ଦିଲ୍ଲୀ ହିଂସା: କେନ୍ଦ୍ର ସରକାରଙ୍କ ସହିତ ମିଳିତ ଭାବେ କାର୍ଯ୍ୟ କରିବ ରାଜ୍ୟ; କହିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ଦେଖାଦେଇଥିବା ହିଂସା ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସହିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ବୈଠକରେ ଯୋଗଦେଇଛନ୍ତି। ବୈଠକ ଶେଷ ପରେ କେଜରିଓ୍ବାଲ କରିଛନ୍ତି...
ରାଷ୍ଟ୍ରପତି ଭବନରେ ଟ୍ରମ୍ପଙ୍କୁ ପରଷା ଯିବ ସ୍ପେଶାଲ ଡାଲ ରାଇସିନା
ନୂଆଦିଲ୍ଲୀ,୨୫।୨: ଆମେରିକାର ରାଷ୍ଟ୍ରପତି ପରିବାର ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମଙ୍ଗଳବାର ରାଷ୍ଟ୍ରପତି ଭବନରେ ତାଙ୍କୁ ରାତ୍ର ଭୋଜନରେ ଆପ୍ୟାୟିତ କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଏଥିରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭାରତୀୟ ଖାଦ୍ୟ ପରଷା...
ହାପିନେସ୍ କ୍ଲାସରେ ମେଲାନିଆ
ନୂଆଦିଲ୍ଲୀ,୨୫।୨: ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ମଙ୍ଗଳବାର ରାଜଘାଟରୁ ଫେରି ଦିଲ୍ଲୀର ନାନକପୁରାରେ ଥିବା ସର୍ବୋଦୟ କୋ-ଏଡ ସିନିଅର ସେକେଣ୍ଡାରୀ ସ୍କୁଲ ଯାଇଛନ୍ତି। ସେଠାରେ ଆୟୋଜିତ ହାପିନେସ୍ କ୍ଲାସରେ ଯୋଗ ଦେଇଛନ୍ତି ମେଲାନିଆ। ପ୍ରଥମେ ତାଙ୍କୁ ତିଲକ ଲଗାଇ...
ସୁପ୍ରିମ୍କୋର୍ଟର ୬ ବିଚାରପତିଙ୍କୁ ସ୍ବାଇନ୍ ଫ୍ଲୁ: ମାସ୍କ୍ ପିନ୍ଧି ଶୁଣାଣି
ନୂଆଦିଲ୍ଲୀ,୨୫।୨: ସୁପ୍ରିମ୍କୋର୍ଟର ୬ ଜଣ ବିଚାରପତି ସ୍ବାଇନ୍ ଫ୍ଲୁ(ଏଚ୍-୧ଏନ୍-୧)ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସେମାନଙ୍କର ଚିକିତ୍ସା ପାଇଁ ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ଏକ ବୈଠକ ଡକାଇଥିଲେ। କିଭଳି ବିଚାରପତିଙ୍କ ଚିକିତ୍ସା ଠିକ ଭାବେ କରାଯିବ ସେ ନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ଏନେଇ...
ମେଲାନିଆଙ୍କ ପସନ୍ଦର ଖାଦ୍ୟ
ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ସହଧର୍ମିଣୀ ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା ଟ୍ରମ୍ପ ଓ ଜ୍ୱାଇଁ ଜେରେଡ କୁଶନରଙ୍କ ସହ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଆମେରିକାର ଫାଷ୍ଟ ଫ୍ୟାମିଲିଙ୍କ ଖାଦ୍ୟ ରୁଚି କଥା କହିଲେ ଟ୍ରମ୍ପଙ୍କୁ...
ଧଳା ରଙ୍ଗର ପୋଷାକରେ ଉଭୟ ମେଲାନିଆ, ଇଭାଙ୍କା
ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ଟ୍ରମ୍ପଙ୍କ ସହ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଓ ଝିଅ ଇଭାଙ୍କା ମଙ୍ଗଳବାର ପ୍ରଥମେ ରାଷ୍ଟ୍ରପତି ଭବନ ଗସ୍ତ କରିଛନ୍ତି। ଏହି...
ଗାଡ଼ି ଷ୍ଟାର୍ଟ କରିବ ଆପ୍
ଜୟପୁର,୨୫।୨: ରାଜସ୍ଥାନର ଜଣେ ଯୁବକ ଏକ ନୂଆ ଆପ୍ ତିଆରି କରିଛନ୍ତି। ଏହି ଆପ୍ ଯେକୌଣସି ଗାଡ଼ି ଷ୍ଟାର୍ଟ ଏବଂ ବନ୍ଦ କରିବାକୁ ସକ୍ଷମ ହୋଇପାରିବ। ଶ୍ରୀଗଙ୍ଗାନଗର ଜିଲାର ସୁରତଗଢ଼ ଅଞ୍ଚଳର ଲାଲଗଢ଼ିଆ ଗାଁରେ ବାସ କରୁଥିବା ଯୁବକ ବିକାଶ...
ନିମନ୍ତ୍ରଣ କାର୍ଡ ଛାପୁଥିବା ବ୍ୟକ୍ତିଙ୍କୁ ଦେବାକୁ ପଡ଼ିବ କନ୍ୟା-ବରଙ୍କ ବୟସ ପ୍ରମାଣ !
ରାଞ୍ଚି,୨୫।୨: ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ବାଲ୍ୟ ବିବାହ ଘଟଣା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଚାଇଲ୍ଡ ଲାଇନ୍ ପକ୍ଷରୁ ଏଭଳି ବିବାହ ରୋକିବା ଲାଗି ରାଞ୍ଚିରେ ପ୍ରଶାସନ ପକ୍ଷରୁ ଏକ ଯୋଜନା କରାଯାଇଛି। ଯୋଜନା ଅନୁସାରେ ନିମନ୍ତ୍ରଣ କାର୍ଡ...
ରାଜ୍ୟ ସଭାର ୫୫ ଆସନ ପାଇଁ ୨୬ ମାର୍ଚ୍ଚରେ ହେବ ନିର୍ବାଚନ
ନୂଆଦିଲ୍ଲୀ,୨୫।୨: ରାଜ୍ୟ ସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ମଙ୍ଗଳବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି। ୧୭ ରାଜ୍ୟର ଏହି ୫୫ ଆସନରେ ଥିବା ପ୍ରାର୍ଥୀଙ୍କ କାର୍ଯ୍ୟକାଳ ପୂରଣ...
ରାଷ୍ଟ୍ରପତିଙ୍କ ବଙ୍କେଟ ହଲ୍କୁ ସୋନିଆଙ୍କୁ କରାଗଲାନି ଆମନ୍ତ୍ରଣ
ନୂଆଦିଲ୍ଲୀ,୨୫।୨: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଥର ପାଇଁ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମଙ୍ଗଳବାର ତାଙ୍କ ଗସ୍ତର ଶେଷ ଦିନ। ଏଥିପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କ ପାଇଁ ଏକ ସ୍ବତନ୍ତ୍ର...
ରାଜଘାଟରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଟ୍ରମ୍ପ୍
ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଟ୍ରମ୍ପ୍ ସ୍ତ୍ରୀ ମେଲାନିଆଙ୍କ ସହିତ ମହାତ୍ମାଙ୍କ ସମାଧିସ୍ଥଳରେ ପହଞ୍ଚି ଏଭଳି କରିଛନ୍ତି। ଟ୍ରମ୍ପ୍ ରାଜଘାଟରେ ଥିବା ଭିଜିଟର୍ସ ବୁକ୍ରେ...
କରୋନା ଯୋଗୁ ପୁଣି ବଢ଼ିଲା ସୁନା ଦାମ: ଟପିଲା ୪୩ ହଜାର
ନୂଆଦିଲ୍ଲୀ,୨୫।୨: ଚାଇନାରେ ଦେଖାଦେଇଥିବା କରୋନା ଆତଙ୍କ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏବେ ସୁନା ଦାମ ୧୦ ଗ୍ରାମ୍ ପିଛା ୪୩ ହଜାର ୫୯୩ ଟଙ୍କାରେ ପହଞ୍ଚିଛି। ଗତ ସପ୍ତାହରେ ସୁନା ଦାମ ୪୧ ହଜାର...
Archives


