ଅନନ୍ତନାଗରେ ଏନ୍କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର,୧୩।୭: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ସଫଳତା ମିଳିଛି। ଅନନ୍ତନାଗ ଜିଲାର ଶ୍ରୀଗୁଫଓ୍ବାରା ଅଞ୍ଚଳରେ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। କିଛି ଆତଙ୍କବାଦୀ ଏଠାରେ ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୋମବାର…
ଗେହଲଟ୍ଙ୍କ ରାଜସ୍ଥାନରେ ଭାଜପାର ପାଇଲଟ୍ ପ୍ରୋଜେକ୍ଟ
ଜୟପୁର,୧୩।୭: ରାଜସ୍ଥାନରେ ଭାଜପାର ଅପରେଶନ୍ ଲୋଟସ୍ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ସଚିନ୍ ପାଇଲଟ୍ଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ନେବାକୁ ଭାଜପା ଯୋଜନା କରୁଥିବା ଅଭିଯୋଗ ହେଉଛି। ଗେହଲଟ୍ଙ୍କ ରାଜସ୍ଥାନରେ ଭାଜପା ପାଇଲଟ୍ ପ୍ରୋଜେକ୍ଟ କରିବାକୁ…
ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ସମ୍ପର୍କୀୟଙ୍କ ଘରେ ଆୟକର ବିଭାଗର ଚଢ଼ାଉ
ନୂଆଦିଲ୍ଲୀ,୧୩।୭:ରାଜସ୍ଥାନରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମ୍ପର୍କୀୟଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସୋମବାର ଆୟକର ବିଭାଗର ୨୦୦ରୁ ଊର୍ଦ୍ଧ୍ୱ ଅଧିକାରୀ ଓ କର୍ମଚାରୀ ଦିଲ୍ଲୀ ଓ ରାଜସ୍ଥାନର କେତେକ ସ୍ଥାନରେ ଏହି ଚଢ଼ାଉ…
୯ ଲକ୍ଷ ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା: ଦେଶରେ ଗୋଟିଏ ଦିନରେ ସର୍ବାଧିକ ୨୮,୭୦୧ ନୂଆ ରୋଗୀ ଚିହ୍ନଟ
ନୂଆଦିଲ୍ଲୀ,୧୩।୭: କନ୍ଦାଇଲାଣି କରୋନା। ବେଳକୁ ବେଳ ଏହା ସୁଅ ଭଳି ମାଡି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୮,୭୦୧ ନୂଆ ସଂକ୍ରମିତ ଚିହ୍ନଟ ହେବା ସମସ୍ତଙ୍କ ଭ୍ରୁକୁଞ୍ଚନ ସୃଷ୍ଟି କରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ,…
କଂଗ୍ରେସରେ ସଙ୍କଟମୋଚକଙ୍କ ଅଭାବ: ହାଇକମାଣ୍ଡଙ୍କୁ ନାହିଁ ଭୟ
ନୂଆଦିଲ୍ଲୀ, ୧୩।୭: ମଧ୍ୟପ୍ରଦେଶ ପରେ ଏବେ ରାଜସ୍ଥାନରେ ଶାସକ କଂଗ୍ରେସ ଦଳରେ ଅସନ୍ତୋଷ ବଢ଼ିଚାଲିଛି। ୧୩୫ ବର୍ଷ ସର୍ବପୁରାତନ ରାଜନୈତିକ ଦଳରେ ଏଭଳି ସ୍ଥିତି ଲଗାତାର ସୃଷ୍ଟି ହେବା ପଛରେ ଏକ ଗୁରୁତ୍ୱପୂର୍ଣ୍ଣ କାରଣ ରହିଛି। ଦଳରେ ସଙ୍କଟମୋଚକଙ୍କ ଅଭାବ ଯୋଗୁ…
ସିନ୍ଧିଆଙ୍କ ପରି ବାଡ଼ ଡେଇଁବେ କି ସଚିନ
ଜୟପୁର, ୧୩।୭: ରାଜସ୍ଥାନରେ ଶାସକ କଂଗ୍ରେସ ଦଳରେ ସଙ୍କଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଯୁବନେତା ସଚିନ ପାଇଲଟଙ୍କ ମଧ୍ୟରେ ଦୂରତା ବଢ଼ିଚାଲିଛି। ପୂର୍ବରୁ ମଧ୍ୟପ୍ରଦେଶ କଂଗ୍ରେସ ସରକାରରେ ଏଭଳି ସମସ୍ୟା ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥ ଏବଂ ବିଦ୍ରୋହୀ…
ଭାଜପା ପାଇଁ ବୋଲିଂ କରିବାକୁ ସଚିନଙ୍କ ଅଣ୍ଟା ଭିଡ଼ା
ଜୟପୁର, ୧୩।୭: ରାଜସ୍ଥାନରେ ଶାସକ କଂଗ୍ରେସ ପାଇଁ ଏବେ ସଚିନ ପାଇଲଟ କଣ୍ଟା ସାଜିଛନ୍ତି। ମଧ୍ୟପ୍ରଦେଶ ଶୈଳୀରେ ଏଠାରେ ଅପରେଶନ୍ ଲୋଟସ୍ ଅଭିଯାନ ଭାଜପା ପକ୍ଷରୁ ଯୋଜନାବଦ୍ଧ ଭାବେ ଆରମ୍ଭ ହୋଇଥିବା ନେଇ ଚର୍ଚ୍ଚା ହେଉଛି। କଂଗ୍ରେସ ପାଇଁ ବ୍ୟାଟିଂ କରୁଥିବା…
ସୁସ୍ଥ ହାର ୬୨.୯୩%କୁ ବୃଦ୍ଧି
ନୂଆଦିଲ୍ଲୀ,୧୩।୭: ଉଦ୍ବେଗଜନକ ସ୍ଥିତିରେ ପହଞ୍ଚିଛି କରୋନା ପ୍ରକୋପ। ଶନିବାର ୨୮ ହଜାର ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ରବିବାର ରାତି ସୁଦ୍ଧା ୨୦ ହଜାର ମାମଲା ନଜରକୁ ଆସିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮.୭୦ ଲକ୍ଷରେ ପହଞ୍ଚିଥିବାବେଳେ ୨୨,୯୮୦ ମୁଣ୍ଡ…
ତଦନ୍ତ ପାଇଁ କମିଶନ ଗଠିତ
ଲକ୍ଷ୍ନୌ,୧୩।୭: ଏନ୍କାଉଣ୍ଟରରେ ପୋଲିସ ଗୁଳିର ଶିକାର ହୋଇ ପ୍ରାଣ ହରାଇଥିବା ଉତ୍ତରପ୍ରଦେଶ କାନପୁରର ଗ୍ୟାଙ୍ଗ୍ଷ୍ଟର ବିକାଶ ଦୁବେ ଘଟଣାର ତଦନ୍ତ କରାଯିବ। ଜଣିକିଆ କମିଶନ ଏହାର ତଦନ୍ତ କରିବେ। ଦୁର୍ଘଟଣା ପରେ ପୋଲିସ କବଳରୁ ଖସିଯିବାକୁ ଉଦ୍ୟମ କରୁଥିବାବେଳେ ଗତ ସପ୍ତାହରେ…
ନଡ୍ଡାଙ୍କ ନୂଆ ଟିମ୍ ଖୁବ୍ଶୀଘ୍ର
ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାଜପାର ସର୍ବୋଚ୍ଚ ନୀତି ନିର୍ଦ୍ଧାରକ ସଂସ୍ଥା ସଂସଦୀୟ ବୋର୍ଡରେ ଅନେକ ନୂଆ ମୁହଁ ସ୍ଥାନ ପାଇବାକୁ ଯାଉଛନ୍ତି। ଖୁବ୍ଶୀଘ୍ର ନୂଆ କାର୍ଯ୍ୟକର୍ତ୍ତା ଟିମ୍ ଘୋଷଣା କରାଯିବ ବୋଲି ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା କହିଛନ୍ତି। ଗତ ଜାନୁୟାରୀରେ ନଡ୍ଡା ଭାଜପା…
ଟ୍ରେନ୍ରେ ହେବ ସିସିଟିଭି ମନିଟରିଂ
ନୂଆଦିଲ୍ଲୀ,୧୩ା୭(ପି.ଟି.): ଟ୍ରେନ୍ ଯାତ୍ରାକୁ ଅଧିକ ନିରାପଦ ଓ ଆରାମଦାୟକ କରିବା ଲାଗି ରେଲ୍ଓ୍ବେ ବୋର୍ଡ ୨୦ଟି ନୂଆ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଗୁଡ଼ିକ ମଧ୍ୟରେ ରହିଛି ଟ୍ରେନ୍ ଛାଡ଼ିବା ପୂର୍ବରୁ ଯାତ୍ରୀଙ୍କୁ ସତର୍କ ସୂଚନା ଦେବା, କୋଚ୍ ଭିତରେ…
ରାଜସ୍ଥାନ ସରକାର ଟଳମଳ
ନୂଆଦିଲ୍ଲୀ,୧୩ା୭: କର୍ନାଟକ ଓ ମଧ୍ୟପ୍ରଦେଶର କଂଗ୍ରେସ ସରକାରକୁ ଭାଙ୍ଗିବାରେ ସଫଳ ହେବା ପରେ ରାଜସ୍ଥାନରେ ମୁଣ୍ଡ ପୂରାଇଛି ଭାଜପା। ଏଥିଯୋଗୁ ରାଜସ୍ଥାନ କଂଗ୍ରେସରେ ବଡ଼ ସଙ୍କଟ ସୃଷ୍ଟି ହେବା ସହ ଅଶୋକ ଗେହଲଟ ସରକାର ଟଳମଳ ଅବସ୍ଥାକୁ ଚାଲି ଆସିଛି। ଶାସକ…
Archives


