ନିର୍ବାଚନ କମିଶନର ଅଶୋକ ଲାଭାସାଙ୍କ ଇସ୍ତଫା:ଏଡିବି ଉପାଧ୍ୟକ୍ଷ ହେବେ
ନୂଆଦିଲ୍ଲୀ,୧୯ା୮: ନିର୍ବାଚନ କମିଶନର ଅଶୋକ ଲାଭାସା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ଆସନ୍ତା ମାସରେ ଏସିଆନ୍ ଡେଭେଲପ୍ମେଣ୍ଟ ବ୍ୟାଙ୍କ(ଏଡିବି)ର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଏହିି ପଦରେ ଥିବା ଦିବାକର ଗୁପ୍ତା ଅଗଷ୍ଟ ୩୧ରେ ଅବସର ଗ୍ରହଣ…
ଏହି କାରଣରୁ ପ୍ଲାଟଫର୍ମ ଟିକେଟ୍ ମୂଲ୍ୟ ୫୦ ଟଙ୍କା ହେଲା
ପୁନେ, ୧୮।୮: ପୁନେ ଜନସନରେ ପ୍ଲାଟଫର୍ମ ଟିକେଟ୍ ମୂଲ୍ୟ ୫୦ ଟଙ୍କା। ପ୍ଲାଟ୍ଫର୍ମ ଟିକେଟ୍ର ଏଭଳି ମୂଲ୍ୟକୁ ନେଇ ଇଣ୍ଡିଆନ୍ ରେଲ୍ଓ୍ବେ ପକ୍ଷରୁ ମଙ୍ଗଳବାର ସ୍ପଷ୍ଟୀକରଣ ରଖାଯାଇଛି। ଇଣ୍ଡିଆନ ରେଲ୍ଓ୍ବେ ପକ୍ଷରୁ କୁହାଯାଇଛି, କରୋନା ମହାମାରୀ ସମୟରେ ଷ୍ଟେସନରେ ଲୋକଙ୍କ ମଧ୍ୟରେ…
ହିନ୍ଦୁ ପରିଚୟ ଦେଇ ମଧ୍ୟପ୍ରଦେଶ ଯୁବତୀଙ୍କୁ ବିବାହ କଲେ କଶ୍ମୀର ମୁସଲିମ୍ ଯୁବକ; ତାପରେ…
ଗ୍ବାଲିଅର, ୧୮।୮: ଦେଶରେ ପୁଣିଥରେ ‘ଲଭ୍ ଜିହାଦି’ ମାମଲା ସାମ୍ନାକୁ ଆସିଛି। ଏଥର ଲଭ୍ ଜିହାଦିର ଶିକାର ହୋଇଛନ୍ତି ମଧ୍ୟପ୍ରଦେଶ ଗ୍ବାଲିଅରର ଜଣେ ଯୁବତୀ। ଅଭିଯୁକ୍ତ କଶ୍ମୀର ଯୁବକ ନିଜକୁ ହିନ୍ଦୁ ବୋଲି ଦର୍ଶାଇ ବିବାହ କରିନେଇଥିଲେ। ଏହାପରେ ସେ ଯୁବତୀଙ୍କୁ…
ଗଛ ଉପରେ ବସି ଅନ୍ଲାଇନ୍ରେ ପାଠ ପଢ଼ୁଛନ୍ତି ପିଲା: ଭିଡିଓ ଭାଇରାଲ
ମୁମ୍ବାଇ,୧୮।୮: କରୋନା ଲକ୍ଡାଉନ ଯୋଗୁ ଦେଶରେ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ପିଲାଙ୍କ ଭବିଷତ୍ୟକୁ ନଜରରେ ରଖି ଅନ୍ଲାଇନରେ ପାଠ ପଢ଼ାଇବାକୁ ସରକାର ଅନୁମତି ପ୍ରଦାନ କରିଛନ୍ତି। କିନ୍ତୁ ଅନ୍ଲାଇନରେ ପାଠପଢ଼ାକୁ ନେଇ ବିଭିନ୍ନ ପ୍ରକାରର ସମସ୍ୟା…
ହେଲମେଟ୍ର ଓଜନ ଦେଢ଼ କିଲୋରୁ ଊର୍ଦ୍ଧ୍ୱ ହେଲେ ଲାଗିପାରେ ଜରିମାନା!
ଭୋପାଳ,୧୮।୮: ମଧ୍ୟପ୍ରଦେଶରେ ଟ୍ରାଫିକ୍ ନିୟମ ଏବେ କଡ଼ାକଡ଼ି ହେବାକୁ ଯାଉଛି। ପରିବହନ ବିଭାଗ, ନାପଟୋଲ ଓ ଟ୍ରାଫିକ୍ ପୋଲିସ ମିଳିତ ଭାବେ ଏବେ ସ୍ବତନ୍ତ୍ର ଯାଞ୍ଚ ଅଭିଯାନ ସମୟରେ ହେଲମେଟ୍ର ଓଜନ ମଧ୍ୟ ଯାଞ୍ଚ କରିବେ। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ…
ଗ୍ୟାଙ୍ଗ୍ଷ୍ଟାର୍ ବିକାଶ ଦୁବେଙ୍କ ଅସ୍ଥି ନେବା ପାଇଁ ପହଞ୍ଚିଲେ ସ୍ତ୍ରୀ
କାନପୁର,୧୮।୮:ଉତ୍ତର ପ୍ରଦେଶର ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେ ଅସ୍ଥି ନେବା ପାଇଁ ନେବା ସ୍ତ୍ରୀ ରିଚା ଦୁବେ ମଙ୍ଗଳବାର କାନପୁରରେ ପହଞ୍ଚିଛନ୍ତି। ବିକାଶଙ୍କ ଅସ୍ଥିକୁ କାନପୁରର ଏକ ଅସ୍ଇ କଳସ ବ୍ୟାଙ୍କରେ ରଖାଯାଇଥିଲା। ରିଚା ତାଙ୍କ ଓକିଲମାନଙ୍କ ସହିତ ଭୈରୋଘାଟରେ ପହଞ୍ଚିଥିଲେ।…
ବୈଷ୍ଣୋ ଦେବୀ ମନ୍ଦିରର ୩ ପୂଜାରୀଙ୍କ ସମେତ ୨୨ କରୋନା ପଜିଟିଭ
ନୂଆଦିଲ୍ଲୀ,୧୮।୮: କରୋନା ଭାଇରସ ସଂକ୍ରମଣ ପାଇଁ ଦୀର୍ଘ ୫ ମାସ ବନ୍ଦ ରହିବା ପରେ ରବିବାର ଭକ୍ତଙ୍କ ଦର୍ଶନ ପାଇଁ ମା’ ବୈଷ୍ଣୋ ଦେବୀ ମନ୍ଦିର ଖୋଲି ଦିଆଯାଇଥିଲା। କରୋନା ଭାଇରସ ସଂକ୍ରମଣକୁ ନେଇ ମଧ୍ୟ କଡାକଡି ନିୟମ ପାଳନ କରାଯାଇଥିଲା।…
ଆସାମ ବନ୍ୟା ପୀଡ଼ିତଙ୍କୁ ୧ କୋଟି ଟଙ୍କା ଦାନ କଲେ ଅକ୍ଷୟ
ଦିସପୁର,୧୮।୮: ବଲିଉଡ୍ ନାୟକ ଅକ୍ଷୟ କୁମାରଙ୍କ ବଦାନ୍ୟତା ପୁଣି ଦେଖିବାକୁ ମିଳିଛି। ଆସାମ ବନ୍ୟା ପୀଡ଼ିତଙ୍କ ପାଇଁ ଖିଲାଡି ବୟ ଏବେ ୧ କୋଟି ଟଙ୍କା ଦାନ କରିଛନ୍ତି। ମଙ୍ଗଳବାର ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ଟୁଇଟ୍ କରି ଏଥିପାଇଁ ଅକ୍ଷୟଙ୍କୁ…
ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଜାଣନ୍ତୁ କ’ଣ ରହିଛି କାରଣ
ପାଟନା,୧୮।୮: ବିହାରର ଗୋପାଳଗଞ୍ଜରେ ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ହୋଇଛି। ୩ବର୍ଷ ପୂର୍ବେ ଏହି ଦୁଇ ମହିଳା ମିଶି ୪ ବର୍ଷର ଶିଶୁକୁ ବଳି ଦେଇଥିଲେ। ଗୋପାଳଗଞ୍ଜର ବିଜୟପୁରା ପୋଲିସ ଷ୍ଟେସନର ଚିତୁନ ଗାଁର ବିନୋଦ ସାହାଙ୍କ ଚାରି ବର୍ଷର ପୁଅ ଦେବ…
ପ୍ରତି ୨ ସେକେଣ୍ଡରେ ଚିହ୍ନଟ ହେଉଛନ୍ତି ଜଣେ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ, ୧୮।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ହଜାରରୁ ଅଧିକ ରହୁଛି। ଫଳରେ ପ୍ରତି ୨ ସେକେଣ୍ଡରେ ଜଣେ…
ଭିକ୍ଷୁ ଦାନକଲେ ୯୦ ହଜାର ଟଙ୍କା
ମଦୁରାଇ,୧୮।୮: କରୋନା ମହାମାରୀ ସହ ସାରା ବିଶ୍ୱ ଲଢେକ କରି ଚାଲିଥିବା ବେଳେ ଏହା ଏବେବି ତା’ର କାୟା ବିସ୍ତାର କରି ରଖିଛି। ଏହି କରୋନା ଯୁଦ୍ଧରେ ନିଜର ସୀମିତ ସଞ୍ଚୟକୁ ଦାନ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି ତାମିଲନାଡୁ ମଦୁରାଇର…
୧୦ ବର୍ଷ ମଧ୍ୟରେ ଦେଶର ୪୦ ପ୍ରତିଶତ ଲୋକ ସହରରେ କରିବେ ବାସ
ନୂଆଦିଲ୍ଲୀ, ୧୮।୮: ଦେଶର ୪୦ ପ୍ରତିଶତ ଜନସଂଖ୍ୟା ସହରରେ ବାସ କରିବେ। ଆସନ୍ତା ୧୦ ବର୍ଷ ମଧ୍ୟରେ ୨୦୩୦ ସୁଦ୍ଧା ଏହି ଲକ୍ଷ୍ୟ ପୂରଣ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀ ସୂଚନା ଦେଇଛନ୍ତି। ସେଥି…
Archives


