ପେଟ୍ରୋଲ-ଡିଜେଲ ଦାମ ବଢ଼ାଇ ୧୮ ଲକ୍ଷ କୋଟି ଆଦାୟ କରିଛନ୍ତି ମୋଦି: ସୋନିଆ
ନୂଆଦିଲ୍ଲୀ, ୨୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ପକ୍ଷରୁ ଲଗାତାର ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ମୋଦି ସରକାର ଗତ ୩ ମାସ ମଧ୍ୟରେ ପେଟ୍ରୋଲ-ଡିଜେଲ ଦାମ ୨୨ ଥର…
ଟୁଇଟରରେ ଟ୍ରେଣ୍ଡ ହେଉଛି ହାର୍ଲେ ଡେଭିଡସନ ସୁପରବାଇକ ସହ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଫଟୋ
ନୂଆଦିଲ୍ଲୀ,୨୯।୬: ବାଇକ୍ରେ ସଉକ ରଖୁଥିବା ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ ନିକଟରେ ପୂର୍ବରୁ ଏକ ବୁଲେଟ ଥିବା କଥା ସେ ଅତିତରେ ପ୍ରକାଶ କରିଥିଲେ। ତାଙ୍କର ଏହି ରୁଚିକୁ ନେଇ ଏବେ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ…
କରୋନାର ୩ ନୂଆ ଲକ୍ଷଣ: ବାନ୍ତି ଲାଗିବା ବି ହୋଇପାରେ କରୋନାର ଲକ୍ଷଣ !
ନୂଆଦିଲ୍ଲୀ,୨୯।୬: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ହେଲେ ଏପର୍ଯ୍ୟନ୍ତ ବି କରୋନା ଲକ୍ଷଣକୁ ନେଇ ଅନେକ ଲୋକ ଅନ୍ଧାର ମଧ୍ୟରେ ରହିଛନ୍ତି। ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ…
ସିଏ ଛାତ୍ରଙ୍କ ପାଇଁ ବଡ଼ ଘୋଷଣା: ପରୀକ୍ଷା ଦେଇପାରି ନ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ସୁଯୋଗ
ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ଭାଇରସ୍ ସଂକ୍ରମଣ ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନିକଟରେ ଛାତ୍ରମାନେ ‘ଅପ୍ଟ ଆଉଟ୍’ ସମ୍ବନ୍ଧରେ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ। ତେବେ ଏହି ଆବେଦନର ଶୁଣାଣି କରି ସୋମବାର ସୁପ୍ରିମକୋର୍ଟ…
ମୋଦିଙ୍କୁ ଭେଟିବେ ଶିବରାଜ: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା
ନୂଆଦିଲ୍ଲୀ,୨୯।୬: ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ମଙ୍ଗଳବାର କରାଯିବ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଏହାକୁ ନେଇ ବିଳମ୍ବିର ରାତ୍ରି ପର୍ଯ୍ୟନ୍ତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଘରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ପ୍ରଦେଶ ଅଧ୍ୟକ୍ଷ ବିଡି ଶର୍ମା…
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିକୁ ନେଇ ସାଇକେଲ ଚଳାଇ ପ୍ରତିବାଦ କଲେ ଏହି ନେତା
ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୯।୬: କରୋନା ସଙ୍କଟ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଏହାର ଦର ବୃଦ୍ଧିକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ସୋମବାର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଇତିମଧ୍ୟରେ କର୍ନାଟକର କଂଗ୍ରେସ ନେତା…
ସମ୍ପୂର୍ଣ୍ଣ ଆତଙ୍କବାଦୀ ମୁକ୍ତ ହେଲା ଦୋଡା: ଡିଜିପି
ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀରର ଦୋଡା ସମ୍ପୂର୍ଣ୍ଣ ଆତଙ୍କବାଦୀ ମୁକ୍ତ ହୋଇଛି ବୋଲି ସୋମବାର ଘୋଷଣା କରିଛନ୍ତି ଜମ୍ମୁ-କଶ୍ମୀରର ପୋଲିସ ମହା ନିର୍ଦ୍ଦେଶକ ଦିଲବାଗ ସିଂ। ସେଠାରେ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦିନର କମାଣ୍ଡର ମସୁଦଙ୍କ ଏନ୍କାଉଣ୍ଟରରେ ମୃତ୍ୟୁ ପରେ ଏହା ଆତଙ୍କବାଦୀ ମୁକ୍ତ…
୨୯ ଦିନରେ ୧୭ ସର୍ଚ୍ଚ ଅପରେଶନ୍: ୪୯ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି
ଶ୍ରୀନଗର, ୨୯।୬: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦ ବିରୋଧୀ ଅଭିଯାନ ଜୋରସୋର୍ ଜାରି ରହିଛି। ଗତ ୨୯ ଦିନ ମଧ୍ୟରେ ଏଠାରେ ୧୭ ସର୍ଚ୍ଚ ଅପରେଶନ୍ ହୋଇଛି। ସର୍ଚ୍ଚ ଅପରେଶନ୍ରେ ୪୯ ଆତଙ୍କବାଦୀ ନିହତ ହୋଇଛନ୍ତି। ଜୁନ୍ ୧ଠାରୁ ଜୁନ୍ ୨୯…
୨ କଏଦୀ ବୋର୍ଡ ପରୀକ୍ଷାରେ ହେଲେ ଟପ୍ପର
ଲକ୍ଷ୍ନୌ, ୨୯।୬: ଉତ୍ତରପ୍ରଦେଶ ବୋର୍ଡ ପରୀକ୍ଷାରେ ଜେଲରେ ଥିବା କଏଦୀମାନେ ସଫଳ ରହିଛନ୍ତି। ଚଳିତ ବର୍ଷ ୨୦୯ କଏଦୀ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରେ ୨ ଜଣ ଟପ୍ପର ମଧ୍ୟ ରହିଛନ୍ତି। ରାଜ୍ୟର ୧୭ଟି ଜେଲର…
ବିହାରରେ ପଶିଲେ ୬ ଜୈଶ୍ ଆତଙ୍କବାଦୀ: ହାଇ ଆଲର୍ଟ ଜାରି
ପାଟନା, ୨୯।୬: ନେପାଳ ରାସ୍ତା ଦେଇ ବିହାରରେ ୬ ଜଣ ଆତଙ୍କବାଦୀ ଅନୁପ୍ରବେଶ କରିଛନ୍ତି। ଏନେଇ ସ୍ପେଶାଲ ବ୍ରାଞ୍ଚ୍ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ମୁଜାଫରପୁର ସହିତ ଉତ୍ତର ବିହାରରେ ହାଇ ଆଲର୍ଟ ଜାରି କରାଯାଇଛି। ଆତଙ୍କବାଦୀମାନେ…
ଅନନ୍ତନାଗରେ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଶ୍ରୀନଗର, ୨୯।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ଖୁଲଚୋହର ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ଖବର ମିଳିଥିଲା। ରବିବାର…
୩୦ ପରେ ମହାରାଷ୍ଟ୍ରରେ ରହିବ ଲକ୍ଡାଉନ କଟକଣା
ମୁମ୍ବାଇ,୨୯ା୬(ପି.ଟି.): ମହାରାଷ୍ଟ୍ରରେ ଜୁନ୍ ୩୦ ପରେ ମଧ୍ୟ ଲକ୍ଡାଉନ କଟକଣା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ରବିବାର କହିଛନ୍ତି। ମହାରାଷ୍ଟ୍ର କରୋନା ମହାମାରୀ ଦ୍ୱାରା ସର୍ବାଧିକ ସଂକ୍ରମିତ ହୋଇଥିବାବେଳେ କଟକଣା କୋହଳ କରାଯିବାର ପ୍ରଶ୍ନ ଉଠୁନାହିଁ ବୋଲି ଉଦ୍ଧବ…
Archives


