ଜାତୀୟ

ବର୍ଷକୁ ୧୦୦ ହାତୀଙ୍କ ଜୀବନ ଯାଉଛି

ନୂଆଦିଲ୍ଲୀ, ୧୧।୮(ପି.ଟି.): ହାତୀ ଓ ମଣିଷ ମଧ୍ୟରେ ସଂଘର୍ଷ ଲାଗି ରହିଛି। ଏହି ଲଢ଼େଇରେ ବର୍ଷକୁ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଏବଂ ୧୦୦ ହାତୀ ପ୍ରାଣ ହରାଉଥିବା ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୧୨ ତାରିଖ ବିଶ୍ୱ ହସ୍ତୀ ଦିବସ ପୂର୍ବରୁ…

ଆଣ୍ଡାମାନକୁ ସାମୁଦ୍ରିକ ଓଏଫ୍‌ସି ସଂଯୋଗ

ନୂଆଦିଲ୍ଲୀ, ୧୧।୮(ଆଇଏଏନ୍‌ଏସ୍‌): ଚେନ୍ନାଇରୁ ପୋର୍ଟ ବ୍ଲେୟାରକୁ ସଂଯୋଗ କରୁଥିବା ସାମୁଦ୍ରିକ ଅପ୍ଟିକାଲ ଫାଇବର କେବୁଲ (ଓଏଫ୍‌ସି)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉଦ୍‌ଘାଟନ କରିଛନ୍ତି। ଏହି ସଂଯୋଗ ଫଳରେ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜକୁ ମୋବାଇଲ ଓ ଲ୍ୟାଣ୍ଡଲାଇନ ମୋବାଇଲ ଟେଲିଫୋନ ସେବା…

ଆମେରିକାରୁ ୪ କୋଟି ଟଙ୍କା ସ୍କଲାରଶିପ୍‌ ପାଇଥିବା ଭାରତୀୟ ଛାତ୍ରୀଙ୍କ ଦୁର୍ଘଟଣାରେ ମୃତ୍ୟୁ

ନୋଏଡା, ୧୦।୮: ଆମେରିକାର ବାବସନ କଲେଜରୁ ୪ କୋଟି ଟଙ୍କା ସ୍କଲାରଶିପ ପାଇ ଅଧ୍ୟୟନ କରୁଥିବା ଭାରତୀୟ ଛାତ୍ରୀ ସୁଦୀକ୍ଷା ଭାଟିଙ୍କର ସୋମବାର ଏକ ସଡ଼କ ଦୁର୍ଘଟଣାରେ ବିୟୋଗ ଘଟିଛି। ଦାଦ୍ରି ଅଞ୍ଚଳର ଡେରି ସ୍କାନର ଗ୍ରାମର ବାସିନ୍ଦା ସୁଦୀକ୍ଷା ନିଜ…

୫୩ ବର୍ଷ ବୟସରେ ଯୁକ୍ତ ୨ରେ ଆଡ୍‌ମିଶନ କଲେ ଏହି ରାଜ୍ୟର ଶିକ୍ଷାମନ୍ତ୍ରୀ

ରାଞ୍ଚି, ୧୦।୮: କୁହାଯାଏ ପାଠ ପଢ଼ିବାର କୌଣସି ବୟସ ନାହିଁ। ଯେକୌଣସି ବୟସରେ ମଧ୍ୟ ଜଣେ ଚାହିଁଲେ ଶିକ୍ଷା ଗ୍ରହଣ କରିପାରିବ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଝାଡ଼ଖଣ୍ଡରେ ଦେଖିବାକୁ ମିଳିଛି। ଝାଡ଼ଖଣ୍ଡର ଶିକ୍ଷାମନ୍ତ୍ରୀ ଜଗରନାଥ ମହତୋ ବର୍ତ୍ତମାନ ରାଜ୍ୟ ଶିକ୍ଷା…

କରୋନାକୁ ହରାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୦।୮-କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପା ବର୍ତ୍ତମାନ ସୁସ୍ଥ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରୁ ମୁକ୍ତ କରାଯାଇଛି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ପ୍ରକାଶ ଯେ, ଅଗଷ୍ଟ ୨ରେ ୟେଦୁରପ୍ପାଙ୍କ କରୋନା…

କଂଗ୍ରେସକୁ ଫେରିବେ ପାଇଲଟ !

ନୂଆଦିଲ୍ଲୀ,୧୦।୮: ରାଜସ୍ଥାନର ରାଜନୈତିକ ସଙ୍କଟ ବେଳକୁ ବେଳ ଶେଷ ହେବା ଭଳି ପରିଲକ୍ଷିତ ହେଉଛି। ସୋମବାର ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଛନ୍ତି। ତାଙ୍କ ସହ…

୧୧ ଜଣଙ୍କୁ ହତ୍ୟା କଲେ ଯୁବତୀ: ନିଦ ଔଷଧ ପରେ ବିଷ ଇଞ୍ଜେକଶନ ଦେଇଥିଲେ

ଯୋଧପୁର, ୧୦।୮: ରାଜସ୍ଥାନର ଯୋଧପୁରର ଦେଚୁ ଅଞ୍ଚଳର ଲୋଡ଼ତା ଗାଁ ଘଟିଥିବା ୧୧ ଜଣ ପାକିସ୍ତାନୀ ଶରଣାର୍ଥୀଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଘରର ୨୫ ବର୍ଷ ବୟସ୍କା ଝିଅ ପ୍ରିୟା ଓରଫ ପ୍ୟାରୀ ପାରିବାରିକ କଳହ କାରଣରୁ ସେମାନଙ୍କୁ ପ୍ରଥମେ…

ପ୍ରିୟାଙ୍କ ଅପ୍ରିୟ କାର୍ଯ୍ୟ,ଏମିତି କରିଦେଲେ ପରିବାର ଛାରଖାର

ଯୋଧପୁର,୧୦।୮: ରାଜସ୍ଥାନର ଯୋଧପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପାକିସ୍ତାନ ହିନ୍ଦୁ ଶରଣାର୍ଥୀ ପରିବାରର ୧୧ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟଣା ଏଠାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏବେ ଏହି ଘଟଣାର ଧୀରେ ଧୀରେ ପର୍ଦ୍ଦାଫାଶ ହୋଇଛି। ପ୍ରିୟା ନାମକ…

ସମୁଦ୍ରରେ କେବୁଲ ବିଛାଇବାରେ ଆତ୍ମନିର୍ଭରଶୀଳ ହେଲା ଭାରତ

ନୂଆଦିଲ୍ଲୀ, ୧୦।୮: ସମୁଦ୍ରରେ କେବୁଲ ବିଛାଇବାରେ ଭାରତ ଆତ୍ମନିର୍ଭରଶୀଳ ହୋଇଛି। ଏହା ଅର୍ନ୍ତଗତ ଚେନ୍ନାଇଠାରୁ ପୋର୍ଟବ୍ଲେୟାର ପର୍ଯ୍ୟନ୍ତ ୨୩୦୦ କିଲୋମିଟରର କେବୁଲ ବିଛାଯାଇଛି। ବିଏସ୍‌ଏନ୍‌ଏଲ୍‌ ପକ୍ଷରୁ ଏହା କରାଯାଇଛି। ଅପ୍ଟିକାଲ ଫାଇବର ବିଛା ହେବା ଦ୍ୱାରା ଏଠାରେ ଟେଲିକମ୍‌ ଯୋଗାଯୋଗ ବ୍ୟବସ୍ଥା…

ପାଇଲଟଙ୍କ ବିମାନ ପୁଣିଥରେ କଂଗ୍ରେସ ରନ୍‌ଓ୍ବେ ମୁହାଁ

ଜୟପୁର,୧୦।୮: ରାଜସ୍ଥାନରେ ଲାଗି ରହିଥିବା ରାଜନୈତିକ ସଙ୍କଟ ଏବେ ଶେଷ ହେବା ଭଳି ଦେଖାଯାଉଛି। ରାଜସ୍ଥାନ ସରକାରକୁ ଭାଙ୍ଗିବାର ସୂତ୍ରଧର ସାଜିଥିବା ଓ ବିଧାୟକଙ୍କୁ କିଣାବିକା କରିଥିବା ଅଭିଯୋଗ ଆସିଥିବା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏବେ କଂଗ୍ରେସର ଶୀର୍ଷ…

ମହଙ୍ଗା ପଡିଲା ଭକ୍ତଙ୍କ ପାଇଁ ମନ୍ଦିର ଖୋଲିବା: ୭୪୩ କର୍ମଚାରୀ କରୋନା ସଂକ୍ରମିତ

ତିରୁପତି,୧୦।୮: କରୋନା ମାହାମାରୀ ବେଳକୁ ବେଳ ତା’ର କାୟା ବିସ୍ତାର କରି ଚାଲିଛି। ଦୀର୍ଘ ୨ ମାସର ଲକ୍‌ଡାଉନ ପରେ ଏବେ ଏଥିରେ କିଛିଟା କୋହଳ କରାଯିବା ସହ ଅନ୍‌ଲକରେ ପ୍ରାୟ ସମସ୍ତ ସ୍ଥାନକୁ ସର୍ବସାଧାରଣ ପ୍ରବେଶ ପାଇଁ ଅନୁମତି ପ୍ରଦାନ…

ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ

ନୂଆଦିଲ୍ଲୀ,୧୦।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ ଦୁଇ ସପ୍ତାହ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri