ଜାତୀୟ

କରୋନା ଯୋଦ୍ଧାଙ୍କ ଉପରେ ସଙ୍କଟ: ସେନାଠାରୁ ପୋଲିସ ପର୍ଯ୍ୟନ୍ତ ସବୁଠାରେ ବଢୁଛି ସଂକ୍ରମଣ; ଦିଲ୍ଲୀର ୯ ସିଆର୍‌ପିଏଫ୍‌ ଯବାନ ପଜିଟିଭ୍‌

ନୂଆଦିଲ୍ଲୀ,୨୫।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରିଛନ୍ତି। ଲକ୍‌ ଡାଉନ୍‌ରେ ସାଧାରଣ ଲୋକେ ଘରେ ଥିବାବେଳେ କରୋନା ଯୋଦ୍ଧା କୁହାଯାଉଥିବା ଭାରତୀୟ ସେନା କର୍ମଚାରୀ…

ଜୁନ୍‌ ୩୦ ପର୍ଯ୍ୟନ୍ତ ଭିଡ଼ ଉପରେ ରୋକୋ ଲଗାଇଲେ ଯୋଗୀ

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। କରୋନା ରୋକିବା ପାଇଁ ସରକାର ସମସ୍ତ ପ୍ରକାରର ପଦକ୍ଷେପ ଓ କଟକଣା ଗ୍ରହଣ କରୁଛନ୍ତି। ଏହା ସତ୍ତ୍ୱେ ବି ପରିସ୍ଥିତି ଅଣାୟତ ହେବାରେ ଲାଗିଛି। ରାଜ୍ୟରେ କରୋନା ସଂକ୍ରମଣ…

ହସ୍ପିଟାଲରେ ଭର୍ତ୍ତି ହେବାକୁ ରାସ୍ତାରେ ଲାଇନ୍‌ ଲଗାଇଲେ କରୋନା ପଜିଟିଭ୍‌

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ରୋଗୀଙ୍କ ସହ ବଡ଼ ଅବହେଳା କରାଯାଇଥିବା ଚିତ୍ର ସାମ୍ନାକୁ ଆସିଛି। ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ କରୋନା ରୋଗୀମାନେ ରାସ୍ତାରେ ଲାଇନ୍‌ ଲଗାଇଥିବା ଦେଖିବାକୁ ମିଳିଛି। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଇଟାଓ୍ବା ଜିଲାର…

ମହାରାଷ୍ଟ୍ରରେ କରୋନା ନେଲାଣି ୩୦୧ ମୁଣ୍ଡ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏବେ ଏହା ଏକ ପ୍ରକାର ଅଣାୟତ୍ତ ହୋଇ ପଡିଲାଣି ବୋଲି କୁହାଯାଉଛି। ପ୍ରତିଦିନ ଏଠାରେ ଶହ ଶହ ସଂଖ୍ୟାରେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଶନିବାର ସକାଳ ସୁଦ୍ଧା…

ଦେଢ ବର୍ଷର ଶିଶୁକୁ ଘରେ ଛାଡି କନଷ୍ଟେବଳ ସାଜିଛନ୍ତି କରୋନା ଯୋଦ୍ଧା

ନୂଆଦିଲ୍ଲୀ,୨୫।୪: ନିଜର ବୃତ୍ତିକୁ ନେଇ ଦିନେ ପରିବାରଠାରୁ ପଡୋଶୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ନିକଟରେ ସମାଲୋଚନା ଶିକାର ହେଉଥିବା ମହିଳା କନଷ୍ଟେବଳ ଆଜି ଏକ ଅଦୃଶ୍ୟ ଯୁଦ୍ଧରେ ଅଗାଧାଡିର ଯୋଦ୍ଧା ସାଜିଛନ୍ତି। ଆଉ ଏବେ ତାଙ୍କ କାମକୁ ପରିବାର ଓ ପଡୋଶୀ ଖୁବ୍‌…

ଦିଲ୍ଲୀରେ ଜଣେ ହେଡ୍‌ କନଷ୍ଟେବଳ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ୧୧ ପୋଲିସ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀର ଅଲିପୁର ଥାନାରେ ଜଣେ ହେଡ୍‌ କନଷ୍ଟେବଳ କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି। ଏହାପରେ ଥାନାରେ ଅନ୍ୟ ୧୧ ପୋଲିସକର୍ମୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ଜଣାପଡ଼ିଛି। ଦିଲ୍ଲୀ ପୋଲିସକର୍ମୀଙ୍କ ମଧ୍ୟରେ କରୋନା ଭାଇରସ୍‌ ବୃଦ୍ଧି ପାଉଥିବା ମାମଲାକୁ ଦେଖି ପୋଲିସ…

ପୁଲଓ୍ବାମା ଅବନ୍ତିପୋରାରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଜମ୍ମୁ-କଶ୍ମୀର ପୁଲାଓ୍ବାମା ଜିଲାର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୩ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅବନ୍ତିପୋରାର ଗୋରିପୋରା ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ…

କରୋନା ଭାଇରସ ପାଇଁ ଟିକା ନୁହେଁ ଯଥେଷ୍ଟ: ସାର୍ସ-ମର୍ସଠାରୁ ଅଧିକ ବେଗରେ ହେଉଛି ସଂକ୍ରମଣ!

ନୂଆଦିଲ୍ଲୀ,୨୫।୪: କରୋନା ଭାଇରସର ଚିକିତ୍ସା ପାଇଁ ଏବେ ସାରା ବିଶ୍ୱର ବିକାଶଶୀଳ ଦେଶ ଗବେଷଣାରେ ଲାଗି ପଡିଛନ୍ତି। ଏହାର ଭ୍ୟାକସିନ୍‌ ଓ ଔଷଧ ପ୍ରସ୍ତୁତି ଯେତେଶୀଘ୍ର ସମ୍ଭବ ହେବ ସେତେ ଶୀଘ୍ର କରୋନା କବଳରୁ ମୁକ୍ତି ମିଳିବ ବୋଲି କୁହାଯାଉଛି। ଏହିକ୍ରମରେ…

କଟକଣା କୋହଳ ପରେ ଟ୍ରାଫିକ ଜାମ୍‌

ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର ସକାଳେ ବହୁ ସଂଖ୍ୟାରେ ଗାଡ଼ି ରାସ୍ତାରେ ଦେଖିବାକୁ ମିଳିଥିଲା। ଏଥିଯୋଗୁ କିଛି ସ୍ଥାନରେ ଟ୍ରାଫିକ…

ପ୍ରାଣାୟାମ କରନ୍ତୁ ସଂକ୍ରମିତ’

ନୂଆଦିଲ୍ଲୀ,୨୫ା୪: କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ଦିଲ୍ଲୀର ପ୍ରଥମ ବ୍ୟକ୍ତି ଅନ୍ୟ ଆକ୍ରାନ୍ତଙ୍କ ପାଇଁ ପ୍ରାଣାୟାମ କରିବାକୁ ପରାମର୍ଶ ଦେଇଛନ୍ତି। କରୋନାରୁ ସୁସ୍ଥ ହେବାରେ ଏହା ବେଶ ଉପଯୋଗୀ ବୋଲି ଦିଲ୍ଲୀର ସମ୍ପୃକ୍ତ ବ୍ୟବସାୟୀ ରୋହିତ ଦତ୍ତ ଦାବି କରିଛନ୍ତି।…

ସିକିମ, ନାଗାଲାଣ୍ଡ, ତ୍ରିପୁରା କରୋନାମୁକ୍ତ

ନୂଆଦିଲ୍ଲୀ,୨୫ା୪: :ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଇତିମଧ୍ୟରେ ଭଲ ଖବର ଆସିଛି ସିକିମ, ନାଗାଲାଣ୍ଡ ଓ ତ୍ରିପୁରାରୁ। ଏହି ୩ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ଶୂନ। ବିଦେଶୀ ପର୍ଯ୍ୟଟକଙ୍କ ଗସ୍ତ ଉପରେ ସିକିମ ସରକାର ମାର୍ଚ୍ଚ ପ୍ରଥମ ସପ୍ତାହରେ କଟକଣା…

କରୋନା ରୋଗୀଙ୍କ ଉପରେ ହେବ ସେପ୍ସିସ୍‌ ଔଷଧର ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ସେପ୍ସିସ୍‌ ରୋଗର ଚିକିତ୍ସା ପାଇଁ ବ୍ୟବହୃତ ଔଷଧକୁ ଗୁରୁତର କୋଭିଡ୍‌-୧୯ ରୋଗୀଙ୍କଠାରେ ପରୀକ୍ଷାମୂଳକ ଭାବେ ପ୍ରୟୋଗ କରିବା ଲାଗି ନିଷ୍ପତ୍ତି ହୋଇଛି। ଦେଶର ତିନୋଟି ପ୍ରମୁଖ ହସ୍ପିଟାଲ ଦିଲ୍ଲୀ ଏମ୍ସ, ଭୋପାଳ ଏମ୍ସ ଏବଂ ଚଣ୍ଡିଗଡ଼ର ପିଜିଆଇଏମ୍‌ଇଆର୍‌ରେ ଏହି ଔଷଧର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri