ଜାତୀୟ

ଭାଜପା, ଜେଡିୟୁ, ଏଲ୍‌ଜେପି ଏକାଠି ଲଢ଼ିବେ

ନୂଆଦିଲ୍ଲୀ, ୨୪।୮ (ପି.ଟି.): ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏର ତିନି ଦଳ ଭାଜପା, ଜେଡିୟୁ ଏବଂ ଏଲ୍‌ଜେପି ଏକାଠି ବିଧାନସଭା ନିର୍ବାଚନ ଲଢ଼ିବେ ବୋଲି ରବିବାର ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ସ୍ପଷ୍ଟ କରିଦେଇଛନ୍ତି। ଆଗାମୀ ନିର୍ବାଚନରେ ଏନ୍‌ଡିଏ…

ଜଷ୍ଟିସ୍‌ ଗୋଗୋଇ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୨୪।୮ : ଭାରତର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଆସନ୍ତା ବର୍ଷ ଆସାମ ବିଧାନସଭା ନିର୍ବାଚନରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ରବିବାର ସେ ଏହାକୁ ଖଣ୍ଡନ କରିଛନ୍ତି। ରାଜ୍ୟ ସଭାର ମନୋନୀତ…

ଦ୍ୱନ୍ଦ୍ୱରେ ନେତୃତ୍ୱ ପରିବର୍ତ୍ତନ

ନୂଆଦିଲ୍ଲୀ,୨୪।୮ : କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକର ଅବ୍ୟବହିତ ପୂର୍ବରୁ ସୋନିଆ ଗାନ୍ଧୀ ଦଳର ଅନ୍ତରୀଣ ଅଧ୍ୟକ୍ଷ ପଦ ଛାଡ଼ିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ସୋମବାର ହେବାକୁ ଥିବା ସିଡବ୍ଲ୍ୟୁସି ବୈଠକରେ ସେ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇପାରନ୍ତି। କଂଗ୍ରେସର…

ମୋ ବନ୍ଧୁଙ୍କୁ ଆଜି ବହୁତ୍‌ ମିସ୍‌ କରୁଛି: ମୋଦି

ନୂଆଦିଲ୍ଲୀ,୨୪।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି ବରିଷ୍ଠ ନେତା ଥିବା ଅରୁଣ ଜେଟଲୀଙ୍କ ସୋମବାର ପ୍ରଥମ ପୁଣ୍ୟତିଥି ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତାଙ୍କ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।…

ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୧,୪୦୬ରୁ ଅଧିକ ନୂଆ ଆକ୍ରାନ୍ତ, ୮୩୬ ମୃତ

ନୂଆଦିଲ୍ଲୀ,୨୪।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୧ ହଜାର ୪୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ଲକ୍ଷ ୬ ହଜାର ୩୪୮ରେ ପହଞ୍ଚିଛି। ସେହିପରି…

ଶାଶୁ-ବୋହୂ ମିଶିକି କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ ଶାଶୁ-ବୋହୂ ଝଗଡା ବିଷୟରେ ଶୁଣିଥିବେ କିନ୍ତୁ ସମାଜରେ ଏମିତି କିଛି ଶାଶୁ-ବୋହୂ ଅଛନ୍ତି ସେମାନେ ଲୋକଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ଝାଡଖଣ୍ଡରେ ଏମିତି ଜଣେ ଶାଶୁ-ବୋହୂ ଯୋଡି ସାମ୍ନାକୁ ଆସିଛନ୍ତି। ଦୁହେଁ ମିଶି ଏକ ଏମିତି ଆପ୍‌ ପ୍ରସ୍ତୁତ…

