ଦିଲ୍ଲୀ ହିଂସା: ୮ ଦିନ ହେଲା ସ୍ତ୍ରୀ-୪ ପିଲାଙ୍କ ବାଟ ଚାହିଁ ବସିଛନ୍ତି ରିକ୍ସା ଚାଳକ
ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହିଂସାରେ ଇତିମଧ୍ୟରେ ୪୫ଟି ମୃତଦେହ ଉଦ୍ଧାର ହୋଇଛି। ଫେବୃୟାରୀ ୨୩ରେ ସ୍ତ୍ରୀ ଓ ୪ ପିଲାଙ୍କଠାରୁ ଅଲଗା ହୋଇଯାଇଥିବା ରିକ୍ସା ଚାଳକ ମଇନୁଦ୍ଦିନ୍ ଏବେ ମୁସ୍ତଫାବାଦ ଅଞ୍ଚଳର ଏକ ନାଳ କଡ଼ରେ ପଡ଼ି ରହିଛନ୍ତି। ଆଖିରୁ ତାଙ୍କର...
ନିଜକୁ ଜୀବିତ ପ୍ରମାଣ କରିବା ପାଇଁ ୨ ବର୍ଷ ହେଲା ସରକାରୀ କାର୍ଯ୍ୟାଳୟରେ ଘୁରି ବୁଲୁଛନ୍ତି ମହିଳା
ଭୋପାଳ,୧।୩: ଫିଲ୍ମ କାହାଣୀରେ ଜଣଙ୍କର ମୃତ୍ୟୁ ହୋଇଥିଲେ ମଧ୍ୟ ସେ ଜୀବିତ ଥିବା ଦେଖିବାକୁ ମିଳିଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ମହିଳାଙ୍କ ଜୀବନ ଏବେ ଫିଲ୍ମ କାହାଣୀ ପାଲଟି ଯାଇଛି। ସରକାରୀ କାଗଜପତ୍ରରେ ସେ ମୃତ ଘୋଷିତ ହୋଇଛନ୍ତି। ନିଜକୁ...
ଏନ୍ଡିଏ ସହ ମିଶି ୨ଶହ ବିଧାନସଭା ଆସନରେ ଜିତିବ ଜେଡିୟୁ: ନୀତୀଶ
ପାଟନା,୧।୩: ବିହାର ବିଧାନସଭା ନିର୍ବାଚନ ଚଳିତ ବର୍ଷ ହେବାକୁ ଯାଉଛି। ଏବେଠାରୁ ଏହାକୁ ନେଇ ରାଜନୀତି ହେଲାଣି ସରଗରମ। ରବିବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଜନ୍ମଦିନ ଅବସରରେ ପାଟନାର ଗାନ୍ଧୀ ମଇଦାନରୁ ଜନସଭାର ଶୁଭାରମ୍ଭ କରିଛନ୍ତି। ଏହି...
ଜଳ ସଂରକ୍ଷଣ ପାଇଁ ଅଣ୍ଟା ଭିଡ଼ିଲେ ୨୦ ହଜାର ଲୋକ: ୩ ଘଣ୍ଟାରେ ନିର୍ମାଣ ହେଲା ୪୦ ହଜାର କୁଣ୍ଡ
ଝାବୁଆ,୧।୩: ଜଳ ସଂରକ୍ଷଣ ପାଇଁ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ରବିବାର ୨୦ ହଜାର ଲୋକ ମିଳିତ ଭାବେ କାମ କରିଛନ୍ତି। ସେମାନେ ସକାଳ ୬ଟା ପୂର୍ବାହ୍ନ ୯ଟା ମଧ୍ୟରେ ୪୦ ହଜାର ଜଳସଂରକ୍ଷଣ କୁଣ୍ଡ ନିର୍ମାଣ କରିଛନ୍ତି। ସାମାଜିକ ସଂସ୍ଥା...
୨୦୨୧ରେ ପଶ୍ଚିମବଙ୍ଗରେ ଭାଜପା ଗଢ଼ିବ ସରକାର: ଶାହା
କୋଲକାତା, ୧।୩: ଆସନ୍ତା ୨୦୨୧ରେ ହେବାକୁଥିବା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ଦୁଇ ତୃତୀୟାଶଂ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବ। କୋଲକାତାଠାରେ ଆୟୋଜିତ ଏକ ରାଲିରେ ଯୋଗଦେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏଭଳି କହିଛନ୍ତି। ଭାଜପା...
ବଞ୍ଚି ରହିଛି ଭାଇଚାରା: ଘର ଛାଡି ପଳାଉଥିବା ମୁସଲମାନ୍ଙ୍କୁ ସୁରକ୍ଷା ପ୍ରତିଶ୍ରୁତି ଦେଲେ ହିନ୍ଦୁ
ନୂଆଦିଲ୍ଲୀ, ୧।୩: ଦିଲ୍ଲୀରେ ଘଟିଥିବା ଭିଡ଼ ହିଂସାପରେ ଲୋକେ ନିଜର ସୁରକ୍ଷା ନେଇ ସନ୍ଦେହରେ ପଡ଼ିଛନ୍ତି। ଶାହିନ ବାଗ୍ଠାରୁ ମାତ୍ର ୨ କିମି ଦୂରରେ ଦକ୍ଷିଣ-ପୂର୍ବ ଦିଲ୍ଲୀର ଆଲି ଗାଁ ରହିଛି। ଏହି ଅଞ୍ଚଳ ଗୁର୍ଜର ବହୁଳ। ହଂସାକାଣ୍ଡ ପରେ...
ଇପିଏଫ୍ ସୁଧ ହାର ୮.୬୫ ପ୍ରତିଶତ ହେବା ସମ୍ଭାବନା: ମାର୍ଚ୍ଚ ୫ରେ ନିଷ୍ପତ୍ତି
ନୂଆଦିଲ୍ଲୀ,୧।୩: କର୍ମଚାରୀ ଭବିଷ୍ୟ ନିଧି ଜମା ଉପରେ ସୁଧ ହାର ଚଳିତ ୨୦୧୯-୨୦ ଆର୍ଥିକ ବର୍ଷରେ ୮.୬୫ ପ୍ରତିଶତ ରଖିବା ପାଇଁ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ତେବେ ଏନେଇ ନିଷ୍ପତ୍ତି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍ଓ)ର କେନ୍ଦ୍ରୀୟ...
ଭାରତରେ ପ୍ରଥମ କରୋନା ଭାଇରସ ସଂକ୍ରମିତଙ୍କ ମୃତ୍ୟୁ!
କୋଚି,୧।୩: ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ଚିହ୍ନଟ ବହୁ ପୂର୍ବରୁ କରାଯାଇଛି। ହେଲେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ୩୬ ବର୍ଷ ଯୁବକଙ୍କ ଏର୍ନାକୁଲମ ସରକାରୀ ମେଡିକାଲ କଲେଜରେ ମୃତ୍ୟୁ ହେବା ପରେ ଏହା ଭାରତର କରୋନା ଭାଇରସ ସଂକ୍ରମିତ...
୩୬ ବର୍ଷରେ ୭ ବଡ଼ ଦଙ୍ଗାରେ ୭,୫୦୦ରୁ ଅଧିକ ନିରୀହଙ୍କ ମୁଣ୍ଡ ଗଡ଼ିଛି: କେବଳ ନ୍ୟାୟିକ ଯାଞ୍ଚ୍ ସହ ଶୁଣାଣି ରହିଛି ଜାରି
ନୂଆଦିଲ୍ଲୀ,୧।୩: ଦେଶ ବିଭାଜନ ପରେ ଦଙ୍ଗାରେ ବହୁ ଧନଜୀବନ ହାନି ହୋଇଥିଲା। ପରବର୍ତ୍ତୀ ସମୟରେ ଏଭଳି ଘଟଣା ଘଟିବା କମ ହୋଇଥିଲା। ୧୯୮୪ଠାରୁ ଗତ ୩୬ ବର୍ଷ ମଧ୍ୟରେ ଦେଶରେ ୭ ଥର ବଡ଼ ଧରଣର ଦଙ୍ଗା ଘଟିଛି। ଏଥିରେ...
ପରିବାର ସହ ବର୍ଷକୁ ଶହେ ଦିନ ରହିବେ ଏନ୍ଏସ୍ଜି ଯବାନ: ଶାହା
କୋଲକାତା,୧।୩: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ସକାଳ ପ୍ରାୟ ୧୧ଟାରେ କୋଲକାତାରେ ପହଞ୍ଚିଛନ୍ତି। ଏହି ସମୟରେ ସେ ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ(ଏନ୍ଏସ୍ଜି)ର ନୂତନ ଗୃହ ଉଦ୍ଘାଟନ କରିଛନ୍ତି। ଏହି ଉଦ୍ଘାଟନ ଉତ୍ସବରେ ଯୋଗ ଦେବା ଅବସରରେ ଶାହା କହିଛନ୍ତି...
ଭାରତୀୟ ସେନାର ପ୍ରଥମ ଲେଫ୍ଟନାଣ୍ଟ ଜେନେରାଲ ଦମ୍ପତି
ନୂଆଦିଲ୍ଲୀ,୧।୩: ସେନାରେ ମହିଳାଙ୍କୁ କମାଣ୍ଡ୍ ନିଯୁକ୍ତି ଦେବା ଲାଗି ସୁପ୍ରିମ୍କୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ, ଶନିବାର ମେଜର ଜେନେରାଲ ମାଧୁରୀ କାନିତକରଙ୍କୁ ଲେଫ୍ଟନାଣ୍ଟ ଜେନେରାଲ ର଼୍ୟାଙ୍କ ପାଇଁ ପ୍ରମୋଶନ ମିଳିଛି। ଏହା ସହିତ ସେନାରେ ଏହି ପଦବୀ ପାଇବାରେ କାନିତକର ପ୍ରଥମ...
ମନ୍ଦିର ପାଇଁ ଧନବର୍ଷା: ୧୧୦ ମିନିଟରେ ୧୩୬ କୋଟି ସଂଗ୍ରହ
ଅହମଦାବାଦ,୧।୩: ମନ୍ଦିର ନିର୍ମାଣ ପାଇଁ ଗୁଜରାଟରେ ଏକ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଉପସ୍ଥିତ ଲୋକେ ଧନବର୍ଷା କରିଛନ୍ତି। ମାତ୍ର ୧୧୦ ମିନିଟରେ ୧୩୬ କୋଟି ଟଙ୍କାର ଚାନ୍ଦା ସଂଗ୍ରହ ହୋଇଛି। ତେବେ ୪୦ କୋଟି ଟଙ୍କା କମ ପଡ଼ିବାରୁ ଆବଶ୍ୟକ ଟଙ୍କା...
Archives


