ଜାତୀୟ

ଟ୍ରମ୍ପ୍‌ଙ୍କ ଗସ୍ତ ପୂର୍ବରୁ ଧମକ

ନୂଆଦିଲ୍ଲୀ,୧୭ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଦେଇଛି ଆକ୍ରମଣ ଧମକ। ହତ୍ୟାକାରୀମାନଙ୍କୁ କ୍ଷମା ଦିଆଯିବ ନାହିଁ। ସେମାନଙ୍କ ଉପରେ ପ୍ରତିଶୋଧ ନିଆଯିବ ବୋଲି ଜୈଶ୍‌ ପକ୍ଷରୁ ଜାରି ଏକ...

କଶ୍ମୀର ମଧ୍ୟସ୍ଥତାକୁ ଭାରତର ନା

ନୂଆଦିଲ୍ଲୀ,୧୭ା୨: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଲାଗି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ପ୍ରସ୍ତାବ ଦେଇଥିବା ବେଳେ ଭାରତ ପକ୍ଷରୁ ଏହାକୁ ଦୃଢ଼ ବିରୋଧ କରାଯାଇଛି। କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷର ହସ୍ତକ୍ଷେପକୁ ଆଦୌ ଗ୍ରହଣ କରାଯିବ ନାହିଁ ବୋଲି ବହିର୍ବ୍ୟାପାର...

ତେଲଙ୍ଗାନା ବିଧାନସଭାରେ ଆସିବ ସିଏଏ ବିରୋଧୀ ସଂକଳ୍ପନାମା

ହାଇଦ୍ରାବାଦ,୧୭ା୨: ଚାରିଟି ଅଣଭାଜପା ରାଜ୍ୟ ପରେ ତେଲଙ୍ଗାନା ବିଧାନସଭାରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ସଂକଳ୍ପନାମା ଆସିବାକୁ ଯାଉଛି। ପାର୍ଲାମେଣ୍ଟରେ ସିଏଏକୁ ବିରୋଧ କରିବା ପରେ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) କାହିଁକି ଚୁପ୍‌ ବସିଛି ବୋଲି ବିରୋଧୀ...

୨୭ ବର୍ଷରେ ୪ ମହିଳା ମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୨: କେନ୍ଦ୍ରଶାସିତ ଅଞ୍ଚଳ ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) କ୍ରମାଗତ ତୃତୀୟ ଥର ପାଇଁ କ୍ଷମତାସୀନ ହେଇଛି। ନିର୍ବାଚନ ପ୍ରଚାର ବେଳେ ଏହି ଦଳ ମହିଳା ସୁରକ୍ଷା ଓ ସଶକ୍ତୀକରଣ କଥା କହୁଥିବାବେଳେ ଏଥର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ...

ଜେଡିୟୁ ନେତାଙ୍କୁ କୁକୁର ସହ ତୁଳନା କଲେ ଆରଜେଡି ନେତା

ପାଟ୍‌ନା, ୧୬।୨: ବିହାର ବିଧାନସଭା ନିର୍ବାଚନକୁ ଆହୁରି ୬ରୁ ୮ ମାସ ବାକି ଅଛି। ଏହା ପୂବର୍ର୍ରୁ ରାଜ୍ୟର ଦୁଇ ମୁଖ୍ୟ ଦଳ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଏବଂ ଜନତା ଦଳ ୟୁନାଇଟେଡ୍‌ (ଜେଡିୟୁ)ର ନେତାମାନେ ପରସ୍ପର ବିରୋଧୀ...

ଶପଥ ଗ୍ରହଣ ଉତ୍ସବରେ କେଜ୍‌ରିଓ୍ବାଲ ପିନ୍ଧିଥିବା ସ୍ବେଟର୍‌ର ଦାମ୍‌ କେତେ ଜାଣନ୍ତି

ନୂଆଦିଲ୍ଲୀ,୧୬।୨: ତୃତୀୟ ଥର ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ। ଶପଥ ଗ୍ରହଣ ଉତ୍ସବରେ କଳାରଙ୍ଗର ପ୍ୟାଣ୍ଟ ସହିତ ଧଳାରଙ୍ଗ ଶାର୍ଟ ପିନ୍ଧିଥିଲେ। ତେବେ ସେ ପିନ୍ଧିଥିବା ମୋଣ୍ଟେ କାର୍ଲୋ...

କୋଳକାତା ରାଜା ବଜାରରେ ଦୁଇ ମହଲା ଘରେ ଲାଗିଲା ନିଆଁ

କୋଲକାତା,୧୬।୨: ପଶ୍ଚିମବଙ୍ଗ ନାରକେଲଦାଙ୍ଗ ଅଞ୍ଚଳରେ ଥିବା ରାଜା ବଜାରରେ ଏକ ଦୁଇ ମହଲା ଘରେ ରବିବାର ଅପରାହ୍ନରେ ନିଆଁ ଲାଗିଯାଇଥିବା ଜଣାପଡିଛି। ଖବର ପାଇଁ ୧୨ଟି ଦମକଳ ଗାଡି ନିଆଁ ଲିଭା କାର୍ଯ୍ୟରେ ଲାଗିଥିବା ବେଳେ ଏପର୍ଯ୍ୟନ୍ତ ମୃତାହତଙ୍କ ସମ୍ପର୍କରେ...

ମାଇନସ୍‌ ଡିଗ୍ରୀ ତାପମାତ୍ରାରେ ତପସ୍ୟା କଲେ ଯୋଗୀ

ନୂଆଦିଲ୍ଲୀ,୧୬।୨: କୁହାଯାଏ ତପସ୍ୟାର ଶକ୍ତି ଖୁବ୍‌ ଅଧିକ। ଏବେ ଭାଇରାଲ ହୋଇଥିବା ଏକ ଭିଡିଓ ଏହାର ସତ୍ୟତା ସମ୍ପର୍କରେ ସୂଚନା ଦେଉଛି ବୋଲି ଆଲୋଚନା ହେଉଛି। ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ଜଣେ ଯୋଗୀ ବା ସାଧୁ ସ୍ବଳ୍ପ ବସ୍ତ୍ର...

୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ହେଲା ବିବାହ

ରାୟପୁର,୧୬।୨: ଛତିଶଗଡ଼ରେ ୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ଜଣେ ୬୭ ବର୍ଷ ବୟସ୍କା ମହିଳା ୭୩ ବର୍ଷ ବୟସ୍କ ପୁରୁଷଙ୍କ ବିବାହ କରିଛନ୍ତି। ସ୍ଥାନୀୟ କବର୍ଧା ଜିଲାର ଖୈରଝିଟି କଳା ଗାଁରେ ବାସ କରୁଥିବା ସୁକାଲ ନିଷାଦ ଏବଂ...

ଅଧାରୁ ପାଠ ଛାଡିଥିବା ଯୁବକ ଏବେ ତିଆରି କରୁଛନ୍ତି ଫାଇଟର ଜେଟ୍‌ର ପାର୍ଟସ୍‌

ହାଇଦ୍ରାବାଦ,୧୬।୨: କୁହାଯାଏ ପ୍ରତିଭା କେବେ ଲୁଚି ରହି ନ ଥାଏ। ହାଇଦ୍ରାବାଦର ରାକେଶ ଚୌପଦାରଙ୍କ ନିକଟରେ ଏବେ ଏହା ଦେଖିବାକୁ ମିଳିଛି। ହାଇସ୍କୁଲ ଅଧାରୁ ପାଠ ଛାଡିଥିବା ରାକେଶ ଏବେ ଫାଇଟର ଜେଟ୍‌ ଓ କ୍ଷେପଣାସ୍ତ୍ରର ବିଭିନ୍ନ ପାର୍ଟସ୍‌ ତିଆରି...

‘ସିଂଘମ ରିଟର୍ଣ୍ଣସ୍‌’ ଲେଖି କେଜରିଓ୍ବାଲଙ୍କ ଫଟୋସହ ପୋଷ୍ଟର ଦେଖାଇଲେ ପ୍ରଶଂସକ

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ର ଭାବେ ଶପଥ ନେଇଛନ୍ତି। ଏହି ଅବସରରେ ଦିଲ୍ଲୀବାସୀଙ୍କ ଖୁସି କହିଲେ ନ ସରେ। କେହି କେହି କେଜରିଓ୍ବାଲଙ୍କୁ ‘ସିଂଘମ’ ବୋଲି ସମ୍ବୋଧନ...

ମୋଦିଙ୍କ ଗସ୍ତରେ କଳା ପତାକା

ବାରାଣାସୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବାରାଣାସୀ ଗସ୍ତରେ ଆସିଛନ୍ତି। ମୋଦିଙ୍କ ଗସ୍ତ ସମୟରେ ଜଣେ ସମାଜବାଦୀ ପାର୍ଟି(ଏସ୍‌ପି) କର୍ମକର୍ତ୍ତା କଳା ପତାକା ପ୍ରଦର୍ଶନ କରିଛନ୍ତି। ଜଗମବାଡ଼ି ମଠରୁ ବିଏଚ୍‌ୟୁ ହେଲିପ୍ୟାଡ୍‌ ଆଡକୁ ଯାଉଥିବା ସମୟରେ ଏସ୍‌ପି କର୍ମକର୍ତ୍ତା ଜଣକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri