ଜାତୀୟ

ଜାମିନ ପାଇଁ ନିଆରା ସର୍ତ୍ତ: ଦାନ ଦିଅ, ଗଛ ଲଗାଅ

ଭୋପାଳ, ୩୧।୮: ଅପରାଧିଙ୍କୁ ଜାମିନ ଦେବା ପାଇଁ ମଧ୍ୟପ୍ରଦେଶ ହାଇକୋର୍ଟର ଗ୍ବାଲିୟର ଖଣ୍ଡପୀଠର ୨ ଜଣ ବିଚାରପତି ଶୀଲ ନାଗୁ ଏବଂ ଆନନ୍ଦ ପାଠକ ଗତ କିଛି ମାସ ଧରି ନିଆରା ସର୍ତ୍ତ ଜାରି ରଖିଛନ୍ତି। ଏହା ଦ୍ୱାରା ଇତିମଧ୍ୟରେ ଓ୍ବେଲଫେୟାର…

ଚାଇନାର ଦାଦାଗିରି: ପୂର୍ବ ଲଦାଖରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ

ଲଦାଖ, ୩୧।୮: ସୀମାରେ ଚାଇନା ପୁଣି ଦାଦାଗିରି ଆରମ୍ଭ କରିଛି। ପୂର୍ବ ଲଦାଖର ପଙ୍ଗୋଙ୍ଗ୍‌ ହ୍ରଦ ଅଞ୍ଚଳରେ ଥିବା ଚୁଶୁଲଠାରେ ଚାଇନା ସୈନ୍ୟ ଭାରତ ସୀମାକୁ ଶନିବାର ବିଳମ୍ବିତ ରାତ୍ରରେ ଅନୁପ୍ରବେଶ କରୁଥିଲେ। ତେବେ ଏହାକୁ ଭାରତୀୟ ଯବାନମାନେ ପଣ୍ଡ କରିଛନ୍ତି।…

ଆଶ୍ରମ ମାମଲା: ଆଶାରାମଙ୍କ ଉପରେ ପୁସ୍ତକ ରଚନା କଲେ ଆଇପିଏସ୍‌!

ନୂଆଦିଲ୍ଲୀ,୩୧।୮: ନିଜର କାମ କରିବାର ଭିନ୍ନ ଶୈଳୀକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ରାଜସ୍ଥାନ କ୍ୟାଡରର ଆଇପିଏସ୍‌ ଅଜୟପାଲ ଲାମ୍ବା ଏବେ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ସେ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଆଶାରାମ ବାପୁଙ୍କ ମାମଲାକୁ ନେଇ ଏକ…

ଟଙ୍କା ଛପା ୪ ଦିନ ବନ୍ଦ: ୪୦ କର୍ମଚାରୀ କରୋନା ପଜିଟିଭ୍‌

ନାସିକ, ୩୧।୮: ମହାରାଷ୍ଟ୍ରର ନାସିକ୍‌ଠାରେ ଥିବା କରେନ୍ସି ନୋଟ୍‌ ପ୍ରେସ୍‌ ଏବଂ ଇଣ୍ଡିଆ ସିକ୍ୟୁରିଟି ପ୍ରେସ୍‌କୁ ସୋମବାରଠାରୁ ୪ ଦିନ ପାଇଁ ବନ୍ଦ କରାଯାଇଛି। ଏଠାରେ ଟଙ୍କା ଛପା ୪ ଦିନ ପାଇଁ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଠାରେ…

ଦେଶର ପ୍ରଥମ ମହିଳା ହୃଦ୍‌ରୋଗ ବିଶେଷଜ୍ଞଙ୍କ ପରଲୋକ

ନୂଆଦିଲ୍ଲୀ,୩୧।୮:ଦେଶର ବିଖ୍ୟାତ ହୃଦ୍‌ରୋଗ ବିଶେଷଜ୍ଞ ଡା. ଏସ୍‌ ପଦ୍ମାବତୀଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କ ମୃତ୍ୟୁ ଘଟିଥିବା ନ୍ୟାଶନାଲ୍‌ ହାର୍ଟ ଇନ୍‌ଷ୍ଟିଚ୍ୟୁଟ୍‌(ଏନଏଚ୍‌ଆଇ) ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୩ ବର୍ଷ ହୋଇଥିଲା। ଡା.ଏସ୍‌ ପଦ୍ମାବତୀ ଦେଶର ପ୍ରଥମ ମହିଳା…

ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା: ମୃତଦେହକୁ ଜଳାଇଲେ ଘରେ !

ଆଗ୍ରା, ୩୧।୮: ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା କରି ଘରେ ଜଳାଇ ଦିଆଯାଇଛି। ସୋମବାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧାଜଳା ମୃତଦେହଗୁଡ଼ିକ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଆଗ୍ରାର ଏତ୍ମାଦୋଲା ଥାନା ଅନ୍ତର୍ଗତ ନଗଲା କିଶନଲାଲ…

ରିଆ ଜଣେ ବିଷକନ୍ୟା: ସ୍ବାମୀ

ନୂଆଦିଲ୍ଲୀ, ୩୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ନେଇ ସିବିଆଇ ତଦନ୍ତ ଜାରି ରହିଛି। ଏପରିସ୍ଥଳେ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିଆ ଚକ୍ରବର୍ତ୍ତୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସ୍ବାମୀ କହିଛନ୍ତି ଯେ,…

ରେକର୍ଡ ଭାଙ୍ଗୁଛି କରୋନା: ଦିନକୁ ୮୦ ହଜାର ହେବାକୁ ଯାଉଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ଶ୍ରୀନଗର, ୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ୮୦ ହଜାର ମୁହାଁ ହେବାରେ ଲାଗିଛି।…

ଅମିତ ଶାହାଙ୍କୁ ଏମ୍ସ୍‌ରୁ ମିଳିଲା ଛୁଟି

ନୂଆଦିଲ୍ଲୀ, ୩୧।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୁସ୍ଥ ହୋଇ ୧୨ ଦିନ ପରେ ଏମ୍ସ୍‌ରୁ ଘରକୁ ଫେରିଛନ୍ତି। ଶାହାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଏବଂ ତାଙ୍କୁ ଡିସଚାର୍ଜ କରାଯାଇଥିବା ସମ୍ପର୍କରେ ଏମ୍ସ୍‌ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୮ରେ ଜ୍ୱର ଏବଂ…

ଯୁବକଙ୍କୁ ପିଟି ମାରିଦେଲେ

ନୂଆଦିଲ୍ଲୀ,୩୧ା୮: ପଶ୍ଚିମ ଦିଲ୍ଲୀର ନାରାଇନାରେ ମୋବାଇଲ୍‌ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ପିଟି ପିଟି ମାରିଦିଆଯାଇଛି। ହତ୍ୟା ଅଭିଯୋଗରେ ପୋଲିସ ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି। ନାରାଇନାସ୍ଥିତ ଲୋହାମଣ୍ଡିରେ ଜଣେ ବ୍ୟକ୍ତି ଗୁରୁବାର ତାଙ୍କ ନିଖୋଜ ପୁଅଙ୍କୁ…

ପ୍ରଶାନ୍ତଙ୍କ ରାୟର ପୁନର୍ବିଚାର ହେଉ

ନୂଆଦିଲ୍ଲୀ, ୩୧।୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ପ୍ରତି ହୋଇଥିବା ରାୟର ପୁନର୍ବିଚାର ଲାଗି ଅନୁରୋଧ କରି ୧୨୨ ଜଣ ଆଇନ ଛାତ୍ରୀଛାତ୍ର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେ ଏବଂ ସୁପ୍ରିମକୋର୍ଟର ଅନ୍ୟ ବିଚାରପତିମାନଙ୍କୁ…

୨୦୨୦ରେ ହେବନି ଜନଗଣନା

ନୂଆଦିଲ୍ଲୀ, ୩୧।୮(ପି.ଟି.): ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମେତ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ସଂଶୋଧନ କାର୍ଯ୍ୟ ଚଳିତ ବର୍ଷ ହେବାକୁ ସ୍ଥିର ହୋଇଥିଲା। ତେବେ କରୋନା ମହାମାରୀ ଯୋଗୁ ଏହା ବିଳମ୍ବିତ ହୋଇଛି। ମହାମାରୀ କମିବାର ନଁା ନେଉ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?