ଜାତୀୟ

ଚାଇନା ସାମଗ୍ରୀ ବହିଷ୍କାର କରିବାକୁ କହିଲେ ରାମଦେବ

ନୂଆଦିଲ୍ଲୀ, ୬।୬: ଭାରତ-ଚାଇନା ସୀମାରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ ଏବେ ଯୋଗଗୁରୁ ବାବା ରାମଦେବଙ୍କ ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାମଦେବ କହିଛନ୍ତି ଯେ, ଚାଇନାକୁ ବୁଦ୍ଧି ଶିଖାଇବା ପାଇଁ ଅସ୍ତ୍ରଶସ୍ତ୍ରର ଆବଶ୍ୟକତା ନାହିଁ। ଭାରତର ଲୋକେ ଚାଇନା ସାମଗ୍ରୀ…

ରାଜଧାନୀର ଘରୋଇ ହସ୍ପିଟାଲକୁ କେଜରିଓ୍ବାଲଙ୍କ ଚେତାବନୀ

ନୂଆଦିଲ୍ଲୀ,୬।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଥିବା ବେଳେ ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ଓ ସଂକ୍ରମିତଙ୍କର ଠିକ୍‌ ଚିକିତ୍ସା କରିବାକୁ ସରକାରଙ୍କ ତତ୍ପରତା ଦେଖିବାକୁ ମିଳିଛି। ଘରୋଇ ହସ୍ପିଟାଲରେ କରୋନା ସଂକ୍ରମିତଙ୍କ ଚିକିତ୍ସାକୁ ନେଇ ପୁଣିଥରେ…

ଜୁଲାଇ ୨୧ରୁ ଆରମ୍ଭ ହେବ ଅମରନାଥ ଯାତ୍ରା: ଶ୍ରଦ୍ଧାଳୁଙ୍କ କରୋନା ଯାଞ୍ଚ ରହିବ ବାଧ୍ୟତାମୂଳକ

ଅନନ୍ତନାଗ,୬।୬: କରୋନା ଲକ୍‌ଡାଉନ ମଧ୍ୟରେ ଅମରନାଥ ଯାତ୍ରାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତ ଥର ଅମରନାଥ ଯାତ୍ରା ଜୁଲାଇ ୨୧ରୁ ଅଗଷ୍ଟ ୩ମଧ୍ୟରେ ଆରମ୍ଭ ହେବ। ଏହି ଯାତ୍ରା କେବଳ ୨ସପ୍ତାହ ଅର୍ଥାତ୍‌ ୧୫ ଦିନ ଯାଏଁ ଚାଲିବ…

୩୦ ଏପ୍ରିଲ୍‌ ମଧ୍ୟରେ ହୋଇଥିବା ନମୁନା ପରୀକ୍ଷା: ୭୦ ପ୍ରତିଶତଙ୍କ ତଥ୍ୟ ହୋଇନି ସଂରକ୍ଷିତ

ନୂଆଦିଲ୍ଲୀ, ୬।୬: କରୋନା ସଂକ୍ରମଣ ଲଢ଼େଇ ଭାରତରେ ଜୋର୍‌ଦାର ହେବାରେ ଲାଗିଛି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ଏବଂ ପବ୍ଲିକ୍‌ ହେଲଥ୍‌ ଫାଉଣ୍ଡେଶନ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ହୋଇଥିବା ଏକ ସର୍ଭେରେ ଦର୍ଶାଯାଇଛି ଯେ, ଗତ ୩ ମାସ ମଧ୍ୟରେ ହୋଇଥିବା ନମୁନା ପରୀକ୍ଷା…

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ୫ ଜଣ କରୋନା ପଜିଟିଭ

ନୂଆଦିଲ୍ଲୀ,୬।୬: ରାଜଧାନୀ ଦିଲ୍ଲୀର ଲୋକ ନାୟକ ଭବନ, ଖାନ ମାର୍କେଟରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ମୁଖ୍ୟକାର୍ଯ୍ୟାଳୟରେ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ଉକ୍ତ କୋଠାକୁ ସାନିଟାଇଜ କରାଯିବା ସହ ୨ଦିନ ପାଇଁ ଏହାକୁ ସିଲ୍‌ କରି ଦିଆଯାଇଛି।…

ଡେରାଡୁନରେ ୨ ଦିନିଆ ସଟ୍‌ଡାଉନ୍‌

ଡେରାଡୁନ,୬।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡର ଡେରାଡୁନରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ ଘୋଷଣା କରାଯାଇଛି। ଶନିବାର ଓ ରବିବାର ସଟ୍‌ଡାଉନ ଘୋଷଣା କରାଯାଇଥିବାରୁ ଶନିବାର ଡେରାଡୁନ ସହରରେ ଲୋକଙ୍କ ଯାତାୟତ କମ୍‌ ରହିଥିଲା। କେବଳ ଜରୁରୀ ସେବା ଯୋଗାଉଥିବା…

କରୋନା ସଂକ୍ରମଣ: ଇଟାଲୀକୁ ପଛରେ ପକାଇ ଆଉ ଗୋଟିଏ ପାହାଚ ଉପରକୁ ଗଲା ଭାରତ

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଏବେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଗଲାଣି ସଂକ୍ରମିତଙ୍କ ସଂଖ୍ୟା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪…

ଭାରତରେ କରୋନା ସଂକ୍ରମଣ ହାର ଅଧିକ ନ ଥିଲେ ବି ରହିଛି ବିପଦ ଆଶଙ୍କା: ଡବ୍ଲ୍ୟୁଏଚ୍‌ଓ

ଜେନେଭା/ନୂଆଦିଲ୍ଲୀ, ୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସରକାର କରୋନା ବିରୋଧରେ ଲଢ଼େଇ ଜୋର୍‌ଦାର କରିଛନ୍ତି। ସରକାରଙ୍କ ଏହି ଉଦ୍ୟମକୁୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତରେ କରୋନା ସଂକ୍ରମଣ ହାର ଅଧିକ ନ…

ଟୁଇଟର ପ୍ରୋଫାଇଲରୁ ଭାଜପା ହଟାଇଲେ ଜ୍ୟୋତିରାଦିତ୍ୟ !

ଭୋପାଳ,୬।୬: କିଛି ମାସ ତଳେ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ନେଇ ଏବେ ପୁଣିଥରେ ରାଜନୀତି ହୋଇଛି ସରଗରମ। ଏବେ ସେ ତାଙ୍କ ଟୁଇଟର ଆକାଉଣ୍ଟରୁ ‘ଭାଜପା’ ହଟାଇ ଦେଇଥିବା କଥା ଆଲୋଚନା ହେଉଛି।…

୭ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ହଜାର ଟପିଛି, ତରବରିଆ ଭାବେ ନିଆଯାଇଛି ଅନ୍‌ଲକ୍‌-୧ ନିଷ୍ପତ୍ତି: ବିଶେଷଜ୍ଞ

ନୂଆଦିଲ୍ଲୀ, ୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୭ ଦିନ ମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ ହଜାର ଟପିଛି। ଅନ୍‌ଲକ୍‌-୧ ନିଷ୍ପତ୍ତି ସରକାର ତରବରିଆ ଭାବେ ନେଇଥିବାରୁ ଏଭଳି ହୋଇଥିବା ବିଶେଷଜ୍ଞ…

ଅଦାଲତରେ ଅଚଳାବସ୍ଥା

ନୂଆଦିଲ୍ଲୀ,୬ା୬: ମେ ୨୫ ତାରିଖରେ ଭାରତରେ ଇଦ୍‌-ଉଲ୍‌-ଫିତର ପାଳନ କରାଯାଉଥିବାବେଳେ ୧୨ ବର୍ଷୀୟା ତଲ୍‌ହା ଓ ୫ ବର୍ଷୀୟା ମରିଅମ୍‌ ରାତିରେ ସେମାନଙ୍କ ମା’ଙ୍କ ମୋବାଇଲ୍‌ ଫୋନ୍‌ ସହ ଶୋଇଥିଲେ। କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ମାର୍ଚ୍ଚ ୨୫ରୁ ଦେଶବ୍ୟାପୀ…

ଅକ୍ଟୋବର ୪ରେ ସିଭିଲ ସର୍ଭିସ ପ୍ରିଲିମ୍‌

ନୂଆଦିଲ୍ଲୀ,୫ା୬(ପି.ଟି.)-ଚଳିତ ବର୍ଷର ସିଭିଲ୍‌ ସର୍ଭିସ୍‌ ପ୍ରାରମ୍ଭିକ ପରୀକ୍ଷା (ପ୍ରିଲିମ୍‌) ଅକ୍ଟୋବର ୪ରେ ଅନୁଷ୍ଠିତ ହେବ। କେନ୍ଦ୍ର ଜନସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ଶୁକ୍ରବାର ଏହା ଘୋଷଣା କରାଯାଇଛି। ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ ସିଭିଲ୍‌ ସର୍ଭିସ୍‌ର ମୁଖ୍ୟ ପରୀକ୍ଷା ୨୦୨୧ ଜାନୁୟାରୀ ୮ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri