ଖୁବ୍ଶୀଘ୍ର ସେଞ୍ଚୁରୀ ମାରିପାରେ ଟମାଟୋ
ଲକ୍ଷ୍ନୌ,୨।୭: ୧୦ ଦିନରେ ୩ ଗୁଣା ବଢିଲାଣି ଟମାଟୋ। ଦୁଇ ସପ୍ତାହ ପୂବରୁ ଟମାଟୋ କିଲୋ ପିଛା ୧୫-୨୦ ଟଙ୍କା ଥିବା ବେଳେ ଏବେ ଏହା ୬୦-୮୦ ଟଙ୍କାରେ ପହଞ୍ଚିଲାଣି। ପ୍ରତିବର୍ଷ ବର୍ଷା ଋତୁରେ ଟମାଟୋ ଦାମ୍ ସାମାନ୍ୟ ଅଧିକ ରହୁଥିବା…
୨୩ ବର୍ଷ ତଳେ ପ୍ରିୟଙ୍କା ଗାନ୍ଧୀଙ୍କୁ ମିଳିଥିଲା ଏହି ଘର, ପ୍ରତିମାସରେ ଭଡ଼ା ଦେବାକୁ ପଡ଼େ…
ନୂଆଦିଲ୍ଲୀ,୨ା୭: କଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଲୋଧି ଏଷ୍ଟେଟ୍ସ୍ଥିତ ସରକାରୀ ବଙ୍ଗଳାରେ ରହୁଥିଲେ। ତେବେ ଜାଣନ୍ତି ପ୍ରିୟଙ୍କାଙ୍କୁ ଏହି ଘର ଭଡ଼ା ପାଇଁ ପ୍ରତିମାସରେ କେତେ ଦେବାକୁ ପଡ଼ିଥାଏ। ସୂଚନା ଅନୁଯାୟୀ, ପ୍ରିୟଙ୍କାଙ୍କୁ ୨୧ ଫେବୃୟାରୀ ୧୯୯୭ ଅର୍ଥାତ…
ଏହି ରାଜ୍ୟରେ ଶୁଭାରମ୍ଭ ହେଲା ପ୍ଲାଜମା ଆପ୍
ନୂଆଦିଲ୍ଲୀ,୨।୭: କରୋନା ରୋଗୀଙ୍କ ପାଇଁ ଦିଲ୍ଲୀ ଏମ୍ସ ଡାକ୍ତର ଓ ଆଇଆଇଟି ଇଞ୍ଜିନିୟର ମିଳିତ ଭାବେ ଏକ ପ୍ଲାଜମା ଆପ୍ ତିଆରି କରିଛନ୍ତି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଏହି ମୋବାଇଲ୍ ଆପ୍କୁ ତିଆରି କରାଯାଇଛି। ଯାହାର ନାମ କୋପଲ-୧୯ ରଖାଯାଇଥିବା…
ସୁଗନ୍ଧିତ ହେବ ରେଳଲାଇନ୍ ପାର୍ଶ୍ୱ: ଯାତ୍ରା ହେବ ମନୋରମ
ଲକ୍ଷ୍ନୌ, ୨।୭: ରେଳଯାତ୍ରାକୁ ମନୋରମ କରିବା ପାଇଁ ଉତ୍ତର-ପୂର୍ବ ରେଲଓ୍ବେ ଲକ୍ଷ୍ନୌ ଡିଭିଜନ ପକ୍ଷରୁ ଏକ ପ୍ରୟାସ ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ଐଶବାଗ୍ଠାରୁ ମହ୍ଲୋର ପର୍ଯ୍ୟନ୍ତ ରେଳଲାଇନ୍ ପାର୍ଶ୍ୱରେ ଫୁଲଗଛ ଲଗାଯିବ। ଫଳରେ ରେଳଲାଇନ କଡ଼ରେ ପଡୁଥିବା ବର୍ଜ୍ୟ ଯୋଗୁ…
ଦୂର ହେବ କରୋନା: ଦେଶର ପ୍ରଥମ ‘ପ୍ଲାଜମା ବ୍ୟାଙ୍କ’ର ଉଦ୍ଘାଟନ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨।୭: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ଲାଜମା ଥେରାପି ଭଲ କାମ କରୁଛି ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ଦେଶର ପ୍ରଥମ ‘ପ୍ଲାଜମା ବ୍ୟାଙ୍କ’ର ଉଦ୍ଘାଟନ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଭିଡିଓ କନ୍ଫରେନ୍ସିଂ ଜରିଆରେ ସେ…
ଯୁଦ୍ଧ ପରିସ୍ଥିତି ଉପୁଜିଲେ ଏକାଠି ହୋଇପାରନ୍ତି ଚାଇନା-ପାକିସ୍ତାନ
ନୂଆଦିଲ୍ଲୀ,୨।୭: ବାସ୍ତବିକ ନିୟନ୍ତ୍ରଣ ରେଖା ବା ଏଲ୍ଏସିରେ ଭାରତ-ଚାଇନା ମଧ୍ୟରେ ଉପୁଜିଥିବା ବିବାଦ ବଢିବାରେ ଲାଗିଛି। ଅନ୍ୟପଟେ ପାକିସ୍ତାନ ସୀମାରେ ଯେମିତି କିଛି ଅସୁବିଧା ଦେଖା ନ ଯାଉ ସେଥିପ୍ରତି ମଧ୍ୟ କଡା ନଜର ରଖିଛି ଭାରତୀୟ ସେନା। ଏହି ସୀମାଦେଇ…
ମୂଳପୋଛ ହେବେ ଆତଙ୍କବାଦୀ: ହିଟ୍ଲିଷ୍ଟ୍ରେ ୧୨ଜଣ
ଶ୍ରୀନଗର, ୨।୭: ଜମ୍ମୁ-କଶ୍ମୀରରୁ ଆତଙ୍କବାଦୀଙ୍କୁ ମୂଳପୋଛ କରିବା ପାଇଁ ସ୍ଥାନୀୟ ପୋଲିସ ପକ୍ଷରୁ ଏକ ବଡ଼ଧରଣ ପଦକ୍ଷେପ ଗ୍ରହଣ କରାଯାଇଛି। କଶ୍ମୀର ଜୋନ୍ ପୋଲିସ ୧୨ ଜଣ ଆତଙ୍କବାଦୀଙ୍କ ହିଟ୍ଲିଷ୍ଟ୍ ପ୍ରସ୍ତୁତ କରାଯାଇଛି। ଏଥିରେ ଜୈଶ୍-ଇ-ମହମ୍ମଦ୍ର ୩ ଜଣ, ଲଶ୍କର-ଇ-ତୋଏବାର ୫…
ମଧ୍ୟପ୍ରଦେଶ କ୍ୟାବିନେଟର ହେଲା ସମ୍ପ୍ରସାରଣ
ଭୋପାଳ,୨।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ମନ୍ତ୍ରୀମଣ୍ଡଳର ଗୁରୁବାର ସମ୍ପ୍ରସାରଣ ହୋଇଛି। ଏଥିରେ ୨୮ ନୂଆ ମନ୍ତ୍ରୀ ସାମିଲ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨୦ କ୍ୟାବିନେଟ ଓ ୮ ରାଜ୍ୟମନ୍ତ୍ରୀ ରହିଥିବା ସୂଚନା ମିଳିଛି। ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ ରାଜଭବନ…
ଜୁଲାଇ-ଅଗଷ୍ଟରେ ଅଧିକ ହେବ କରୋନା ସଂକ୍ରମଣ
ନୂଆଦିଲ୍ଲୀ, ୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଜୁଲାଇ ଏବଂ ଅଗଷ୍ଟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାର ଯଥେଷ୍ଟ ଆଶଙ୍କା ରହିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା…
କରୋନାରେ ମୃତ ବରିଷ୍ଠ ନାଗରିକଙ୍କୁ ୪୮ ଘଣ୍ଟା ଫ୍ରିଜରରେ ରଖିଲେ ପରିବାର!
କୋଲକାତା,୨।୭: କରୋନା ସଂକ୍ରମଣ ଓ ଏଥିରେ ମୃତ ବ୍ୟକ୍ତିଙ୍କ ସମ୍ପର୍କରେ ବେଳେ ବେଳେ ଏମିତି ଖବର ସାମ୍ନାକୁ ଆସୁଛି ଯାହା ମନକୁ ବିଚଳିତ କରି ଦେଉଛି। ନିକଟରେ ପଶ୍ଚିମବଙ୍ଗରେ ଜଣେ ବୃଦ୍ଧଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହେବା ପରେ ତାଙ୍କ ମୃତଦେହକୁ…
ଦିଲ୍ଲୀ ଦଙ୍ଗା ପାଇଁ ସୌଦିରୁ ଆସିଥିଲା ଟଙ୍କା
ନୂଆଦିଲ୍ଲୀ, ୨।୭: ଦିଲ୍ଲୀରେ ହୋଇଥିବା ଦଙ୍ଗା ପାଇଁ ସୌଦିରୁ ଟଙ୍କା ଆସିଥିଲା। ଏନେଇ ପୂର୍ବରୁ ପ୍ରସ୍ତୁତି ହୋଇଥିଲା। ସୌଦି ସହିତ ଦେଶର କେତେକ ଅଞ୍ଚଳରୁ ମଧ୍ୟ ଆର୍ଥିକ ସହାୟତା ଦଙ୍ଗାକାରୀଙ୍କ ପାଖରେ ପହଞ୍ଚିଥିବା ପୋଲିସ କହିଛି। ଜାମିଆ ଛାତ୍ର ନେତା ମିରାନ…
ପରୀକ୍ଷା କେନ୍ଦ୍ର ବଦଳାଇପାରିବେ ସିଭିଲ ସର୍ଭିସ ପ୍ରିଲିମ୍ ପ୍ରାର୍ଥୀ
ନୂଆଦିଲ୍ଲୀ,୨ା୭(ପି.ଟି.): ସିଭିଲ୍ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ଅକ୍ଟୋବର ୪ରେ ଅନୁଷ୍ଠିତ ହେବାକୁ ଥିଲାବେଳେ ପ୍ରାର୍ଥୀ ଚାହିଁଲେ ସେମାନଙ୍କ ପରୀକ୍ଷା କେନ୍ଦ୍ର ବଦଳାଇପାରିବେ ବୋଲି କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ପକ୍ଷରୁ ଘୋଷଣା କରାଯାଇଛି। ଏଥର ପରୀକ୍ଷା ଦେବା ପାଇଁ ବହୁସଂଖ୍ୟାରେ ପ୍ରାର୍ଥୀ…
Archives


