ଶହୀଦ ମେଜର ବିଭୁତିଙ୍କ ପତ୍ନୀ ନିକିତା ପିନ୍ଧିବେ ସେନା ପୋଷାକ!
ଡେରାଡୁନ,୮।୩: ପୁଲଓ୍ବାମାରେ ଏକ ଏନ୍କାଉଣ୍ଟର ସମୟରେ ଗତବର୍ଷ ଫେବୃୟାରୀରେ ଶହୀଦ ହୋଇଥିବା ମେଜର ବିଭୁତି ଧୌଣ୍ଡିୟାଲଙ୍କ ପତ୍ନୀ ନିକିତା କୌଲ ଧୌଣ୍ଡିୟାଲ ସେନାରେ ଯୋଗ ଦେବେ ବୋଲି ଜଣାପଡିଛି। ବିଶେଷସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିକଟରେ ଅନୁଷ୍ଠିତ ସିଡିଏସ୍ ଓ...
ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: କେରଳରେ ୫ ନୂଆ ରୋଗୀ
ନୂଆଦିଲ୍ଲୀ,୮।୩: ଭାରତରେ ବଢିବାରେ ଲାଗିଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା। ରବିବାର କେରଳରେ ୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସାରା ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି। କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ...
୭ ମହିଳାଙ୍କୁ ଟୁଇଟର ଆକାଉଣ୍ଟ ହସ୍ତାନ୍ତର କଲେ ମୋଦି
ନୂଆଦିଲ୍ଲୀ,୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ତାଙ୍କ ଟୁଇଟର ଆକାଉଣ୍ଟକୁ ୭ ଜଣ ମହିଳାଙ୍କୁ ହସ୍ତାନ୍ତର କରିଛନ୍ତି। ଏମାନେ ଏହି ଆକାଉଣ୍ଟ ମାଧ୍ୟମରେ ସେମାନଙ୍କ ଜୀବନଯାତ୍ରାର କଥା ଦିନ ତମାମ ଶେୟାର କରିବେ ବୋଲି...
ସିଲ୍ ହେଲା ଧର୍ମେନ୍ଦ୍ରଙ୍କ ‘ହି ମ୍ୟାନ’ ରେସ୍ତୋରାଁ
ହରିୟାଣା,୮।୩: ବଲିଉଡ୍ର ହି ମ୍ୟାନ ଭାବେ ପରିଚିତ ଭେଟେରାନ ଆକ୍ଟର ଧର୍ମେନ୍ଦ୍ର ଭାଲେଣ୍ଟାଇନ୍ସ ଡେ’ ଅବସରରେ ଏକ ରେସ୍ତୋରାଁ ଖୋଲିଥିଲେ। ଆଉ ଏହାର ନାଁ ରହିଥିଲେ ‘ହି ମ୍ୟାନ୍’। ଏବେ ଏହି ରେସ୍ତୋରାଁକୁ ସିଲ୍ କରି ଦିଆଯାଇଥିବା ଖବର ମିଳିଛି।...
ଅନ୍ତର୍ଜାତୀୟ ମହିଳା ଦିବସରେ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଶର ନାରୀଶକ୍ତିକୁ ମୋଦି ଅଭିନନ୍ଦନ ଜଣାଇବା ସହ ମହିଳା ଦିବସରେ ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟକୁ ମହିଳାଙ୍କ ଉଦ୍ଦେଶ୍ୟରେ ସମର୍ପିତ...
ଅସ୍ଥାନାଙ୍କୁ ସିବିଆଇର କ୍ଲିନ୍ଚିଟ୍
ନୂଆଦିଲ୍ଲୀ,୮।୩: ଲାଞ୍ଚ ଗ୍ରହଣ ମାମଲାରେ ସିବିଆଇର ପୂର୍ବତନ ସ୍ବତନ୍ତ୍ର ନିର୍ଦ୍ଦେଶକ ରାକେଶ ଅସ୍ଥାନା ଏବଂ ଡିଏସ୍ପି ଦେବେନ୍ଦ୍ର କୁମାରଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା କ୍ଲିନ୍ଚିଟ୍ ଦେଇଛି। ଶନିବାର ସିବିଆଇ ସ୍ବତନ୍ତ୍ର କୋର୍ଟ ଉକ୍ତ କ୍ଲିନ୍ଚିଟ୍କୁ ଗ୍ରହଣ କରିଥିବାରୁ ଅସ୍ଥାନାଙ୍କ ପାଇଁ...
ଭାରତରେ କରୋନା ରୋଗୀ ସଂଖ୍ୟା ୩୪
ନୂଆଦିଲ୍ଲୀ,୮।୩: ଶନିବାର ଆଉ ୩ ଜଣଙ୍କଠାରେ କରୋନା ପଜିଟିଭ୍ ଜଣାପଡିବା ପରେ ଦେଶରେ ରୋଗୀ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ନୂଆ ୩ କରୋନା ସଂକ୍ରମିତଙ୍କ ମଧ୍ୟରୁ ଦୁଇଜଣଙ୍କ ଘର ଲଦାଖରେ ଓ ଜଣେ ତାମିଲନାଡୁର। ଲଦାଖର ଉକ୍ତ ବ୍ୟକ୍ତି ପୂର୍ବରୁ...
ସିଏଏ ବିରୋଧୀ ଆନ୍ଦୋଳନ ପଛରେ ପାକିସ୍ତାନ
ନୂଆଦିଲ୍ଲୀ, ୮।୩: ସିଏଏକୁ ନେଇ ଭାରତରେ ଦେଖାଦେଇଥିବା ହିଂସାକାଣ୍ଡ ପଛରେ ପାକିସ୍ତାନର ପ୍ରଚ୍ଛନ୍ନ ହାତ ରହିଥିବା ଖବର ପଦାକୁ ଆସିଛି। ବ୍ୟାପକ ଅର୍ଥ ଓ ନିର୍ଦ୍ଦେଶ ସତ୍ତ୍ୱେ ଗତ ମାର୍ଚ୍ଚ ୩-୪ରେ ସିଏଏ ବିରୋଧୀ ଆନ୍ଦୋଳନରେ ସେଭଳି ଲୋକ ନ...
ଏମିତି ବିବାହରେ କେରଳ ସରକାର ଯୋଗାଇ ଦେବେ ଘର
ଥିରୁଭାନନ୍ତପୁରମ,୭।୩: କେରଳ ସରକାର ଏବେ ଇଣ୍ଟର-କାଷ୍ଟ ମ୍ୟାରେଜ ପାଇଁ ଘର ଯୋଗାଇ ଦେବେ ବୋଲି କହିଛନ୍ତି। କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଶନିବାର ଏହି ସୂଚନା ଦେଇଛନ୍ତି। ବିବାହ ପରେ ଯେଉଁମାନଙ୍କର ରହିବାକୁ ସୁବିଧା ନ ଥିବ ଅବା ଯେଉଁମାନେ...
ମୋଦିଙ୍କ ଟୁଇଟର ଆକାଉଣ୍ଟ ଚଲାଇବେ ‘ନାରୀ ଶକ୍ତି’ ପୁରସ୍କାର ବିଜୟିନୀ
ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ଅବସରରେ ତାଙ୍କ ବାସଭବନରେ ‘ନାରୀ ଶକ୍ତି’ ବିଜୟିନୀଙ୍କ ସହ କଥା ହେବାର କାର୍ଯ୍ୟକ୍ରମ ରହିଛି। ଉକ୍ତ ଦିନ ଏହି ମହିଳାମାନେ ତାଙ୍କ ଟୁଇଟର ଆକାଉଣ୍ଟ ହ୍ୟାଣ୍ଡେଲ କରିବେ ବୋଲି...
ପଞ୍ଜାବରେ ଚିହ୍ନଟ ହେଲେ ୨ କରୋନା ଭାଇରସ ସଂକ୍ରମିତ
ଅମୃତସର,୭।୩: ପଞ୍ଜାବ ହୋସିଆରପୁରରେ ଶନିବାର ଆଉ ୨ଜଣ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅମୃତସରରେ ଥିବା ଗୁରୁ ନାନକ ଦେବ ହସ୍ପିଟାଲରେ ସେମାନଙ୍କର ଚିକିତ୍ସା ଚାଲିଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ରମଣ ଶର୍ମା କହିଛନ୍ତି କରୋନା ଭାଇରସରେ ପୀଡିତ ଥିବା ବ୍ୟକ୍ତିଦ୍ୱୟ...
କରୋନା ଭାଇରସ: ଚାଇନାକୁ ଯୋଗ ଶିଖାଇବାକୁ କହିଲେ ରାମଦେବ
ରାଞ୍ଚି,୭।୩: ଯୋଗଗୁରୁ ବାବା ରାମଦେବ ଶନିବାର ରାଞ୍ଚିରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ କରୋନା ଭାଇରସ ସଂକ୍ରମଣକୁ ନେଇ କିଛି କଥା କହିଛନ୍ତି। ସାରା ବିଶ୍ୱରେ ଏବେ ପାଖାପଖି ୧ କୋଟି ଲୋକ କରୋନା ଭାଇରସ କବଳରେ ଆସିଥିବା...
Archives


