ଜାତୀୟ

କରୋନା ଟେଷ୍ଟ ପାଇଁ ସଂଗ୍ରହ ହେଲା କେଜରିଓ୍ବାଲଙ୍କ ନମୁନା

ନୂଆଦିଲ୍ଲୀ,୯।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଗଳାରେ ଦରଜ ଅନୁଭବ କରିବା ସହ ଜ୍ୱର ଲାଗିବାରୁ ସେ ନିଜକୁ ହୋମ ଆଇସୋଲେଶନରେ ରଖିଥିଲେ। କରୋନା ଭଳି ଲକ୍ଷଣ ପ୍ରକାଶ ପାଇବାରୁ ମଙ୍ଗଳବାର ତାଙ୍କର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ…

୧୫ ଦିନ ମଧ୍ୟରେ ଘରକୁ ଫେରିବେ ସମସ୍ତ ପ୍ରବାସୀ ଶ୍ରମିକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୬: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ନିଜ ନିଜ ରାଜ୍ୟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ମଙ୍ଗଳବାର କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଡିଜାଷ୍ଟର ମ୍ୟାନେଜମେଣ୍ଟ ଆକ୍ଟ, ୨୦୦୫…

ଥରିଲା ଜମ୍ମୁ-କଶ୍ମୀର

ଶ୍ରୀନଗର,୯।୬: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ପୂର୍ବାହ୍ନ ୮ଟା ୧୬ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ଥିଲା ବୋଲି ଜମ୍ମୁ-କଶ୍ମୀର ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର କେନ୍ଦ୍ର ଗନ୍ଦେରଓ୍ବଲର ଦକ୍ଷିଣ-ପୂର୍ବର ୭ କିମି ଏବଂ…

ଦେଶରେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୬: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୯,୯୮୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ଦେଶରେ…

କରୋନା ଲଢ଼େଇରେ ବିଜୟୀ ହେଉଛନ୍ତି ଯୋଦ୍ଧା: ଯବାନଙ୍କ ସୁସ୍ଥ ହାର ୭୦ ପ୍ରତିଶତରୁ ଅଧିକ

ନୂଆଦିଲ୍ଲୀ, ୯।୬: କରୋନା ମହାମାରୀ ଯୋଗୁ ଭାରତୀୟ ସେନାରେ ମଧ୍ୟ ସଙ୍କଟ ଦେଖାଦେଇଛି। ତେବେ କରୋନା ଲଢ଼େଇରେ ଯବାନମାନେ ବିଜୟୀ ହେବାରେ ଲାଗିଛନ୍ତି। ଆକ୍ରାନ୍ତ ଯବାନଙ୍କ ସୁସ୍ଥ ହେବାର ହାରାହାରି ହାର ୭୦ ପ୍ରତିଶତରୁ ଅଧିକ ରହିଥିବା କୁହାଯାଉଛି। କେନ୍ଦ୍ରୀୟ ସଶସ୍ତ୍ର…

୪ ରାଜ୍ୟରେ ଖୋଲିଲାନି ଧାର୍ମିକ ସ୍ଥଳ

ନୂଆଦିଲ୍ଲୀ,୯ା୬(ପି.ଟି.): ଅନ୍‌ଲକ୍‌ ୧ର ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ମନ୍ଦିର ଓ ଧର୍ମୀୟ କୀର୍ତ୍ତିରାଜି ଖୋଲିଛି। କେନ୍ଦ୍ରର ଅନୁମତି ସତ୍ତ୍ୱେ ଓଡ଼ିଶା, ରାଜସ୍ଥାନ, ମହାରାଷ୍ଟ୍ର ଓ ତାମିଲନାଡୁରେ ଧର୍ମୀୟ ସ୍ଥଳ ବନ୍ଦ ରହିଛି। ସେହିପରି…

ସୀମା ଶାନ୍ତ: ଭିତରେ ଚାଲିଛି ପ୍ରସ୍ତୁତି

ନୂଆଦିଲ୍ଲୀ, ୯ା୬: କମାଣ୍ଡର ସ୍ତରୀୟ ଆଲୋଚନା ପରେ ଭାରତ-ଚାଇନା ସୀମା ଶାନ୍ତ ରହିଛି। ଲଦାଖ ସୀମାରେ ଚାଇନା ଓ ଭାରତୀୟ ସୈନ୍ୟଙ୍କ ମାସେ ହେଲା ଲାଗି ରହିଥିବା ତିକ୍ତତା ସୋମବାର ଶିଥିଳ ପଡ଼ିଛି। ଲଦାଖ ନିକଟରେ ସେନା ଗତିବିଧି ଦେଖିବାକୁ ମିଳିନାହିଁ।…

ଗୈରସୈଣ ଉତ୍ତରାଖଣ୍ଡର ଦ୍ୱିତୀୟ ରାଜଧାନୀ

ଡେରାଡୁନ୍‌,୯ା୬(ପି.ଟି.): ଚାମୋଲି ଜିଲାର ଗୈରସୈଣକୁ ଉତ୍ତରାଖଣ୍ଡର ଗ୍ରୀଷ୍ମକାଳୀନ ରାଜଧାନୀ ଭାବେ ସୋମବାର ଘୋଷଣା କରାଯାଇଛି। ପ୍ରଶାସନ ପାଇଁ ଏହାକୁ ଏକ ଆଦର୍ଶ ସ୍ଥାନ ଭାବେ ବିକଶିତ କରାଯିବ ବୋଲି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ୍‌ କହିଛନ୍ତି। ଡେରାଡୁନ୍‌ ବ୍ୟତୀତ ଏକ…

୧୦ ରାଜ୍ୟରେ ଘରକୁ ଘର ସର୍ଭେ ଲାଗି ପରାମର୍ଶ

ନୂଆଦିଲ୍ଲୀ,୯ା୬(ପି.ଟି.): କରୋନା ସଂକ୍ରମଣ ବଢ଼ୁଥିବା ୧୦ ରାଜ୍ୟର ୩୮ ଜିଲା ଅନ୍ତର୍ଗତ ୪୫ଟି ପୌରସଂସ୍ଥାରେ ଘରକୁ ଘର ସର୍ଭେ କରିବା ସହ କୋଭିଡ୍‌-୧୯ ପରୀକ୍ଷା ବଢ଼ାଇବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୋମବାର ପରାମର୍ଶ ଦେଇଛି। ମୃତ୍ୟୁହାର କମାଇବାକୁ ହେଲେ ଉକ୍ତ…

ଏୟାର ଇଣ୍ଡିଆକୁ ମିଳିବ ବି୭୭୭ ବିମାନ

ନୂଆଦିଲ୍ଲୀ,୯ା୬: ଭାରତର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଏୟାର ଇଣ୍ଡିଆକୁ ବୋଇଂ କମ୍ପାନୀ ଦୁଇଟି ଅତ୍ୟାଧୁନିକ ବି୭୭୭ ବିମାନ ଯୋଗାଇଦେବ। ଜୁଲାଇରେ ଏହି ବିମାନ ମିଳିବାକୁ ଥିବାବେଳେ କୋଭିଡ୍‌-୧୯ କାରଣରୁ ବିଳମ୍ବ ହୋଇଥିବା ଜଣେ…

ହସ୍ପିଟାଲ ନିର୍ଦ୍ଦେଶନାମା ରଦ୍ଦ କଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ,୯ା୬: କୋଭିଡ୍‌-୧୯ ଚିକିତ୍ସା ଲାଗି ଦିଲ୍ଲୀର ସମସ୍ତ ସରକାରୀ ଓ ଘରୋଇ ହସ୍ପିଟାଲ କେବଳ ଦିଲ୍ଲୀବାସୀଙ୍କ ପାଇଁ ସଂରକ୍ଷିତ ରହିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ଜାରି କରିଥିବା ନିର୍ଦ୍ଦେଶନାମାକୁ ଉପରାଜ୍ୟପାଳ ଅନିଲ ବୈଜଲ ରଦ୍ଦ କରିଦେଇଛନ୍ତି। ଅନ୍ୟପକ୍ଷରେ ଉପରାଜ୍ୟପାଳ…

ଇନ୍ଦୋରରେ କରୋନା ସୁସ୍ଥ ହାର ୬୪ ପ୍ରତିଶତରୁ ଅଧିକ: ଶିବରାଜ

ଇନ୍ଦୋର,୮।୬: ମଧ୍ୟ ପ୍ରଦେଶର ଇନ୍ଦୋର ଜିଲାରେ କରୋନା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୋମବାର ଏକ ବୈଠକର ଆୟୋଜନ କରିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଇନ୍ଦୋରରେ କରୋନା ସୁସ୍ଥ ହାର ୬୪ ପ୍ରତିଶତରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri