ଜାତୀୟ

କରୋନା ସଂକ୍ରମଣ: ସପ୍ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୨।୬: ଭାରତ ବିଶ୍ୱର ସର୍ବାଧିକ କରୋନା ରୋଗୀଥିବା ଦେଶ ତାଲିକାର ସପ୍ତମ ସ୍ଥାନରେ ପହଞ୍ଚିଛି। ଫ୍ରାନ୍ସ, ଜର୍ମାନୀ ଭଳି ଦେଶକୁ ପଛକୁ ଠେଲି ଭାରତ ଉପରକୁ ଉଠିଛି। ଏବେ ଭାରତରେ ୧ ଲକ୍ଷ ୯୩ ହଜାର ୪୭୩ ସଂକ୍ରମିତ ବ୍ୟକ୍ତି ଥିବାବେଳେ…

୧୩ ପାକ୍‌ ଆତଙ୍କବାଦୀ ନିହତ

ଜମ୍ମୁ,୨।୬: ଭାରତକୁ ଅନୁପ୍ରବେଶ ଲାଗି ଉଦ୍ୟମ କରୁଥିବା ୧୩ ପାକିସ୍ତାନୀ ଆତଙ୍କବାଦୀ ଭାରତୀୟ ସେନାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ଏଥିସହ ଏକ ଟେରର୍‌ ଲଞ୍ଚ୍‌ପ୍ୟାଡ୍‌କୁ ମଧ୍ୟ ଧ୍ୱଂସ କରାଯାଇଛି। ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲା ଅନ୍ତର୍ଗତ ମେନ୍ଧାର ସେକ୍ଟରରେ ଏହି ଲଞ୍ଚ୍‌ପ୍ୟାଡ୍‌ ଧ୍ୱଂସ…

‘ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଗ୍ରହଣୀୟ ନୁହେଁ’

ନୂଆଦିଲ୍ଲୀ,୨ା୬(ପି.ଟି.): ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଏବଂ ରୁକ୍ଷ ବ୍ୟବହାର ଗ୍ରହଣୀୟ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଏଗୁଡ଼ିକ ଭିଡ଼ ମାନସିକତାର ପରିଣାମ ବୋଲି ରାଜୀବ ଗାନ୍ଧୀ ୟୁନିଭର୍ସିଟି ଅଫ୍‌ ହେଲ୍ଥ ସାଇନ୍ସେସ୍‌ର ୨୫ତମ ପ୍ରତିଷ୍ଠା ଦିବସ…

ଭାରତରେ ପ୍ରଥମ ରଙ୍ଗ ବଦଳାଉଥିବା ବିରଳ ମାଛର ସନ୍ଧା

କୋଚି,୨।୬: ସେଣ୍ଟ୍ରାଲ ମେରାଇନ ମତ୍ସ୍ୟ ପ୍ରତିଷ୍ଠାନ (ସିଏମ୍‌ଏଫ୍‌ଆର୍‌ଆଇ) ର ବୈଜ୍ଞାନିକମାନେ ଏକ ବିରଳ ମାଛର ସନ୍ଧାନ କରିଛନ୍ତି। ଏହି ମାଛ ନିଜର ରଙ୍ଗ ପରିବର୍ତ୍ତନ କରିବା ସହ ବିଷାକ୍ତ ମଧ୍ୟ ଅଟେ। ପ୍ରଥମ ଥର ପାଇଁ ଏପରି ଏକ ମାଛ ଭାରତୀୟ…

ଡିପ୍ରେସନର ରୂପ ନେଲା ‘ନସର୍ଗ’

ନୂଆଦିଲ୍ଲୀ,୧।୬: କ୍ରମଶଃ ଉଗ୍ରରୂପ ଧାରଣ କରୁଛି ବାତ୍ୟା ‘ନସର୍ଗ’। ସୋମବାର ଏହା ଡିପ୍ରେସନର ରୂପ ନେଇଥିବା ବେଳେ ଆଗାମୀ ୧୨ ଘଣ୍ଟା ପରେ ଏହା ଡିପ୍‌ ଡିପ୍ରେସନର ରୂପ ନେବାର ଆଶଙ୍କା ରହିଛି। ବୁଧବାର ସନ୍ଧ୍ୟାରେ ଏହା ଭୟଙ୍କର ରୂପ ଧାରଣ…

୧୮ ରାଜ୍ୟ ସଭା ଆସନ ଲାଗି ୧୯ରେ ନିର୍ବାଚନ

ନୂଆଦିଲ୍ଲୀ,୧ା୬(ପି.ଟି.)-ରାଜ୍ୟ ସଭାର ୧୮ଟି ଆସନ ଲାଗି ଆସନ୍ତା ୧୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଏହିସବୁ ଆସନରେ ମାର୍ଚ୍ଚରେ ନିର୍ବାଚନ ହେବାକୁ ଥିଲା। ତେବେ କରୋନା ମହାମାରୀ ଜନିତ ଲକ୍‌ଡାଉନ କାରଣରୁ…

ଠିକ୍‌ ସମୟରେ ମୌସୁମୀ: ଚଳିତବର୍ଷ ସ୍ବାଭାବିକ ବର୍ଷା

ନୂଆଦିଲ୍ଲୀ,୧।୬: ସୋମବାର କେରଳରେ ମୌସୁମୀ ପହଞ୍ଚିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ପୂର୍ବରୁ ଜୁନ୍‌ ୧ରେ ମୌସୁମୀ କେରଳ ଛୁଇଁବ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଥିଲା। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦକ୍ଷିଣ ଭାରତରେ ଏବେ ବର୍ଷାର ପଦଧ୍ୱନି ଦେଖିବାକୁ…

କ୍ୟାବିନେଟ ବୈଠକ: କୃଷକ, ବ୍ୟବସାୟୀଙ୍କୁ ମୋଦି ସରକାରଙ୍କ ବଡ ଉପହାର

ନୂଆଦିଲ୍ଲୀ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକର, ନୀତିନ ଗଡକରି ଓ ନରେନ୍ଦ୍ର ସିଂ ତୋମାର କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। କ୍ୟାବିନେଟରେ କ୍ଷୁଦ୍ର,…

ବିମାନର ମଝି ସିଟ୍‌ରେ ବସି ଯାତ୍ରା କରିବା ମନା

ନୂଆଦିଲ୍ଲୀ,୧।୬: ଏଥର ବିମାନର ମଝି ସିଟ୍‌ରେ ବସି ଯାତ୍ରା କରିବାକୁ ବାରଣ କରାଯାଇଛି। ସୋମବାର ଡିଜିସିଏ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ବିଭିନ୍ନ ଏୟାର ଲାଇନ୍ସ କମ୍ପାନୀ ସହ କଥା ହେବା ପରେ ଡିଜିସିଏ ଏହା କହିଛି। ଯଦି କେହି ଯାତ୍ରୀ…

ଦାନା ବାନ୍ଧୁଛି ସାମୁଦ୍ରିକ ଝଡ଼ ନିସର୍ଗ: ଜୁନ୍‌ ୩ ସନ୍ଧ୍ୟାରୁ ମହାରାଷ୍ଟ୍ର-ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ,୧।୬: ଅମ୍ଫନ ପରେ ଏବେ ଦକ୍ଷିଣ-ପଶ୍ଚିମ ଆରବ ସାଗରରେ ସାମୁଦ୍ରିକ ଝଡ଼ ନିସର୍ଗ ଦାନା ବାନ୍ଧୁଛି। ଧୀରେଧୀରେ ଏହା ଘନିଭୂତ ହେବାରେ ଲାଗିଛି। ଜୁନ୍‌ ୩ ସନ୍ଧ୍ୟା ସୁଦ୍ଧା ଏହାର ପ୍ରଭାବରେ ଉତ୍ତର ମହାରାଷ୍ଟ୍ର ଏବଂ ଦକ୍ଷିଣ ଗୁଜରାଟ ଉପକୂଳ ଅଞ୍ଚଳରେ…

ଏଥର ହେବ ସ୍ବାଭାବିକଠାରୁ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୬: କେରଳରେ ମୌସୁମୀ ପହଞ୍ଚିବା ପରେ ଦେଶବାସୀଙ୍କ ଆଶ୍ୱସ୍ତି ମିଳିଛି। ଏଥର ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲା-ନିନା ପ୍ରଭାବରେ ଏଥର ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ୧୦୨…

ଭାରତ ସୀମାର ୩୫ କିମି ଭିତରେ ଉଡ଼ିଲା ଚାଇନା ଯୁଦ୍ଧ ବିମାନ

ନୂଆଦିଲ୍ଲୀ,୧।୬: ଭାରତ ସୀମାର ୩୦ରୁ୩୫ କିଲୋମିଟର ଭିତରେ ଚାଇନା ଯୁଦ୍ଧ ବିମାନ ଉଡ଼ିଛି। ଭାରତୀୟ ସେନା ପକ୍ଷରୁ ଏହା ଉପରେ ତୀକ୍ଷଣ୍‌ ଦୃଷ୍ଟି ରଖାଯାଇଥିବା କୁହାଯାଉଛି। ପୂର୍ବ ଲଦାଖରେ ଭାରତୀୟ ଆକାଶ ମାର୍ଗ ସୀମା ଡେଇଁ ଚାଇନାର ୧୦ରୁ ୧୨ ଯୁଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri