ସଞ୍ଜୟ କୋଠାରୀ ହେବେ ସିଭିସି
ନୂଆଦିଲ୍ଲୀ,୨୦ା୨(ପି.ଟି.): ରାଷ୍ଟ୍ରପତିଙ୍କ ସଚିବ ଥିବା ସଞ୍ଜୟ କୋଠାରୀ ଦେଶର ପରବର୍ତ୍ତୀ ମୁଖ୍ୟ ଭିଜିଲାନ୍ସ କମିଶନର (ସିଭିସି) ନିଯୁକ୍ତ ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚ କ୍ଷମତାସମ୍ପନ୍ନ କମିଟି ନୂଆ ସିଭିସି ଭାବେ କୋଠାରୀଙ୍କୁ ଚୟନ କରିଛି। ସେହିପରି...
ଉପହାର ସିନେମା ଅଗ୍ନିକାଣ୍ଡ ଘଟଣା: ପୀଡିତଙ୍କୁ ଲାଗିଲା ଝଟ୍କା
ନୂଆଦିଲ୍ଲୀ,୨୦।୨: ଉପହାର ସିନେମା ଅଗ୍ନିକାଣ୍ଡ ମାମଲାରେ ପୀଡିତଙ୍କୁ ଲାଗିଛି ଝଟ୍କା। ସୁପ୍ରିମକୋର୍ଟ ପୀଡିତଙ୍କ ଦ୍ୱାରା କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି। ଏହାସହ ଖୋଲା ଅଦାଲତରେ ମାମଲାର ଶୁଣାଣି କରିବାକୁ ମଧ୍ୟ ମନା କରି ଦେଇଛନ୍ତି। ଗତ ୧୩ ତାରିଖରେ...
‘ଗୁଳି କଲେ ବି ଘୁଞ୍ଚିବୁ ନାହିଁ’
ନୂଆଦିଲ୍ଲୀ,୨୦ା୨: ତୁମେ ଗୁଳି ଚଳାଇଲେ ବି ଆମେ ପଛକୁ ଘୁଞ୍ଚିବୁ ନାହିଁ। ଗୋଟିଏ ଇଞ୍ଚ ତ ଦୂରର କଥା, କେଶାଗ୍ରେ ସ୍ଥାନ ଛାଡ଼ିବୁ ନାହିଁ। ସିଏଏକୁ ନେଇ ସରକାର ଏକ ଇଞ୍ଚ ଘୁଞ୍ଚିବେ ନାହିଁ ବୋଲି ଯଦି ସ୍ବରାଷ୍ଟ୍ରମନ୍ତ୍ରୀ କହୁଛନ୍ତି...
ଶାହିନବାଗରେ ହାଇଡ୍ରାମା
ନୂଆଦିଲ୍ଲୀ,୨୦ା୨: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଦିଲ୍ଲୀର ଶାହିନବାଗରେ ଚାଲିଥିବା ଆନ୍ଦୋଳନ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ମଧ୍ୟ ଥମିନାହିଁ। ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରା ମଧ୍ୟସ୍ଥ ଭାବେ ନିଯୁକ୍ତି ପାଇଥିବା ଦୁଇ ବରିଷ୍ଠ ଆଇନଜୀବୀ ସଞ୍ଜୟ ହେଗ୍ଡେ ଓ...
ଦିନକୁ ୧୦ଥର ଗାଧୋଇବା ସହ ନୋଟ୍ ଧୋଉଥିଲେ ମହିଳା, ତାଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ
ମହୀଶୁର, ୨୦।୨: କର୍ନାଟକର ମହୀଶୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ଦିନରେ ୧୦ଥର ଗାଧୋଇବା ସହ ନୋଟ୍ ଧୋଉଥିବା ମହିଳାଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି ସ୍ବାମୀ। ଶାନ୍ତମୂର୍ତ୍ତୀ(୪୦) ଓ ପୁତ୍ତମନୀ(୩୮)ଙ୍କ ବିବାହ ୧୫ ବର୍ଷ ପୂର୍ବରୁ ହୋଇଥିଲା।...
ନିର୍ଭୟା ମାମଲା: କାନ୍ଥରେ ମୁଣ୍ଡ ବାଡେଇ ଆହତ ହେଲେ ବିନୟ
ନୂଆଦିଲ୍ଲୀ,୨୦।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ନିଜେ ରହୁଥିବା ସେଲ୍ର କାନ୍ଥରେ ମୁଣ୍ଡ ବାଡେଇ ନିଜକୁ ଆହତ କରିଥିବା ସୂଚନା ମିଳିଛି। ତାଙ୍କ ମୁଣ୍ଡରେ ସାମାନ୍ୟ ଆଘାତ ହୋଇଥିବା ବେଳେ ଘଟଣାଟି ଗତ ୧୬ ତାରିଖର...
କମଲ ହାସନଙ୍କ ଫିଲ୍ମ ‘ଇଣ୍ଡିଆନ୍-୨’ ଶୁଟିଂ ସେଟ୍ରେ ଦୁର୍ଘଟଣା: ସହନିର୍ଦ୍ଦେଶକଙ୍କ ସମେତ ୩ ମୃତ
ଚେନ୍ନାଇ,୨୦।୨: ସାଉଥ୍ ସୁପରଷ୍ଟାର କମଲ ହାସନଙ୍କ ଫିଲ୍ମ ଇଣ୍ଡିଆନ୍-୨ ଶୁଟିଂ ସେଟ୍ରେ ବଡ ଦୁର୍ଘଟଣା ଘଟିଛି। ଚେନ୍ନାଇର ଇଭିପି ଷ୍ଟୁଡିଓ ସେଟ୍ରେ ଲାଗିଥିବା କ୍ରେନ୍ କ୍ରାଶ୍ ହେବା ଫଳରେ ଫିଲ୍ମ ସହନିର୍ଦ୍ଦେଶକଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି...
ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨୦ ମୃତ
ଚେନ୍ନାଇ, ୨୦।୨: ତାମିଲନାଡୁର ତିରୁପୁର ଜିଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କେରଳ ରାଜ୍ୟ ପରିବହନ ବସ୍ ଏବଂ ଏକ ଟ୍ରକ ମଧ୍ୟରେ ଧକ୍କା ହେବାରୁ ୨୦ ଜଣଙ୍କ ଜୀବନ ଚାଲିଛି। ଗୁରୁବାର ସକାଳୁ ଏହି ଦୁର୍ଘଟଣା ଘଟିଛି।...
ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ବୈଠକ ଶେଷ: ନୃତ୍ୟଗୋପାଳ ହେଲେ ଟ୍ରଷ୍ଟର ଅଧ୍ୟକ୍ଷ
ନୂଆଦିଲ୍ଲୀ,୧୯।୨: ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ନ୍ୟାସ ଟ୍ରଷ୍ଟର ପ୍ରଥମ ଔପଚାରିକ ବୈଠକ ଶେଷ ହୋଇଛି। ବୁଧବାର ଏହି ବୈଠକ ଦିଲ୍ଲୀରେ ଥିବା କେ. ପରାଶରନଙ୍କ ଘରେ ଆୟୋଜିତ ହୋଇଥିଲା। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବା...
‘ହୁନର ହାଟ’ରେ ବିହାରର ସ୍ବାଦିଷ୍ଟ ବ୍ୟଞ୍ଜନ ‘ଲିଟି-ଚୋଖା’ର ମଜା ନେଲେ ମୋଦି
ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ସମୟରେ ନିଆରା କାର୍ଯ୍ୟ କରି ସମସ୍ତଙ୍କୁ ଚକିତ କରିଦେଇଥାନ୍ତି। ଯାହାକୁ ନେଇ ପରବର୍ତ୍ତୀ ସମୟରେ ଚର୍ଚ୍ଚାର ବିଷୟ ପାଲଟିଥାଏ। ତେବେ ବୁଧବାର ମଧ୍ୟ କିଛି ଏଭଳି ଘଟିଛି। ବୁଧବାର ଦିଲ୍ଲୀର ଇଣ୍ଡିଆ ଗେଟ୍...
ବଳାତ୍କାର ମାମଲାରେ ଫସିଲେ ଆଉ ଜଣେ ଭାଜପା ବିଧାୟକ
ଲକ୍ଷ୍ନୌ,୧୯।୨: ଉତ୍ତରପ୍ରଦେଶରେ କ୍ଷମତାସିନ ଭାଜପାକୁ ପୁଣି ଆଉ ଏକ ଝଟ୍କା ଲାଗିଛି। ପୂର୍ବରୁ ଉନ୍ନାଓ ଗଣବଳାତ୍କାର ମାମଲାରେ ଭାଜପା ବିଧାୟକ କୁଲଦୀପ ସିଂହ ସେଙ୍ଗାର ଛନ୍ଦି ହୋଇଥିବା ବେଳେ ଏବେ ପୁଣି ଆଉ ଏକ ମାମଲା ଆସିଛି। ଭଦୋହି ଜିଲାର...
ଶାହାଙ୍କ ସହ ସାକ୍ଷାତକାର ପରେ ଟୁଇଟ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୯।୨: ତୃତୀୟଥର ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଆମ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ବୁଧବାର ଅପରାହ୍ନରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତକାର କରିଛନ୍ତି। ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ଶାହା ଓ...
Archives


