ଜାତୀୟ

ଫେସ୍‌ବୁକ୍‌କୁ ନେଇ ବଢୁଛି ବିବାଦ

ନୂଆଦିଲ୍ଲୀ, ୩୦।୮: ଭାଜପା ନେତାମାନଙ୍କ ଘୃଣା ଉଦ୍ରେକକାରୀ ଭାଷଣକୁ ରୋକିବାରେ ଫେସ୍‌ବୁକ୍‌ ଇଣ୍ଡିଆର ପାତରଅନ୍ତର ନୀତି ବିରୋଧରେ ଉକ୍ତ ସଂସ୍ଥା କ’ଣ ପଦକ୍ଷେପ ନେଇଛି, ତାହା ଜଣାଇବା ପାଇଁ କଂଗ୍ରେସ ସାଧାରଣ ସମ୍ପଦକ କେ.ସି. ବେଣୁଗୋପାଳ ଏହାର ମୁଖ୍ୟ ମାର୍କ ଜୁକରବର୍ଗଙ୍କ…

ଆବଦ୍ଧାଞ୍ଚଳ ବାହାରେ ଲକ୍‌ଡାଉନ ମନା

ନୂଆଦିଲ୍ଲୀ, ୩୦।୮: ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ବା ଆବଦ୍ଧାଞ୍ଚଳ ବାହାରେ ଲକ୍‌ଡାଉନ୍‌ ଘୋଷଣା କରିପାରିବେ ନାହିଁ। ତେବେ ଆବଦ୍ଧାଞ୍ଚଳରେ ଲକ୍‌ଡାଉନ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ କଡ଼ାକଡ଼ି ଲାଗୁ ହେବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ…

ଅନ୍‌ଲକ୍‌ ୪ରେ ମେଟ୍ରୋ ରେଳସେବାକୁ ଅନୁମତି

ନୂଆଦିଲ୍ଲୀ, ୨୯।୮-ସେପ୍ଟେମ୍ବର ପହିଲାରୁ ଦେଶରେ ଅନ୍‌ଲକ୍‌ ୪ ଆରମ୍ଭ ହେଉଥିଲାବେଳେ ଏଥିପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶନିବାର ମାର୍ଗଦର୍ଶିକା ଜାରି ହୋଇଛି। ଏହି ଗାଇଡ୍‌ଲାଇନ ଅନୁଯାୟୀ ସେପ୍ଟେମ୍ବର ୭ରୁ ପର୍ଯ୍ୟାୟକ୍ରମେ ମେଟ୍ରୋ ରେଳସେବା ଆରମ୍ଭ ହେବ। ଏଥିପାଇଁ ଖୁବ୍‌ଶୀଘ୍ର ଗୃହନିର୍ମାଣ ଓ…

ପାଟ୍ରୋଲିଂ ବେଳେ ଭାରତ-ପାକିସ୍ତାନ ସୀମାରୁ ଠାବ ହେଲା ସୁଡଙ୍ଗ

ଜମ୍ମୁ,୨୯।୮-ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରୁ ଠାବ ହୋଇଛି ଏକ ସୁଡଙ୍ଗ। ଜମ୍ମୁର ସାମ୍ବା ସେକ୍ଟର ନିକଟରୁ ଏହି ସୁଡଙ୍ଗକୁ ବିଏସଏଫ ଯବାନମାନେ ଠାବ କରିଛନ୍ତି। ପାଟ୍ରୋଲିଂ ଚାଲିଥିବାବେଳେ ଯୁବାନମାନେ ସୀମାଠାରୁ ମାତ୍ର ୫୦ ମିଟର ଦୂରରେ ଏହାକୁ ଠାବ କରିଥିବା ଶନିବାର ବିଏସଏଫ…

ପେଟ ପାଇଁ ବିପଦରେ ଜୀବନ, ଏମିତି ସଂଘର୍ଷ କରୁଛନ୍ତି ଲୋକେ

ଭୋପାଳ,୨୯ା୮: ଲକ୍‌ଡାଉନ୍‌ ପରେ ବର୍ଷା ଏବଂ ବନ୍ୟା ଯୋଗୁ ଲୋକଙ୍କ ଜୀବନ ଜୀବିକା ବେଶ୍‌ ପ୍ରଭାବିତ ହୋଇଛି। ଗତ ୩୬ ଘଣ୍ଟା ଧରି ମଧ୍ୟପ୍ରଦେଶର ବାଲାଘାଟରେ ପ୍ରବଳ ବର୍ଷା ହେବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଲୋକଙ୍କ ଆର୍ଥିକ ସଙ୍କଟ…

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଡବଲ ମର୍ଡର

ଲକ୍ଷ୍ନୌ,୨୯।୮-ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ନିକଟରେ ଶନିବାର ଡବଲ ମର୍ଡର ହୋଇଛି। ଗୌତମପଲ୍ଲୀ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ରହୁଥିବା କେନ୍ଦ୍ର ରେଳ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ରାଜୀବ ଦତ୍ତ ବାଜପେୟୀଙ୍କ ଘରେ ପଶି ଦୁର୍ବୃତ୍ତମାନେ ତାଙ୍କ ପତ୍ନୀ ଓ…

ଘରକୁ ଫେରିବେ ଶାହା

ନୂଆଦିଲ୍ଲୀ,୨୯।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଖୁବ୍‌ ଶୀଘ୍ର ହସ୍ପିଟାଲରୁ ଛୁଟି ମିଳିବ। ଏହି ସୂଚନା ଶନିବାର ଦିଲ୍ଲୀ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ) ପକ୍ଷରୁ ଦିଆଯାଇଛି। ଏବେ ସେ ସୁସ୍ଥ ହୋଇ ଯାଇଥିବା ବେଳେ ତାଙ୍କୁ ଶୀଘ୍ର…

ପ୍ରେମିକାଙ୍କ କବର ଉପରେ ବସି ସିରିଏଲ୍‌ କିଲର ପ୍ରେମିକ ପିଉଥିଲେ ମଦ, ତାପରେ ଘଟିଲା ଏପରି…

ଭୋପାଳ, ୨୯।୮: ପ୍ରେମରୁ ସମ୍ପର୍କ ଏହା ପରେ ଅପରାଧ। ପ୍ରେମିକାଙ୍କୁ ହତ୍ୟା କରି ଘରେ କବର ଦେଇଥିଲେ ସିରିଏଲ୍‌ କିଲର ପ୍ରେମିକ। ପ୍ରେମିକାଙ୍କ କବର ଉପରେ ବସି ମଦ ପିଇ ମନକୁ ହାଲକା କରୁଥିଲେ। ମଧ୍ୟପ୍ରଦେଶ ଭୋପାଳର ସିରିଏଲ୍‌ କିଲର ଉଦୟନ…

ଶାଢ଼ି ପିନ୍ଧି ଯୁବତୀ କଲେ ଏଭଳି ଷ୍ଟଣ୍ଟ୍‌‌…

ନୂଆଦିଲ୍ଲୀ, ୨୯।୮: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ଯୁବତୀ ଶାଢ଼ି ପିନ୍ଧି ଷ୍ଟଣ୍ଟ୍‌ କରୁଥିତ୍ବାର ଦେଖିବାକୁ ମିଳୁଛି। ସାଙ୍ଗରେ ଜଣେ ପୁରୁଷ ବନ୍ଧୁ କୋର୍ଟ ପିନ୍ଧି ଯୁବତୀଙ୍କ ସହିତ ସମାନ ଷ୍ଟଣ୍ଟ୍‌…

ଏମିତି ଗାଁ ଯେଉଁଠାରେ ଆଜି ବି ମୋବାଇଲ ନେଟଓ୍ବର୍କ ନାହିଁ

ଜୟପୁର,୨୯।୮: ଦେଶରେ ଡିଜିଟାଲ ଇଣ୍ଡିଆ, ଆତ୍ୟାଧୁନିକ ଜ୍ଞାନ କୌଶଳ, ନୂଆ ନୂଆ ଟେକ୍ନୋଲୋଜି ଓ ଆତ୍ମନିର୍ଭରଶୀଳ କଥା ନେଇ ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ଆଜି ବି ଏମିତି କିଛି ଗାଁ ଅଛି ଯେଉଁଠି ଟେକ୍ନୋଲୋଜିର କୌଣସି ଗନ୍ଧବାସ ନାହିଁ। ଯେଉଁଠି…

ମାସକର ନାତୁଣୀକୁ ୧ଲକ୍ଷ ଟଙ୍କାରେ ବିକ୍ରି କଲେ ଆଇ

ହାଇଦ୍ରାବାଦ,୨୯।୮: ଘରେ ସନ୍ତାନ ଜନ୍ମ ନେଲେ ପରିବାରର ଖୁସି କହିଲେ ନ ସରେ। ସମସ୍ତେ ଶିଶୁଟିର ଲାଳନ ପାଳନରେ ଲାଗିପଡ଼ିଥାନ୍ତି। କିନ୍ତୁ କେତେକ ଲୋକ ଅଛନ୍ତି ଯେଉଁମାନେ ନିଜ ସ୍ବାର୍ଥ ପାଇଁ ଶିଶୁଙ୍କୁ ବ୍ୟବହାର କରିଥାନ୍ତି। ଯାହା ପରବର୍ତ୍ତୀ ସମୟରେ ସବୁ…

ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ବିବାହ କରିବାକୁ ୩୦୦ କିମି ଯାତ୍ରା କରି ପହଞ୍ଚିଲେ ଏହି ଯୁବତୀ: ଏବେ ବଡ଼ଭାଇଙ୍କୁ ବିବାହ କରିବେ ବୋଲି ଦେଇଛନ୍ତି ଧାରଣା

କାନପୁର,୨୯।୮: ଉତ୍ତରପ୍ରଦେଶର କାନପୁରରେ ଏକ ନିଆରା ପ୍ରେମକାହାଣୀ ଦେଖିବାକୁ ମିଳିଛି। ଜଣେ ଯୁବତୀ ନିଜର ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ଭେଟିବା ପାଇଁ ୩୦୦ କିମି ଯାତ୍ରା କରି ତାଙ୍କ ଘରେ ପହଞ୍ଚିଥିଲେ। ହେଲେ ସେଠାରେ ପହଞ୍ଚିବା ପରେ ଯୁବତୀଙ୍କଠାରୁ ପ୍ରେମିକ ୫ବର୍ଷ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?