କରୋନା ଭାଇରସ ଭୟ: ସ୍ଥଗିତ ରହିଲା ଆଇଫା ଆଓ୍ବାର୍ଡ ଉତ୍ସବ
ମୁମ୍ବାଇ,୬।୩: ସାରା ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ଆୟୋଜିତ ହେବାକୁ ଥିବା ଇଣ୍ଟରନ୍ୟାଶନାଲ ଇଣ୍ଡିଆନ ଫିଲ୍ମ ଏକାଡେମୀ(ଆଇଫା) ଆଓ୍ବାର୍ଡକୁ ସ୍ଥଗିତ ରଖାଯାଇଛି। ଦେଶରେ କରୋନା ଭାଇରସକୁ ଦେଖି ମହାରାଷ୍ଟ୍ର ସରକାରଙ୍କ...
ମହାରାଷ୍ଟ୍ରରେ ଚାଷୀଙ୍କ ପାଇଁ ଖୁସି ଖବର: ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣଛାଡ କଲେ ସରକାର
ମୁମ୍ବାଇ,୬।୩: ମହାରାଷ୍ଟ୍ର ବିଧାନସଭାରେ ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ମହାରାଷ୍ଟ୍ରରେ ଶାସନ କ୍ଷମତା ହାତେଇଥିବା ଶିବସେନାର ଏହା ପ୍ରଥମ ବଜେଟ। ଗୃହରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ଅଜିତ ପାଓ୍ବାର ଚଳିତ ବର୍ଷର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି।...
କରୋନା ଭାଇରସ: ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୧
ନୂଆଦିଲ୍ଲୀ,୬।୩: କରୋନା ଭାଇରସ ଏବେ ଦେଶରେ କୋକୁଆ ଭୟ ସୃଷ୍ଟି କରିଛି। ଦିଲ୍ଲୀରେ ଶୁକ୍ରବାର ଆଉ ଜଣେ ପଜିଟିଭ ମିଳିବା ପରେ ଏବେ ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩୧ରେ। ଏଥିରୁ ଦୂରେଇ ରହିବାକୁ ସରକାରୀ ଓ...
ଦିଲ୍ଲୀ ହିଂସାକୁ ନେଇ ସଂସଦରେ କଂଗ୍ରେସର ବିରୋଧ ପ୍ରଦର୍ଶନ: ମାର୍ଚ୍ଚ ୧୧ଯାଏ ଗୃହ ମୁଲତବୀ
ନୂଆଦିଲ୍ଲୀ,୬।୩: ଦିଲ୍ଲୀ ହିଂସାକୁ ନେଇ ବିରୋଧୀ ରାଜନୀତି କରୁଥିବା ବେଳେ ଏହାକୁ ଅସ୍ତ୍ର କରି ଶାସକ ଦଳକୁ ଘେରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିପାଇଁ ସୋମବାରଠାରୁ ଗୃହ କାର୍ଯ୍ୟ ସଠିକ୍ ଭାବେ ପରିଚାଳିତ ହୋଇପାରୁନାହିଁ। ଏହି କ୍ରମରେ ଶୁକ୍ରବାର ମଧ୍ୟ କଂଗ୍ରେସ...
ଘନେଇଲା କମଲନାଥଙ୍କ ସଙ୍କଟ
ଭୋପାଳ, ୬ା୩(ପି.ଟି.): ମଧ୍ୟପ୍ରଦେଶର କମଲନାଥ ସରକାରଙ୍କ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର କଂଗ୍ରେସ ବିଧାୟକ ହରଦୀପ ସିଂ ଡଙ୍ଗ୍ ନିଜର ଇସ୍ତଫାପତ୍ର ବାଚସ୍ପତି ଏନ୍.ପି. ପ୍ରଜାପତିଙ୍କ ନିକଟକୁ ପଠାଇଛନ୍ତି। ଦ୍ୱିତୀୟ ଥର ସେ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ...
ଭାରତରେ ପ୍ରବେଶ ପାଇଁ ଆବଶ୍ୟକ ସ୍ବାସ୍ଥ୍ୟ ପ୍ରମାଣପତ୍ର
ନୂଆଦିଲ୍ଲୀ,୬ା୩(ପି.ଟି.): ଭାରତ ସରକାର ଭିଜା ଉପରେ ଅତିରିକ୍ତ କଟକଣା ଜାରି କରିଛନ୍ତି। କରୋନା ସଂକ୍ରମିତ ଇଟାଲୀ ଏବଂ ଦକ୍ଷିଣ କୋରିଆରୁ ଆସିଥିବା କିମ୍ବା ସେଠାକୁ ଯାଇଥିବା ବ୍ୟକ୍ତି ଭାରତରେ ପ୍ରବେଶ କରିବାକୁ ହେଲେ ସେମାନଙ୍କୁ କରୋନା ନେଗେଟିଭ୍ ପ୍ରମାଣପତ୍ର ଦେଖାଇବାକୁ...
ଓଡ଼ିଶାରେ ହେଉ କରୋନା ପରୀକ୍ଷା କେନ୍ଦ୍ର
ନୂଆଦିଲ୍ଲୀ,୬ା୩: ପାର୍ଲାମେଣ୍ଟରେ ଗୁରୁବାର କରୋନା ସମ୍ପର୍କିତ ଆଲୋଚନା ବେଳେ ଓଡ଼ିଶା ଓ ଦେଶର ଅନ୍ୟ ଭାଗରେ ତୁରନ୍ତ ପରୀକ୍ଷା କେନ୍ଦ୍ର ଖୋଲିବା ଲାଗି ବିଜେଡି ଏମ୍ପି ଦାବି କରିଥିଲେ। ଏଥିସହିତ ଭୁବନେଶ୍ୱର ବିମାନବନ୍ଦରରେ ଏକ ଯାଞ୍ଚ ଓ କ୍ୱାରାଣ୍ଟାଇନ କେନ୍ଦ୍ର...
ଚାଇନା ଜାହାଜକୁ ମିଳୁନି ଅନୁମତି
ନୂଆଦିଲ୍ଲୀ,୬ା୩(ପି.ଟି.): ୧୬,୦୭୬ ଯାତ୍ରୀ ଓ କର୍ମଚାରୀଙ୍କୁ ନେଇ ଆସିଥିବା ଚାଇନାର କେତେକ ଜାହାଜ ତଥା ପୂର୍ବରୁ ଚାଇନା ଯାଇଥିବା ଜାହାଜଗୁଡ଼ିକୁ ଭାରତୀୟ ବନ୍ଦର ମଧ୍ୟରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇନାହିଁ। ତେବେ ଉକ୍ତ ଜାହାଜରେ ଥିବା ଯାତ୍ରୀ ଓ କର୍ମଚାରୀମାନଙ୍କୁ...
ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ
ନୂଆଦିଲ୍ଲୀ,୬ା୩(ପି.ଟି.): ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସବୁ ପଦକ୍ଷେପ ନିଆଯାଉଛି। ଅଦ୍ୟାବଧି ୨୮,୫୨୯ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଗୁରୁବାର ପାର୍ଲାମେଣ୍ଟର ଉଭୟ ଗୃହରେ କହିଛନ୍ତି। ବୁଧବାର ସୁଦ୍ଧା ଦେଶରେ ୨୯ କରୋନା ସଂକ୍ରମିତ ଚିହ୍ନଟ...
କରୋନା ଭାଇରସ ଯୋଗୁ ବାତିଲ ହେଲା ମୋଦିଙ୍କ ବିଦେଶ ଗସ୍ତ
ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ସାରା ବିଶ୍ୱର ପ୍ରାୟ ୮୨ ଦେଶକୁ ବ୍ୟାପିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଏବେ ବିଦେଶ ଗସ୍ତ ଉପରେ ନାନା କଟକଣା ଲଗାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ-ୟୁରୋପୀୟ ସଂଘର ଶିଖର ସମ୍ମିଳନୀରେ...
ନିର୍ଭୟା ମାମଲା: ଡେଥ୍ ଓ୍ବାରେଣ୍ଟ ଜାରି ପରେ ବିଚଳିତ ହୋଇପଡିଲେ ଓକିଲ ଏ.ପି. ସିଂ
ନୂଆଦିଲ୍ଲୀ,୫।୩: ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦେବାଲାଗି ଗୁରୁବାର ନୂଆ ଡେଥ୍ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଏମାନଙ୍କୁ ଫାଶୀ ଦିଆଯିବାକୁ କୋର୍ଟ ଡେଥ୍ ଓ୍ବାରେଣ୍ଟ ଜାରି କରିଛନ୍ତି। ଏହାପରେ ଦୋଷୀଙ୍କ...
କରୋନା ଭାଇରସ ଚାଇନାରୁ ଆସିଥିବାରୁ ଏହା ବେଶିଦିନ ରହିବ ନାହିଁ: ମୋରାରି ବାପୁ
ପ୍ରୟାଗରାଜ,୫।୩: କରୋନା ଭାଇରସ ଚାଇନାରୁ ଆରମ୍ଭ ହୋଇଥିବା ବେଳେ ଏବେ ଏହା ଭାରତ ସମେତ ବିଭିନ୍ନ ଦେଶକୁ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଉଥିବା ବେଳେ ଆଧ୍ୟାତ୍ମିକ ଗୁରୁ ମୋରାରି ବାପୁ ମଜାଳିଆ...
Archives


