ଜାତୀୟ

୨୪ ଘଣ୍ଟାରେ କରୋନା ମୃତ୍ୟୁ ସଂଖ୍ୟା ୧ହଜାର ମୁହାଁ

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୫,୦୦୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଏହା ଚିନ୍ତାର କାରଣ ପାଲଟି ଯାଇଛି। ତେବେ ଗତ ୨୪ ଘଣ୍ଟାରେ କରୋନା ମୃତ୍ୟୁ…

ଝିଅଙ୍କ ବିବାହ ବୟସରେ ହେବ ପରିବର୍ତ୍ତନ: ମୋଦି ଦେଲେ ସୂଚନା

ନୂଆଦିଲ୍ଲୀ,୧୫।୮: ଦେଶରେ ମାତୃ ମୃତ୍ୟୁ ହାର କମାଇବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହା ଅନ୍ତର୍ଗତ ଝିଅଙ୍କ ବିବାହ ବୟସ ଏବେ ୧୮ ବର୍ଷରୁ ବଢ଼ି ୨୧ ବର୍ଷ ହେବ ବୋଲି କୁହାଯାଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଏହି ଜିଲାରେ ୩ ଦିନ ପରେ ପାଳିତ ହେବ ସ୍ବାଧୀନତା ଦିବସ…

କୋଲକାତା,୧୫।୮: ଭାରତ ସାରା ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ୩ ଦିନ ପରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ ପାଳିତ ହେବ। ୧୯୪୭ ଅଗଷ୍ଟ ୧୨ରେ ରେଡ଼ିଓରେ ଖବର ପ୍ରସାରିତ…

ହଜାରେ ଦିନରେ ୬ ଲକ୍ଷ ଗାଁରେ ବିଛାଯିବ ଅପ୍ଟିକାଲ ଫାଇବର

ନୂଆଦିଲ୍ଲୀ, ୧୫।୮: ଦେଶରେ ଯୋଗାଯୋଗ ବ୍ୟବସ୍ଥା ଦ୍ରୁତ ଗତିରେ ଆଗେଇବାରେ ଲାଗିଛି। ୨୦୧୪ ପୂର୍ବରୁ ଦେଶର ୬୦ ପଞ୍ଚାୟତରେ ଅପ୍ଟିକାଲ ଫାଇବର ବିଛାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଏଥିରେ ସୁଦାର ଆସିଛି। ଗତ ୫ ବର୍ଷ ମଧ୍ୟରେ ଦେଶର ଦେଢ଼ଲକ୍ଷ ପଞ୍ଚାୟତରେ…

ଲଦାଖରେ ଭାରତୀୟ ଯବାନଙ୍କ ଶକ୍ତି ପ୍ରଦର୍ଶନ ସାରା ଦୁନିଆ ଦେଖିଛି: ମୋଦି

ନୂଆଦିଲ୍ଲୀ, ୧୫।୮: ଭାରତୀୟ ଯବାନଙ୍କ ଶକ୍ତି ଏବେ ସାରା ଦୁନିଆ ଦେଖିଛି। ଲଦାଖରେ ଭାରତୀୟ ଯବାନଙ୍କ ସାହସ ଆଗରେ ପ୍ରତିପକ୍ଷ ହାର ମାନିଛନ୍ତି। ଏଲ୍‌ଓସି ଏବଂ ଏଲ୍‌ଏସି ଭାରତ ପ୍ରତି ଆଖି ଉଠାଇଥିବା ପ୍ରତିପକ୍ଷଙ୍କୁ ଭାରତୀୟ ଯବାନ ଉଚିତ ଜବାବ ଦେଇଛନ୍ତି।…

ଅସମ୍ଭବକୁ ସମ୍ଭବ କରିଛି ଭାରତ: ଦେଶରେ ପ୍ରସ୍ତୁତ ହେଉଛି ୩ କରୋନା ଟୀକା

ନୂଆଦିଲ୍ଲୀ, ୧୫।୮: କରୋନା ମହାମାରୀ ଲଢ଼େଇରେ ଭାରତ ଆଗୁଆ ରହିଛି। ଅସମ୍ଭବକୁ ଭାରତ ସମ୍ଭବ କରି ଦେଖାଇଛି। କରୋନାର ପ୍ରତିରୋଧ ପାଇଁ ଦେଶରେ ୩ ଟି ଟୀକା ଉପରେ ଟ୍ରାଏଲ୍‌ ଜାରି ରହିଛି। ୭୪ ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ…

