ନିର୍ବାଚନ ପ୍ରଚାରକୁ ନେଇ ରାଜନୈତିକ ଦଳର ମତ ଲୋଡିଲେ କମିଶନ
ନୂଆଦିଲ୍ଲୀ,୧୮।୭: କରୋନା ଭାଇରସ ସଂକ୍ରମଣ ଯୋଗୁ ସବୁ ସ୍ତରରେ କିଛି ନା କିଛି ବାଧା ଉପୁଜିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ନିର୍ବାଚନ କମିଶନ ରାଷ୍ଟ୍ରୀୟ ଓ ଆଞ୍ଚଳିକ ଦଳର ମତ ଲୋଡିଛନ୍ତି। ଏହି ସମୟରେ ନିର୍ବାଚନ ପ୍ରଚାର, ରାଜନୈତିକ ବୈଠକ…
କରୋନା ଅଣାୟତ୍ତ: ୨୦ ଦିନରେ ୨୦ ଲକ୍ଷ ଟପିବା ଆଶଙ୍କା
ନୂଆଦିଲ୍ଲୀ, ୧୮।୭: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଆସନ୍ତା ୨୦ ଦିନରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହୋଇ ୨୦ ଲକ୍ଷ ଛୁଇଁବାର ଆଶଙ୍କା ଥିବା ପୂର୍ବାନୁମାନ କରାଯାଇଛି। ପୂର୍ବରୁ କେରଳର ଡାଟା ବିଶେଷଜ୍ଞ ଜେମ୍ସ୍ ଓ୍ବିଲସନ୍…
କରୋନା ସଂକ୍ରମଣ: ଶିଶୁଙ୍କ ସୁସ୍ଥତା ହାର ଶହେ ପ୍ରତିଶତ!
ଭୋପାଳ,୧୮।୭: କରୋନା ସଂକ୍ରମଣ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ଏହା କବଳରେ ଛୋଟଠାରୁ ବଡ ସମସ୍ତେ ପଡି ଯାଉଥିବା ବେଳେ କରୋନା ଏବେ ସମସ୍ତଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ନିକଟରେ ଦେଖାଯାଇଛି ଭୋପାଳରେ ଜୁଲାଇ ମାସଠାରୁ ସଂକ୍ରମିତଙ୍କ…
ମହାରାଷ୍ଟ୍ର ପାଠ୍ୟକ୍ରମରେ ବଡ଼ ଭୁଲ: ବଦଳାଇ ଦିଆଯାଇଛି ବିପ୍ଲବୀ ସୁଖଦେବଙ୍କ ନାଁ
ମୁମ୍ବାଇ, ୧୮ା୭: ମହାରାଷ୍ଟ୍ରରେ ଅଷ୍ଟମ ଶ୍ରେଣୀର ପିଲାମାନଙ୍କୁ ଶିକ୍ଷା ଦିଆଯାଉଥିବା ପାଠ୍ୟକ୍ରମରେ ଏକ ବଡ଼ ଭୁଲ ସାମ୍ନାକୁ ଆସିଛି। ଅଷ୍ଟମ ଶ୍ରେଣୀର ମରାଠୀ ବାଲ ଭାରତୀ ପୁସ୍ତକରେ ବିପ୍ଲବୀ ସୁଖଦେବଙ୍କ ସ୍ଥାନରେ କୁର୍ବାନ ହୁସେନଙ୍କ ନାମ ଛପା ହୋଇଥିବା ଦେଖିବାକୁ ମିଳିଛି।…
୧୦ ଲକ୍ଷ ଟପିଲା ଭାରତ
ନୂଆଦିଲ୍ଲୀ, ୧୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଶନିବାର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଛି। ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୭୧୬ ଛୁଇଁଛି। ଗତ ୨୪…
ବାବା ଅମରନାଥଙ୍କ ଆଶିଷ ଭିକ୍ଷା କଲେ ପ୍ରତିରକ୍ଷା ମନ୍ତ୍ରୀ
ଜମ୍ମୁ,୧୮।୭: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଦୁଇ ଦିନିଆ ଜମ୍ମୁ-କଶ୍ମୀର ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ପ୍ରତିରକ୍ଷାମନ୍ତ୍ରୀ ପ୍ରଥମେ ବାବା ଅମରନାଥଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ଉପରାଜ୍ୟପାଳ ଗିରିଶ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାସହ ସେନା…
ପୁଣି ସଂଘର୍ଷ ଆଶଙ୍କା: ଡେପସାଙ୍ଗ୍ ଉପରେ ଚାଇନା ଆଖି
ଲଦାଖ, ୧୮।୭: ଭାରତ ଚାଇନା ମଧ୍ୟରେ ଲଦାଖ ସ୍ଥିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍ଏସି)ର ଗଲଓ୍ବାନ ଘାଟିରେ ହିଂସ୍ରକ ସଂଘର୍ଷ ଘଟିବା ପରେ ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ୪ ଥର କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇସାରିଛି। ଏପରି ସ୍ଥଳେ ଚାଇନା…
ପୋଲିସ ବାବୁଙ୍କୁ ଚଟକଣା ମାରିଲେ ବାଲି ମାଫିଆ
ଭୋପାଳ, ୧୮।୭: ମଧ୍ୟପ୍ରଦେଶରେ ଆଇନଶୃଙ୍ଖଳା ସ୍ଥିତି ଧୀରେଧୀରେ ବିପନ୍ନ ହେବାରେ ଲାଗିଛି। ଅପରାଧୀଙ୍କ ମନରେ ପୋଲିସ ପ୍ରତି ଭୟ ନ ଥିବା ଦେଖିବାକୁ ମିଳୁଛି। ଏବେ ଏସମ୍ପର୍କିତ ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଜଣେ ବାଲି…
ଶୋପିଆନ୍ରେ ଏନ୍କାଉଣ୍ଟର: ୪ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୮।୭: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଶନିବାର ପୁଣି ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍ ଜିଲାର ଆମ୍ଶିପୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ସର୍ଚ୍ଚ ଅପରେଶନ୍ରେ ୬୨-ଆର୍ଆର୍, ସିଆର୍ପିଏଫ୍ ଏବଂ ଜମ୍ମୁ-କଶ୍ମୀର…
କ୍ୱାରାଣ୍ଟାଇନ୍ରେ ୩୧.୬ ଲକ୍ଷ
ନୂଆଦିଲ୍ଲୀ,୧୮।୭: ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ଦେଶରେ ୧୦ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ୨୫,୬୦୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଲେଣି। ଏପର୍ଯ୍ୟନ୍ତ ୩୧.୬ ଲକ୍ଷ ଲୋକ ଭାରତରେ କ୍ୱାରାଣ୍ଟାଇନ୍ରେ ଥିବା ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି। ଉତ୍ତରପ୍ରଦେଶ (ୟୁପି)ରେ…
ବାର୍ବରାଙ୍କ ସ୍ବାସ୍ଥ୍ୟ ରିପୋର୍ଟ ୨ ସପ୍ତାହ ମଧ୍ୟରେ ଦିଅ
ମୁମ୍ବାଇ,୧୮।୭: ୨୦୧୮ ଏଲ୍ଗାର ପରିଷଦ ମାମଲାର ଅଭିଯୁକ୍ତ ତଥା ସାମାଜିକ କର୍ମୀ ବାର୍ବରା ରାଓ(୮୧)ଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଦୁଇପପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ଜାତୀୟ ମାନବିକ ଅଧିକାର କମିଶନ ଶୁକ୍ରବାର ମହାରାଷ୍ଟ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ,…
ଆତଙ୍କବାଦୀଙ୍କ ଟାର୍ଗେଟରେ ଅମରନାଥ ଯାତ୍ରୀ
ଶ୍ରୀନଗର,୧୮।୭: ଜୁଲାଇ ୨୧ରୁ ଅମରନାଥ ଯାତ୍ରା ଆରମ୍ଭ ହେଉଥିବାବେଳେ ଆତଙ୍କବାଦୀମାନେ ଏହାକୁ ଟାର୍ଗେଟ କରିବା ଯୋଜନାରେ ଅଛନ୍ତି ବୋଲି ଶୁକ୍ରବାର ସେନା ପକ୍ଷରୁ କୁହାଯାଇଛି। ଯାତ୍ରୀଙ୍କୁ ସୁରକ୍ଷା ଯୋଗାଇଦେବା ଓ ଶାନ୍ତପୂର୍ଣ୍ଣ ଭାବେ ଯାତ୍ରା ଶେଷକରିବା ଲାଗି ସେନା ପ୍ରସ୍ତୁତ ରହିଛି।…
Archives


