ଜାତୀୟ

କ୍ଷମତାକୁ ଆସିଲେ କ୍ୟାବିନେଟର ପ୍ରଥମ ଦିନରେ ୧୦ ଲକ୍ଷ ଯୁବକଙ୍କୁ ଚାକିରି ଦେବେ ତେଜସ୍ୱୀ

ପାଟନା,୨୭ ।୯: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବଳେ ସମସ୍ତ ରାଜନୈତିକ ଦଳ ଜନତାଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ନୂଆ ନୂଆ ଯୋଜନା ଘୋଷଣା କରି ଚାଲିଛନ୍ତି । ଏହି କ୍ରମରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ନେତା ତେଜସ୍ୱୀ ଯାଦବ…

ସୋମବାର ମୋଦି-ଫ୍ରେର୍ଡିକ୍‌ସେନ୍‌ ଭର୍ଚୁଆଲ୍‌ ବୈଠକ

ନୂଆଦିଲ୍ଲୀ, ୨୭।୯: ଭାରତ ଡେନମାର୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ବୃଦ୍ଧି ପାଇଁ ସୋମବାର ଏକ ଭର୍ଚୁଆଲ୍‌ ବୈଠକ ଅନୁଷ୍ଟିତ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡେନମାର୍କ ପ୍ରତିପକ୍ଷ ମେଟେ ଫ୍ରେର୍ଡିକ୍‌ସେନ୍‌ଙ୍କ ସହିତ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ…

ଏଲ୍‌ଓସିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଭୟରେ ଦୌଡ଼ିଲେ ୫ ଆତଙ୍କବାଦୀ

ଶ୍ରୀନଗର, ୨୭।୯: ଏଲ୍‌ଓସିରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଜମ୍ମୁ-କଶ୍ମୀରର ସାମ୍ବା ଜିଲାର ଚଘଓ୍ବାଲ ସେକ୍ଟରର ମଙ୍ଗୁଚାକ୍‌ ବର୍ଡର ପୋଷ୍ଟ ନିକଟରେ ସୀମା ପାର ହୋଇ ଅନୁପ୍ରବେଶ ପ୍ରୟାସ ବିଏସ୍‌ଏଫ୍‌ ଯୋଗୁ ବିଫଳ ହୋଇଥିବା ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ…

କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨ ପ୍ରତିଶତ ଟପିଲା

ନୂଆଦିଲ୍ଲୀ, ୨୭।୯: ଭାରତରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨.୪୬ ପ୍ରତିଶତ ଛୁଇଁଛି ବୋଲି ସ୍ବାସ୍ଥ୍ୟ ଓ ପରିବାର…

ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ପାଲଟିଛି ବେଙ୍ଗାଲୁରୁ: ଭାଜପା ନେତା

ନୂଆଦିଲ୍ଲୀ,୨୭ ।୯: ଦେଶରେ ଅଲକାଏଦା ଓ ଅନ୍ୟ ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ସନ୍ଦିଗ୍ଧଙ୍କୁ ଲଗାତାର ଭାବେ ଗିରଫ କରାଯାଉଛି । ଦକ୍ଷିଣ ଭାରତରେ ବି ଆଇଏସ୍ ଓ ଅଲକାଏଦା ସହ ଜଡିତ ଥିବା କେତେଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇ ସାରିଲାଣି…

ଏଲ୍‌ଏସିରେ ଉତ୍ତେଜନା: ଟି-୯୦, ଟି-୭୨ ଟ୍ୟାଙ୍କ ମୁତୟନ

ଲେହ, ୨୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତ ପକ୍ଷରୁ ଚାଇନାକୁ କଡ଼ା ଜବାବ ଦେବାକୁ ଏଠାରେ ଟି-୯୦ ଏବଂ ଟି-୭୨ ଟ୍ୟାଙ୍କ ସହିତ ବିଏମ୍‌ପି-୨ ଇନଫାଣ୍ଟ୍ରି କମ୍ବାଟ୍‌ ଭେହିକିଲ୍‌ ମଧ୍ୟ ମୁତୟ ନ କରାଯାଇଛି। ଏହା…

ଫଡନବିଶଙ୍କୁ ଭେଟିଲେ ସଞ୍ଜୟ, କହିଲେ ଆମେ ଶତ୍ରୁ ନୁହେଁ

ମୁମ୍ବାଇ,୨୭ ।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧିନ ଦଳ ମହାବିକାଶ ଅଘାଡି ସରକାରର ସ୍ଥିରତାକୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଇତିମଧ୍ୟରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିଶ…

ବିହାର ବିଧାନସଭା ନିର୍ବାଚନ: ମହିଳା ଭୋଟରଙ୍କ ଉପରେ କଂଗ୍ରେସ ନଜର, ପ୍ରିୟଙ୍କା କରିବେ ମହିଳା କ୍ରାନ୍ତି ମହାସମ୍ମିଳନୀ

ପାଟନା, ୨୭।୯: ବିହାର ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ଚଳିତ ନିର୍ବାଚନରେ କଂଗ୍ରେସ ପକ୍ଷରୁ ରାଜ୍ୟର ମହିଳା ଭୋଟରଙ୍କୁ ଆକର୍ଷିତ କରିବାର ଯୋଜନା ପ୍ରସ୍ତୁତ କରାଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏନେଇ ମହିଳା କ୍ରାନ୍ତି ମହାସମ୍ମିଳନୀ…

କୃଷକଙ୍କ ସଶକ୍ତିକରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ: ମୋଦି

ନୂଆଦିଲ୍ଲୀ, ୨୭।୯: କୃଷକଙ୍କ ବିକାଶ ଦ୍ୱାରା ଦେଶର ବିକାଶ ସମ୍ଭବ। ତେଣୁ କୃଷକଙ୍କ ସଶକ୍ତି କରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ ପଡ଼ିପାରିବ। ସେହିପରି ଗାଁର ସମୃଦ୍ଧି ମଧ୍ୟରେ ଦେଶର ବିକାଶ ଲୁଚି ରହିଛି। ଏବେ ଗାଁରେ ବାସ କରୁଥିବା କୃଷକ…

ଶେଷ ନିର୍ବାଚନ ବେଳକୁ ଯଶୱନ୍ତଙ୍କର ସମ୍ପତ୍ତି ଥିଲା ୫୧ ଗାଈ, ୩ ଘୋଡ଼ା, ୩ ବନ୍ଧୁକ

ନୂଆଦିଲ୍ଲୀ,୨୭ ।୯: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କର ରବିବାର ପରଲୋକ ହୋଇଛି । ନିଜକୁ ଜଣେ ପ୍ରଭାବଶାଳୀ ମନ୍ତ୍ରୀ ଓ ଏମ୍‌ପି ଭାବେ ପ୍ରତିଷ୍ଠିତ କରାଇ ପାରିଥିଲେ । ପ୍ରତିରକ୍ଷା, ବୈଦେଶିକ ବ୍ୟାପାର…

ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆତଙ୍କବାଦୀଙ୍କୁ ଗିରଫ କଲା ଏନ୍‌ଆଇଏ

କୋଲକାତା, ୨୭।୯: ଦେଶରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାର ଜଲଙ୍ଗି ଥାନା ଅନ୍ତର୍ଗତ ନନ୍ଦପାରା କାଳିଙ୍ଗଜ ଅଞ୍ଚଳରୁ ସନ୍ଦିଗ୍ଧ ଅଲ୍‌କାଏଦା ଆତଙ୍କବାଦୀ ସମିମ୍‌ ଅନସାରୀଙ୍କୁ ଗିରଫ କରାଯାଇଛି।…

ଡ୍ରଗ୍ସ ମାମଲା: ଜବତ ହେଲା ଅଭିନେତ୍ରୀଙ୍କ ଫୋନ

ମୁମ୍ବାଇ,୨୭ ।୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଯୋଡି ହୋଇଥିବା ଡ୍ରଗ୍ସ ମାମଲା ବେଳକୁ ବେଳ ନୂଆ ମୋଡ ନେଉଛି । ଏହି ମାମଲାରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ, ସାରା ଅଲି ଖାଁ, ଶ୍ରଦ୍ଧା କପୁର, ରକୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?