ଜାତୀୟ

କେରଳରେ ୧୨ କରୋନା ସଂକ୍ରମିତ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ଶିକ୍ଷାନୁଷ୍ଠାନ

ଥିରୁଭାନନ୍ତପୁରମ,୧୦।୩: କରୋନା ଭାଇରସରେ ସଂକ୍ରମିତ ୬ ରୋଗୀ ଚିହ୍ନଟ ହେବା ପରେ ଏବେ କେରଳରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୨ରେ। ଏହାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ୭ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ କ୍ଲାସ ଓ ପରୀକ୍ଷାକୁ ମଙ୍ଗଳବାର...

‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କ ଲୁକ୍ସକୁ ପସନ୍ଦ କରୁଛନ୍ତି ଦର୍ଶକେ

ମୁମ୍ବାଇ,୧୦।୩: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ୬୯ ବର୍ଷ ବୟସରେ ବି ପ୍ରଶଂସକଙ୍କ ମନରେ ଘର କରି ରହିଛନ୍ତି। ଏବେବି ଦର୍ଶକେ ତାଙ୍କୁ ସେହି ସୁପରଷ୍ଟାର ବୋଲି ଭାବନ୍ତି। ଏଥର ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କୁ ଦେଖିବାକୁ ମିଳିବ। ଏହାର ଟିଜର...

କମଲନାଥଙ୍କ ସରକାର ଭାଙ୍ଗିବା ପାଇଁ ପୁରସ୍କାର: ଭାଜପାରେ ସମ୍ମାନ, ମିଳିବ ମନ୍ତ୍ରୀପଦ !

ନୂଆଦିଲ୍ଲୀ, ୧୦।୩: ମଧ୍ୟପ୍ରଦେଶ ରାଜନୈତିକ ସମୀକରଣରେ ନୂଆ ମୋଡ଼ ଆସିଛି। ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ିଛନ୍ତି। ସେ ଏବେ ଭାଜପାରେ ଯୋଗଦେବେ ବୋଲି କୁହାଯାଉଛି। ତାଙ୍କୁ ସମର୍ଥନ କରୁଥିବା ୨୦ କଂଗ୍ରେସ ବିଧାୟକଙ୍କ ଇସ୍ତଫା ମଞ୍ଜୁର ହେଲେ ରାଜ୍ୟ ବିଧାନସଭାରେ...

ରାଣା କପୁର କ୍ରୟ କରିଥିବା ରାଜୀବ ଗାନ୍ଧୀଙ୍କ ପେଣ୍ଟିଂକୁ ଜବତ କଲା ଇଡି

ମୁମ୍ବାଇ,୧୦।୩: ୟସ୍‌ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କ ଉପରେ ଗୋଟିଏ ପରେ ଗୋଟିଏ ଅସୁବିଧା ଯେମିତି ମାଡି ଆସୁଛି। ୟସ୍‌ ବ୍ୟାଙ୍କ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ବେଳେ ଏହାର କାରବାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)କେତେ...

କଂଗ୍ରେସରୁ ଇସ୍ତଫା ଦେଲେ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରଦେଶର କ୍ଷମତା ରାଜନୀତି ଏବେ ଦିଲ୍ଲୀ ପହଞ୍ଚିଛି। କଂଗ୍ରେସ ଦଳର ଅସନ୍ତୁଷ୍ଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ଭାଜପା ଟିକଟରୁ ସେ ରାଜ୍ୟ ସଭାକୁ...

ଖାଲକୁ ଖସିଲା ବସ: ୫ମୃତ, ୩୪ ଆହତ

ଶିମଲା,୧୦।୩: ହିମାଚଳପ୍ରଦେଶରେ ଭୋର୍‌ ୬ଟା ୪୫ରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟିଛି। ଭରମୋର-ପାଠାଣକୋଟ ଜାତୀୟ ରାଜପଥର ଚେହଲିଠାରେ ଏକ ଯାତ୍ରୀବାହୀ ବସ ଖାଲକୁ ଖସି ପଡ଼ିଛି। ଏଥିରେ ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୪ ଲୋକ ଆହତଙ୍କ ହୋଇଛନ୍ତି। ଖବର...

ସିଏଏ ହିଂସା: ହାଇକୋର୍ଟଙ୍କ ରାୟକୁ ବିରୋଧ କରି ସୁପ୍ରିମକୋର୍ଟ ଯାଇପାରନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୧୦।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶରେ ଉପୁଜିଥିବା ହିଂସାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ଏକ ପୋଷ୍ଟର ଯୋଗୀ ଆଦିତ୍ୟନାଥଙ୍କ ସରକାର ଜାରି କରିଥିଲେ। ଗୋଟିଏ ଦିନ ପୂର୍ବରୁ ଏହି ପୋଷ୍ଟରକୁ ହଟାଇବାକୁ ଆହ୍ଲାବାଦ ହାଇ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।...

ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି। ଲୋକେ ମାଙ୍କଡ଼ଙ୍କ ଆତଙ୍କରେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଇଟିବିପି ୭...

କରୋନା ଭାଇରସ ମୁକାବିଲା ପାଇଁ କେରଳ ଜେଲରେ ଖୋଲିଲା ସ୍ବତନ୍ତ୍ର ସେଲ

ଥିରୁଭାନନ୍ତପୁରମ,୧୦।୩: କେରଳରେ କୋଭିଡ-୧୯ ପଜିଟିଭ ଥିବା ୬ ଜଣଙ୍କୁ ସୋମବାର ଚିହ୍ନଟ କରାଯାଇଥିବା ବେଳେ ଏବେ ଏହାକୁ ନେଇ ସରକାର ସତର୍କ ହୋଇଯାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜେଲ ମହାନିର୍ଦ୍ଦେଶକ ରିଷି ରାଜ ସିଂ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି।...

କରୋନା ସଚେତନତା ବାର୍ତ୍ତା: ଠାକୁର ପିନ୍ଧିଲେ ମାସ୍କ

ବାରାଣାସୀ: କରୋନା ଭୂତାଣୁ ସଂକ୍ରମଣ ଭୟରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଉଛି। ଏହା ସହିତ ଆଲିଙ୍ଗନ ଏବଂ କାହା ସହିତ ହାତ ମିଳାଇବାକୁ ବି ବାରଣ କରାଯାଉଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ...

ସିନ୍ଧିଆଙ୍କ ୭୫ତମ ଜୟନ୍ତୀରେ ଜ୍ୟୋତିରାଦିତ୍ୟ କରିପାରନ୍ତି ବଡ଼ ଘୋଷଣା: ହାତ ଛାଡ଼ି ପଦ୍ମ ଧରିବା ନେଇ ଚର୍ଚ୍ଚା

ଭୋପାଳ,୧୦।୩: ମଧ୍ୟପ୍ରଦେଶରେ ରାଜନୈତିକ ସମୀକରଣ ଏବେ ରୋଚକ ସ୍ଥିତିରେ ପହଞ୍ଚିଛି। ପିତା ମାଧବ ରାଓ ସିନ୍ଧିଆଙ୍କ ୭୫ ତମ ଜୟନ୍ତୀରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ବଡ଼ ଘୋଷଣା କରିବେ ବୋଲି ଆଲୋଚନା ହେଉଛି। କଂଗ୍ରେସରେ ବଢୁଥିବା ଗୋଷ୍ଠୀ କନ୍ଦଳକୁ ନେଇ ଜ୍ୟୋତିରାଦିତ୍ୟ...

ଏମ୍‌ପିରେ ଅପରେଶନ୍‌ ଲୋଟସ୍‌: ସିନ୍ଧିଆଙ୍କୁ ବାଡ଼ ଡିଆଁଇବା ପାଇଁ ଭାଜପାର ଉଦ୍ୟମ ଜାରି !

ଭୋପାଳ,୧୦।୩: ମଧ୍ୟପ୍ରଦେଶରେ ମୁଖ୍ୟ କମଲନାଥଙ୍କ ସରକାର ଉପରେ ସଙ୍କଟ ଘନେଇ ଆସୁଛି। କଂଗ୍ରେସରେ ଲାଗି ରହିଥିବା କନ୍ଦଳରୁ ଭାଜପା ଫାଇଦା ମାରିବାର ଉଦ୍ୟମ କରୁଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। କଂଗ୍ରେସର ଯୁବନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri