ଜାତୀୟ

ଆମେ କାହା ହାତରେ ଚାଲୁଥିବା କଣ୍ଡେଇ ନୁହେଁ: ଫାରୁଖ

ନୂଆଦିଲ୍ଲୀ,୩୦।୮: ପଡୋଶୀ ଦେଶ ପାକିସ୍ତାନ ଉପରେ ବର୍ଷିଛନ୍ତି ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନସର ନେତା ଫାରୁକ ଅବଦୁଲ୍ଲା। ସେ କହିଛନ୍ତି ସେମାନେ କାହାର ହାତରେ ଚାଲୁଥିବା କଣ୍ଢେଇ ନୁହେଁଁ। ପାକିସ୍ତାନ ସବୁବେଳେ ଜମ୍ମୁ କଶ୍ମୀରର ରାଜନୀତିକ ଦଳମାନଙ୍କୁ…

ସ୍ବାମୀ କରିଥିଲେ ଏମିତି କାମ, ରକ୍ତରେ ‘ଆଇ ଲଭ୍‌ ୟୁ ବାବୁ’ ଲେଖି ସ୍ତ୍ରୀ କଲେ…

କାନପୁର,୩୦।୮: ଉତ୍ତର ପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବତୀଙ୍କ ଆତ୍ମହତ୍ୟା ଖବର ଜଣାପଡିବା ପୋଲିସ ଘଟଣାସ୍ଥଳରୁ ଏକ ସୁଇସାଇଟ୍‌ ନୋଟ୍‌ ଜବତ କରିଛି। ନୋଟ୍‌ରେ ଆଇ ଲଭ୍‌ ୟୁ ବାବୁ ଲେଖାଯାଇଥିବାବେଳେ କ’ଣ ପାଇଁ…

ବିଳମ୍ବିତ ରାତିରେ ପାର୍ଟି କରୁଥିଲେ କିଛି ଯୁବତୀ, ଆଉ ତା’ ପରେ…

ଲକ୍ଷ୍ନୌ,୩୦ା୮: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାଠାରେ ବିନା ଅନୁମତିରେ ପାର୍ଟି କରୁଥିବା ୭ ବିଦେଶୀ ପୁରୁଷ ଏବଂ ୪ ବିଦେଶୀ ଯୁବତୀଙ୍କ ସମେତ ୧୧ ଜଣଙ୍କୁ ଗିରଫ କରିଛି। ରାତିରେ ଏହିମାନେ ବିନା ଅନୁମତିରେ ପାର୍ଟି କରୁଥିଲେ। ପୋଲିସ ଘଟଣାସ୍ଥଳରୁ ୭ ପୁରୁଷ…

ସିଲ୍‌ ହେଲା ଲତାଙ୍କ ଘର

ମୁମ୍ବାଇ,୩୦।୮: କରୋନା ମହାମାରୀ ବେଳକୁ ବେଳ ଉଗ୍ର ରୂପ ନେଉଥିବା ବେଳେ ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହୋଇ ସାରିଛି। କରୋନା କବଳରେ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ଆସି ଗଲେଣି। ବଲିଉଡ୍‌ ମହାନାୟକ ବିଗ୍‌ ବିଙ୍କଠାରୁ ଆରମ୍ଭ…

କୋହଲିଙ୍କ ଘରେ କରୋନା ସଂକ୍ରମଣ…

ବଲିଉଡ୍‌, ୩୦।୮: ବଲିଉଡ୍‌ ଅଭିନେତା ତଥା ‘ୟାରିୟାଁ’ ଫେମ୍‌ ହିଂମାଶ କୋହଲିଙ୍କ ଘରେ କରୋନା ସଂକ୍ରମଣ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ହିଂମାଶ ଏବେ ଦିଲ୍ଲୀରେ ପରିବାର ସହିତ ରହୁଛନ୍ତି। ତାଙ୍କ ପରିବାର ସଦସ୍ୟଙ୍କଠାରେ କରୋନାର ଲକ୍ଷଣ ପ୍ରକାଶ ପାଇଥିଲା। ଏହାପରେ ସମସ୍ତଙ୍କର…

କ୍ୱାରାଣ୍ଟାଇନ ସେଣ୍ଟରରେ କିଲୋ ପ୍ରତି ୫୮୦ ଟଙ୍କାରେ କିଣାଯାଇଛି ଟମାଟୋ

କାଙ୍କେର,୩୦।୮: ଛତିଶଗଡ଼ର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ଟମାଟୋ କିଲୋପ୍ରତି ୫୮୦ ଟଙ୍କାରେ କିଣା ଯାଇଥିବା ଜଣାପଡିଛି। କାଙ୍କେର ଜିଲାର କ୍ୱାରାଣ୍ଟାଇନ ସେଣ୍ଟରରେ ଟମାଟୋର ଏହି ମହଙ୍ଗା ଦର ସ୍ଥାନୀୟ ଜନ ପ୍ରତିନିଧିଙ୍କ ଭ୍ରଷ୍ଟାଚାରକୁ ପଦାରେ ପକାଇଛି ବୋଲି କୁହାଯାଉଛି। ତେବେ ଏହି…

ଜେଇଇ-ନିଟ୍‌ ବଦଳରେ ଖେଳନା କଥା ଆଲୋଚନା କରୁଛନ୍ତି ମୋଦି: ରାହୁଲ

ନୂଆଦିଲ୍ଲୀ,୩୦।୮: ଏଥର ବି କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ରବିବାର ମୋଦିଙ୍କ ‘ମନ କି ମାତ୍‌’ କାର୍ଯ୍ୟକ୍ରମ ସରିବା ପରେ ରାହୁଲ କହିଛନ୍ତି ମୋଦି ଏବେ ଜେଇଇ-ନିଟ୍‌ ବଦଳରେ ଖେଳନାକୁ ନେଇ ଚର୍ଚ୍ଚା…

ପିପିଇ କିଟ୍‌ ପିନ୍ଧି ଡାକ୍ତରଖାନା ଟଏଲେଟ୍‌ ସଫା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଭିଡିଓ ଭାଇରାଲ

ଚେନ୍ନାଇ,୩୦ା୮: ସରକାରୀ ଡାକ୍ତରଖାନାର ଟଏଲେଟ୍‌ ଅବସ୍ଥା କିପିର କରାଯାଏ ତାହା ଊଣା ଅଧିକେ ସମସ୍ତଙ୍କୁ ଜଣା। ଦେଶର ଅଧିକାଂଶ ସରକାରୀ ଡାକ୍ତରଖାନା ଅବସ୍ଥା ଏମିତି। ଏହି ସମୟରେ ପୁଡୁଚେରୀରେ ଥିବା ସରକାରୀ ଡାକ୍ତରଖାନାର ଚିତ୍ର ଲୋକଲୋଚନକୁ ଆସିଛି। ଯେତେବେଳେ ଖୋଦ୍‌ ସ୍ବାସ୍ଥ୍ୟମନ୍ତ୍ରୀ…

ଚିନ୍ତାରେ କପିଲ

ନୂଆଦିଲ୍ଲୀ,୩୦।୮: କଂଗ୍ରେସର ନେତୃତ୍ୱ ପରିବର୍ତ୍ତନକୁ ନେଇ ଯେଉଁ ଚିଠି ଲେଖାଯାଇଥିଲା ଏବେ ପର୍ଯ୍ୟନ୍ତ ଏହାର ସମାଧାନ ହୋଇ ପାରୁନାହିଁ। ଚିଠି ଲେଖି ଥିବା କଂଗ୍ରେସ ନେତାଙ୍କ ମଧ୍ୟରେ ଜଣେ ଥିଲେ ବରିଷ୍ଠ ନେତା କପିଲ ଶିବଲ। ଏବେ ସେ ଏହାକୁ ନେଇ…

ଭିକାରିଙ୍କୁ ଚାକିରି ଦେବେ ରାଜ୍ୟ ସରକାର

ଜୟପୁର, ୩୦।୮: ଭିକାରିଙ୍କୁ ଚାକିରି ଦେବାକୁ ରାଜସ୍ଥାନ ସରକାର ଅଣ୍ଟା ଭିଡ଼ିଛନ୍ତି। ରାସ୍ତାଘାଟ, ପର୍ଯ୍ୟଟନସ୍ଥଳ, ଧର୍ମସ୍ଥଳ ଆଦିରେ ଭିକାରିଙ୍କ ଯୋଗୁ ଭିଡ଼ ସୃଷ୍ଟି ହେଉଛି। ତେଣୁ ଭିକାରିଙ୍କୁ କର୍ମନିଯୁକ୍ତି ଦେବା ଲାଗି ଯୋଜନା କରାଯାଉଛି। ଏନେଇ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ…

ପୁଣି ନୂଆ ବିପଦ: କରୋନା ଯୋଗୁ ପ୍ରଜନନ କ୍ଷମତା ହରାଇ ବସୁଛନ୍ତି ପୁରୁଷ !

ନୂଆଦିଲ୍ଲୀ, ୩୦।୮: କରୋନା ମହାମାରୀର ପ୍ରଭାବ ଯୋଗୁ ପରବର୍ତ୍ତୀ ସମୟରେ ନୂଆ ବିପଦ ଦେଖାଦେବାର ଆଶଙ୍କା ସୃଷ୍ଟି ହୋଇଛି। କରୋନା ପ୍ରଭାବରେ ପୁରୁଷ ପ୍ରଜନନ କ୍ଷମତା ହରାଇ ବସୁଥିବା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। କରୋନା ଆକ୍ରାନ୍ତ ପୁରୁଷଙ୍କର ଟେଷ୍ଟୋଷ୍ଟେରନ୍‌…

ଏକାଧିକ ଲଢ଼େଇ ଲଢୁଛି ଦେଶ: ମୋଦି

ନୂଆଦିଲ୍ଲୀ, ୩୦।୮: କରୋନା ମହାମାରୀ ସଙ୍କଟ ସମୟରେ ଦେଶ ଏକାଧିକ ଲଢ଼େଇ ଲଢୁଛି। ସୀମାରେ ଲଢ଼େଇ ସହିତ ଦେଶ ଭିତରେ ଆର୍ଥିକ କ୍ଷେତ୍ରକୁ ସୁଦୃଢ଼ କରାଯିବା ଲାଗି ଉଦ୍ୟମ ଅବ୍ୟାହତ ରହିଛି। ଏପରିସ୍ଥଳେ ଆତ୍ମନିର୍ଭର ଭାରତ ଗଠନ ଅପରିହାର୍ଯ୍ୟ ହୋଇପଡ଼ିଛି। ଆତ୍ମନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?