ଜାତୀୟ

ଭୋକିଲା ମୁହଁରେ ହସ ଫୁଟାଉଥିବା ବ୍ୟକ୍ତି କରୋନା ଯୁଦ୍ଧରେ ହାରିଗଲେ

ନୂଆଦିଲ୍ଲୀ,୧୫।୭:ଦେଶରେ କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଉଛି। ଗୋଟିଏ ଦିନରେ ୨୦ ହଜାରରୁ ଅଧିକ ମାମଲା ଆସୁଛି। ଦିଲ୍ଲୀର ଅବସ୍ଥା ମଧ୍ୟ ଚିନ୍ତାଜନକ। କରୋନା ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ମାର୍ଚ୍ଚରେ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। କାମ…

ନିର୍ମାଣ ହେବ ନୂଆ ସଂସଦ ଭବନ: ଦୌଡ଼ରେ ୭ କମ୍ପାନୀ

ନୂଆଦିଲ୍ଲୀ, ୧୫।୭: ଭାରତର ନୂଆ ସଂସଦ ଭବନ ନିର୍ମାଣ କରାଯିବ। ଏଥିପାଇଁ ଦୌଡ଼ରେ ୭ଟି କମ୍ପାନୀ ରହିଛନ୍ତି। ସେସବୁ କମ୍ପାନୀ ମଧ୍ୟରେ ଉତ୍ତରପ୍ରଦେଶ ସରକାରୀ ନିଗମ ଲିମିଟେଡ୍‌, ଟାଟା ପ୍ରୋଜେକ୍ଟ ଲିମିଟେଡ୍‌, ଲାର୍ସନ୍‌ ଆଣ୍ଡ ଟୁବ୍ରୋ ଲିମିଟେଡ୍‌, ଆଇଟିଡି ସିମେଣ୍ଟଶନ୍‌ ଇଣ୍ଡିଆ…

ଗାଁରେ ନାହିଁ ବିଜୁଳି, କୃଷକଙ୍କ ପୁଅ ୯୮.୨ ପ୍ରତିଶତ ମାର୍କ ରଖି ବିଦେଶରେ ପଢିବାକୁ ହାସଲ କଲେ ଯୋଗ୍ୟତା

ଲକ୍ଷ୍ନୌ,୧୫।୭: ସିବିଏସି ଦ୍ୱାଦଶ ବୋର୍ଡ ପରୀକ୍ଷାରେ ୯୮.୨ ପ୍ରତିଶତ ମାର୍କ ପାଇଥିବା ଜଣେ କୃଷକଙ୍କ ପୁଅ ଏବେ ବିଦେଶରେ ପଢିବେ। ସେ ଆମେରିକାରେ ଥିବା ନ୍ୟୁୟର୍କର କର୍ଣ୍ଣେଲ ବିଶ୍ୱବିଦ୍ୟାଳୟରୁ ୧୦୦ ପ୍ରତିଶତ ଛାତ୍ରବୃତ୍ତି ପାଇଛନ୍ତି। ଅନୁରାଗ ତିୱାରୀ ନାମକ ଏହି ଛାତ୍ର…

ପ୍ରିୟଙ୍କାଙ୍କ ଅନୁରୋଧ ରଖିଲେ ମୋଦି

ନୂଆଦିଲ୍ଲୀ,୧୫।୭: ସରକାରୀ ବଙ୍ଗଳା ଖାଲିକରିବା ଲାଗି କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ପ୍ରିୟଙ୍କାଙ୍କ ଅନୁରୋଧକ୍ରମେ ପ୍ରଧାନମନ୍ତ୍ରୀ ମୋଦି ଆଉ କିଛିଦିନ ଲୋଧି ଇଷ୍ଟେଟ୍‌ ବଙ୍ଗଳାରେ ରହିବା ଲାଗି ତାଙ୍କୁ ଅନୁମତି ଦେଇଛନ୍ତି। ୨୦୧୧ରେ କଂଗ୍ରେସ…

ଭାରତରେ ଟିକାର ମାନବ ପରୀକ୍ଷା ଖୁବ୍‌ଶୀଘ୍ର

ନୂଆଦିଲ୍ଲୀ,୧୫ା୭: ଭାରତରେ ଦୁଇଟି ସଂସ୍ଥା ପକ୍ଷରୁ ପ୍ରସ୍ତୁତ କରୋନା ଟିକାର ଲାବରେଟୋରି ପରୀକ୍ଷା ସଫଳ ହୋଇଛି। ଚଳିତ ମାସ ଶେଷ ସୁଦ୍ଧା ମାନବ ଶରୀରରେ ଏହାର ପରୀକ୍ଷା ଆରମ୍ଭ ହେବ ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ମହାନିର୍ଦ୍ଦେଶକ ବଳରାମ…

ଅଯୋଧ୍ୟା ହିଁ ରାମଙ୍କ ଜନ୍ମସ୍ଥାନ

ନୂଆଦିଲ୍ଲୀ,୧୫।୭: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଭଗବାନ ରାମ ଜଣେ ନେପାଳୀ ଓ ତାଙ୍କ ଜନ୍ମସ୍ଥାନ ଅଯୋଧ୍ୟା ନେପାଳରେ ରହିଛି ବୋଲି କହିବା ପରେ ଏହାକୁ ନେଇ ଭାରତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଭିନ୍ନ ମଠ ମହନ୍ତ, ସାଧୁସନ୍ଥମାନେ…

ପାଇଲଟଙ୍କୁ ଓହ୍ଲାଇଦେଲା କଂଗ୍ରେସ

ଜୟପୁର/ନୂଆଦିଲ୍ଲୀ,୧୫ା୭: ଯାହା ଆଶଙ୍କା କରାଯାଉଥିଲା ଶେଷରେ ତାହା ହିଁ ହେଲା। ରାଜସ୍ଥାନରେ ଗେହଲଟ ସରକାର ରୂପକ ବିମାନରୁ ସହଚାଳକ (କୋପାଇଲଟ) ସଚିନ ପାଇଲଟଙ୍କୁ ଓହ୍ଲାଇଦେଇଛି କଂଗ୍ରେସ। ଏହି ବିଦ୍ରୋହୀ ନେତାଙ୍କୁ ଉଭୟ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି (ପିସିସି)…

୩ ଦିନର ବୋହୁଙ୍କୁ ବିକାଶଙ୍କ ସହଯୋଗୀ ଭାବି ଉଠାଇ ଆଣିଲା କାନପୁର ପୋଲିସ, ଆଉ ତା’ ପରେ..

ଲକ୍ଷ୍ନୌ,୧୪।୭: ଉତ୍ତରପ୍ରଦେଶର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ପୋଲିସ ତାଙ୍କ ସହଯୋଗୀମାନଙ୍କୁ ଗିରଫ କରିବାରେ ଲାଗିଛି। ଏହି କ୍ରମରେ ତିନି ଦିନ ତଳେ ବିବାହ କରିଥିବା ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ସେ ବିକାଶଙ୍କ ଭଣଜା ଅମରଙ୍କ ସ୍ତ୍ରୀ ଖୁସି…

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୁଦ୍ଧରେ ଲଢି ଚର୍ଚ୍ଚାକୁ ଆସିଥିବା ଅଧିକାରୀ

କୋଲକାତା,୧୪।୭: ପଶ୍ଚିମବଙ୍ଗରେ କରୋନା ବିରୋଧରେ ଲଢେଇକୁ ନେଇ ଚର୍ଚ୍ଚାକୁ ଆସିଥିବା ଅଧିକାରୀ ଦେବଦତ୍ତା ରାୟ ଶେଷରେ କରୋନା ନିକଟରେ ହାର ମାନିଛନ୍ତି। ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ଏହି ୩୮ ବର୍ଷୀୟା ସରକାରୀ ଅଧିକାରୀ ଜଣଙ୍କ। ଆଉ ପଛରେ ଛାଡି ଯାଇଛନ୍ତି…

ବୁଧବାର ସିବିଏସ୍‌ଇ ଦଶମ ପରୀକ୍ଷା ଫଳ: ଏହି ଓ୍ବେବସାଇଟ୍‌ରେ ସହଜରେ ହେବ ଦେଖି

ନୂଆଦିଲ୍ଲୀ, ୧୪।୭: ବୁଧବାର ସିବିଏସ୍‌ଇ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଓ୍ବାଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଛାତ୍ରୀଛାତ୍ରମାନେ ସିବିଏସ୍‌ଇର ଓ୍ବେବସାଇଟ୍‌ cbseresults.nic.in, results.nic.in.ରେ ସହଜରେ ପରୀକ୍ଷା ଫଳ ଦେଖି ପାରିବେ।…

ପାଇଲଟଙ୍କ ବିନା ଚାଲିବ ରାଜସ୍ଥାନ ସରକାର, ସତ୍ୟର ହେବ ବିଜୟ: ସଚିନ

ନୂଆଦିଲ୍ଲୀ,୧୪।୭: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ପଦରୁ ହଟାଇ ଦିଆଗଲା ସଚିନ ପାଇଲଟଙ୍କୁ। ଏବେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବିନା ପାଇଲଟରେ ରାଜସ୍ଥାନ ସରକାର ଚଳାଇବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ପଦକୁ ନେଇ ଉଭୟଙ୍କ ଭିତରେ ଚାଲିଥିବା ତୁତୁମେମେ ଚରମ ସୀମାରେ ପହଞ୍ଚିଥିବା ବେଳେ ଶେଷରେ…

ଅଧିକ ଦିନ ମୁଖ୍ୟମନ୍ତ୍ରୀ ପଦରେ ରହିପାରିବେନି ଗେହଲଟ: ଭାଜପା

ନୂଆଦିଲ୍ଲୀ,୧୪।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ଲାଗି ରହିଥିବା ଦ୍ୱନ୍ଦ୍ୱର ଶେଷରେ ଅନ୍ତ ଘଟିଛି। ସମସ୍ତ ପଦ ହରାଇବାକୁ ପଡିଛି ପାଇଲଟଙ୍କୁ। ଏପଟେ ରାଜ୍ୟପାଳଙ୍କୁ ସାକ୍ଷାତ୍‌ କରିବାକୁ ପହଞ୍ଚିଛନ୍ତି ଗେହଲଟ। ଇତିମଧ୍ୟରେ ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri