କରୋନା ଭୟ: ଆଇସୋଲେଶନରେ ଦିଲ୍ଲୀପ କୁମାର
ମୁମ୍ବାଇ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଭାରତରେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍ର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କୁ ଆଇସୋଲେଶନରେ ରଖାଯାଇଥିବା ଜଣାପଡିଛି। ଅଭିନେତା ନିଜେ...
ଦେଶକୁ ମାଡ଼ି ଆସୁଛି ଆର୍ଥିକ ସୁନାମୀ: ରାହୁଲ
ନୂଆଦିଲ୍ଲୀ,୧୭।୩: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି ଦେଶକୁ ଆର୍ଥିକ ସୁନାମୀ ମାଡି ଆସୁଛି। ଦେଶରେ ଏବେ କରୋନା ଭାଇରସ କାୟା ବିସ୍ତାର କରୁଥିବା ବେଳେ ଭବିଷ୍ୟତରେ ଭାରତର ଅର୍ଥ ବ୍ୟବସ୍ଥା ଆହୁରି ବିଗିଡି ଯିବ ବୋଲି ସେ...
କରୋନା ଭୟ: ସଂକ୍ରମଣ ପୂର୍ବରୁ ନିଜକୁ ଅଲଗା କରି ରଖିଲେ ମୋଦିଙ୍କ ମନ୍ତ୍ରୀ
ନୂଆଦିଲ୍ଲୀ,୧୭।୩: କରୋନା ଭାଇରସ ଏବେ ବିଶ୍ୱପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଚାଇନା ପରେ ଏବେ ଇଟାଲି, ଇରାନରେ ସବୁଠାରୁ ଅଧିକ ପରିମାଣରେ ଲୋକ କରୋନାରେ ସଂକ୍ରମିତ ହେବା ସହ ସେମାନଙ୍କର ମୃତ୍ୟୁ ମଧ୍ୟ ହେଉଛି। ଭାରତରେ ବି କରୋନା...
ଘରେ କ୍ୱାରାଣ୍ଟାଇନ୍ରେ ରଖାଯାଉଥିବା ସନ୍ଦିଗ୍ଧଙ୍କ ହାତରେ ଲଗାଯାଉଛି ମୋହର
ମୁମ୍ବାଇ,୧୭।୩: ଭାରତରେ କରୋନା ଭାଇରସ୍ ନିଜର କାୟା ବିସ୍ତାର କରିଚାଲିଥିବା ବେଳେ ଏଥିଯୋଗୁ ମହାରାଷ୍ଟ୍ର ଅତ୍ୟଧିକ ପ୍ରଭାବିତ ହୋଇଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏପର୍ଯ୍ୟନ୍ତ ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂକ୍ରମିତ ହୋଇଥିବା...
ଫ୍ଲୋର ଟେଷ୍ଟ ପାଇଁ ଭାଜପାକୁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡିବ
ଭୋପାଳ,୧୭।୩: ମଧ୍ୟପ୍ରଦେଶର କଂଗ୍ରେସ ସରକାର ଏବେ ସଙ୍କଟରେ। ଏହାକୁ ଦେଖି ବିରୋଧୀ ଭାରତୀୟ ଜନତା ପାର୍ଟି(ଭାଜପା) କଂଗ୍ରେସକୁ ଗାଦିଚ୍ୟୁତ କରିବାକୁ ପ୍ରୟାସ ଜାରି ରଖିଛି। କରୋନା ଭାଇରସର ପ୍ରଭାବ ଯୋଗୁ ମଧ୍ୟପ୍ରଦେଶ ବିଧାନସଭା ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ମୁଲତବି...
ଭାରତରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧୩ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍ ପଡିନାହିଁ। କେବଳ ମଙ୍ଗଳବାର ୧୩ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଭାରତର ୧୫...
କରୋନାଜନିତ ଭାରତରେ ତୃତୀୟ ମୃତ୍ୟୁ
ମୁମ୍ବାଇ,୧୭।୩: କରୋନା ଭାଇରସ୍ର ପ୍ରକୋପ ଥମିବାର ନା ନେଉ ନ ଥିବା ବେଳେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେର ଲାଗିଛି। ଗତ ୨୪ଘଣ୍ଟାରେ ୧୨ କରୋନା ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଏପର୍ଯ୍ୟନ୍ତ ଭାରତରେ ୧୨୮ଟି ଘଟଣା ସାମ୍ନାକୁ ଆସିଛି,...
କୋଭିଡ-୧୯: ମହାକାଳେଶ୍ୱର ମନ୍ଦିରରେ ହେଲା ଭଷ୍ମ ଆଳତି
ଉଜ୍ଜୟିନୀ,୧୭।୩: ମହାମାରୀ କରୋନା ଭୟରେ ଏବେ ଦେଶର ଅଧିକାଂଶ ଜନଗହଳି ପୂର୍ଣ୍ଣ ସ୍ଥାନକୁ ବନ୍ଦ କରି ଦିଆଯାଇଛି। ମଲ୍, ସିନେମା ହଲ୍ଠାରୁ ଆରମ୍ଭ କରି ବଡ ବଡ ମନ୍ଦିର ସବୁକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ମଧ୍ୟପ୍ରଦେଶ ଉଜ୍ଜୟିନୀରେ ଥିବା...
ମରାଠି ଅଭିନେତା ଜୟରାମ କୁଲକର୍ନିଙ୍କ ପରଲୋକ
ପୁନେ,୧୭।୩: ଭେଟେରାନ ମରାଠି ଅଭିନେତା ଜୟରାମ କୁଲକର୍ନିଙ୍କର ୮୮ ବର୍ଷ ବୟସରେ ପୁନେଠାରେ ପରଲୋକ ହୋଇଛି। ବୃଦ୍ଧାବସ୍ଥା ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମଙ୍ଗଳବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ। ବର୍ଷି ତହସିଲର ସୋଲାପୁର ଜିଲାରେ ଜନ୍ମ ନେଇଥିବା...
ଇରାନରୁ ଚତୁର୍ଥ ପର୍ଯ୍ୟାୟରେ ଫେରିଲେ ୫୩ ଭାରତୀୟ
ନୂଆଦିଲ୍ଲୀ,୧୭।୩(ପି.ଟି.): ସର୍ବାଧିକ କରୋନା ପ୍ରଭାବିତ ମଧ୍ୟପ୍ରାଚ୍ୟ ଦେଶ ଇରାନରୁ ଚତୁର୍ଥ ପର୍ଯ୍ୟାୟରେ ସୋମବାର ଆଉ ୫୩ ଭାରତୀୟଙ୍କୁ ଫେରାଇ ଅଣାଯାଇଛି। ମହାନ୍ ଏୟାର ବିମାନରେ ଆସିଥିବା ଏହି ଭାରତୀୟମାନେ ନୂଆଦିଲ୍ଲୀରେ ଅବତରଣ କରିବା ପରେ ସେମାନଙ୍କୁ ଜୟସାଲମେରସ୍ଥିତ ସେନା ସ୍ବାସ୍ଥ୍ୟକେନ୍ଦ୍ରକୁ...
ଗୁଜରାଟର ୬୭ ବିଧାୟକଙ୍କୁ ଜୟପୁର ନେଲା କଂଗ୍ରେସ
ଅହମଦାବାଦ, ୧୭।୩: ୨୬ରେ ରାଜ୍ୟ ସଭା ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ କଂଗ୍ରେସ ନିଜ ୬୭ ବିଧାୟକଙ୍କୁ ଜୟପୁର ନେଇଯାଇଛି। ୧୮୨ଆସନ ବିଶିଷ୍ଟ ରାଜ୍ୟ ବିଧାନସଭାlରେ କଂଗ୍ରେସର ୭୩ ବିଧାୟକ ଥିବାବେଳେ ୫ ଜଣ ସେମାନଙ୍କ ଇସ୍ତଫାପତ୍ର ପ୍ରଦାନ...
ସର୍ବଦଳୀୟ ବୈଠକ ଡାକିବାକୁ କଂଗ୍ରେସର ପରାମର୍ଶ
ନୂଆଦିଲ୍ଲୀ,୧୭।୩(ଆଇଏଏନ୍ଏସ୍): କରୋନା ସ୍ଥିତିକୁ ନେଇ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିବାକୁ ସୋମବାର କଂଗ୍ରେସ ପରାମର୍ଶ ଦେଇଛି। ପାର୍ଲାମେଣ୍ଟ ଅଧିବେଶନକୁ ମୁଲତବୀ ରଖାଯିବ କିମ୍ବା ଏହା ଆଂଶିକ ଭାବେ କାର୍ଯ୍ୟ କରିବ ସେ ନେଇ ବୈଠକରେ ନିଷ୍ପତ୍ତି ନେବାକୁ କଂଗ୍ରେସ...
Archives


