ଗାଁକୁ ନାହିଁ ରାସ୍ତା: ଖଟରେ ବୁହା ହେଲେ ରୋଗୀ
ଅନୁପପୁର,୧୩।୮: ଗରିବ ଲୋକଙ୍କ ପାଇଁ ଓ ଗାଁଗୁଡ଼ିକୁ ବିକଶିତ କରିବା ଲାଗି ସରକାର ମାଳ ମାଳ ଯୋଜନା କରୁଛନ୍ତି। ଏନେଇ ଡିଣ୍ଡିମ ମଧ୍ୟ ପିଟୁଛନ୍ତି। ହେଲେ ତାହା କେତେ ଦୂର କାର୍ଯ୍ୟକାରୀ ହେଉଛି ସେଥିପ୍ରତି କାହାରି ନିଘା ନାହିଁ। ସ୍ବାଧିନତାର ଏତେ…
ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ଅସୁସ୍ଥ
ଲୋକ୍ଷ୍ନୌ,୧୩।୮: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ନୃତ୍ୟ ଗୋପାଳ ଦାସ ଅସୁସ୍ଥ ହୋଇପଡ଼ିଛନ୍ତି। ଗୁରୁବାର ନୃତ୍ୟ ଗୋପାଳ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ଏହାପରେ ଡାକ୍ତର ପହଞ୍ଚି ତାଙ୍କର ଚିକିତ୍ସା କରୁଥିବା ଜଣାପଡ଼ିଛି। ବର୍ତ୍ତମାନେ ସେ ମଥୁରାରେ…
ରାଜସ୍ଥାନ ଝଡ଼ ଏବେ ପଞ୍ଜାବ ମୁହାଁ…
ନୂଆଦିଲ୍ଲୀ, ୧୩।୮: କଂଗ୍ରେସରେ ବିଦ୍ରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜସ୍ଥାନରେ ସଚିନ ପାଇଲଟ୍ଙ୍କୁ ନେଇ ଦେଖାଦେଇଥିବା ଝଡ଼ ଶାନ୍ତ ପଡ଼ିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କ କୂଟନୀତି ଏବଂ ହାଇକମାଣ୍ଡଙ୍କ ଚତୁରତା ଯୋଗୁ ସଚିନ୍ ଗେହଲଟଙ୍କ ମଧ୍ୟରେ ଥିବା ମନୋମାଳିନ୍ୟର ଅନ୍ତ ଘଟିଛି।…
ହେଲ୍ମେଟ୍ ନ ପିନ୍ଧିଲେ ଷ୍ଟାର୍ଟ ହେବନି ଗାଡ଼ି
ନୂଆଦିଲ୍ଲୀ,୧୩।୮: ଦୁଇ ଚକିଆ ଯାନ ଚଳାଇବା ସମୟରେ ହେଲମେଟ ନ ପିନ୍ଧି ଅଧିକାଂଶ ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାନ୍ତି। ୨୦୧୫ରୁ ୨୦୧୬ ମଧ୍ୟରେ ୪୫,୫୦୦ ଲୋକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ସେଥିମଧ୍ୟରୁ ୬୦ ପ୍ରତିଶତ ଲୋକ ଯେଉଁମାନେ ହେଲମେଟ ପିନ୍ଧି…
ସଞ୍ଜୟଙ୍କ ବିଦେଶ ଗସ୍ତକୁ ନେଇ ଉପୁଜିପାରେ ବାଧା
ମୁମ୍ବାଇ,୧୩।୮: ବଲିଉଡ୍ ନାୟକ ସଞ୍ଜୟ ଦତ୍ତ କ୍ୟାନସରରେ ପୀଡ଼ିତ ହେବା ଜଣାପଡିବା ପରେ ସମସ୍ତେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି। ତେବେ କ୍ୟାନସର ଚିକିତ୍ସା ଲାଗି ସଞ୍ଜୟ ବିଦେଶ ଯାଇ ପାରନ୍ତି ବୋଲି କୁହାଯାଉଛି। ଚିକିତ୍ସା ପାଇଁ ଆମେରିକା ଯିବାକୁ…
କରୋନା ପୁଣି ଭାଙ୍ଗିଲା ରେକର୍ଡ
ନୂଆଦିଲ୍ଲୀ, ୧୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗୁରୁବାର ଏହା ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୬ ହଜାର ୯୯୯ ଜଣ ନୂଆ ଆକ୍ରାନ୍ତଙ୍କୁ…
ଗୋଟିଏ ପକ୍ଷୀ ପାଇଁ ୩୫ ଦିନ ଗାଁ ସମ୍ପୂର୍ଣ୍ଣ ଅନ୍ଧାର
ମଣିଷ ଏବଂ ପଶୁପକ୍ଷୀମାନଙ୍କ ମଧ୍ୟରେ ସର୍ବଦା ଏକ ଗଭୀର ସମ୍ପର୍କ ରହିଆସିଛି। ଏହାର ସର୍ବୋତ୍ତମ ଉଦାହରଣ ତାମିଲନାଡୁର ସିଭାଗଙ୍ଗା ଜିଲାରେ ଦେଖିବାକୁ ମିଳିଥିଲା। ସିଭାଗଙ୍ଗା ଜିଲାର ଏକ ଗାଁରେ ପକ୍ଷୀ ଏବଂ ଏହାର ପିଲାଙ୍କ ଯୋଗୁ ଲୋକଙ୍କୁ ପ୍ରାୟ ୩୫ ଦିନ…
ପ୍ରଣବ ମୁଖାର୍ଜୀଙ୍କୁ ନେଇ ଗୁଜବ
ନୂଆଦିଲ୍ଲୀ, ୧୩।୮: ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସର ବରିଷ୍ଠ ନେତା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଗୁରୁବାର ସୋସିଆଲ୍ ମିଡ଼ିଆରେ ଗୁଜବ ପ୍ରଚାର ହେବାରେ ଲାଗିଛି। ଏହାକୁ ବିଶ୍ୱାସ ନ କରିବାକୁ ପ୍ରଣବଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ଏବଂ ପୁଅ ଅଭିିଜିତ୍…
୧୨୧ ପୋଲିସଙ୍କୁ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଉତ୍କର୍ଷ ମେଡାଲ
ନୂଆଦିଲ୍ଲୀ, ୧୩।୮(ଆଇଏଏନ୍ଏସ୍): ତଦନ୍ତରେ ଉତ୍କର୍ଷ ନିମନ୍ତେ ୨୦୨୦ ବର୍ଷ ଲାଗି ମର୍ଯ୍ୟାଦାଜନକ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ମେଡାଲ ଦେଶର ୧୨୧ ପୋଲିସ କର୍ମଚାରୀଙ୍କୁ ପ୍ରଦାନ କରାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ରୁ ୧୫ ଅଧିକାରୀ ପୁରସ୍କୃତ ହୋଇଥିବାବେଳେ…
ଲଦାଖରେ ମୁତୟନ ହେଲା ହାଲ୍ ଯୁଦ୍ଧବିମାନ
ନୂଆଦିଲ୍ଲୀ, ୧୩।୮: ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍) ଦ୍ୱାରା ନିର୍ମିତ ଦୁଇଟି ହାଲୁକା ଲଢ଼ୁଆ ହେଲିକପ୍ଟର (ଏଲ୍ସିଏଚ୍)କୁ ଲଦାଖ ସେକ୍ଟରରେ ମୁତୟନ କରାଯାଇଛି। ଚାଇନା ସହ ସୀମାବିବାଦ ଲାଗି ରହିଥିବାବେଳେ ଉକ୍ତ ହେଲିକପ୍ଟର ଭାରତୀୟ ବାୟୁସେନାକୁ ତ୍ୱରିତ୍ ସହାୟତା ଯୋଗାଇଦେବ ବୋଲି…
ଶାଶୁଙ୍କ ସହ ଝଗଡା କରି ଏମିତି ପଦକ୍ଷେପ ନେଲେ ବୋହୂ
କୁହାଯାଏ ପ୍ରେମରେ ଲୋକ ଅନ୍ଧ ହୋଇଯାନ୍ତି। ପ୍ରେମକୁ ହାସଲ କରିବା ପାଇଁ ଲୋକେ କିଛି ବି କରିବାକୁ ପ୍ରସ୍ତୁତ ଥାନ୍ତି। ଏହାର ଏକ ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି। ରିକି ଆଶ୍ ନାମକ ଜଣେ ବ୍ୟକ୍ତି ନିଜ ଗର୍ଲଫ୍ରେଣ୍ଡଙ୍କ ପ୍ରପୋଜ କରିବା…
ଜେଡିୟୁ ନେତାଙ୍କୁ ଗୁଳିକରି ହତ୍ୟା
ମାଧେପୁରା, ୧୩।୮: ବିହାର ମାଧେପୁରା ଜିଲାର ଜଣେ ୫୦ ବର୍ଷୀୟ ଜେଡିୟୁ ନେତାଙ୍କୁ ମଙ୍ଗଳବାର ରାତିରେ ଗୁଳି କରି ହତ୍ୟା କରାଯାଇଥିବା ପୋଲିସ କହିଛି। ଜେଡିୟୁର ଗହ୍ମାରିଆ ବ୍ଲକ ସଭାପତି ଅଶୋକ ଯାଦବ ଯୋଗବଣି ଗ୍ରାମର ଏକ ଦୋକାନ ପାଖରେ ଛିଡ଼ାହୋଇଥିବାବେଳେ…
Archives


