ଜାତୀୟ

ରାମମନ୍ଦିର: ତମ୍ବା ରହିବ ହଜାରେ ବର୍ଷ

ନୂଆଦିଲ୍ଲୀ, ୨୧ା୮:ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି ଓ ଆଗାମୀ ୪୦ ମାସ ମଧ୍ୟରେ ଏକ ବିରାଟ ଭବ୍ୟ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଜଣେ ସଦସ୍ୟ କହିଛନ୍ତି।…

ପ୍ରଶାନ୍ତଙ୍କ ଆବେଦନ ଖାରଜ: ୨- ୩ ଦିନ ଚିନ୍ତା କର

ନୂଆଦିଲ୍ଲୀ,୨୧ା୮(ପି.ଟି.): ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କୁ ସୁପ୍ରିମକୋର୍ଟର ୩ ଜଣିଆ ଖଣ୍ଡପୀଠ ଦୋଷୀ ସାବ୍ୟସ୍ତ କରିଥିବାବେଳେ ଗୁରୁବାର ଦଣ୍ଡ ଶୁଣାଣି ଥିଲା। ହେଲେ ଦେଶବ୍ୟାପୀ ପ୍ରଶାନ୍ତଙ୍କ ପ୍ରତି ସମର୍ଥନ ବୃଦ୍ଧି ପାଇଥିବାବେଳେ ସୁପ୍ରିମକୋର୍ଟ ବିଚାରପତିଙ୍କ କାର୍ଯ୍ୟକଳାପ ବିରୋଧରେ…

ଏହି ବିଶ୍ୱବିଦ୍ୟାଳୟରେ କରୋନା ଯୋଦ୍ଧାଙ୍କ ପିଲାଙ୍କୁ ଅଧ୍ୟୟନ ଲାଗି ମିଳିବ ସ୍କଲାରଶିପ୍‌

ନୋଏଡା, ୨୦।୮: ବିଶ୍ୱ ମହାମାରୀ କରୋନ ଭାଇରସ୍‌ ସହ ଲଢ଼େଇ କରୁଥିବା କରୋନା ଯୋଦ୍ଧାଙ୍କ ପିଲାଙ୍କ ଲାଗି ଖୁସି ଖବର। ଗ୍ରେଟର ନୋଏଡାସ୍ଥିତ ନୋଏଡା ଇଣ୍ଟରନ୍ୟାଶନାଲ ବିଶ୍ୱବିଦ୍ୟାଳୟ କରୋନା ଯୋଦ୍ଧାଙ୍କ ପିଲାଙ୍କୁ ଅଧ୍ୟୟନ ଲାଗି ସ୍କଲାରଶିପ୍‌ ପ୍ରଦାନ କରିବ। ବିଶ୍ୱବିଦ୍ୟାଳୟ ପକ୍ଷରୁ…

କରୋନା ଭାଇରସ ଯୋଗୁ ସ୍ବାମୀଙ୍କ ମୃତ୍ୟୁ ହେବାରୁ ପୁଅ, ଝିଅଙ୍କ ସହ ଆତ୍ମହତ୍ୟା କଲେ ପତ୍ନୀ

ନୂଆଦିଲ୍ଲୀ,୨୦।୮: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଗ୍ରାସ କରିଥିବା ବେଳେ ଦେଶରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୨୮ ଲକ୍ଷ ପାର କରି ସାରିଲାଣି। ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ୫୩ ହଜାର ଅତିକ୍ରମ କଲାଣି। ଏହି କରୋନା ସଂକ୍ରମଣକୁ ନେଇ…

ଆରମ୍ଭ ହେଲା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ: ବ୍ୟବହାର ହେବନି ଲୁହା !

ନୂଆଦିଲ୍ଲୀ,୨୦।୮: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ସମ୍ବନ୍ଧୀୟ ଓ ଦେଖାରଖା ପାଇଁ ଗଠିତ ଶ୍ରୀ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସୂଚନାରୁ ଜଣାପଡିଛି କି ଅଯୋଧ୍ୟାରେ ଥିବା ରାମ ଜନ୍ମଭୂମୀରେ ମନ୍ଦିର ନିର୍ମାଣ କାମ ଆରମ୍ଭ ହୋଇଯାଇଛି। ଟୁଇଟ୍‌ କରି…

ସ୍କୁଲ ଫି ଛାଡ କରିବାକୁ ରକ୍ତରେ ଲେଖିଲେ ଚିଠି

ହଲଦ୍ୱାନୀ,୨୦।୮: କରୋନା ମହାମାରୀ ପାଇଁ ଦେଶରେ ଲାଗୁ କରାଯାଇଛି ଲକ୍‌ ଡାଉନ। ଏହି ସମୟରେ ଅଧିକାଂଶ ଘରୋଇ ସ୍କୁଲ ଅନ୍‌ଲାଇନ୍‌ ମାଧ୍ୟମରେ ପିଲାଙ୍କୁ ପାଠ ପଢାଉଛନ୍ତି। ପିଲା ମୋବାଇଲ ଲ୍ୟାପଟପ ଜରିଆରେ ଘରେ ବସି ଶିକ୍ଷା ଗ୍ରହଣ କରୁଛନ୍ତି। ଏହାପରେ ଏବେ…

ପ୍ରଥମ ଦେଖାରେ ସୋନିଆଙ୍କ ପ୍ରେମରେ ପଡ଼ିଥିଲେ ରାଜୀବ ଗାନ୍ଧୀ, ଜାଣନ୍ତୁ କେମିତି ଆରମ୍ଭ ହୋଇଥିଲା ପ୍ରେମ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ। ସେ ୨୦ ଅଗଷ୍ଟ ୧୯୪୪ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୧୯୯୧ ନିର୍ବାଚନ ପ୍ରଚାର ସମୟରେ ବୋମା ବିସ୍ଫୋରଣରେ ତାଙ୍କର ମୃତ୍ୟୁ ଘଟିଥିଲା। ଆଜି ଏହି ଖାସ୍‌ ଦିନରେ…

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗତ ଶନିବାର ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ଏହି ଅବସରରେ ବହୁ ବଡ ବଡ ବ୍ୟକ୍ତି ବିଶେଷ ତାଙ୍କ କ୍ୟାରିୟରକୁ ନେଇ ଧୋନୀଙ୍କୁ ଖୁବ୍‌ ପ୍ରଶଂସା କରିଛନ୍ତି।…

ନିର୍ବାଚନ ପୂର୍ବରୁ ମହାମେଣ୍ଟକୁ ଝଟ୍‌କା: ଦଳ ଛାଡିଲେ ଜିତନରାମ

ପାଟନା,୨୦।୮: ବିହାରରେ ଏବେଠାରୁ ରାଜନୈତିକ ସରଗରମ ହେବାରେ ଲାଗିଛି। ନିର୍ବାଚନ ପୂର୍ବରୁ ବନ୍ଧୁତା ଭାଙ୍ଗିବା ଓ ନୂଆ ସମ୍ପର୍କ ଗଢ଼ିବା ସ୍ଥିତି ଜାରି ରହିଛି। ଇତିମଧ୍ୟରେ ଜିତନରାମ ମାଝିଁଙ୍କ ପାର୍ଟି ହମ୍‌ ମେଣ୍ଟରୁ ଅଲଗା ହୋଇଥିବା ଜଣାପଡ଼ିଛି। ଗୁରୁବାର ମେଣ୍ଟରୁ ଓହରିବା…

୬୫ ବର୍ଷ ବୟସ୍କା ମହିଳା ୧୩ ମାସରେ ପ୍ରସବ କରିଛନ୍ତି ୮ ସନ୍ତାନ…

ମୁଜାଫରପୁର, ୨୦।୮: ଜଣେ ୬୫ ବର୍ଷ ବୟସ୍କା ମହିଳା ୧୩ ମାସରେ ୮ଜଣ ସନ୍ତାନଙ୍କୁ ପ୍ରସବ କରିଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ବିହାର ସ୍ବାସ୍ଥ୍ୟ ବିଭାଗ କାଗଜ ପତ୍ରରେ ସତ୍ୟରେ ପରିଣତ ହୋଇଛି। ମହିଳାଙ୍କ ନାମରେ…

ମୋଦି ସରକାରଙ୍କ ଆଉ ଜଣେ ମନ୍ତ୍ରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୦।୮: ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିବା ସହ ସ୍ଥିତି ଅଣାୟତ ହେବାରେ ଲାଗିଛି। ବର୍ତ୍ତମାନ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ଲକ୍ଷ ପାର କରିଛି। ଏହା କବଳରୁ କେହି ଭିଭିଆଇପି ମଧ୍ୟ ବର୍ତ୍ତି ପାରିନାହାନ୍ତି। ଇତିମଧ୍ୟରେ ମୋଦି ସରକାରଙ୍କ ଆଉ…

ଭାରତରେ ୩ ଜୈଶ୍‌ ଆତଙ୍କବାଦୀ: ଟାର୍ଗେଟ୍‌ରେ ଦିଲ୍ଲୀ

ନୂଆଦିଲ୍ଲୀ, ୨୦।୮: ଭାରତରେ ୩ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ଅନୁପ୍ରବେଶ କରିଛନ୍ତି। ଦିଲ୍ଲୀ ସହିତ କେତେକ ଭିଆଇପିଙ୍କୁ ସେମାନେ ଟାର୍ଗେଟ୍‌ କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦିଲ୍ଲୀର ଜନଗହଳିପୂର୍ଣ୍ଣ ସ୍ଥାନ ଏବଂ ଗୁୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟରେ ଆକ୍ରମଣ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri