ଜାତୀୟ

କରୋନା ସଂକ୍ରମଣରେ ଟେଲିଭିଜନ ଖବରଦାତାଙ୍କ ମୃତ୍ୟୁ

ହାଇଦ୍ରାବାଦ,୮।୬: ତେଲେଙ୍ଗାନାର ଜଣେ ଟେଲିଭିଜନ ଖବରଦାତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ଜଣାପହିଛି। ୩୩ ବର୍ଷର ଉକ୍ତ ଖବରଦାତା ଜଣକ ଏକ ତେଲଗୁ ଟେଲିଭିଜନ ଚ୍ୟାନେଲରେ କାମ କରୁଥିବା ବେଳେ ରବିବାର ସକାଳେ ତାଙ୍କର ହାଇଦ୍ରାବାଦର ଗାନ୍ଧୀ ହସ୍ପିଟାଲରେ ମୃତ୍ୟୁ ହୋଇଛି। ଜୁନ୍‌…

ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ ରାକେଟ: ପର୍ଦ୍ଦାଫାଶ୍‌ କଲା ବିଏସ୍‌ଏଫ୍‌

କୋଲକାତା,୮।୬: ଭାରତରୁ ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ କାରବାରର ପର୍ଦ୍ଦାଫାଶ୍‌ ହୋଇଛି। ବିଏସ୍‌ଏଫ୍‌ ପକ୍ଷରୁ ଦକ୍ଷିଣ ପଶ୍ଚିମବଙ୍ଗ କରିଡୋରରେ ଚଢ଼ାଉ କରି ଏଥିରେ ସଫଳତା ପାଇଛନ୍ତି। ରାକେଟ ଦ୍ୱାରା ଇଛାମତୀ ନଦୀ ବାଟେ ଏଭଳି ଚୋରା ଚାଲାଣ…

ମନରେଗାର ଗୁରୁତ୍ୱ ଉପଲବ୍ଧି କରୁଛନ୍ତି ମୋଦି ସରକାର: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣ ସମୟରେ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ମନରେଗା ଦ୍ୱାରା ଶ୍ରମିକ ଏବଂ ଦିନ ମଜୁରିଆଙ୍କ ପାଖରେ ସରକାରଙ୍କ ଆର୍ଥିକ ସହାୟତା ପହଞ୍ଚି ପାରିଛି। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମନରେଗାର ଗୁରୁତ୍ୱ ଉପଲବ୍ଧି କରିବା…

କରୋନା ହଟସ୍ପଟ୍‌ ଧରାବିରେ ୭ ଦିନ ମଧ୍ୟରେ ଘଟିନି କୌଣସି ମୃତ୍ୟୁ

ମୁମ୍ବାଇ,୮।୬: କରୋନା ସଂକ୍ରମଣର ହଟସ୍ପଟ୍‌ ପାଲଟିଥିବା ମୁମ୍ବାଇର ଧରାବିରେ ଗତ ୭ ଦିନ ମଧ୍ୟରେ କୌଣସି ମୃତ୍ୟୁ ଘଟି ନ ଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମେ ୩୦ଠାରୁ ଜୁନ୍‌ ୭ ମଧ୍ୟରେ ଏଠାରେ କରୋନା ସଂକ୍ରମଣ ଯୋଗୁ…

କଂଗ୍ରେସ ସମର୍ଥନରେ ରାଜ୍ୟସଭା ଯିବାକୁ ପ୍ରସ୍ତୁତ ହେଉଛନ୍ତି ଦେବେଗୌଡା

ବେଙ୍ଗାଲୁରୁ,୮।୬: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ ସେକ୍ୟୁଲାର(ଜେଡିଏଓ୍‌)ର ସୁପ୍ରିମୋ ଏଚ୍‌ଡି ଦେବେଗୌଡା ରାଜ୍ୟ ସଭା ଯିବେ। ଦଳର ବିଧାୟକ, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ଆଉ କେତେଜଣ ନେତାଙ୍କ ଅନୁରୋଧ କ୍ରମେ ରାଜ୍ୟ ସଭା ନିର୍ବାଚନ ଲଢିବାକୁ ସେ…

ହାତୀକୁ କେହି ବିସ୍ଫୋରକ ଥିବା ସପୁରି ଖାଇବାକୁ ଦେଇ ନାହାଁନ୍ତି: ପରିବେଶ ମନ୍ତ୍ରଣାଳୟ

ପାଟନା,୮।୬: କେରଳରେ ବିସ୍ଫୋରକ ଥିବା ସପୁରି ଖାଇ ଏକ ଗର୍ଭିଣୀ ହାତୀର ମୃତ୍ୟୁ ଘଟିଥିଲା। ଏନେଇ ତଦନ୍ତ କରିବା ପରେ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ସୋମବାର କୁହାଯାଇଛି ଯେ, କେହି ହାତୀକୁ ଏଭଳି ସପୁରି ଜାଣିଶୁଣି ଖାଇବାକୁ ଦେଇ ନାହାଁନ୍ତି। ଜଙ୍ଗଲୀ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରୋଷେୟାଙ୍କ ନାଚ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ପାଟନା,୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ଲାଗି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାର ବ୍ୟବସ୍ଥା କରାଯାଇଛି। ଏବେ ବିହାରରେ ଏକ କ୍ୱରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କ ମନୋରଞ୍ଜନ ପାଇଁ ନାଚୁ…

ପଙ୍ଗପାଳ ଦମନ କରିବାକୁ ମୁତୟନ ହେବ ବାୟୁସେନା ହେଲିକପ୍ଟର

ନୁଆଦିଲ୍ଲୀ,୮।୬: ପାକିସ୍ତାନରୁ ଭାରତ ଆସିଥିବା ପଙ୍ଗପାଳ ଏବେ ଚିନ୍ତା ବଢାଇ ଚାଲିଛନ୍ତି। ଏହାକୁ ଦମନ କରିବାକୁ ଏବେ ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର ମୁତୟନ କରାଯିବ। କୃଷି ବିଭାଗ ପଙ୍ଗପାଳଙ୍କ ମୁକାବିଲା ପାଇଁ ୟୁରୋପୀୟ ସଂଘରୁ କେମିକାଲ ଓ ଉପକରଣ ମଗାଇଛନ୍ତି।…

ଶ୍ରମ ମନ୍ତ୍ରଣାଳୟ, ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ କରୋନା

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ କାୟା ବିସ୍ତାର କରି ଚାଲିଛି। ସ୍ବାସ୍ଥ ଓ ପ୍ରତିରକ୍ଷା ମନ୍ତ୍ରଣାଳୟ ପରେ ଏବେ ଶ୍ରମ ମନ୍ତ୍ରଣାଳୟ ଓ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ କରୋନା ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଶ୍ରମ ମନ୍ତ୍ରଣାଳୟର ୧୧ କର୍ମଚାରୀ କରୋନାରେ…

ଲକ୍‌ଡାଉନ୍‌ରେ ଯୌଥ ପରିବାରରେ କମ୍‌ ମାନସିକ ଦୁଶ୍ଚିନ୍ତା: ଲୋକେ ପ୍ରତିଦିନ ବ୍ୟବହାର କରୁଛନ୍ତି ୧୮ ହଜାର ଟିବି ଡାଟା

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଧୀରେଧୀରେ ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଅନ୍‌ଲକ୍‌ ଆରମ୍ଭ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ଏକୁଟିଆ ରହୁଥିବା ପରିବାର ସଦସ୍ୟ ଅଧିକ…

କରୋନା ଲକ୍ଷଣ ଅନୁଭବ କରିବାରୁ ହୋମ୍‌ ଆଇସୋଲେଶନରେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଜ୍ୱର ଓ ଗଳାରେ ଦରଜ ଅନୁଭବ କରିବାରୁ ଏବେ ତାଙ୍କର କରୋନା ଟେଷ୍ଟ କରାଯିବ ବୋଲି ସୂଚନା ମିଳିଛି। ସୋମବାରଠାରୁ ସେ ନିଜକୁ ହୋମ ଆଇସୋଲେଶନରେ ରଖିଛନ୍ତି। ମଙ୍ଗଳବାର ଅପରାହ୍ନ ପର୍ଯ୍ୟନ୍ତ ଥିବା ତାଙ୍କର…

କୋଭିଡ-୧୯ ପାଇଁ ଚଳିତ ବର୍ଷ ହେବନାହିଁ ଜନଗଣନା

ନୂଆଦିଲ୍ଲୀ,୮।୬: ଚଳିତ ବର୍ଷ ଏପ୍ରିଲ-ସେପ୍ଟେମ୍ବରରେ ହେବାକୁ ଥିବା ଜନଗଣନା, ହାଉସ ଲିଷ୍ଟିଂ ଓ ଏନ୍‌ପିଆର୍‌କୁ ଏବେ ସ୍ଥଗିତ ରଖାଯାଇଛି। ତେବେ ଜୁନ୍‌ ମାସ ପରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ପ୍ରକ୍ରିୟାକୁ ଆରମ୍ଭ କରାଯାଇ ପାରିବ କି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri