ଶିବସେନା ନେତାଙ୍କୁ ହତ୍ୟା
ମୁମ୍ବାଇ,୧୭।୩(ପି.ଟି.):ମହାରାଷ୍ଟ୍ରର ଅହମଦନଗର ଜିଲାରେ ଶିବସେନାର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ରବିବାର ସନ୍ଧ୍ୟାରେ ଶିବସେନା କୋପାରଗାଁଓ ୟୁନିଟ ଉପଜିଲା ସଭାପତି ସୁରେଶ ଗିର୍ ପାଟିଲଙ୍କ ଘରେ...
ପାନ୍-ଆଧାର ସଂଯୋଗର ଶେଷ ତାରିଖ ମାର୍ଚ୍ଚ ୩୧
ନୂଆଦିଲ୍ଲୀ,୧୭।୩ (ପି.ଟି.): ପାନ୍ ସହ ଆଧାର ନମ୍ବର ସଂଯୋଗ ବାଧ୍ୟତାମୂଳକ ହୋଇଥିବାବେଳେ ଏଥିପାଇଁ ଶେଷ ତାରିଖ ମାର୍ଚ୍ଚ ୩୧ ଧାର୍ଯ୍ୟ ହୋଇଥିବା ଆୟକର ବିଭାଗ ପକ୍ଷରୁ ସୋମବାର କୁହାଯାଇଛି। ଏହାକୁ ହାତଛଡ଼ା ନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ପାନ୍...
ପାର୍ଲାମେଣ୍ଟ ଭବନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା
ନୂଆଦିଲ୍ଲୀ,୧୭।୩(ପି.ଟି.):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପାର୍ଲାମେଣ୍ଟ ଭବନ ପରିସରକୁ ଆସୁଥିବା ଦର୍ଶକମାନଙ୍କ ପାଇଁ ସୋମବାର ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପାର୍ଲାମେଣ୍ଟ ଭିତରକୁ ଯାଉଥିବା କର୍ମଚାରୀ ଓ ଖବରଦାତାଙ୍କର ଥର୍ମାଲ ଯାଞ୍ଚ କରାଯିବ। ପାର୍ଲାମେଣ୍ଟ ଅଧିବେଶନ ଦେଖିବା ଲାଗି...
ପର୍ଯ୍ୟଟକଙ୍କ ଲାଗି ବନ୍ଦହେଲା ତାଜମହଲ
ନୂଆଦିଲ୍ଲୀ, ୧୭।୩: କରୋନା ମହାମାରୀ ରୂପ ଧାରଣ କରିଥିବା ବେଳେ ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏହି ଭୂତାଣୁ ସଂକ୍ରମଣକୁ ରୋକିବା ଓ ଲୋକଙ୍କୁ ସଚେତନ କରାଇବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ବିଭିନ୍ନ ଶିକ୍ଷାନୁଷ୍ଠାନ, ମଲ୍, ହୋଟେଲ,...
ଦେଶବ୍ୟାପୀ ଶିକ୍ଷାନୁଷ୍ଠାନ, ମଲ୍ ବନ୍ଦ
ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ମଲ୍, ସିନେମା ହଲ, ପର୍ଯ୍ୟଟନ ସ୍ଥଳ ଓ ଧର୍ମାନୁଷ୍ଠାନ ଆଦିକୁ ବନ୍ଦ କରିବା ଲାଗି...
୫୦ ଖିଲାପିଙ୍କ ତାଲିକା ମାଗିଲେ ରାହୁଲ
ନୂଆଦିଲ୍ଲୀ, ୧୭।୩: ଲୋକ ସଭାରେ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅନାଦାୟ ଋଣ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ। ସବୁଠାରୁ ଅଧିକ ଋଣ ଖିଲାପ କରି ଜାଣିଶୁଣି ଶୁଝୁ ନ ଥିବା ୫୦ ଜଣଙ୍କ ତାଲିକା ସରକାର ଦେବା...
ବ୍ରିଟେନ୍, ଇୟୁ, ତୁର୍କୀ ଯାତ୍ରୀଙ୍କୁ ଭାରତ ମନା
ନୂଆଦିଲ୍ଲୀ,୧୭।୩:କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସରକାର ବିଦେଶୀ ଯାତ୍ରୀଙ୍କ ଆଗମନ ଉପରେ ସୋମବାର ଅଧିକ କଟକଣା ଲଗାଇଛନ୍ତି। ମାର୍ଚ୍ଚ ୧୮ରୁ ୩୧ ପର୍ଯ୍ୟନ୍ତ ୟୁରୋପୀୟ ସଂଘ (ଇୟୁ), ବ୍ରିଟେନ୍ ଏବଂ ତୁର୍କୀର ଯାତ୍ରୀଙ୍କ ଭାରତ ଆଗମନ ଉପରେ ନିଷିଦ୍ଧାଦେଶ...
ଜେଲରେ ପ୍ରତିଷେଧକ ବ୍ୟବସ୍ଥା ନେଇ ରିପୋର୍ଟ ତଲବ
ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ସାରା ଦେଶରେ ଥିବା ଜେଲ୍ଗୁଡ଼ିକରେ ଅତ୍ୟଧିକ ବନ୍ଦୀଙ୍କୁ ନେଇ ସର୍ବୋଚ୍ଚ ଅଦାଲତ ଉଦ୍ବେଗ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ନିଜଆଡୁ ଏହାକୁ ମାମଲା ଭାବେ ଗ୍ରହଣ କରି ଶୁଣାଣି ପାଇଁ ନିଷ୍ପତ୍ତି...
ସାନିଟାଇଜର୍ର ବହୁଳ ବ୍ୟବହାର କ୍ଷତିକାରକ
ନୂଆଦିଲ୍ଲୀ, ୧୭।୩: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି। ଏ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଡାକ୍ତର ଏବଂ ବିଶେଷଜ୍ଞମାନେ ଆରମ୍ଭରୁ ସ୍ବଚ୍ଛତା ଏବଂ ରକ୍ଷଣାବେକ୍ଷଣ ଉପରେ ପରାମର୍ଶ ଦେଉଛନ୍ତି। ସର୍ବାଧିକ ସଂକ୍ରମଣ ବିସ୍ତାର...
ମହାମାରୀ ବର୍ଷକୁ ନେଉଛି ୭.୨୦ ଲକ୍ଷ ଜୀବନ: ବିଶ୍ୱକୁ କ୍ଷତି ୩୭ ଲକ୍ଷ କୋଟି
ନୂଆଦିଲ୍ଲୀ,୧୭।୩: ଚିକିତ୍ସା ବିଜ୍ଞାନର ଦ୍ରୁତ ଅଗ୍ରଗତି ସତ୍ତ୍ୱେ କରୋନା ଭଳି ରୋଗ ମହାମାରୀ ରୂପ ନେଇଥିବା ଦେଖାଯାଇଛି। ଏଭଳି ବିଭିନ୍ନ ମହାମାରୀ ଯୋଗୁ ବିଶ୍ୱ ଅର୍ଥବ୍ୟବସ୍ଥା ବୃହତ୍ କ୍ଷତି ସହୁଛି। ୟୁରୋପୀୟ ପାର୍ଲାମେଣ୍ଟର ଏକ ରିପୋର୍ଟ ମୁତାବକ ଏଭଳି ସମସ୍ୟା...
ରଞ୍ଜନ ଗୋଗୋଇ ରାଜ୍ୟ ସଭାକୁ ମନୋନୀତ
ନୂଆଦିଲ୍ଲୀ, ୧୭।୩(ପି.ଟି.): ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ସରକାର ରାଜ୍ୟ ସଭାକୁ ମନୋନୀତ କରିଛନ୍ତି। ଏନେଇ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୮୦ର ଧାରା (୧)ର ଉପଧାରା...
ଆଜି ଆସ୍ଥାଭୋଟ ଲାଗି ସାନି ନିର୍ଦ୍ଦେଶ
ଭୋପାଳ,୧୭।୩: ମଙ୍ଗଳବାର ସୁଦ୍ଧା ବିଧାନସଭାରେ ଆସ୍ଥାଭୋଟର ସମ୍ମୁଖୀନ ହେବା ଲାଗି ରାଜ୍ୟପାଳ ଲାଲ୍ଜୀ ଟଣ୍ଡନ ସୋମବାର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପାଇଁ ସାନି ସମୟସୀମା ଧାର୍ଯ୍ୟ କରିଛନ୍ତି। ଯଦି ସରକାର ଶକ୍ତି ପରୀକ୍ଷାର ସମ୍ମୁଖୀନ ନ ହୁଅନ୍ତି ତେବେ ଏହା ଆସ୍ଥା...
Archives


