ୟେଦୁରପ୍ପାଙ୍କ ପରେ କରୋନାକୁ ହରାଇଲେ ଏହି ମୁଖ୍ୟମନ୍ତ୍ରୀ
ଭୋପାଳ, ୧୧।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା ସୋମବାର କରୋନାରୁ ଆରୋଗ୍ୟ ଲାଭ କରିଥିଲେ। ଏହାର ଦିନକ ପରେ ମଙ୍ଗଳବାର ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କରୋନାକୁ ମାତ୍ ଦେଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ନେଇ ନିଜେ ଶିବରାଜ ଟୁଇଟ୍…
ପରଲୋକରେ ପ୍ରସିଦ୍ଧ କବି ଇନ୍ଦୋରୀ
ଭୋପାଳ,୧୧।୮: ପ୍ରସିଦ୍ଧ କବି ରାହତ ଇନ୍ଦୋରୀଙ୍କ ମଙ୍ଗଳବାର ନିଧନ ଘଟିଛି। ହୃଦ୍ଘାତ ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁରେ କାବ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଶିବରାଜ…
ପିଲାଙ୍କୁ ବେକ ପର୍ଯ୍ୟନ୍ତ ଗାତରେ ପୋତିବା ପ୍ରଥାକୁ ନେଇ ରାଜ୍ୟସରକାରଙ୍କୁ ଏନଏଚଆରସିର ନୋଟିସ
ବେଙ୍ଗାଲୁରୁ,୧୧।୮: କର୍ନାଟକର କେତେକ ସ୍ଥାନରେ ଦିବ୍ୟାଙ୍ଗ ଶିଶୁଙ୍କୁ ସୁସ୍ଥ କରିବା ପାଇଁ ବେକ ପର୍ଯ୍ୟନ୍ତ ଏକ ଗାତରେ ପୋତିଦିଆଯିବା ନେଇ ଏକ ପ୍ରଥା ରହିଛି। ଯାହାକୁ ନେଇ ଜାତୀୟ ମାନବ ଅଧିକାର ଆୟୋଗ (NHRC) ରାଜ୍ୟ ସରକାରଙ୍କୁ ସୋମବାର ଏକ ନୋଟିସ…
ଶାରିରୀକ ସମ୍ପର୍କ ନ ରଖିବାକୁ ସ୍ତ୍ରୀ ରାଣ ପକାଇବାରୁ ସ୍ବାମୀ ନେଲେ ଏମିତି ନିଷ୍ପତ୍ତି
ଅହମଦାବାଦ୍,୧୧।୮: ଗୁଜରାଟର ଅହମଦାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କୁ ଆତ୍ମହତ୍ୟା ପାଇଁ ଉସ୍କାଇଥିବା ଅଭିଯୋଗରେ ଜଣେ ମହିଳାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ମୃତ ସୁରେନ୍ଦ୍ର ସିଂଙ୍କ ମା ମୁଲି ପରମାରଙ୍କ ଅଭିଯୋଗ ମୁତାବକ ପୁଅର ବିବାହ ୨୦୧୮ରେ ଗୀତା…
ମନ୍ତ୍ରୀଙ୍କ ମାସ୍କ ଦେଖି କିଛି ସମୟ ଅଟକିଗଲେ ଲୋକେ
ଭୋପାଳ,୧୧।୮: ମଧ୍ୟପ୍ରଦେଶର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରଙ୍କୁ ଏକ ନୂଆ ରୂପରେ ଦେଖିବାକୁ ମିଳିଛି। ଆଉ ଯିଏ ତାଙ୍କର ଏହି ରୂପ ଦେଖିଛି ସେ କିଛି ସମୟ ପାଇଁ ଅଟକି ଯାଇଛି। କରୋନା ମହାମାରୀ ସମୟରେ ମାସ୍କ ନ ପିନ୍ଧି ଚର୍ଚ୍ଚାକୁ ଆସିଥିବା…
ବଜାରରେ ବିକ୍ରି ହେଉଛି ପିପିଇ କିଟ୍, କ୍ୟାପ, ମାସ୍କ, ଫେସସିଲ୍ଡ ପିନ୍ଧା କୃଷ୍ଣଙ୍କ ମୂର୍ତ୍ତି
ବାରାଣସୀ,୧୧।୮: କରୋନା ମହାମାରୀ ପାଇଁ ସାରା ବିଶ୍ୱରେ ପାଳନ କରାଯାଉଥିବା ଅନେକ ପର୍ବପର୍ବାଣୀ ତା’ର ଚମକ ହରାଇଛି। ଭାରତଭଳି ଏକ ଧର୍ମନିରପେକ୍ଷ ଦେଶରେ ବି ପ୍ରାୟ ସମସ୍ତ ପର୍ବପର୍ବାଣୀର ରଙ୍ଗ ମଉଳି ଯାଇଛି କହିଲେ ଚଳେ। ଚଳିତ ବର୍ଷ ଅଗଷ୍ଟ୧୧ ଓ…
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର
ନୂଆଦିଲ୍ଲୀ,୧୧।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ଏନେଇ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଆକ୍ରାନ୍ତ ହୋଇ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପ୍ରଣବ ମୁଖାର୍ଜିଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ଡାକ୍ତରଖାନା ପକ୍ଷରୁ ଏକ ବିବୃତ୍ତି ପ୍ରକାଶ…
୧୦ ରାଜ୍ୟରେ ଯଦି କରୋନା ସଂକ୍ରମଣକୁ ରୋକାଯାଇ ପାରିବ ତେବେ ଦେଶ ଜିତିବ କରୋନା ଯୁଦ୍ଧ: ମୋଦି
ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କରୋନା ଭାଇରସ ମହାମାରୀର ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ବୈଠକରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଥିଲେ। ଭିଡିଓ କନଫରେନସିଂ ଜରିଆରେ ଆୟୋଜିତ ଏହି ବୈଠକରେ ଆନ୍ଧ୍ରପ୍ରଦେଶ,…
ଡଙ୍ଗାରେ ବର ପାଣିରେ ବରଯାତ୍ରୀ: ବନ୍ୟା ବିଭିଷୀକାରେ ହେଉଛି ଏଭଳି ବିବାହ
ପାଟନା,୧୧।୮: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ ଅନ୍ୟପଟେ ବନ୍ୟା ଦାଉ ସାଧୁଛି। ବିହାର ଏହି ସମୟରେ ବନ୍ୟା ଘେରରେ ରହିଛି। ରାଜ୍ୟର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଲୋକଙ୍କ ଘରେ ପାଣି ପଶିଯାଇଛି। ଫଳରେ ଲୋକଙ୍କୁ…
ସେପ୍ଟେମ୍ବରରେ ବି ଖୋଲିବନି ସ୍କୁଲ: ୫୮ ପ୍ରତିଶତ ଅଭିଭାବକ ଅରାଜି !
ନୂଆଦିଲ୍ଲୀ, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଲକ୍ ଡାଉନ୍ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଅନ୍ଲକ୍ର ତୃତୀୟ ପର୍ଯ୍ୟାୟରେ କେତେକ ବ୍ୟବସାୟିକ ଅନୁଷ୍ଠାନ ଖୋଲଯାଇଥିଲେ ମଧ୍ୟ ସ୍କୁଲ କଲେଜ ପୂର୍ବପରି ବନ୍ଦ ରହିଛି।…
ମୂଲ୍ୟବାନ ଜିନିଷ ପରିବର୍ତ୍ତେ ଚୋରି ହେଉଛି ଗୋବର: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ଚୋରି ବିଷୟରେ ଆମେ ଅନେକ ଖବର ଶୁଣିଛୁ। ଚୋରମାନେ ବିଶେକରି ସୁନା, ରୂପା ଅଳଙ୍କାର ଅବା ମୂଲ୍ୟବାନ ଜିନିଷ ଚୋରିକରି ନେଇଥାନ୍ତି। ତେଣୁ ଏପରି ଜିନିଷକୁ ଲୋକମାନେ ଲୁଚାଇ ରଖିଥାନ୍ତି। ହେଲେ ଛତିଶଗଡ଼ର କୋରିଆ ଜିଲାରୁ ଏକ ଭିନ୍ନ ଜିନିଷ ଚୋରି…
ଇଡି ଅଫିସ୍ରେ ସୁଶାନ୍ତଙ୍କ ଭଉଣୀ
ମୁମ୍ବାଇ,୧୧।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଓ ସିବିଆଇ ଯାଞ୍ଚ କରୁଛି। ସୋମବାର ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତିଙ୍କ ସମେତ ତାଙ୍କ ଭାଇ ଓ ପିତାଙ୍କୁ ୧୦ ଘଣ୍ଟା ଧରି ଇଡି ଜେରା…
Archives


