କ୍ୟାବିନେଟ ବୈଠକ: କୃଷକ, ବ୍ୟବସାୟୀଙ୍କୁ ମୋଦି ସରକାରଙ୍କ ବଡ ଉପହାର
ନୂଆଦିଲ୍ଲୀ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକର, ନୀତିନ ଗଡକରି ଓ ନରେନ୍ଦ୍ର ସିଂ ତୋମାର କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। କ୍ୟାବିନେଟରେ କ୍ଷୁଦ୍ର,…
ବିମାନର ମଝି ସିଟ୍ରେ ବସି ଯାତ୍ରା କରିବା ମନା
ନୂଆଦିଲ୍ଲୀ,୧।୬: ଏଥର ବିମାନର ମଝି ସିଟ୍ରେ ବସି ଯାତ୍ରା କରିବାକୁ ବାରଣ କରାଯାଇଛି। ସୋମବାର ଡିଜିସିଏ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ବିଭିନ୍ନ ଏୟାର ଲାଇନ୍ସ କମ୍ପାନୀ ସହ କଥା ହେବା ପରେ ଡିଜିସିଏ ଏହା କହିଛି। ଯଦି କେହି ଯାତ୍ରୀ…
ଦାନା ବାନ୍ଧୁଛି ସାମୁଦ୍ରିକ ଝଡ଼ ନିସର୍ଗ: ଜୁନ୍ ୩ ସନ୍ଧ୍ୟାରୁ ମହାରାଷ୍ଟ୍ର-ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା
ନୂଆଦିଲ୍ଲୀ,୧।୬: ଅମ୍ଫନ ପରେ ଏବେ ଦକ୍ଷିଣ-ପଶ୍ଚିମ ଆରବ ସାଗରରେ ସାମୁଦ୍ରିକ ଝଡ଼ ନିସର୍ଗ ଦାନା ବାନ୍ଧୁଛି। ଧୀରେଧୀରେ ଏହା ଘନିଭୂତ ହେବାରେ ଲାଗିଛି। ଜୁନ୍ ୩ ସନ୍ଧ୍ୟା ସୁଦ୍ଧା ଏହାର ପ୍ରଭାବରେ ଉତ୍ତର ମହାରାଷ୍ଟ୍ର ଏବଂ ଦକ୍ଷିଣ ଗୁଜରାଟ ଉପକୂଳ ଅଞ୍ଚଳରେ…
ଏଥର ହେବ ସ୍ବାଭାବିକଠାରୁ ଅଧିକ ବର୍ଷା
ନୂଆଦିଲ୍ଲୀ,୧।୬: କେରଳରେ ମୌସୁମୀ ପହଞ୍ଚିବା ପରେ ଦେଶବାସୀଙ୍କ ଆଶ୍ୱସ୍ତି ମିଳିଛି। ଏଥର ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲା-ନିନା ପ୍ରଭାବରେ ଏଥର ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ୧୦୨…
ଭାରତ ସୀମାର ୩୫ କିମି ଭିତରେ ଉଡ଼ିଲା ଚାଇନା ଯୁଦ୍ଧ ବିମାନ
ନୂଆଦିଲ୍ଲୀ,୧।୬: ଭାରତ ସୀମାର ୩୦ରୁ୩୫ କିଲୋମିଟର ଭିତରେ ଚାଇନା ଯୁଦ୍ଧ ବିମାନ ଉଡ଼ିଛି। ଭାରତୀୟ ସେନା ପକ୍ଷରୁ ଏହା ଉପରେ ତୀକ୍ଷଣ୍ ଦୃଷ୍ଟି ରଖାଯାଇଥିବା କୁହାଯାଉଛି। ପୂର୍ବ ଲଦାଖରେ ଭାରତୀୟ ଆକାଶ ମାର୍ଗ ସୀମା ଡେଇଁ ଚାଇନାର ୧୦ରୁ ୧୨ ଯୁଦ୍ଧ…
୨୦୨୫ ସୁଦ୍ଧା ଭାରତ ହେବ ଯକ୍ଷ୍ମା ମୁକ୍ତ: ପୃଥିବୀର ଧାର୍ଯ୍ୟ ଲକ୍ଷ୍ୟର ୫ ବର୍ଷ ପୂର୍ବରୁ ମିଳିବ ସଫଳତା
ନୂଆଦିଲ୍ଲୀ,୧।୬: ଭାରତରୁ ୨୦୨୫ ସୁଦ୍ଧା ଯକ୍ଷ୍ମା ଲୋପ ପାଇବ। ପୃଥିବୀରୁ ଏହା ୨୦୩୦ ସୁଦ୍ଧା ଲୋପ ହେବ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ତେବେ ଏହାର ୫ ବର୍ଷ ପୂର୍ବରୁ ଭାରତ ଯକ୍ଷ୍ମା ମୁକ୍ତ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୩ ଆତଙ୍କବାଦୀ ନିହତ
ଶ୍ରୀନଗର,୧।୬: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଅନୁପ୍ରବେଶ କରୁଥିବା ୩ ଆତଙ୍କବାଦୀ ଭାରତୀୟ ସେନାଙ୍କ ଗୁଳିରେ ନିହତ ହୋଇଛନ୍ତି। ନୌଶେରା ସେକ୍ଟରରେ ଆତଙ୍କବାଦୀମାନେ ଅନୁପ୍ରବେଶ କରୁଥିଲେ। ଏନେଇ ଭାରତୀୟ ସେନା ପକ୍ଷରୁ ସତର୍କ ସୂଚନା…
ମହଙ୍ଗା ହେଲା ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ୍
ନୂଆଦିଲ୍ଲୀ,୧।୬: ଦେଶରେ ସୋମାବାର ଅନ୍ଲକ୍ ୧.୦ ଆରମ୍ଭ ହୋଇଛି। ପ୍ରଥମ ଦିନରୁ ହିଁ ସାଧାରଣ ଜନତାଙ୍କ ଉପରେ ପଡିଛି ମହଙ୍ଗା ମାଡ। ଦେଶର ଅଏଲ ମାର୍କେଟିଂ କମ୍ପାନୀ ବିନା ସବ୍ସିଡି ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି କରିଛନ୍ତି। ବିଭିନ୍ନ ରାଜ୍ୟରେ ଟ୍ୟାକ୍ସ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ଲକ୍ଷରୁ ଅଧିକ ସଂକ୍ରମିତ: ଆମେରିକା, ଭାରତ, ବ୍ରାଜିଲରେ ବଢି ଚାଲିଛି ସଂକ୍ରମଣ
ନୂଆଦିଲ୍ଲୀ,୧।୬: ଆମେରିକା, ଭାରତ,ରୁଷିଆ, ବ୍ରାଜିଲ, ପେରୁ, ଚିଲି ଓ ପାକିସ୍ତାନରେ ରବିବାର ହଜାର ହଜାର ସଂଖ୍ୟାରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ରବିବାର ଲାଗାତର ୫ ଦିନ ଧରି ବିଶ୍ୱରେ ୨୪ ଘଣ୍ଟାରେ ଲକ୍ଷାଧିକ କରୋନା ରୋଗୀଙ୍କୁ ଚିହ୍ନଟ କରାଯିବା ବିଶ୍ୱ…
୧୦୦୦ରୁ ଅଧିକ ବିଦେଶୀ ଉତ୍ପାଦ ପାରାମିଲିଟାରୀ କ୍ୟାଣ୍ଟିନ ତାଲିକାରୁ ହଟିଲା
ନୂଆଦିଲ୍ଲୀ,୧।୬: କରୋନା ସଂକ୍ରମଣ ଯୋଗୁ ଦେଶର ଆର୍ଥିକ ସ୍ଥିତିରେ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ସ୍ବଦେଶୀ ଉତ୍ପାଦ ବ୍ୟବହାରକୁ ଗୁରୁତ୍ୱ ଦେଇଥିଲେ। ଏହା ଅନ୍ତର୍ଗତ ଦେଶରେ ଥିବା ପାରାମିଲିଟାରୀ କ୍ୟାଣ୍ଟିନ ତାଲିକାରୁ ୧୦୦୦ରୁ ଅଧିକ ବିଦେଶୀ ଉତ୍ପାଦକୁ ହଟାଇ ଦିଆଯାଇଛି। ଜୁନ୍ ୧ଠାରୁ…
କେରଳ ଛୁଇଁଲା ମୌସୁମୀ
ନୂଆଦିଲ୍ଲୀ,୧।୬: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ଠିକ୍ ଜୁନ୍ ପହିଲାରେ କେରଳ ଛୁଇଁଛି ମୌସୁମୀ। ଭାରତୀୟ ପାଣିପାଗ ବିଭାଗର ସୂଚନା ମୁତାବକ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର କେରଳ ଛୁଇଁଛି। ଏହାର ପ୍ରଭାବରେ ପାଖାପାଖି ୯ ଜିଲାରେ ପ୍ରବଳ ବର୍ଷା ହୋଇଛି।…
କରୋନାରେ ସଂକ୍ରମିତ ହେଲେ ଆଇସିଏମ୍ଆର୍ର ବରିଷ୍ଠ ବୈଜ୍ଞାନିକ
ନୂଆଦିଲ୍ଲୀ,୧।୬: ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ (ଆଇସିଏମ୍ଆର୍)ର ଜଣେ ବରିଷ୍ଠ ବୈଜ୍ଞାନିକଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ସେ ଗତ ୨ ସପ୍ତାହ ପୂର୍ବେ ମୁମ୍ବାଇରୁ ଦିଲ୍ଲୀ ଆସିଥିଲେ। ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଫର୍ ରିସର୍ଚ୍ଚ ଇନ୍ ରିପ୍ରଡକଟିଭ…
Archives


