ଜାତୀୟ

ଶିକ୍ଷାମନ୍ତ୍ରୀଙ୍କ ଘରେ କରୋନା: ସ୍ତ୍ରୀ-ଝିଅ ପଜିଟିଭ୍‌

ବେଙ୍ଗାଲୁର, ୨୩।୬: କର୍ନାଟକର ମେଡ଼ିକାଲ ଶିକ୍ଷାମନ୍ତ୍ରୀଙ୍କ ଘରେ କରୋନା ସଂକ୍ରମଣ ଘଟିଛି। ମନ୍ତ୍ରୀ କେ. ସୁଧାକରଙ୍କ ସ୍ତ୍ରୀ ଏବଂ ଝିଅଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା କୁହାଯାଉଛି। ଏନେଇ ମଙ୍ଗଳବାର ଟୁଇଟ୍‌ କରି ମନ୍ତ୍ରୀ ସୂଚନା ଦେଇଛନ୍ତି। ଅପରପକ୍ଷରେ…

ଇସ୍କନରେ ହେଲା ରଥଯାତ୍ରା

କୋଲକାତା,୨୩।୬: ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ସାରା ବିଶ୍ୱରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ କରୋନା ମହାମାରୀ ପାଇଁ ଏହା ଫିକା ପଡିଯାଇଛି। ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ନାନା କଟକଣା ମଧ୍ୟରେ ରଥଯାତ୍ରା ପାଳନ କରାଯାଉଥିବା ବେଳେ ପଶ୍ଚିମବଙ୍ଗ କୋଲକତାରେ…

ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୩।୬: ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ମଙ୍ଗଳବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଯଥା ରୀତିନୀତି ଅନୁଯାୟୀ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଓଡ଼ିଶା ଏବଂ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ୍‌…

ପାକିସ୍ତାନର ଷଡ଼ଯନ୍ତ୍ର: ଅସ୍ତ୍ରବିରତି ପଛରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ଦେଶ୍ୟ

ଶ୍ରୀନଗର, ୨୩।୬: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରହିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଉଛି। ଲଦାଖ ସୀମାରେ ଚାଇନା ସହିତ ଭାରତର ଉତ୍ତେଜନା…

ମନମୋହନ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ, ୨୩ା୬: ମନମୋହନ ସିଂଙ୍କ ନେତୃତ୍ୱାଧୀନ ୟୁପିଏ ସରକାର ସମୟରେ ଚାଇନାକୁ ନିର୍ବିରୋଧରେ ଭାରତୀୟ ଭୂଖଣ୍ଡର ୪୩ ହଜାର କି.ମି. ସମର୍ପଣ କରାଯାଇଥିଲା ବୋଲି ଭାଜପା ଅଧ୍ୟକ୍ଷ ଜେ. ପି. ନଡ୍ଡା ଅଭିଯୋଗ କରିଛନ୍ତି। ଦେଶର ସୁରକ୍ଷା ଓ ଆଞ୍ଚଳିକ ସଂହତିକୁ…

ସ୍ବତନ୍ତ୍ର ପାର୍ବତ୍ୟାଞ୍ଚଳ ବାହିନୀ ମୁତୟନ କଲା ଭାରତ

ନୂଆଦିଲ୍ଲୀ,୨୩ା୬: ଭାରତ-ଚାଇନା ମଧ୍ୟରେ ଥିବା ୩,୪୮୮ କିଲୋମିଟର ଦୀର୍ଘ ପ୍ରକୃତ ନିୟନ୍ତ୍ରଣ ରେଖାରେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ସୈନ୍ୟଙ୍କ ଅନୁପ୍ରବେଶକୁ ରୋକିବା ଲାଗି ଭାରତ ଉଚ୍ଚ ପାର୍ବତ୍ୟାଞ୍ଚଳରେ ଯୁଦ୍ଧ କରିବାକୁ ସ୍ବତନ୍ତ୍ର ତାଲିମ ପାଇଥିବା ବାହିନୀକୁ ମୁତୟନ କରିଛି। ଏହି…

ସ୍ଥିତି ଅନୁଧ୍ୟାନ ଲାଗି ଲେହ, କଶ୍ମୀର ଯିବେ ସେନାଧ୍ୟକ୍ଷ

ନୂଆଦିଲ୍ଲୀ, ୨୩ା୬: ସୀମାନ୍ତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ଲାଗି ସେନାଧ୍ୟକ୍ଷ ମନୋଜ ମୁକୁନ୍ଦ ନରଓ୍ବଣେ ଚଳିତ ସପ୍ତାହରେ ଲେହ ଏବଂ କଶ୍ମୀର ଗସ୍ତ କରିବେ। ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ- ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଓ ୨୦…

ଭୂକମ୍ପରେ ବହୁ ଘର କ୍ଷତିଗ୍ରସ୍ତ

ଆଇଜଲ,୨୩ା୬(ପି.ଟି.) ମିଜୋରାମରେ ସୋମବାର ଭୋର ସମୟରେ ୫.୩ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଯୋଗୁ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବିଭିନ୍ନ ସ୍ଥାନରେ ରାସ୍ତାରେ ଫାଟ ସୃଷ୍ଟି ହୋଇଛି। ତେବେ କେହି ମୃତାହତ ହୋଇଥିବାର ଖବର ମିଳିନାହିଁ। ଭୋର…

୨୦ରୁ କମ୍‌ ପିଏଲ୍‌ଏ ସୈନ୍ୟ ନିହତ ହୋଇଥିବା ଚାଇନା ମାନିଲା

ନୂଆଦିଲ୍ଲୀ,୨୩ା୬(ଆଇଏଏନ୍‌ଏସ୍‌): ଗତ ୧୫ ତାରିଖରେ ଲଦାଖ ଅନ୍ତର୍ଗତ ଗଲଓ୍ବାନ ଉପତ୍ୟକାରେ ସଂଘର୍ଷ ବେଳେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ)ର ୨୦ରୁ କମ୍‌ ସୈନ୍ୟ ନିହତ ହୋଇଥିବା କଥା ଚାଇନା ସୋମବାର ପ୍ରଥମ ଥର ପାଇଁ ସ୍ବୀକାର କରିଛି। ମୃତକଙ୍କ ମଧ୍ୟରେ ଜଣେ…

ଚାଇନା ବିରୋଧରେ ବିଶ୍ୱ ଶକ୍ତି ଏକାଠି

ନୂଆଦିଲ୍ଲୀ,୨୩ା୬(ଆଇଏଏନ୍‌ଏସ୍‌): ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ କରାଇଥିବା ଚାଇନା ଦୋଷ ଲୁଚାଇବାକୁ ଜୋର୍‌ଦାର ପ୍ରଚାର ଚଳାଇଛି। ଏହି ଘଟଣାରୁ ଧ୍ୟାନ ହଟାଇବା ପାଇଁ ବେଜିଂ ଉଭୟ ସ୍ଥଳଭାଗ ଓ ଜଳରାଶିରେ ନିଜର ସୀମା ବଢ଼ାଇବା ପାଇଁ ଉଦ୍ୟମ ଜାରି ରଖିଛି।…

ନଦୀକୁ ଡେଇଁ କାରରୁ ନବବିବାହିତଙ୍କୁ ଉଦ୍ଧାର କଲେ ଗ୍ରାମବାସୀ

ପାଲାମୁ (ଝାଡ଼ଖଣ୍ଡ), ୨୨।୬- ଝାଡ଼ଖଣ୍ଡରେ ନବବିବାହିତ ଦମ୍ପତ୍ତିଙ୍କୁ ନେଇ ଯାଉଥିବା ଏକ କାର୍‌ ନଦୀ ମଧ୍ୟକୁ ଖସି ପଡ଼ିଥିଲା। କାର୍‌ଟି ଅଧାବୁଡ଼ି ନଦୀର ପ୍ରଖର ସ୍ରୋତରେ ଭାସି ଯାଉଥିବାବେଳେ ସ୍ବଭାଗ୍ୟବଶତଃ ସ୍ଥାନୀୟ ଅଞ୍ଚଳର କିଛିଲୋକ ନଦୀକୁ ଡେଇଁ କାରରୁ ନବଦମ୍ପତ୍ତିଙ୍କୁ ଉଦ୍ଧାର…

ଏନ୍‌ସିପିରୁ ଇସ୍ତଫା ଦେଲେ ବାଘେଲ

ଗାନ୍ଧୀନଗର,୨୨।୬: ଗୁଜରାଟର ବରିଷ୍ଠ ନେତା ଶଙ୍କର ସିଂହ ବାଘେଲ ଏନ୍‌ସିପିର ରାଷ୍ଟ୍ରୀୟ ମହାସଚିବ ପଦରୁ ସୋମବାର ଇସ୍ତଫା ଦେଇଛନ୍ତି। ଏଥିସହ ଦଳରୁ ମଧ୍ୟ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏନେଇ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଓ ମହାସଚିବ ପ୍ରଫୁଲ୍ଲ ପଟେଲଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri