର ଜେଲ୍ରେ ଫାଶୀ ଦିଆଯାଇଛି। ବହୁ ପ୍ରତିକ୍ଷାର ଅନ୍ତ ଘଟି ଶେଷରେ ଦୀର୍ଘ ୭ ବର୍ଷ ପରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ...
ବ୍ୟବଚ୍ଛେଦ ପାଇଁ ଗଲା ‘ନିର୍ଭୟା’ ଦୋଷୀଙ୍କ ମୃତଦେହ
ନୂଆଦିଲ୍ଲୀ,୨୦ା୩: ଦୀର୍ଘ ୭ ବର୍ଷ ପରେ ‘ନିର୍ଭୟା’ଙ୍କୁ ନ୍ୟାୟ ମିଳିଛି। ନିର୍ଭୟା ଗଣବଳାତ୍କାର ଘଟଣାରେ ୪ ଦୋଷୀ ଅକ୍ଷୟ ଠାକୁର, ପବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂହଙ୍କୁ ତିହାର ଜେଲ୍ରେ ଶୁକ୍ରବାର ଭୋର୍ ୫ଟା ୩୦ରେ ଫାଶୀ...
ଆଜି କମଲନାଥଙ୍କ ଭାଗ୍ୟ ପରୀକ୍ଷା
ନୂଆଦିଲ୍ଲୀ,୨୦।୩(ପି.ଟି.): ମଧ୍ୟପ୍ରଦେଶ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଶୁକ୍ରବାର ଡାକି ଅପରାହ୍ନ ୫ଟା ସୁଦ୍ଧା ଆସ୍ଥାଭୋଟ କରାଇବା ଲାଗି ସୁପ୍ରିମକୋର୍ଟ ଗୁରୁବାର ବାଚସ୍ପତି ଏନ୍.ପି. ପ୍ରଜାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ କମଲନାଥ ସରକାରଙ୍କୁ ଶକ୍ତ ଝଟକା ଲାଗିଛି। କଂଗ୍ରେସ ସରକାର ରହିବ...
ଦେଶର ସମସ୍ତ ଝିଅଙ୍କୁ ମିଳିଛି ନ୍ୟାୟ: ନିର୍ଭୟାଙ୍କ ମା’
ନୂଆଦିଲ୍ଲୀ,୨୦।୩: ‘ନିର୍ଭୟା’ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ଦୋଷୀଙ୍କୁ ଶୁକ୍ରବାର ଭୋର୍ ୫ଟା ୩୦ରେ ଫାଶୀ ଦିଆଯିବା ପରେ ନିର୍ଭୟାଙ୍କ ମା’ ଆଶା ଦେବୀ ନ୍ୟାୟପାଳିକା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ବିଳମ୍ବରେ ହେଉ ପଛେ ତାଙ୍କୁ...
‘ନିର୍ଭୟା’ଙ୍କୁ ମିଳିଲା ନ୍ୟାୟ: ଫାଶୀଖୁଣ୍ଟରେ ଝୁଲିଲେ ୪ ଦୋଷୀ
ନୂଆଦିଲ୍ଲୀ,୨୦ା୩: ଦୀର୍ଘ ୭ ବର୍ଷ ପରେ ‘ନିର୍ଭୟା’ଙ୍କୁ ନ୍ୟାୟ ମିଳିଛି। ନିର୍ଭୟା ଗଣବଳାତ୍କାର ଘଟଣାରେ ୪ ଦୋଷୀ ଅକ୍ଷୟ ଠାକୁର, ପବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂହଙ୍କୁ ତିହାର ଜେଲ୍ରେ ଶୁକ୍ରବାର ଭୋର୍ ୫ଟା ୩୦ରେ ଫାଶୀ...
କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିବେଦନ: ରବିବାର ଜନତା କର୍ଫ୍ୟୁ
ନୂଆଦିଲ୍ଲୀ,୨୦ା୩(ପି.ଟି.): ମହାମାରୀ କରୋନା ଭୂତାଣୁ ନେଇ ସୃଷ୍ଟ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୨ ତାରିଖ (ରବିବାର) ଦେଶରେ ଜନତା କର୍ଫ୍ୟୁ ପାଳନ କରିବା ଲାଗି ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଜନତା...
ଭାରତରେ ଚତୁର୍ଥ ମୁଣ୍ଡନେଲା କରୋନା: ସଂକ୍ରମିତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି
ନୂଆଦିଲ୍ଲୀ, ୧୯।୩ : ପ୍ରାଣଘାତୀ କରୋନା ଭାଇରସ୍ କ୍ରମଶଃ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ଗୁରୁବାର ଏହା ଆଉ ଏକ ମୁଣ୍ଡ ଗଡ଼ାଇ ଥିବାବେଳେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ମୃତକ ଜଣକ ପଞ୍ଜାବର ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...
କରୋନା ଭୟ: ଭିଡ଼ିଓ କଲ୍ ମାଧ୍ୟମରେ ହେଲା ନିର୍ବନ୍ଧ!
ଅହମଦାବାଦ,୧୯।୩: କରୋନା ଭାଇରସ ଏବେ ସମସ୍ତଙ୍କୁ ଭୟଭୀତ କରି ରଖିଛି। ଗୋଟିଏ ସ୍ଥାନରେ ଗହଳି କରିବାକୁ ସରକାର ବାରଣ କରିଛନ୍ତି। ଏଭଳି ପରିସ୍ଥିତିରେ ଝିଅ ପୁଅଙ୍କ ବିବାହ ପାଇଁ ଅପେକ୍ଷା କରିଥିବା ପରିବାର ଅଡୁଆରେ ପଡିଯାଇଛନ୍ତି। ଗୁଜରାଟର ଅହମଦାବାଦରେ ଜଣେ...
କରୋନାକୁ ଭୟ ନ କରି କଲେ ବିବାହ: ବାଣ୍ଟିଲେ ସଚେତନତାର ବାର୍ତ୍ତା
ମୁମ୍ବାଇ,୧୯।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଥିବା ବେଳେ ବିଶ୍ୱ ଏକ ପ୍ରକାର ଅଚଳ ହୋଇଗଲାଣି କହିଲେ ଚଳେ। କରୋନାର ମୁକାବିଲା କରିବାକୁ ନାନା କଟକଣା କରାଯାଇଥିବା ବେଳେ ବିବାହ ଭଳି କାର୍ଯ୍ୟରୁ ବିରତ...
ଦେଶ ସେବା କରିବାକୁ ରାଜି ନିର୍ଭୟା ମାମଲାର ଦୋଷୀ, ତାଙ୍କୁ ଫାଶୀ ଦିଆ ନ ଯାଉ: ଓକିଲ ଏ.ପି. ସିଂହ
ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ସମସ୍ତ ଆବେଦନ ଖାରଜ ହୋଇଯିବା ପରେ ଶୁକ୍ରବାର ଭୋର ୫ଟା ୩୦ରେ ଏମାନେ ଫାଶୀ ଖୁଣ୍ଟରେ ଝୁଲିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ହେଲେ ଏହାକୁ ନେଇ ମୁଖଁ ଖୋଲିଛନ୍ତି ଦୋଷୀଙ୍କ...
ନିର୍ଭୟା ମାମଲା: ଫାଶୀ ଖୁଣ୍ଟରେ ଝୁଲିବାକୁ ଆରମ୍ଭ ହେଲା କାଉଣ୍ଟ ଡାଉନ୍!
ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣ ବଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଦେବା ଲାଗି ଡେଥ୍ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଦୋଷୀମାନେ ଫାଶୀରେ ଝୁଲିବା ପୂର୍ବରୁ ଗୋଟିଏ ପରେ ଗୋଟିଏ ଅଭିଯୋଗ ଆଣି...
Archives