କରୋନା କଟକଣା ମଧ୍ୟରେ ଲାଲକିଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: କରୋନା କଟକଣା ମଧ୍ୟରେ ଶନିବାର ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀ ଲାଲକିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ କରିବା ପୂର୍ବରୁ ମୋଦି ପ୍ରଥମେ ରାଜଘାଟ…

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୧୪।୮-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ । ଏ ନେଇ ଶୁକ୍ରବାର ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ଗାଇଡଲାଇନ…

ରାଷ୍ଟ୍ରପତିଙ୍କ ସମ୍ବୋଧନ: ଗଲଓ୍ବାନ ବୀରଙ୍କ ଉପରେ ଦେଶ ଗର୍ବ କରେ

ନୂଆଦିଲ୍ଲୀ,୧୪।୮: ଆଉ ମାତ୍ର କେଇ ଘଣ୍ଟା ପରେ ଦେଶ ପାଳନ କରିବାକୁ ଯାଉଛି ୭୪ ତମ ସ୍ବାଧିନତା ଦିବସ। ଏହାର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶକୁ ସାମ୍ବୋଧିତ କରିଛନ୍ତି। ସ୍ବାଧିନତା ଦିବସ ଅବସରରେ ଦେଶ ବିଦେଶରେ ଥିବା ସମସ୍ତ…

ଆଇସିୟୁରେ ଗାୟକ ବାଲସୁବ୍ରମଣ୍ୟମ

ଚେନ୍ନାଇ,୧୪।୮: ଗାୟକ ତଥା ଅଭିନେତା ଏସ୍‌ ପି ବାଲାସୁବ୍ରମଣ୍ୟମଙ୍କ ସ୍ବାସ୍ଥାବସ୍ଥା ଧୀରେ ଧୀରେ ବିଗିଡିବାରେ ଲାଗିଛି। ଚଳିତମାସ ଆରମ୍ଭରେ ସେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବା ପରେ ତାଙ୍କୁ ଚେନ୍ନାଇର ଏମ୍‌ଜିଏମ୍‌ ହେଲ୍‌ଥ କେୟାର ସେଣ୍ଟରେ ଭର୍ତ୍ତି କରାଯାଇଥିଲା। ବେଳକୁ…

କରୋନା ସଂକ୍ରମଣରେ ୩୨ ବର୍ଷ ପୁଅର ମୃତ୍ୟୁ ଖବର ଶୁଣି ଆଖି ବୁଜିଲେ ମା’

ହାଇଦ୍ରାବାଦ,୧୪।୮: କରୋନା ଭାଇରସ ସଂକ୍ରମଣ ଏବେ ଅନେକ ଘରର ଆଲୋକକୁ ଅନ୍ଧାରରେ ପରିବର୍ତ୍ତନ କରିଛି କହିଲେ ଚଳେ। ଶୁକ୍ରବାର ତେଲେଙ୍ଗାନାର ନାରାୟଣଖେଡ ଅଞ୍ଚଳରେ ରହୁଥିବା ଏକ ପରିବାରରେ ୩୨ ବର୍ଷୀୟ ଜଣେ ବ୍ୟକ୍ତି ଓ ତାଙ୍କ ସ୍ତ୍ରୀ କରୋନାରେ ପୀଡ଼ିତ ଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ କ୍ୱାରାଣ୍ଟାଇନ୍‌ରେ ପଠାଇବାକୁ ଦାବି: ଉଠୁଛି ଏଭଳି ପ୍ରଶ୍ନ…

ନୂଆଦିଲ୍ଲୀ,୧୪।୮: ଅଯୋଧ୍ୟାର ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ମୁଖ୍ୟ ମହନ୍ତ ନୃତ୍ୟଗୋପାଳ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଅଗଷ୍ଟ ୫ରେ ହୋଇଥିବା ରାମମନ୍ଦିର ଭୂମିପୂଜନ ଉତ୍ସବରେ ଯୋଗଦେଇଥିବା ହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଇସୋଲେଶନରେ ରୁହନ୍ତୁ ବୋଲି କିଛି ଲୋକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri