ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…
ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ। ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ Leh Apex Body (LAB) ଓ…
ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…
ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା ତଥା ଦଳର ନେତା ଆକାଶ ଆନନ୍ଦଙ୍କ ଶ୍ୱଶୁର ଅଶୋକ ସିଦ୍ଧାର୍ଥ ରାଜନୀତିରୁ ସନ୍ନ୍ୟାସ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…
ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ ୮ ହଜାରରୁ ବୃଦ୍ଧି କରାଯାଇ ୧୨ ହଜାର ଟଙ୍କା ଏବଂ ସହାୟିକାମାନଙ୍କର ୪…
ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ
ନୂଆଦିଲ୍ଲୀ,୧୦ା୯: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍ଙ୍କୁ ସୁପ୍ରିମକୋର୍ଟ ବୁଧବାର ତୀବ୍ର ଭର୍ତ୍ସନା କରିଛନ୍ତି। ଆନ୍ଦୋଳନକାରୀ ଛାତ୍ରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ…
୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୦।୯: ସିବିଏସ୍ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍ ଦେବାକୁ ବିଚାର କରିବାକୁ କହିଛନ୍ତି। ଭାରତର ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଗଠିତ ଏକ…
ଏଆଇ ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱବ୍ୟାପୀ ମହାବିପତ୍ତି ସୃଷ୍ଟି ହୋଇପାରେ
ନୂଆଦିଲ୍ଲୀ, ୧୦ା୯ (ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରର ପ୍ରମୁଖ ଗବେଷଣା ସଂସ୍ଥା ‘ଆନ୍ଥ୍ରୋପିକ୍’ର ଗବେଷକ ଜାକବ କୋକ୍ସନ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ‘ଓପନ୍ଏଆଇ’ ଏବଂ ଆନ୍ଥ୍ରୋପିକ୍ ଭଳି ବୃହତ୍ ପ୍ରଯୁକ୍ତି ସଂସ୍ଥାଗୁଡ଼ିକ ଅପରିଣାମଦର୍ଶୀ ଭାବେ ‘ସୁପରଇଣ୍ଟେଲିଜେନ୍ସ’ ବିକଶିତ…
ଗତ ୫ ରାଜ୍ୟ ନିର୍ବାଚନରେ ଭାଜପାକୁ ମିଳିଛି ଏତେ କୋଟି: ସଂଖ୍ୟା ଜାଣିଲେ ହେବେ ତାଜୁବ
ନୂଆଦିଲ୍ଲୀ,୧୦ା୯: ଗତ ୫ଟି ରାଜ୍ୟ ବିଧାନସଭା ନିର୍ବାଚନ ବେଳେ ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟ ପାଖାପାଖି ୧,୪୭୩ କୋଟି ଟଙ୍କା ଚାନ୍ଦା ପାଇଛି, ଯାହାକି କଂଗ୍ରେସର କେନ୍ଦ୍ରୀୟ ଏବଂ ରାଜ୍ୟ ଶାଖା ଉକ୍ତ ସମୟରେ ପାଇଥିବା ମୋଟ ଚାନ୍ଦା ୨୦୭ କୋଟି ଟଙ୍କାର…
ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…
ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା ଅନୁମୋଦନ କରିଛି। ଏହାମଧ୍ୟରୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ…
ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର
ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ ପାଇଁ ଘୁଞ୍ଚିଯାଇଛି। ରାଜ୍ୟ ସରକାର ନବଜାତ ଶିଶୁମାନଙ୍କୁ ସୁନା ମୁଦି ଦେବା ଯୋଜନାର…
ମୋଦି କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…
ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦିଗରେ ସରକାର ୭ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…
ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ
ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି। ନିଜ ପରିଚୟ ପ୍ରମାଣ କରିବା ପାଇଁ ତାଙ୍କୁ ଶୁଣାଣିରେ ଉପସ୍ଥିତ ହେବାକୁ ନୋଟିସ…
PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…
ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’ ଆୟୋଜନ କରାଯିବ। ଦଳର ଅଧ୍ୟକ୍ଷ ନୀତିନ ନବୀନ ବୁଧବାର (୯ ସେପ୍ଟେମ୍ବର) ଏହି…

