ଜାତୀୟ

ଏଏପି କାର୍ଯ୍ୟକର୍ତ୍ତାଙ୍କୁ ଗୁଳିମାଡ ଘଟଣା: ୩ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୨।୨ : ଆମ ଆଦମୀ ପାର୍ଟି(ଏଏପି) ବିଧାୟକ ନରେଶ ଯାଦବଙ୍କ ବିଜୟ ଶୋଭାଯାତ୍ରା ବେଳେ ଗୁଳିମାଡ ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କାଳୁ, ଧାମୀ ଓ ଦେବ। ଏମାନେ ସମସ୍ତେ କିଷନଗରରେ ରୁହନ୍ତି। ଗିରଫ...

୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ୩୯୦୦୦ ଜରିମାନା ଗଣିଲେ ମହିଳା

ଓ୍ବାଶିଂଟନ୍‌,୧୨ା୨: ଆମେରିକାର କଲରାଡୋରେ ରହୁଥିବା ଜଣେ ମହିଳା ୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ଜରିମାନା ଗଣିଛନ୍ତି। ମହିଳା ଜଣଙ୍କ ହରିଣଙ୍କୁ ଦେଖି ବିଭୋର ହୋଇଯାଇଥିଲେ। ହରିଣଗୁଡ଼ିକୁ ଘରକୁ ଆଣି ତାଙ୍କୁ ବ୍ରେଡ୍‌ ଏବଂ ଫଳ ଖାଇବାକୁ ଦେଇଥିଲେ। ଭୋକିଲା...

ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ: ପହଞ୍ଚିଲେ ୨୫ ଜଣିଆ ବିଦେଶୀ ପ୍ରତିନିଧି ଦଳ

ଶ୍ରୀନଗର,୧୨।୨: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ ପାଇଁ ଦ୍ୱିତୀୟ ଥର ଲାଗି ଏକ ୨୫ ଜଣିଆ ପ୍ରତିନିଧି ଦଳ ଶ୍ରୀନଗରରେ ପହଞ୍ଚିଛନ୍ତି। ଦଳରେ ଜର୍ମାନୀ, କାନାଡ଼ା, ଫ୍ରାନ୍ସ୍‌, ନ୍ୟୁଜିଲାଣ୍ଡ, ମେକ୍ସିକୋ, ଇଟାଲୀ, ଆଫଗାନିସ୍ତାନ, ଅଷ୍ଟ୍ରିଆ, ଉଜବେକିସ୍ତାନ,...

କରୋନା ସଂକ୍ରମଣ ଭୟରେ ଆତ୍ମହତ୍ୟା କଲେ ୫୦ ବର୍ଷ ବୟସ୍କ ବ୍ୟକ୍ତି

ତିରୁପତି,୧୨।୨: ଆନ୍ଧ୍ରପ୍ରଦେଶରେ ଜଣେ ବ୍ୟକ୍ତି କରୋନା ଭୁତାଣୁ ସଂକ୍ରମଣ ଭୟରେ ଆତ୍ମହତ୍ୟା କରିଛନ୍ତି। ଚିତୋର ଜିଲାର ସେଶାମନାଇଡୁ କାଣ୍ଡ୍ରିଗା ଗାଁରେ ବାସ କରୁଥିବା ୫୦ ବର୍ଷ ବୟସ୍କ କେ. ବାଲା କ୍ରିଷ୍ଣାଙ୍କୁ ସପ୍ତାହେ ଧରି ଥଣ୍ଡା ଜ୍ୱର ଲାଗି ରହିଥିଲା।...

ଦିଲ୍ଲୀର ସବୁ ସ୍କୁଲରେ ପଢାଯାଉ ହନୁମାନ ଚାଳିଶା: କୈଳାସ ବିଜୟବର୍ଗୀୟ

ନୂଆଦିଲ୍ଲୀ, ୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ବହୁମତରେ ବିଜୟ ହାସଲ କରିଛି। ଦଳର ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଏସବୁ ଭିତରେ ଭାଜପା ରାଷ୍ଟୀୟ ମହାସଚିବ କୈଳାସ ବିଜୟବର୍ଗୀୟ କେଜ୍‌ରିଓ୍ବାଲଙ୍କୁ ଉପଦେଶ...

୧୨ କୋଟି ଟଙ୍କାର ଲଟେରୀ ଜିଣିଲେ ଦିନ ମଜୁରିଆ

କନ୍ନୁର,୧୨।୨: କେରଳର ଜଣେ ଦିନ ମଜୁରିଆଙ୍କ ଭାଗ୍ୟ ରାତାରାତି ବଦଳି ଯାଇଛି। ସେ ୧୨ କୋଟି ଟଙ୍କାର ଲଟେରୀ ଜିଣିଛନ୍ତି। ସ୍ଥାନୀୟ କନ୍ନୁରର ଥୋଲାମ୍ବ୍ରାସ୍ଥିତ ପୁରାଲିମାଲା କାଥାଚାଲ୍‌ କୁରିଚୟା କଲୋନୀରେ ବାସକରୁଥିବା ୫୮ ବର୍ଷ ବୟସ୍କ ପେରୁନ୍ନନ୍‌ ରାଜନ ଏହି...

ଫେବୃୟାରୀ ୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୨: ଅରବିନ୍ଦ କେଜରିଓ୍ବାଲ ଫେବୃୟାରୀ ୧୬ରେ ରାମଲୀଳା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବୁଧବାର ଆମ୍‌ ଆଦ୍‌ମୀ ପାର୍ଟ(ଏଏପି) ପକ୍ଷରୁ ସୂଚନା ଦିଆଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ଦଳର ୬୨ ନବନିର୍ବାଚିତ ବିଧାୟକଙ୍କ ମଧ୍ୟରୁ କେତେକ ଶପଥ...

ଜନ୍ମାଷ୍ଟମୀରେ ଜନ୍ମଗ୍ରହଣ କରିଥିଲେ ଅରବିନ୍ଦ କେଜ୍‌ରିଓ୍ବାଲ, ପରିବାର ଲୋକେ ଶ୍ରଦ୍ଧାରେ ଡାକନ୍ତି ଏହି ନାମରେ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦ୍‌ମୀ ପାର୍ଟି(ଏଏପି) ପୂର୍ଣ୍ଣ ବହୁମତରେ ସରକାର ଗଢିବାକୁ ଯାଉଛି। କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କ ପରେ କେଜ୍‌ରିଓ୍ବାଲ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଲଗାତର ୩ଥର ଏହି ପଦ ଅଳଙ୍କୃତ କରିବେ। ଯଦିଓ କେଜ୍‌ରିଓ୍ବାଲଙ୍କ...

ନିର୍ବାଚନ ଫଳାଫଳ ଘୋଷଣା ପରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ଅଣ-ସବସିଡ୍‌ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ରୋଷେଇ ଘରେ ମହଙ୍ଗାମାଡ଼ ହୋଇଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର କିଛି ଘଣ୍ଟା ମଧ୍ୟରେ ଅଣ-ସବସିଡ୍‌ ସିଲଣ୍ଡର ଦାମରେ ୧୪୯ ଟଙ୍କା ବୃଦ୍ଧି ହୋଇଛି। ଏନେଇ ଆଇଓସି ପକ୍ଷରୁ ରିପୋର୍ଟ ଜାରି ହୋଇଛି।...

୭୦ ନବ ନିର୍ବାଚିତ ବିଧାୟକଙ୍କ ମଧ୍ୟରୁ ୫୨ କୋଟିପତି: ୪୩ଙ୍କ ବିରୋଧରେ ଆପରାଧୀକ ମାମଲା

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସଂଖ୍ୟା ଗରିଷ୍ଠତା ହାସଲ କରିଛି। ୭୦ ବିଧାନସଭା ଆସନ ମଧ୍ୟରୁ ଏଏପି ଖାତାକୁ ୬୨ ଯାଇଥିବାବେଳେ ଭାଜପା ୮ ଆସନରେ ସୀମିତ ରହିଛି। ନବ ନିର୍ବାଚିତ ବିଧାୟକଙ୍କ ମଧ୍ୟରେ ୫୨...

ଗ୍ରାମ୍ୟ ନ୍ୟାୟାଳୟ ବିଳମ୍ବକୁ ନେଇ ରାଜ୍ୟକୁ ସୁପ୍ରିମକୋର୍ଟ ଝଟକା

ନୂଆଦିଲ୍ଲୀ,୧୨ା୨: ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନକୁ ନେଇ ଏକ ପିଟିଶନ ଉପରେ ସତ୍ୟପାଠ ଦାଖଲରେ ବିଳମ୍ବ କରିଥିବା ଓଡ଼ିଶା ସରକାରଙ୍କ ଉପରେ ସୁପ୍ରିମକୋର୍ଟ ୧ ଲକ୍ଷ ଟଙ୍କା ଜରିମାନା ଧାର୍ଯ୍ୟ କରିଥିଲେ। ଅର୍ଥଦଣ୍ଡରୁ ବାଦ୍‌ ଦେବା ପାଇଁ ରାଜ୍ୟ ସରକାର କରିଥିବା...

ବ୍ରଜେଶଙ୍କ ସମେତ ୧୨ ଜଣଙ୍କୁ ଆଜୀବନ ଜେଲ

ନୂଆଦିଲ୍ଲୀ,୧୨ା୨(ପି.ଟି.): ବିହାରର ମୁଜାଫରପୁର ଜିଲାରେ ଶେଲ୍ଟର ହୋମ୍‌ ଯୌନ ନିର୍ଯାତନା ମାମଲାର ଶୁଣାଣି କରି ଦିଲ୍ଲୀର ଏକ ଅଦାଲତ ବ୍ରଜେଶ ଠାକୁରଙ୍କ ସମେତ ୧୨ ଜଣଙ୍କୁ ଆଜୀବନ ଜେଲ୍‌ଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ ଦୌରାଜଜ୍‌ ସୌରଭ କୁଳଶ୍ରେଷ୍ଠଙ୍କ ଅଦାଲତ ଜାନୁୟାରୀ ୨୦ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri