ଲକ୍ଡାଉନ ୩.୦: ମହାରାଷ୍ଟ୍ରର ୫ଟି ଜିଲାରେ ଖୋଲିବନି ମଦ ଦୋକାନ
ମୁମ୍ବାଇ,୪।୫: ମହାରାଷ୍ଟ୍ରରେ କରୋନା ଭାଇରସ୍ ଆତଙ୍କ ଖେଳାଇଚାଲିଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ଜାରି କରିଛନ୍ତି। ଏହା ସତ୍ତ୍ୱେ ମଧ୍ୟ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣାଧିନ ହେଉନାହିଁ। ଲକ୍ଡାଉନ ୩.୦ ସମୟରେ…
ଇ-ରିକ୍ସା ଚାଳକଙ୍କୁ ମିଳିବ ୫୦୦୦ ଟଙ୍କା କରୋନା ସହାୟତା
ନୂଆଦିଲ୍ଲୀ,୪।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ବହୁ ଲୋକ କାମଧନ୍ଦା ଅଭାବରୁ ଅସୁବିଧାରେ ପଡ଼ିଛନ୍ତି। ଦିଲ୍ଲୀରେ ପରିବହନ ସେବା ବନ୍ଦ ଥିବାରୁ ଇ-ରିକ୍ସା ଚାଳକଙ୍କ…
ନଏଡାରେ କରୋନାଜନିତ ପ୍ରଥମ ମୃତ୍ୟୁ
ନଏଡା,୪।୫: ଉତ୍ତରପ୍ରଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର(ନଏଡା) ଜିଲାରେ କରୋନାରେ ଜଣେ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ନଏଡା…
ଘର ବାହୁଡା ଶ୍ରମିକଙ୍କୁ ଦେବାକୁ ପଡିବନି ଭଡା, ମିଳିବ ଏକ ହଜାର ଟଙ୍କା
ପାଟନା,୪।୫: ଲକ୍ଡାଉନରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ରେଳ ଭଡାକୁ ନେଇ ଆରମ୍ଭ ହୋଇଥିବା ରାଜନୀତି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ ଘୋଷଣା କରିଛନ୍ତି। ନୀତୀଶ କହିଛନ୍ତି ବିହାର ଫେରୁଥିବା ଶ୍ରମିକମାନଙ୍କୁ କୌଣସି ଭଡା ଦେବାକୁ ପଡିବ…
ଗିଲଗିଟ୍-ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ: ଭାରତ କଲା ବିରୋଧ
ନୂଆଦିଲ୍ଲୀ,୪।୫: ଗିଲଗିଟ୍ ଏବଂ ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ ପରେ ଭାରତ ପକ୍ଷରୁ ଏହାର ବିରୋଧ କରାଯାଇଛି। ପାକିସ୍ତାନ ସୁପ୍ରିମ୍କୋର୍ଟ ଗିଲଗିଟ୍ ଏବଂ ବଲ୍ଟିସ୍ତାନରେ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରୀୟ ଆଇନରେ ସଂଶୋଧନ ଲାଗି ରାୟ ଦେଇଥିଲେ। ଏହାପରେ…
ଦେଶରେ ୧୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା ହୋଇଛି: ଆଇସିଏମ୍ଆର୍
ନୂଆଦିଲ୍ଲୀ,୪।୫: ଦେଶର କରୋନା ସଂକ୍ରମଣ ରୋକିବା ପାଇଁ ନମୁନା ପରୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ସୋମବାର ସୁଦ୍ଧା ୧୧ ଲକ୍ଷ ୭ ହଜାର ୨୩୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ (ଆଇସିଏମ୍ଆର୍) ପକ୍ଷରୁ ସୂଚନା ଦିଆଯାଇଛି।…
ଖୋଲିଲା ମଦ ଦୋକାନ: ଲାଗିଲା ଗ୍ରାହକଙ୍କ ଲମ୍ବା ଲାଇନ
ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ଦେଶରେ ଲାଗୁ ହୋଇଛି ଲକ୍ଡାଉନ ୩.୦। ପୂର୍ବରୁ ଯେଉଁ ୪୦ ଦିନିଆ ଲାକ୍ଡାଉନ ଘୋଷଣା କରାଯାଇଥିଲା ସେତେବେଳେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳି ନ ଥିବା ବେଳେ ଏବେ କିନ୍ତୁ କିଛି ରାଜ୍ୟରେ…
କଟକଣା ହେଲା କୋହଳ କିନ୍ତୁ କମୁନି ସଂକ୍ରମଣ: ୩ ଦିନରେ ୭ହଜାରରୁ ଊର୍ଦ୍ଧ୍ୱ ପଜିଟିଭ
ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣକୁ ନେଇ ୪୦ ଦିନିଆ ଲକ୍ଡାଉନ ଅବଧି ପୂରଣ ହେବା ପରେ ଏବେ ଆରମ୍ଭ ହୋଇଛି ଲକ୍ଡାଉନ ୩.୦। ଏହା ମେ’ ୧୭ ପର୍ଯ୍ୟନ୍ତ ଲାଗୁ ହୋଇଥିବା ବେଳେ ଏବେ ସଂକ୍ରମିତ ଅଞ୍ଚଳକୁ ୩ଟି ଜୋନ୍ରେ ବିଭକ୍ତ…
କରୋନା ସହିତ ଲଢ଼େଇ: ୬୦ ପ୍ରତିଶତ ଭାରତୀୟ ପରିବାର ଖାଇବା ପୂର୍ବରୁ ସାବୁନରେ ଧୁଅନ୍ତି ନାହିଁ ହାତ
ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ନେଇ ଦେଶରେ ସଙ୍କଟ ଦେଖାଦେଇଛି। ଏଥିରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ନିର୍ଦ୍ଦିଷ୍ଟ ସମୟ ଅନ୍ତରରେ କମ୍ ସେ କମ୍ ୨୦ ସେକେଣ୍ଡ ଲାଗି ସାବୁନରେ…
‘ରାମାୟଣ’, ‘ମହାଭାରତ’କୁ ନେଇ ଟିଆର୍ପି ଦୌଡରେ ଦୁଇ ଘରୋଇ ଚ୍ୟାନେଲ
ନୂଆଦିଲ୍ଲୀ,୪।୫: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ଦୂରଦର୍ଶନରେ ପ୍ରସାରିତ ହୋଇଥିଲା ପୁରୁଣା ଧାରାବାହିକ ‘ରାମାୟଣ’ ଓ ‘ମହାଭାରତ’। ଦର୍ଶକେ ଏହାକୁ ଏତେ ମାତ୍ରାରେ ପସନ୍ଦ କରିଥିଲେ ଯେ ଲକ୍ଡାଉନ ସମୟରେ ଟିଆର୍ପିରେ ରେକର୍ଡ କରିଥିଲା ଦୂରଦର୍ଶନ।…
ବିଏସ୍ଏଫ୍ର ଆଉ ୩୭ ଯବାନ କରୋନା ପଜିଟିଭ
ନୂଆଦିଲ୍ଲୀ,୪।୫: ତ୍ରିପୁରାରେ ବର୍ଡର ସୁକ୍ୟୁରିଟି ଫୋର୍ସ(ବିଏସ୍ଏଫ୍)ର ଆଉ ୩୭ ଜଣ ଯବାନ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଏବେ ବିଏସ୍ଏଫ୍ର ମୋଟ ୫୪ ଯବାନ କରୋନା କବଳରେ ବୋଲି ଜଣେ ଅଧିକାରୀ ସୋମବାର ସୂଚନା ଦେଇଛନ୍ତି। ବିଏସ୍ଏଫ୍ର ଜଣେ ପ୍ରବକ୍ତା କହିଛନ୍ତି…
ପିଏମ୍ କେୟାର୍ସ ଫଣ୍ଡ୍କୁ ୧୫୧ କୋଟି ଦାନ ଦେଇଥିବା ରେଲଓ୍ବେ ଶ୍ରମିକଙ୍କଠାରୁ ଆଦାୟ କରୁଛି ଭଡ଼ା: ରାହୁଲ
ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳର ବ୍ୟବସ୍ଥା କରାଯାଇଛି। ତେବେ ଟ୍ରେନ୍ରେ ଆସିବା ଲାଗି…
Archives


