ଜାତୀୟ

କରୋନା ଆକ୍ରାନ୍ତ ଛାତ୍ରଙ୍କ ପାଠପଢ଼ା ନିଶା:ହସ୍ପିଟାଲ ବେଡ୍‌ରେ ଦେଲେ ପରୀକ୍ଷା

ଜବଲପୁର, ୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଲକ୍‌ ଡାଉନ୍‌ ଜାରି ରହିଛି। ଫଳରେ ସ୍କୁଲ କଲେଜ ବନ୍ଦ ରହିଛି। ତେବେ ପାଠପଢ଼ା ଏବଂ ପରୀକ୍ଷା ଅନ୍‌ଲାଇନ୍‌ରେ କରାଯାଉଛି। ମଧ୍ୟପ୍ରଦେଶ ଜବଲପୁରରେ କେତେକ ସ୍କୁଲରେ…

ବୋହୂକୁ ଘରକୁ ଫେରାଇ ଆଣିବା ପାଇଁ ଏପରି କଲେ ଶାଶୁ: ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ରାଞ୍ଚି, ୧୮।୮: ବୋହୂ ଘର ଛାଡି ଚାଲିଯିବାରୁ ଶାଶୂ ନିଜ ଜିଭ କାଟି ଭଗବାନଙ୍କ ପାଖରେ ଚଢ଼ାଇଛନ୍ତି। ଏପରି କରିବା ଦ୍ୱାରା ବୋହୂ ପୁଣିଥରେ ଘରକୁ ଫେରିଆସିବେ ବୋଲି ଶାଶୁଙ୍କର ବିଶ୍ୱାସ। ଏପରି ଘଟଣା ଘଟିଛି ଝାରଖଣ୍ଡର ଜାମସେଦପୁର ଆର୍‌ଆଇଟି ଥାନା…

ଏମ୍ସରେ ଅମିତ ଶାହା

ନୂଆଦିଲ୍ଲୀ,୧୮।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। କରୋନାରୁ ସୁସ୍ଥ ହେବା ପରେ ଏହାର ପରବର୍ତ୍ତି ଚିକିତ୍ସା ଲାଗି ସେ ଏମ୍ସରେ ଭର୍ତ୍ତି ହୋଇଥିବା ସୂଚନା ରହିଛି।…

ସାପ ଲାଞ୍ଜରେ ହାତ ମାରୁଥିଲେ ଯୁବକ, ଘଟିଲା ଏମିତି

ଉନ୍ନାଓ,୧୮।୮: ଉତ୍ତର ପ୍ରଦେଶର ଉନ୍ନାଓ ଜିଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ସାପ ଲାଞ୍ଜକୁ ଧରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ସାପ ପଛରୁ ଯୁବକଙ୍କ ହାତକୁ ଏକ ଚୋଟ ମାରିଥିଲା। ଫଳରେ ତାଙ୍କର…

ପୁଣି ସଂକ୍ରମିତ ହେଉଛନ୍ତି ସୁସ୍ଥ ହୋଇଥିବା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଛି। ପ୍ରତିିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏପରିସ୍ଥଳେ ଦିଲ୍ଲୀ ସରକାର କରୋନା ସଂକ୍ରମଣ କମୁଥିବା ସୂଚନା ଦେଇଥିବାବେଳେ ହସ୍ପିଟାଲ ପକ୍ଷରୁ ମିଳିଥିବା ତଥ୍ୟ ଏହାଠାରୁ ସମ୍ପୂର୍ଣ୍ଣ…

ରାତି ଅନ୍ଧାରରେ ଭୁଶୁଡ଼ିଲା ୪ ମହଲା କୋଠା

ମୁମ୍ବାଇ, ୧୮।୮: ଦେଶର ଆର୍ଥିକ ସହର ବଲିଉଡ୍‌ର ବାନ୍ଦ୍ରାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ୪ ମହଲା କୋଠାଘର ଭୁଶୁଡ଼ି ପଡ଼ିଛି। କୋଠାଘରେ କେହି ରହୁ ନ ଥିଲେ। ତେବେ ଏହା ନିକଟସ୍ଥ ବିଲ୍ଡିଂ ଉପରେ ପଡ଼ିବାରୁ ଏହା…

ଦଳିତ ନାବାଳିକାଙ୍କୁ ଗଣବଳାତ୍କାର

ଲକ୍ଷ୍ନୌ, ୧୮ା୮: ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ ଜଣେ ଦଳିତ ନାବାଳିକା(୧୭)ଙ୍କୁ ବଳପୂର୍ବକ ଅପହରଣ କରାଯିବା ପରେ ଗଣବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଶରୀରରେ ସିଗାରେଟ୍‌ ଚେଙ୍କ ଦେଖିବାକୁ ମିଳିଥିବାବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଗୋରଖପୁର ଜିଲା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି।…

ସୋନିଆଙ୍କୁ ୧୦୦ କଂଗ୍ରେସ ନେତାଙ୍କ ପତ୍ର

ନୂଆଦିଲ୍ଲୀ, ୧୮।୮: ନେତୃତ୍ୱ ପରିବର୍ତ୍ତନ ପାଇଁ ପ୍ରାୟ ୧୦୦ ଜଣ କଂଗ୍ରେସ ନେତା ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିବା ନିଲମ୍ବିତ ନେତା ସଞ୍ଜୟ ଝା ସୋମବାର ସୂଚନା ଦେଇଛନ୍ତି। କଂଗ୍ରେସ କାର୍ଯ୍ୟକାରୀ କମିଟି ନିର୍ବାଚନରେ ସ୍ବଚ୍ଛତା…

ଫୋନ୍‌ ଟ୍ୟାପିଂ ଅଭିଯୋଗ ଆଣିଲେ ଚନ୍ଦ୍ରାବାବୁ

ଅମରାବତି, ୧୮ା୮: ଆନ୍ଧ୍ରପ୍ରଦେଶରେ ରାଜନୈତିକ ଫାଇଦା ହାସଲ କରିବା ଲାଗି ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ବେଆଇନ ଭାବେ ଫୋନ୍‌ ଟ୍ୟାପିଂ କରୁଛି ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଚନ୍ଦ୍ରାବାବୁ ନାଇଡୁ ଅଭିଯୋଗ କରିଛନ୍ତି। କେବଳ ବିରୋଧୀ ଦଳ…

ରାକେଶ ଆସ୍ଥାନା ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ, ୧୮ା୮: ୧୯୮୪ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ଆସ୍ଥାନାଙ୍କୁ ନୂତନ ବିଏସ୍‌ଏଫ୍‌ ଡିଜି ଭାବେ ନିଯୁକ୍ତି ଦିଆଯାଇଛି। ସେ ୨୦୨୧ ଜୁଲାଇ ୩୧ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ। ଗୁଜରାଟ କ୍ୟାଡରର ଏହି ଅଧିକାରୀ ଏବେ ବ୍ୟୁରୋ ଅଫ୍‌ ସିଭିଲ…

ଜେପିସି ତଦନ୍ତ ଦାବି

ନୂଆଦିଲ୍ଲୀ, ୧୮।୮(ପି.ଟି.): ଉତ୍ତେଜନାପୂର୍ଣ୍ଣ ଭାଷଣ ନିୟମର ଉଲ୍ଲଂଘନ କରୁଥିବା ଭାଜପା ନେତାଙ୍କ ବିରୋଧରେ ଫେସ୍‌ବୁକ୍‌ ଜାଣିଶୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଆମେରିକା ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଏହାର ତଦନ୍ତ ଦାବି କରିଛି ସିପିଆଇ(ଏମ୍‌)। ପ୍ରମୁଖ ସୋସିଆଲ…

କରୋନା ସମୟରେ ବିଶ୍ୱ ରେକର୍ଡ: ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଠ କଲେ ହନୁମାନ ଚାଳିସା

ପ୍ରୟାଗରାଜ, ୧୭।୮: କରୋନା ମହାମାରୀକୁ ସମାପ୍ତ କରିବା ପାଇଁ ଏବଂ ଏଥିରେ ଆକ୍ରାନ୍ତଙ୍କୁ ମାନସିକସ୍ତରରେ ଦୃଢ଼ କରିବା ଲାଗି ହନୁମାନ ଚାଳିସାକୁ ସାମୁହିକ ଭାବେ ଏକ ଲକ୍ଷରୁ ଊର୍ଦ୍ଧ୍ୱଲୋକ ପାଠ କରି ଏକ ନିଆରା ରେକର୍ଡ ସୃଷ୍ଟି କରିଛନ୍ତି। ହନୁମାନ ଚାଳିସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri