ଜାତୀୟ

ଦିଲ୍ଲୀରେ ଫେରୁଛି ଶାନ୍ତି: ରେଖା ଶର୍ମା

ନୂଆଦିଲ୍ଲୀ,୨୮।୨: ପ୍ରାୟ ୫ ଦିନ ପରେ ଦିଲ୍ଲୀରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି ବୋଲି କୁହାଯାଉଛି। ଶୁକ୍ରବାର ସକାଳେ ନ୍ୟାଶନାଲ କମିଶନ ଫର୍‌ ଓମେନ୍‌(ଏନ୍‌ସିଡବ୍ଲୁ)ର ମୁଖ୍ୟ ରେଖା ଶର୍ମା ଓ ତାଙ୍କର କେତେଜଣ ସହଯୋଗୀ ଉତ୍ତର-ପୂର୍ବ ଦିଲ୍ଲୀର ଜାଫରାବାଦ...

ଦିଲ୍ଲୀ ହିଂସା: ହିନ୍ଦୁ କନ୍ୟାଙ୍କ ବିବାହ ସମୟରେ ଘର ବାହାରେ ଜଗି ରହିଥିଲେ ମୁସଲମାନ ପଡୋଶୀ

ନୂଆଦିଲ୍ଲୀ,୨୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ରାଜଧାନୀ ଦିଲ୍ଲୀରେ ଉପୁଜିଥିବା ହିଂସାରେ ଏବେସୁଦ୍ଧା ୩୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାକୁ ଦେଖି ରାଜଧାନୀବାସୀ ଘରୁ ବାହାରକୁ ବାହାରିବାକୁ ଭୟ କରୁଛନ୍ତି। ଏହି ହିଂସା ସମୟରେ ଚାନ୍ଦବାଗ ଅଞ୍ଚଳରେ...

ଏସ୍‌ଏନ୍‌ ଶ୍ରୀବାସ୍ତବ ହେଲେ ଦିଲ୍ଲୀର ନୂଆ ପୋଲିସ କମିଶନର

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀରେ ହିଂସା ଓ ଉତ୍ତେଜନା ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀର ନୂଆ ପୋଲିସ କମିଶନରଙ୍କୁ ନିଯୁକ୍ତି ଦେଇଛନ୍ତି। ୧୯୮୫ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ସ୍ପେଶାଲ ସିପି ଏସ୍‌ଏନ୍‌ ଶ୍ରୀବାସ୍ତବଙ୍କୁ ଦିଲ୍ଲୀର ନୂଆ ପୋଲିସ କମିଶନର ଭାବେ ନିଯୁକ୍ତ...

ଶାହରୁଖଙ୍କ ଶାଶୁଙ୍କ ଫାର୍ମ ହାଉସ୍‌ ଉପରେ ଲାଗିଲା ୩କୋଟି ଟଙ୍କାର ଜରିମାନା

ମୁମ୍ବାଇ,୨୮।୨: ବଲିଉଡ୍‌ ବାଦଶାହ ଶାହରୁଖ ଖାଁଙ୍କ ଶାଶୁ ସବିତା ଛିବାଙ୍କ ଫାର୍ମ ହାଉସ୍‌ ଉପରେ ୩କୋଟି ଟଙ୍କାର ଜରିମାନା ଲାଗିଥିବା ଜଣାପଡ଼ିଛି। ଡେଜା ବୁ ଫାମର୍‌ସ ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ ହେଉଛନ୍ତି ଶାହରୁଖଙ୍କ ଶାଶୁ ସବିତା ଓ ଶାଳୀ ନମିତା...

ହିଂସା ପରେ ଜାମା ମସ୍‌ଜିଦ୍‌ରେ ପ୍ରଥମ ଶୁକ୍ରବାର ପ୍ରାର୍ଥନା: ଦିଲ୍ଲୀ ପୋଲିସ ପାଇଁ ପରୀକ୍ଷାର ଦିନ

ନୂଆଦିଲ୍ଲୀ,୨୮।୨: ଗତ କିଛି ଦିନରୁ ଦିଲ୍ଲୀର ଉତ୍ତର-ପୂର୍ବ ଅଞ୍ଚଳରେ ହୋଇଥିବା ହିଂସାକାଣ୍ଡ ପରେ ଶୁକ୍ରବାର ପ୍ରଥମ ପ୍ରାର୍ଥନା ଅନୁଷ୍ଠିତ ହେବ। ସେହି ସମୟରେ ଆଇନ୍‌ ବ୍ୟବସ୍ଥାକୁ ସମ୍ଭାଳିବା ପୋଲିସ ପାଇଁ କୌଣସି ପରୀକ୍ଷାଠାରୁ କମ୍‌ ନୁହେଁ। ଏଥିସହ ଦିଲ୍ଲୀ ପୋଲିସ...

ରିମ୍ସରେ ହେବ ଲାଲୁଙ୍କ ଚିକିତ୍ସା

ରାଞ୍ଚି,୨୭।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କର ଅନ୍ୟ କୌଣସି ହସ୍ପିଟାଲରେ ଚିକିତ୍ସା କରାଯିବ ନାହିଁ। ପୂର୍ବପରି ରାଞ୍ଚିର ରିମ୍ସ ହସ୍ପିଟାଲରେ ହିଁ ତାଙ୍କର ଚିକିତ୍ସା କରାଯିବ। ଗୁରୁବାର ରିମ୍ସ ମେଡିକାଲ ବୋର୍ଡର ଏକ...

ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଯୋଗୁ ଦିଲ୍ଲୀ ହିଂସା: ଏପ୍ରିଲ୍‌ ୧୩ରେ ଶୁଣାଣି; କେନ୍ଦ୍ରକୁ ରିପୋର୍ଟ ତଲବ

ନୂଆଦିଲ୍ଲୀ,୨୭।୨: ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଯୋଗୁ ଦିଲ୍ଲୀ ହିଂସା ହୋଇଥିବା ନେଇ ହାଇକୋର୍ଟରେ ଏକ ମାମଲା ଦାଖଲ କରାଯାଇଥିଲା। ଏହାର ବିଚାର କରି ଦିଲ୍ଲୀ ହାଇକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି...

ସବୁ ଜଳିଗଲା ପରେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀରେ ଜାରି ରହିଥିବା ହିଂସାକାଣ୍ଡ ଏବେ ଥମିବାରେ ଲାଗିଛି। ୩ ଦିନ ପରେ ପ୍ରଶାସନର ଚେତା ପଶିଛି। ହିଂସାକାଣ୍ଡ ଘଟିଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ସବୁକିଛି ଜଳିଗଲା ପରେ ଚତୁର୍ଥ ଦିନ ଲୋକଙ୍କ ମନରୁ ଭୟ...

ସୋନିଆ, ପ୍ରିୟଙ୍କାଙ୍କୁ ଭେଟିଲେ ସିଦ୍ଧୁ

ନୂଆଦିଲ୍ଳୀ,୨୭।୨: କଂଗ୍ରେସ ନେତା ତଥା ପଞ୍ଜାବର ବିଧାୟକ ନଭଜୋତ୍‌ ସିଂହ ସିଦ୍ଧୁ ବୁଧବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିଛନ୍ତି। ଦଳର ମୁଖିଆ ତାଙ୍କୁ ଦିଲ୍ଲୀ ଡକାଇଥିବା ବେଳେ ମଙ୍ଗଳବାର ଓ...

ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୁହଁ ଖୋଲିଲେ ରବିଶଙ୍କର

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଏସ୍‌. ମୁରଲିଧରଙ୍କ ରାତି ଅଧିଆ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏହାକୁ ନେଇ ବିରୋଧୀ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଗୋଟିଏ ପରେ ଗୋଟିଏ...

ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌: ହିନ୍ଦୁସ୍ତାନୀ ଆମେ ଦେଶ ଆମ ହିନ୍ଦୁସ୍ତାନ

ଆମେଠି,୨୭।୨: ଦେଶରେ ହିନ୍ଦୁ-ମୁସଲମାନ୍‌ ନେଇ ହିଂସା ଘଟୁଥିବାବେଳେ ଉତ୍ତରପ୍ରଦେଶ ଆମେଠିର ପିଢ଼ି ଗାଁରେ ଭାଇଚାରାର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଦୁଇ ବାଲ୍ୟ ବନ୍ଧୁ କୃଷ୍ଣଦତ୍ତ ତିଓ୍ବାରି ଏବଂ ବକରିଦି। ୮୨ ବର୍ଷ ବୟସ୍କ ବକରିଦି ସ୍ଥାନୀୟ ମଦ୍ରାସାରେ ଶିକ୍ଷାଦାନ...

୧ କିଲୋ ଜିଆ ଖତରୁ ୨ କୋଟିର ମାଲିକ

ମିରଟ,୨୭।୨: ଦୃଢ଼ ମନୋବଳ ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏହାର ଉଦାହରଣ ସୃଷ୍ଟି କରିଛନ୍ତି ଉତ୍ତରପ୍ରଦେଶର ମିରଟରେ ବାସ କରୁଥିବା ଅମିତ ତ୍ୟାଗୀ। ଏମ୍‌ବିଏ ପଢ଼ି ସେ ଚାକିରି କରିଥିଲେ। ତେବେ ଏହା ତାଙ୍କୁ ଆତ୍ମସନ୍ତୋଷ ଦେଇ ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri