ଜାତୀୟ

ଗଲ୍‌ଓ୍ବାନକୁ ନେଇ ଟଣାଓଟରା

ନୂଆଦିଲ୍ଲୀ, ୨୧ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଚାଇନା ଏହାକୁ ନିଜ ଅଞ୍ଚଳ କହି ଭାରତକୁ ଅନୁପ୍ରବେଶ ଲାଗି ଉଦ୍ୟମ କରୁଛି ବୋଲି ଦୋଷ ଲଦୁଥିବା ବେଳେ ଭାରତ ଏଭଳି ଦାବିକୁ ପ୍ରତ୍ୟାଖ୍ୟାନ କରିଛି।…

ବିଶ୍ୱରେ ୮କୋଟି ବିସ୍ଥାପିତ

ନୂଆଦିଲ୍ଲୀ, ୨୧ା୬: ଯୁଦ୍ଧ, ସଂଘର୍ଷ, ନିର୍ଯାତନା ଏବଂ ମାନବାଧିକାର ଉଲ୍ଲଂଘନ ଭଳି ସମସ୍ୟା ଲୋକଙ୍କୁ ବିସ୍ଥାପିତ କରିଚାଲିଛି। ଏସବୁର ପ୍ରଭାବରେ ୨୦୧୯ରେ ସାରା ବିଶ୍ୱର ୭ କୋଟି ୯୫ ଲକ୍ଷ ଲୋକ ବାଧ୍ୟ ହୋଇ ବିସ୍ଥାପିତ ହୋଇଛନ୍ତି, ଯାହାକି ୨୦୧୮ ତୁଳନାରେ…

ଇଣ୍ଟରନେଟ୍‌ର ଚମତ୍କାରିତା: ନିଖୋଜ ହେବାର ୪୦ ବର୍ଷ ପରେ ଘରକୁ ଫେରିଲେ ୯୪ ବର୍ଷୀୟା ବୃଦ୍ଧା

ଭୋପାଳ, ୨୦।୬- ଇଣ୍ଟରନେଟ୍‌ ସହିତ ଆଜିର ଯୁବ ପିଢ଼ି ପୁରା ଜଡ଼ିତ ହୋଇସାରିଛି। ଇଣ୍ଟରନେଟ୍‌ ଦ୍ୱାରା ଆମର କେତେବେଳେ ଉପକାର ହେଉଛିତ ପୁଣି ଅପକାର। କିନ୍ତୁ ବେଳେବେଳେ ଏହି ଇଣ୍ଟନେଟ୍‌ ଆମକୁ ଏଭଳି ସହାୟତା କରିଥାଏ, ଯାହାର ବିଶ୍ୱାସ ମଧ୍ୟ କରିହୁଏ…

କରୋନା ପଜିଟିଭ ଭାବି ଆଉ ଜଣଙ୍କ ଶବ ଦାହ କଲେ ହସ୍ପିଟାଲ କର୍ତ୍ତୃପକ୍ଷ

ଫରିଦାବାଦ, ୨୦।୬- ହରିୟାଣାର ଜଣାଶୁଣା ସହର ଫରିଦାବାଦରେ ଶନିବାର ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ସ୍ଥାନୀୟ ସିଭିଲ ହସ୍ପିଟାଲ କର୍ତ୍ତୃପକ୍ଷ କରୋନା ରୋଗୀ ଭାବି ଭୁଲରେ ଅନ୍ୟ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର କରି ଦେଇଥିବା…

ସତର୍କ କରାଇଲା ଡବ୍ଲ୍ୟୁଏଚ୍‌ଓ: ‘ବିପଜ୍ଜନକ ସ୍ଥିତିରେ ମହାମାରୀ କରୋନା’

ଜେନିଭା, ୨୦ା୬: ମହାମାରୀ କରୋନା ଏବେ ଏକ ନୂଆ ଓ ବିପଜ୍ଜନକ ପର୍ଯ୍ୟାୟରେ ପ୍ରବେଶ କରିଛି। ଗତ ଦୁଇଦିନ ହେବ ଉଗ୍ର ସଂକ୍ରମଣ ଦେଖାଦେଇଛି। ଗୁରୁବାର ୧.୫୦ ଲକ୍ଷ ଓ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୧.୮୧ ଲକ୍ଷରୁ ଅଧିକ ନୂଆ…

ଚାଇନାକୁ ବାୟୁସେନା ମୁଖ୍ୟଙ୍କ ସତର୍କବାଣୀ ‘ଯେକୌଣସି ପରିସ୍ଥିତି ଲାଗି ଆମେ ପ୍ରସ୍ତୁତ’

ହାଇଦ୍ରାବାଦ, ୨୦ା୬: ଲଦାଖର ଗଲଓ୍ବାନ୍‌ ଉପତ୍ୟକାରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଏହାକୁ ନେଇ ପରିସ୍ଥିତି ଉଷ୍ମ ରହିଥିବାବେଳେ ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ଆମେ ପ୍ରସ୍ତୁତ ବୋଲି ଏୟାର ଚିଫ୍‌ ମାର୍ଶାଲ ଆର୍‌କେଏସ୍‌ ଭଦୌରିଆ…

ମହାରାଷ୍ଟ୍ରରେ କରୋନା ସ୍ଥିତି ଅସମ୍ଭାଳ: ପ୍ରସ୍ତୁତ ହେଉଛି ହଜାରେ ଶଯ୍ୟା ବିଶିଷ୍ଟ ନୂଆ ହସ୍ପିଟାଲ

ମୁମ୍ବାଇ,୨୦।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିବା ପରେ ଏବେ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ ପକ୍ଷରୁ ଏକ ସ୍ବତନ୍ତ୍ର କୋଭିଡ ହସ୍ପିଟାଲ ପ୍ରସ୍ତୁତ କରାଯାଉଛି। ମୁମ୍ବାଇ, ବାଇକୁଲାଠାରେ ରିଚାର୍ଡସନ…

ଚାଇନା କେବେ ଭାରତର ମିତ୍ର ହୋଇ ନ ପାରେ: ବାବା ରାମଦେବ

ନୂଆଦିଲ୍ଲୀ,୨୦।୬: ଭାରତ-ଚାଇନା ବିବାଦକୁ ନେଇ ସବୁଠି ଚର୍ଚ୍ଚା ଯୋର ଧରିଛି। ଏବେ ଅନେକ ସ୍ଥାନରେ ଚାଇନା ସାମଗ୍ରୀ ସମ୍ପୂର୍ଣ୍ଣ ବର୍ଜ୍ଜନ କରିବାକୁ କୁହାଯାଉଥିବା ବେଳେ ଏହାକୁ ନେଇ ଯୋଗଗୁରୁ ବାବା ରାମଦେବ ତାଙ୍କର ମତ ରଖିଛନ୍ତି। ସେ କହିଛନ୍ତି ଚାଇନା କେବେ…

କରୋନା ଚିକିତ୍ସା ପାଇଁ ଆସିଲା ଔଷଧ: ଦାମ ମାତ୍ର ୧୦୩ ଟଙ୍କା

ନୂଆଦିଲ୍ଲୀ,୨୦।୬: ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ କମ୍ପାନୀ କରୋନାରେ ସାମାନ୍ୟ ଭାବେ ପୀଡ଼ିତ ରୋଗୀଙ୍କ ଚିକିତ୍ସା ପାଇଁ ଏକ ଆଣ୍ଟିଭାଇରାଲ ଔଷଧ ଆଣିଛନ୍ତି। ଫାଭିପିରାଭିର(Favipiravir) ଆଣ୍ଟିଭାଇରାଲ ଔଷଧକୁ ଫାଭିଫ୍ଲୁ ବ୍ରାଣ୍ଡ ନାମରେ ଲଞ୍ଚ କରାଯାଇଛି। କମ୍ପାନୀ ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। କମ୍ପାନୀ…

ଚାଇନା ଉତ୍ପାଦ ବ୍ୟବହାର ନ କରିବାକୁ ଚାହୁଁଛନ୍ତି ୮୭ ପ୍ରତିଶତ ଭାରତୀୟ

ନୂଆଦିଲ୍ଲୀ, ୨୦।୬: ଗଲଓ୍ବାନ ଘାଟିରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏନେଇ ଭାରତୀୟଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇବାରେ ଲାଗିଛି। ଚାଇନାକୁ ଆର୍ଥିକ କ୍ଷେତ୍ରରେ ଦୁର୍ବଳ କରିବା ଲାଗି ୮୭ ପ୍ରତିଶତ ଭାରତୀୟ କୌଣସି ଚାଇନା ଉତ୍ପାଦ ଏକବର୍ଷ ପର୍ଯ୍ୟନ୍ତ…

୨୬/୧୧ ମୁମ୍ବାଇ ଆକ୍ରମଣ ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣା ଗିରଫ: ଭାରତକୁ ପ୍ରତ୍ୟର୍ପଣର ହେବ ବିଚାର

ଲସ୍‌ ଏଞ୍ଜେଲସ୍‌/ ନୂଆଦିଲ୍ଲୀ, ୨୦।୬: ମୁମ୍ବାଇ ୧୬/୧୧ ଆକ୍ରମଣର ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣାଙ୍କୁ ଲସ୍‌ ଏଞ୍ଜେଲସ୍‌ ପୋଲିସ ଗିରଫ କରିଛି। ମୂଳ ପାକିସ୍ତାନୀ ରାଣା କାନାଡ଼ାରେ ରହି ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନକୁ ସହାୟତା ଯୋଗାଉଥିଲେ। ସେ ଗତ ୧୪ ବର୍ଷ ଧରି…

ସୂର୍ଯ୍ୟ ପରାଗ ୨୦୨୦: ରାତି ୧୦ଟାରୁ ବନ୍ଦ ରହିବ ଚାରିଧାମର ମନ୍ଦିର

ଡେରାଡୁନ,୨୦।୬: ସୂର୍ଯ୍ୟପରାଗ ଦୃଷ୍ଟିରୁ ଉତ୍ତରାଖଣ୍ଡରେ ଥିବା ସମସ୍ତ ଚାରି ଧାମର ମନ୍ଦିର ଗୁଡିକ ଶନିବାର ରାତି ୧୦ଟାରୁ ରବିବାର ଅପରାହ୍ନ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଜଣାପଡିଛି। ବଦ୍ରିନାଥ-କେଦାରନାଓ ଓ ଗଙ୍ଗୋତ୍ରି- ଯମୁନୋତ୍ରି ଶନିବାର ରାତି ୧୦ଟାରୁ ବନ୍ଦ ରହିବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri