ଜାତୀୟ

ଭାଜପା ପାଇଁ ବ୍ଲାକ୍‌ ସଣ୍ଡେ: କରୋନାରେ ଜଣେ ମନ୍ତ୍ରୀଙ୍କ ମୃତ୍ୟୁ, ୫ ଆକ୍ରାନ୍ତ

ନୂଆଦିଲ୍ଲୀ, ୩।୮: ରବିବାର ଭାଜପା ପାଇଁ ବ୍ଲାକ୍‌ ସଣ୍ଡେ ସାବ୍ୟସ୍ତ ହୋଇଛି। ଗୋଟିଏ ଦିନରେ ଦଳର ଜଣେ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟିଥିବାବେଳେ ୫ ଜଣ ରାଜନେତା ଆକ୍ରାନ୍ତ ହୋଇଛନ୍ତି। ରବିବାର ସକାଳେ ଉତ୍ତରପ୍ରଦେଶ କ୍ୟାବିନେଟ୍‌ ମନ୍ତ୍ରୀ…

ମୁମ୍ବାଇରେ ପାଟଣା ଏସ୍‌ପିଙ୍କୁ କ୍ୱାରାଣ୍ଟାଇନ: ସଞ୍ଜୟ କହିଲେ ପାଗଳ ହୋଇଯାଇଛି ବିଏମ୍‌ସି

ମୁମ୍ବାଇ,୩।୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ଏବେ ଏହି ଘଟଣାକୁ ନେଇ ବିହାର ପୋଲିସ ଏବଂ ମୁମ୍ବାଇ ପୋଲିସ ମଧ୍ୟରେ ତୁ ତୁ ମେଁ ମେଁ ଲାଗିରହିଛି। ଘଟଣାରେ ମୁମ୍ବାଇ ପୋଲିସ ସହଯୋଗ କରୁ…

ଖୁସି ଖବର: ସ୍କୁଲ ପିଲାଙ୍କୁ ଏବେ ମିଳିବ ବ୍ରେକ୍‌ଫାଷ୍ଟ୍‌

ନୂଆଦିଲ୍ଲୀ, ୩।୮: ସରକାରୀ ସ୍କୁଲର ଛୋଟ ପିଲାଙ୍କ ଖୁସି ଖବର। କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଣୟନ କରାଯାଇଥିବା ନୂଆ ଶିକ୍ଷା ନୀତିରେ ସ୍କୁଲ ପିଲାଙ୍କ ପାଇଁ ବ୍ରେକ୍‌ଫାଷ୍ଟ୍‌ର ସୁବିଧା ରହିଛି। ସରକାରୀ ସ୍କୁଲରେ ଛୋଟ ପିଲାଙ୍କୁ ଏବେ ମଧ୍ୟାହ୍ନ ଭୋଜନ ସହିତ…

ପୁଣି ଥରେ ଆତ୍ମହତ୍ୟା କରିବେ ସୁଶାନ୍ତ

ମୁମ୍ବାଇ, ୩।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଧୀରେଧୀରେ ଅଧିକ ରହସ୍ୟମୟ ହେବାରେ ଲାଗିଛି। ଏବେ ବିହାର ପୋଲିସ ପକ୍ଷରୁ ସୁଶାନ୍ତଙ୍କର ଆତ୍ମହତ୍ୟା ସିନ୍‌ର ରିକ୍ରିଏଟ୍‌ କରାଯିବ। ଏଥିରେ ସୁଶାନ୍ତଙ୍କୁ ପୁଣି ଥରେ ଆତ୍ମହତ୍ୟା କରିବାକୁ ପଡ଼ିବ। ସୁଶାନ୍ତଙ୍କ…

ଅସଦାଚରଣ ପୀଡ଼ିତାଙ୍କଠାରୁ ରାଖୀ ବାନ୍ଧିଲେ ମିଳିବ ଜାମିନ

ଭୋପାଳ, ୩।୮: ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ରାୟକୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ଜାମିନ ଲାଗି ଆବେଦନ କରିଥିବା ଜଣେ ଯୁବକଙ୍କୁ ହାଇକୋର୍ଟ କହିଛନ୍ତି ଯେ, ଅସଦାଚରଣ ପ୍ରଦର୍ଶନ କରିଥିବା ମହିଳାଙ୍କଠାରୁ ରାଖୀ ବାନ୍ଧିଲେ ତାଙ୍କର…

ମୋଦିଙ୍କ ପାଇଁ ଚିନ୍ତିତ ଏହି ବରିଷ୍ଠ ନେତ୍ରୀ, ନେଲେ ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୩।୮:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ଉମା ଭାରତୀ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଅଗଷ୍ଟ ୫ରେ ଅଯୋଧ୍ୟା ଅନୁଷ୍ଠିତ ହେବାକୁ ଥିବା ରାମ ମନ୍ଦିର ଭୂମି ପୂଜନରେ ସାମିଲ ହେବେ ନାହିଁ ବୋଲି ଘୋଷଣା କରିଛନ୍ତି। ଏହି ସମୟରେ…

ରାମଲଲାଙ୍କ ମୁଖ୍ୟ ପୂଜାରୀ ଆଇସୋଲେଶନରେ

ଅଯୋଧ୍ୟା, ୩।୮: ଅଗଷ୍ଟ ୫ରେ ରାମମନ୍ଦିରର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେବ। ଏହାପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହାୟକ ପୂଜାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ…

ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆରଯାଇଛି। ୟେଦୁରପ୍ପାଙ୍କ ସହ ତାଙ୍କ ଝିଅ ମଧ୍ୟ କରୋନା…

ସୁସ୍ଥ ହାର ୬୫.୪୪%

ନୂଆଦିଲ୍ଲୀ, ୩ା୮(ପି.ଟି.): ଭାରତରେ କୋଭିଡ୍‌-୧୯ ସୁସ୍ଥ ହାର ୬୫.୪୪ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୧ ହଜାର ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୧ ଲକ୍ଷ ୪୫ ହଜାର ୬୨୯ କରୋନା ଆକ୍ରାନ୍ତ ସୁସ୍ଥ…

ଅଯୋଧ୍ୟାକୁ ଜଗିଛି ଡ୍ରୋନ୍‌

ଅଯୋଧ୍ୟା,୩ା୮: ବୁଧବାର ହେବାକୁ ଥିବା ରାମମନ୍ଦିର ଭୂମି ପୂଜନ ଉତ୍ସବକୁ ଦୃଷ୍ଟିରେ ରଖି ଅଯୋଧ୍ୟା ନଗରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ଭିଆଇପି ରୁଟ୍‌ଗୁଡ଼ିକୁ ଡ୍ରୋନ୍‌ ଜରିଆରେ ନଜର ରଖାଯାଇଛି। ଅଯୋଧ୍ୟାରେ ରହୁଥିବା ଲୋକଙ୍କ…

‘ମୋଦିଙ୍କ କିଛି ଅବଦାନ ନାହିଁ’

ନୂଆଦିଲ୍ଲୀ,୩ା୮: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କିଛି ଅବଦାନ ନାହିଁ। ଏପରି କି ରାମମନ୍ଦିର ପ୍ରତିଷ୍ଠା ସପକ୍ଷରେ ସୁପ୍ରିମକୋର୍ଟ ରାୟ ଦେବାବେଳେ ମଧ୍ୟ ସର୍ବୋଚ୍ଚ ଅଦାଲତଙ୍କ ଅନୁଗ୍ରହ ପାଇବା ପାଇଁ ମୋଦି ସରକାର କୌଣସି ପ୍ରକାର ଉଦ୍ୟମ…

ଓଓ୍ବାଇସିଙ୍କୁ ନିମନ୍ତ୍ରଣ, ଆଡଭାନୀଙ୍କୁ ଉପେକ୍ଷା

ଅଯୋଧ୍ୟା/ନୂଆଦିଲ୍ଲୀ,୩ା୮: ଯଦି ଅଯୋଧ୍ୟାର ଆରାଧ୍ୟ ଦେବତା ରାମ ତେବେ ଏହାର ରାଜନୈତିକ ଭଗବାନ ଲାଲ କୃଷ୍ଣ ଆଡଭାନୀ ବୋଲି କୁହାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପାର ଅନେକ ନେତା ଅଗଷ୍ଟ ୫ରେ ହେବାକୁ ଥିବା ଭୂମି ପୂଜନ ଉତ୍ସବରେ ଯୋଗଦେଉଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri