ଜାତୀୟ

ରାଜ୍ୟ ସଭା ନିର୍ବାଚନ: ମଧ୍ୟ ପ୍ରଦେଶରେ ଜିତିଲା ଭାଜପା

ନୂଆଦିଲ୍ଲୀ,୧୯।୬: ଦେଶର ୮ ରାଜ୍ୟରେ ୧୯ ରାଜ୍ୟ ସଭା ଆସନ ପାଇଁ ହୋଇଥିବା ନିର୍ବାଚନର ଫଳାଫଳ ଆସିବାରେ ଲାଗିଛି। ଏପର୍ଯ୍ୟନ୍ତ ମିଳିଥିବା ସୂଚନାରୁ ଜଣାପଡିଛି ମଧ୍ୟପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ୨ଟି ଆସନ ମିଳିଥିବା ବେଳେ କଂଗ୍ରେସ ଗୋଟିଏ ଆସନରେ ବିଜୟୀ…

ସର୍ବଦଳୀୟ ବୈଠକରେ ସରକାରଙ୍କୁ ମିଳିଲା ସମର୍ଥନ: କଂଗ୍ରେସ ରଖିଲା କିଛି ପ୍ରଶ୍ନ

ନୂଆଦିଲ୍ଲୀ,୧୯।୬: ଭାରତ-ଚାଇନା ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଛି। ଏଥିରେ ପ୍ରାୟ ୨୦ଟି ଦଳ ଭାଗ ନେଇଥିବା ବେଳେ ଅଧିକାଂଶ ଦଳ ସରକାରଙ୍କୁ ସମର୍ଥନ କରିଥିଲେ। ଏଥିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

ବଦଳି ଗଲାଣି କି ରାହୁଲଙ୍କ ଲୁକ୍‌

ନୂଆଦିଲ୍ଲୀ,୧୯।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ତାଙ୍କ ଲୁକ୍‌ରେ ପରିବର୍ତ୍ତନ କରିଥିବା ଆଲୋଚନା ହେଉଛି। ସେ ତାଙ୍କ ନୂଆ ଲୁକ୍‌ରେ ଯୁବକ ବଦଳରେ ଟିକେ ମ୍ୟାଚ୍ୟୁୟର ଲାଗୁଛନ୍ତି। ତାଙ୍କର କେଶ ମଧ୍ୟ ସାମାନ୍ୟ ଧଳା ଦେଖାଯାଉଛି। ତେବେ ଟେଲିଭିଜନ ପରଦାରେ…

ରାଜଧାନୀରେ ବନ୍ଦ ହେବ ହୋମ ଆଇସୋଲେଶନ: କରୋନା ପୀଡ଼ିତ ଯିବେ କ୍ୱାରାଣ୍ଟାଇନ ସେଣ୍ଟର

ନୂଆଦିଲ୍ଲୀ,୧୯।୬: ଦେଶରେ ବେଳକୁ ବେଳ କରୋନା ପୀଡ଼ିତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ରାଜଧାନୀ ଦିଲ୍ଲୀର ସ୍ଥିତି ମଧ୍ୟ ଅସମ୍ଭାଳ ହୋଇ ପଡିଲାଣି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବେ ଦିଲ୍ଲୀ ସରକାରଙ୍କୁ ହୋମ ଆଇସୋଲେଶନ ବନ୍ଦ…

ଭାରତ-ଚାଇନା ବିବାଦକୁ ନେଇ ସର୍ବଦଳୀୟ ବୈଠକ: ଏଏପି ବ୍ୟତୀତ ସାମିଲ ହେଲେ ୨୦ ଦଳ

ନୂଆଦିଲ୍ଲୀ,୧୯।୬: ଭାରତ-ଚାଇନା ସୀମା ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅପରାହ୍ନରେ ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଛି। ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଦଳ ଆମ ଆଦମୀ ପାର୍ଟି(ଏଏପି)କୁ ଡକାଯାଇ ନ ଥିବା ଜଣାପଡିଛି। ଏହାକୁ…

୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୧୦,୩୮୬

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ହେଲେ ଆଉ ଏକ ଖୁସି ଖବର ହେଉଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୩୮୬ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ନେଇ ଏବେ ଦେଶରେ…

ନିଜକୁ କରୋନା ପଜିଟିଭ୍‌ କହି ଗାଡ଼ିରେ ଆଗରେ ଶୋଇଗଲେ ଯୁବକ

ଲକ୍ଷ୍ନୌ,୧୯।୬: ଦେଶରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଏଯାଏଁ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ସରକାର କରୋନାକୁ ନେଇ ସଚେତନ କରୁଥିବା…

ପ୍ଲାଜମା ଥେରାପି ପାଇଁ ମାକ୍ସ ହସ୍ପିଟାଲ ସ୍ଥାନାନ୍ତର ହେଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ବେଳକୁ ବେଳ ଖରାପ ହେବାରେ ଲାଗିଛି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା। ଶୁକ୍ରବାର ସେ ଅକ୍ସିଜେନ ସପୋର୍ଟରେ ଥିବା ବେଳେ ଏବେ ତାଙ୍କର ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯିବ ବୋଲି ଜଣାପଡିଛି। ଏଥିପାଇଁ ତାଙ୍କୁ ଦିଲ୍ଲୀର ସକେତ…

ଭେଣ୍ଟିଲେଟରରେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା ଶୁକ୍ରବାର ପୁଣି ବିଗିଡ଼ିଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ୨ ଦିନ ପୂର୍ବରୁ ସତ୍ୟେନ୍ଦ୍ରଙ୍କ କରୋନା ପଜିଟିଭ୍‌ ବାହାରିଥିଲା। ଦିଲ୍ଲୀ ରାଜୀବ ଗାନ୍ଧୀ ହସ୍ପିଟାଲରେ…

ପିତାଙ୍କୁ ବିଦାୟ ଦେଲେ ଦୁଇ କୁନି ପୁଅ

ନୂଆଦିଲ୍ଲୀ,୧୯।୬: ପୂର୍ବ ଲଦାଖରେ ଭାରତୀୟ ସୀମାରେ ପଶି ଚାଇନା ସେନା ଆକ୍ରମଣ କରିବାରୁ ଜଣେ କର୍ଣ୍ଣେଲଙ୍କ ସମେତ ୨୦ ଜଣ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନମାନଙ୍କୁ ନିଜ ନିଜ ଗ୍ରାମରେ ଅନ୍ତିମ ସଂସ୍କାର କରାଯାଇଛି। ଶହୀଦଙ୍କ ମଧ୍ୟରେ କର୍ନେଲ ସନ୍ତୋଷ…

ପିପିଇ କିଟ୍‌ ପିନ୍ଧି ମତଦାନ ପାଇଁ ପହଞ୍ଚିଲେ କରୋନା ପଜିଟିଭ୍‌ ବିଧାୟକ

ଭୋପାଳ,୧୯।୬: ଦେଶର ୮ଟି ରାଜ୍ୟର ୧୯ଟି ଆସନ ଲାଗି ଶୁକ୍ରବାର ମତଦାନ ଜାରି ରହିଛି। ମଧ୍ୟପ୍ରଦେଶରେ ମଧ୍ୟ ୩ଟି ଆସନ ପାଇଁ ମତଦାନ ହେଉଛି। ଇତିମଧ୍ୟରେ ମଧ୍ୟପ୍ରଦେଶରୁ ଏକ ନିଆରା ଦୃଶ୍ୟ ନଜରକୁ ଆସିଛି। କଂଗ୍ରେସର ଜଣେ ବିଧାୟକ କରୋନା ଭାଇରସ୍‌…

ବେସରକାରୀ ଡାକ୍ତରଖାନାରେ କରୋନା ଚିକିତ୍ସା ହେଲା ଶସ୍ତା

ନୂଆଦିଲ୍ଲୀ,୧୯।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ବେସରକାରୀ ଡାକ୍ତରଖାନାରେ କରୋନା ଚିକିତ୍ସା ମହଙ୍ଗା ଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଗୃହ ମନ୍ତ୍ରଣାଳୟ ରାଜ୍ୟରେ ଡା. ଭି.କେ ପଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri