ଏନ୍ଇଇଟି ବିବାଦ ମଧ୍ୟରେ ଅକ୍ଟୋବରରୁ ଏହି ରାଜ୍ୟରେ ଖୋଲିବ କଲେଜ
ବେଙ୍ଗାଲୁରୁ,୨୬।୮: ସମଗ୍ର ଦେଶରେ ଏନ୍ଇଇଟି ଓ ଜେଇଇ ପରୀକ୍ଷାକୁ ନେଇ ବିବାଦ ଜାରି ରହିଥିବା ବେଳେ ବର୍ତ୍ତମାନ କର୍ନାଟକ ସରକାର ରାଜ୍ୟରେ କଲେଜ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଅକ୍ଟୋବର ୧ରୁ ପୁଣି ଥରେ କଲେଜ ଖୋଲିବ ବୋଲି ବୁଧବାର କର୍ନାଟକ…
ଘରେ ଏକୁଟିଆ ଦେଖି ବିଦେଶୀ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲେ ନକଲି ସାଧୁ: ଘଟିଲା ଏଭଳି କିଛି…
ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀ: ଆଧ୍ୟାତ୍ମିକ ଯାତ୍ରାରେ ଆମେରିକାରୁ ତାମିଲନାଡୁ ଆସିଥିବା ଜଣେ ମହିଳା ତାଙ୍କୁ ବଳାତ୍କାର କରିବାକୁ ଚେଷ୍ଟା କରୁଥିବା ଜଣେ ବ୍ୟକ୍ତିଙ୍କୁ ମାଡ ମାରି ଏବେ ଚର୍ଚ୍ଚାରେ। ମହିଳାଜଣଙ୍କ ମାର୍ଶଲ ଆର୍ଟରେ ତାଲିମ ନେଇଥିଲେ। ଫଳରେ ବ୍ୟକ୍ତିଜଣଙ୍କ ମହିଳାଙ୍କୁ ବଳାତ୍କାର କରିବାକୁ…
ଏନ୍ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ପାଇଁ ଉଠିଲା ଦାବି: ସୁପ୍ରିମକୋର୍ଟ ଯିବେ ୭ରାଜ୍ୟର ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ସଙ୍କଟ ମଧ୍ୟରେ ସେପ୍ଟେମ୍ବରରେ ଜେଇଇ ଓ ଏନ୍ଇଇଟି ପରୀକ୍ଷା କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଇତିମଧ୍ୟରେ…
ଏବେ ବି କୋମାରେ ଅଛନ୍ତି ପୂର୍ବତନ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୬।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବେ ମଧ୍ୟ କୋମାରେ ଥିବା ଆର୍ମି ରିସର୍ଚ୍ଚ ଏବଂ ରେଫରାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ୮୪ ବର୍ଷୀୟ ମୁଖାର୍ଜୀଙ୍କ ଚିକିତ୍ସା କରୁଥିବା ଡାକ୍ତରମାନେ କହିଛନ୍ତି ଯେ ସେ ଏବେ ମଧ୍ୟ ଭେଣ୍ଟିଲେଟରରେ ଅଛନ୍ତି।…
ମୋଦିଙ୍କ ଜନ୍ମଦିନ ପାଇଁ ଚାଲିଛି ପ୍ରସ୍ତୁତି, ଏଥର ଏମିତି କରାଯିବ ପାଳନ
ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ସେପ୍ଟେମ୍ବର ୧୭ରେ ୭୦ ବର୍ଷରେ ପଦାର୍ପଣ କରିବେ। ଏହି ଦିନ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ଭିନ୍ନ ଢଙ୍ଗରେ ପାଳନ ପାଇଁ ଯୋଜନା ପାଇଁ ପ୍ରସ୍ତୁତି ଚାଲିଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…
ଅଟୋ ଡ୍ରାଇଭରଙ୍କୁ ବିବାହ କଲେ ପ୍ରେମିକା: ଏଭଳି ଉପାୟରେ ପ୍ରତିଶୋଧ ନେଉଥିଲେ ପ୍ରେମିକ…
ମୁମ୍ବାଇ, ୨୬।୮: ପ୍ରେମିକା ଧୋକା ଦେଲେ। ଏଥିରେ ମର୍ମାହତ ହୋଇ ପ୍ରେମିକ ଏକ ନିଆରା ଉପାୟରେ ପ୍ରତିଶୋଧ ନେଉଥିଲେ। ଏହାର ପର୍ଦ୍ଦାଫାଶ୍ ମୁମ୍ବାଇ ପୋଲିସ କରିଛି। ଆସିଫ୍ ଶେଖ୍ଙ୍କ ପ୍ରେମିକା ଜଣେ ଅଟୋ ଡ୍ରାଇଭରଙ୍କୁ ବିବାହ କରିଥିଲେ। ଏହି ଘଟଣା ଆସିଫ୍ଙ୍କୁ…
ପାଣିକୁ ନେଇ ଏସିଡ୍ ଆଟାକ୍: ୨୩ ଆହତ
ଝାନ୍ସୀ, ୨୬।୮: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ପାଣି ଭର୍ତ୍ତି କରିବାକୁ ନେଇ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ପରେ ଗୋଟିଏ ପକ୍ଷ ଅନ୍ୟ ପକ୍ଷଙ୍କ ଉପରକୁ ଛାତ ଉପରେ ଚଢ଼ି ଏସିଡ୍ ଆଟାକ୍ କରିଛନ୍ତି।…
ସଂସଦ ଭବନ ନିକଟରେ ସନ୍ଦିଗ୍ଧ ଯୁବକ: ବ୍ୟାଗ୍ରୁ କୋଡ୍ଓ୍ବାର୍ଡରେ ଲେଖାଥିବା ଚିଠି ଜବତ
ନୂଆଦିଲ୍ଲୀ, ୨୬।୮: ସଂସଦ ଭବନ ପାଖରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ବୁଧବାର ଦିଲ୍ଲୀ ପୋଲିସ ପକ୍ଷରୁ ହେପାଜତରେ ରଖି ପଚରା ଉଚରା କରାଯାଉଛି। ସେ ବିଜୟ ଚୌକ ନିକଟରେ ସନ୍ଦେହ ଜନକ ଅବସ୍ଥାରେ ବସିଥିବାର ଦେଖି ପୋଲିସ ତାଙ୍କୁୁ ପଚରା ଉଚରା…
ଲକ୍ଡାଉନ୍ ଯୋଗୁ ୭୦ ଫିଲ୍ମର ଶୁଟିଂ ରହିଛି ଅଟକି: କ୍ଷତି ହେଲାଣି ୧୫ ଶହ କୋଟି
ମୁମ୍ବାଇ, ୨୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଲକ୍ଡାଉନ୍ ଜାରି ରହିଛି। ଏହା ଦ୍ୱାରା ବଲିଉଡ୍ର ମାର୍ଚ୍ଚରୁ ଅଗଷ୍ଟ ମଧ୍ୟରେ ଗତ ୬ ମାସରେ ୧୫ ଶହ କୋଟିର କ୍ଷତି ହେଲାଣି। ଏହି ସମୟ ମଧ୍ୟରେ ୭୦ରୁ ଅଧିକ ଫିଲ୍ମର…
ବର୍ଷାରେ ସୂର୍ଯ୍ୟମନ୍ଦିରର ଦୃଶ୍ୟ ଶେୟାର କଲେ ମୋଦି
ନୂଆଦିଲ୍ଲୀ, ୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଟୁଇଟର ଆକାଉଣ୍ଟରେ ବର୍ଷାର ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ବର୍ଷା ସମୟରେ ଗୁଜରାଟର ମୋଢେରା ସୂର୍ଯ୍ୟ ମନ୍ଦିରରେ ଦୃଶ୍ୟ ଦେଖାଯାଉଛି। ଏହି ଭିଡିଓ ସହିତ ସେ ଲେଖିଛନ୍ତି, ‘ମୋଢେରାର ଆଇକନିକ…
ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସବୁ ଧାର୍ମିକ ଉତ୍ସବ ବନ୍ଦ
ଲକ୍ଷ୍ନୌ,୨୬।୮: ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସବୁ ମହୋତ୍ସବ ବନ୍ଦ ରଖିବାକୁ ଉତ୍ତର ପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ-ପ୍ରଶାସନ ସହ ଏକ ବୈଠକ କରି ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ…
ବ୍ୟାଙ୍କ ଆଗରେ ଜୋତା-ଚପଲ-ଛତା ଲାଇନ୍: ଟୋକନ ହେଉଛି ବ୍ଲାକ୍
ଭଣ୍ଡରା, ୨୬।୮: ଫିଲ୍ମ ହଲ୍ରେ ଟିକେଟ୍ ବ୍ଲାକ୍ ହେବା ଦେଖାଯାଇଥାଏ। ତେବେ ବ୍ୟାଙ୍କରେ ସଞ୍ଚୟ ଟଙ୍କା ଉଠାଇବା ଲାଗି ଆସିଥିବା ଲୋକଙ୍କୁ ବ୍ଲାକ୍ରେ ଟୋକନ ବିକ୍ରି ହେଉଥିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏହା ସତ୍ୟ। ଝାଡ଼ଖଣ୍ଡର ଭଣ୍ଡରାରେ ଥିବା…
Archives