କେବେ ଆସିବ କରୋନା ଟିକା, ଏମିତି କହିଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: କରୋନା ମହାମାରୀ ମଧ୍ୟରେ ବିଶ୍ୱର ଅନେକ ଦେଶ ଏହାର ଟିକା ପ୍ରସ୍ତୁତ କରିବାରେ ବ୍ୟସ୍ତ ଅଛନ୍ତି। ରୁଷ ବିଶ୍ୱର ପ୍ରଥମ କରୋନା ଟିକା ପ୍ରସ୍ତୁତ କରିଥିବା ଦାବି କରିଛି। ଭାରତ ଏବଂ ଆମେରିକା ସମେତ ଅନେକ ଦେଶରେ କରୋନା ଟିକା…

ନୂଆ ଅଧ୍ୟକ୍ଷ ବାଛୁ କଂଗ୍ରେସ: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୮: ଦେଶର ସବୁଠାରୁ ପୁରୁଣା ରାଜନୈତିକ ଦଳ କଂଗ୍ରେସରେ ଏବେ ପୁଣି ଅଧ୍ୟକ୍ଷ ପଦକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଦଳର ୨୩ରୁ ଅଧିକ ବଡ଼ ନେତା ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସଙ୍ଗଠନରେ ବଡ଼ଧରଣର ପରିବର୍ତ୍ତନ ପ୍ରସ୍ତାବ…

ଅସୁସ୍ଥ ମହିଳାଙ୍କୁ ଷ୍ଟ୍ରେକଚର୍‌ରେ ଧରି ୧୫ ଘଣ୍ଟା ଚାଲିଲେ ଆଇଟିବିପି ଯବାନ

ପିଥୋରଗଡ଼, ୨୩।୮: ଲଗାଣ ବର୍ଷା ଯୋଗୁ ଉତ୍ତରାଖଣ୍ଡରେ ସ୍ଥିତି ସଙ୍ଗୀନ ହୋଇଗଲାଣି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଲୋକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଯଦି କାହାର ସ୍ବାସ୍ଥ୍ୟବସ୍ଥା ଖରାପ ହୁଏ ତେବେ ହସ୍ପିଟାଲ ଯିବା କାଠିକର ପାଠ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗୋଟିଏ ପରିବାରର ୫ ସଦସ୍ୟଙ୍କ ମୃତଦେହ

ଭୋପାଳ, ୨୩।୮: ମଧ୍ୟପ୍ରଦେଶର ଟିକମଗଡ଼ ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ଗୋଟିଏ ୪ ବର୍ଷର ଶିଶୁ…

ଆଇଏସ୍‌ ଆତଙ୍କବାଦୀଙ୍କ ଘରେ ବାରୁଦ ଗଦା: ସ୍ତ୍ରୀ-ପିତା-ଭାଇ କହିଲେ ଏପରି…

ନୂଆଦିଲ୍ଲୀ, ୨୩।୮: ଦିଲ୍ଲୀର ଧୋଲା କୂଆଁ ଅଞ୍ଚଳରୁ ଗିରଫ ହୋଇଥିବା ଆତଙ୍କବାଦୀ ଅବୁ ୟୁସୁଫ୍‌ଙ୍କର ବଳରାମପୁର ଘରେ ଚଢ଼ାଉ ସମୟରେ ମୃତ୍ୟୁର ସରଞ୍ଜାମ ଜବତ ହୋଇଛି। ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଏସବୁ ୟୁସୁଫ୍‌ ଠୁଳ କରିଥିବା କୁହାଯାଉଛି। ଅଳ୍ପ…

ମୋଦିଙ୍କ ମୟୂର ପ୍ରେମ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାସଭବନରେ କିପରି ମୟୂର ସହ ସମୟ କଟାଉଛନ୍ତି ତାହା ଏବେ ଦେଖିବାକୁ ମିଳିଛି। ଇନଷ୍ଟାଗ୍ରାମରେ ଏବେ ଏକ ଭିଡିଓ ଦର୍ଶାଉଛି ମୋଦିଙ୍କ ମୟୂର ପ୍ରତି ଥିବା ପ୍ରେମ। ଉକ୍ତ ଭିଡିଓରେ ମୋଦି କିପରି ମୟୂରଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri