ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍କା
ପୋର୍ଟବ୍ଲେୟାର,୧୦।୬: ବୁଧବାର ସକାଳେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଉତ୍ତର-ପୂର୍ବରେ ଭୂକମ୍ପ ଝଟ୍କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ରେ ଆକଳନ କରାଯାଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଆଣ୍ଡାମାନ ଏବଂ ନିକୋବରର ଦିଗ୍ଲିପୁର ଠାରୁ ୧୧୦ କିଲୋମିଟର…
ଖୁସି ଖବର: ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ହେବା ସଂଖ୍ୟା ଅଧିକ ହେଲା
ନୂଆଦିଲ୍ଲୀ, ୧୦।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ବୁଧବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୧୪୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୭୫୦ ଛୁଇଁଛି। ତେବେ ପ୍ରଥମ ଥର ପାଇଁ ଆକ୍ରାନ୍ତଙ୍କ…
ଦଶମ ଶ୍ରେଣୀରେ ସମସ୍ତେ ପାସ୍
ଚେନ୍ନାଇ, ୧୦ା୬: ତାମିଲନାଡ଼ୁରେ ଦଶମ ବୋର୍ଡ ପରୀକ୍ଷାକୁ ମଙ୍ଗଳବାର ବାତିଲ କରାଯାଇଛି। ଜୁନ୍ ୧୫ରୁ ଏହି ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। ମୁଖ୍ୟମନ୍ତ୍ରୀ ଇ. କେ. ପାଲାନିସାମି ମହାମାରୀ କରୋନା ଯୋଗୁ ବୋର୍ଡ ପରୀକ୍ଷା ବାତିଲ ସହ ସମସ୍ତ ଛାତ୍ରୀଛାତ୍ର ପାସ୍…
୫୦ ଜିଲାକୁ ପଠାଗଲା କେନ୍ଦ୍ରୀୟ ଟିମ୍
ନୂଆଦିଲ୍ଲୀ, ୧୦ା୬: ମହାମାରୀ କରୋନା କାୟାବିସ୍ତାର କରିଚାଲିଛି। ସବୁଠାରୁ ସମ୍ବେଦନଶୀଳ ଅଞ୍ଚଳରେ ଏହାର ମୁକାବିଲା କରିବା ଲାଗି ମଙ୍ଗଳବାର ୧୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୫୦ ଜିଲାକୁ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଟିମ୍ ପଠାଯାଇଛି। ଏହି ଟିମ୍ ସ୍ଥାନୀୟ ପ୍ରଶାସନକୁ ସହଯୋଗ…
ଶାହା-ମମତା ବାକ୍ଯୁଦ୍ଧ
କୋଲକାତା, ୧୦ା୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକାଣ୍ଡକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବାକ୍ଯୁଦ୍ଧ ଆରମ୍ଭ ହୋଇଛି। ଶାହା ମଙ୍ଗଳବାର ମୁଖ୍ୟମନ୍ତ୍ରୀ ତଥା ଟିଏମ୍ସି ମୁଖ୍ୟ ମମତା ବାନାର୍ଜୀଙ୍କ ଉପରେ ଜୋର୍ଦାର ବର୍ଷିଛନ୍ତି। ସେ…
ଦାଦନଙ୍କ ଉପରୁ ମାମଲା ହଟାଅ
ନୂଆଦିଲ୍ଲୀ,୧୦ା୬: ଦାଦନ ଶ୍ରମିକଙ୍କ ବିରୋଧରେ ଲକ୍ଡାଉନ୍ ଉଲ୍ଲଂଘନ ଅଭିଯୋଗରେ ଦାଏର ହୋଇଥିବା ମାମଲାଗୁଡ଼ିକୁ କେନ୍ଦ୍ର ଓ ରାଜ୍ୟ ସରକାରମାନେ ପ୍ରତ୍ୟାହାର କରନ୍ତୁ। ପୋଲିସ ସେମାନଙ୍କ ସହ ମାନବୀୟ ବ୍ୟବହାର କରୁ। ପ୍ରବାସୀମାନଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ଘରେ ପହଞ୍ଚାଇବା ବ୍ୟବସ୍ଥା…
କେଜରିଓ୍ବାଲଙ୍କୁ ହୋଇନାହିଁ କରୋନା, ନେଗେଟିଭ୍ ଆସିଲା ରିପୋର୍ଟ
ନୂଆଦିଲ୍ଲୀ, ୯।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ କରୋନା ସଂକ୍ରମଣ ହୋଇନାହିଁ। ମଙ୍ଗଳବାର ତାଙ୍କର ସ୍ବାବ୍ ନମୂନା ରିପୋର୍ଟ ନେଗେଟିଭ୍ ଆସିଥିବା ସୂଚନା ମିଳିଛି। ପ୍ରକାଶ ଯେ, କେଜରିଓ୍ବାଲଙ୍କୁ ସୋମବାର ଗଳାରେ ଦରଜ ସହ ଜ୍ୱର ଅନୁଭବ ହୋଇଥିଲା। ଫଳରେ ସେ…
ପଶ୍ଚିମବଙ୍ଗରେ ସିବିଆଇ ଅଧିକାରୀ କରୋନା ପଜିଟିଭ୍
କୋଲକାତା,୯।୬: ପଶ୍ଚିମବଙ୍ଗ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେସନ୍(ସିବିଆଇ)ର ଜଣେ ଅଧିକାରୀଙ୍କ କରୋନା ରିପୋର୍ଟ ମଙ୍ଗଳବାର ପଜିଟିଭ୍ ଆସିଥିବା ସୂଚନା ମିଳିଛି। ସୁରକ୍ଷା ଦୃଷ୍ଟିରୁ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଏବେ…
ବୃଦ୍ଧି ହେଲା ମୋଟର ଯାନ କାଗଜପତ୍ରର ସମୟ ସୀମା
ନୂଆଦିଲ୍ଲୀ,୯।୬: ସଂଶୋଧିତ ମୋଟର ଯାନ ନିୟମ ଅନୁଯାୟୀ ସମସ୍ତ କାଗଜ ପତ୍ରର ସମୟ ସୀମା ଅବଧିକୁ ଏବେ ବୃଦ୍ଧି କରାଯାଇଛି। ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି କହିଛନ୍ତି ଆସନ୍ତା ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ସମୟ ସୀମାକୁ ବୃଦ୍ଧି କରାଗଲା। ଡ୍ରାଇଭିଂ ଲାଇସେନ୍ସ…
ପଛକୁ ଘୁଞ୍ଚିଲା ଚାଇନା
ନୂଆଦିଲ୍ଲୀ,୯।୬: ଭାରତ ଓ ଚାଇନା ପୂର୍ବ ଲଦାଖର କେତୋଟି ସ୍ଥାନରେ ମୁତୟନ ଥିବା ସେନାଙ୍କ ସଂଖ୍ୟାକୁ କମାଇ ଦେଇଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଚାଇନାର ପିପୁଲ୍ସ ଲିବରେଶନ ଆର୍ମି ଗଲଓ୍ବାନ ଅଞ୍ଚଳରେ ପାଟ୍ରୋଲିଂ ପଏଣ୍ଟ ୧୫ ଓ ହଟ୍…
ବିଏମ୍ସିର ବରିଷ୍ଠ ଅଧିକାରୀଙ୍କ କରୋନାରେ ମୃତ୍ୟୁ
ମୁମ୍ବାଇ,୯।୬: ମୁମ୍ବାଇରେ କରୋନା ଭାଇରସ୍ ସଂକ୍ରମଣରେ ପୀଡ଼ିତ ହୋଇ ବ୍ରିହାନମୁମ୍ବାଇ ନଗର ନିଗମ(ବିଏମ୍ସି)ର ଜଣେ ବରିଷ୍ଠ ଅଧିକାରୀଙ୍କ ମଙ୍ଗଳବାର ମୃତ୍ୟୁ ହୋଇଛି। ମୃତ ଅଧିକାରୀ ଜଣକ ହେଲେ ୫୪ବର୍ଷୀୟ ଶିରିଷ ଦିକ୍ଷିତ। ସୂଚନାଯୋଗ୍ୟ, ଶିରିଷଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଦେଇ…
୨୪ ଘଣ୍ଟା ମଧ୍ୟରେ ଯୋଗାଇ ଦିଆଯିବ ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍
ନୂଆଦିଲ୍ଲୀ,୯।୬: ରାଜ୍ୟ ସରକାରଙ୍କ ଦାବି ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ଶ୍ରମିକ ସ୍ପେଶାଲ ଟ୍ରେନ୍ ଯୋଗାଇ ଦେବାକୁ ମଙ୍ଗଳବାର ପ୍ରକାଶ କରିଛି ରେଲ ମନ୍ତ୍ରଣାଳୟ। ସୂଚନାଯୋଗ୍ୟ, ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ନିଜ ନିଜ ରାଜ୍ୟରେ ୧୫ ଦିନ…
Archives


