ପିତାଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ଯୋଗୀ
ଲକ୍ଷ୍ନୌ,୨୦।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପିତା ଆନନ୍ଦ ସିଂ ବିଷ୍ଟଙ୍କର ସୋମବାର ୮୯ ବର୍ଷ ବୟସରେ ପରଲୋକ ହୋଇଛି। ସେ ଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଛି। ହେଲେ…
ଦେଶର ୧୧ଟି ସହରରେ କରୋନା ସଂକ୍ରମଣ ଚିନ୍ତା ଜନକ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍ ଡାଉନ୍ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍ ସ୍ପଟ୍ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍ ଆଣ୍ଟିବଡ଼ି ଟେଷ୍ଟ୍ ମଧ୍ୟ ଆରମ୍ଭ ହୋଇଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୭,୪୮୦ରେ ପହଞ୍ଚିଛି। ଦେଶର…
ବଢିଲା ଲକ୍ଡାଉନ ଅବଧି
ହାଇଦ୍ରାବାଦ,୨୦।୪: ପ୍ରଥମ ରାଜ୍ୟ ଭାବେ ଲକ୍ଡାଉନ ଅବଧିକୁ ମେ’୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୮ ଥିବା ବେଳେ ୨୧ ଜଣଙ୍କ ମୃତ୍ୟୁ ହୋଇଛି। ତେଲେଙ୍ଗାନାର ୪ଟି…
ଆଉଜଣେ ଫୁଡ ଡେଲିଭରି ବୟ କରୋନା ପଜିଟିଭ
ହାଇଦ୍ରାବାଦ,୨୦।୪: ଦିଲ୍ଲୀ ପରେ ଏବେ ଚିନ୍ତାରେ ପଡିଯାଇଛନ୍ତି ହାଇଦ୍ରାବାଦ ବାସିନ୍ଦା। ରବିବାର ଏଠାରେ ଜଣେ ଫୁଡ୍ ଡେଲିଭରି ବୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଅନ୍ଲାଇନ୍ ଖାଦ୍ୟ ମଗାଉଥିବା ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି। କମ୍ପାନୀ ପକ୍ଷାରୁ କୁହାଯାଇଛି କି…
ପରଲୋକରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପିତା
ଲକ୍ଷ୍ନୌ,୨୦।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପିତା ଆନନ୍ଦ ସିଂ ବିଷ୍ଟଙ୍କର ସୋମବାର ୮୯ ବର୍ଷ ବୟସରେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବା ସହ ସେ ଭେଣ୍ଟିଲେଟରରେ ଥିଲେ। ସୋମବାର…
୨୪ ଘଣ୍ଟାରେ ଦେଶରେ ୧,୫୫୩ ନୂଆ କରୋନା ସଂକ୍ରମିତ ଚିହ୍ନଟ: ମୃତକଙ୍କ ସଂଖ୍ୟା ୫ଶହ ଟପିଲା
ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ନେଇ ଗୋଟିଏ ପଟେ ଦେଶର ଲକ୍ଡାଉନ ଯୋଗୁ ଲୋକେ ଅସ୍ତବ୍ୟସ୍ତ ହୋଇଯାଇଥିବା ବେଳେ ଅନ୍ୟପଟେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହଠାତ୍ ବୃଦ୍ଧି ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୫୩ ନୂଆ…
୨ହଜାର ଅତିକ୍ରମ କଲା ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା: ହେବ ର଼୍ୟାପିଡ ଟେଷ୍ଟ
ନୂଆଦିଲ୍ଲୀ,୨୦।୪: ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ଚିହ୍ନଟ ହେଲେ ୧୧୦ କରୋନା ସଂକ୍ରମିତ। ଏହାକୁ ନେଇ ଏବେ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୨,୦୦୩ରେ। ଯାହା ଦିଲ୍ଲୀ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏଠାରେ କରୋନା ସଂକ୍ରମିତଙ୍କ…
ବହୁରୂପୀ କରୋନା: ସେଥିପାଇଁଁ ଅଧିକ ସତର୍କତା ଜରୁରୀ
ନୂଆଦିଲ୍ଲୀ,୨୦।୪: ବିଶ୍ୱର ମୁଣ୍ଡ ବିଗାଡିଲାଣି ଚାଇନାରୁ ଆସିଥିବା କରୋନା ଭାଇରସ। ଏହି ଭାଇରସ ସଂକ୍ରମଣରେ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏମିତିକି ଆମେରିକା ଭଳି ଶକ୍ତିଶାଳୀ ଦେଶ…
କରୋନା ସଂକ୍ରମଣ ରୋକିବାକୁ ସକ୍ଷମ କି କ୍ଲୋରିନ୍ ଡାଇଅକ୍ସାଇଡ୍
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଏପରିସ୍ଥଳେ କେତେକ ଲୋକ ବିଭିନ୍ନ ସୋସିଆଲ୍ ମିଡ଼ିଆରେ କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ବହୁ ଗୁଜବ ସୃଷ୍ଟିକାରୀ ଭିଡ଼ିଓ ଏବଂ ଲେଖାମାନ ପ୍ରକାଶିତ କରୁଛନ୍ତି। ସମ୍ପ୍ରତି କିଛି…
ଖୁସି ଖବର: ଗୋଆ, ମଣିପୁର ହେଲା କରୋନା ମୁକ୍ତ ରାଜ୍ୟ
ନୂଆଦିଲ୍ଲୀ,୨୦।୪: ଦେଶରେ କେରାନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଗୋଆ ଓ ମଣିପୁରରୁ ଆସିଛି ଖୁସି ଖବର। ଏହି ୨ ରାଜ୍ୟ କରୋନା ମୁକ୍ତ ଘୋଷଣା କରାଯାଇଛି। ଗୋଆରେ ୭ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ସମସ୍ତେ ସୁସ୍ଥ…
ଶ୍ରମିକଙ୍କୁ ଆନ୍ତଃ ରାଜ୍ୟ ଯାତାୟାତ ମନା
ନୂଆଦିଲ୍ଲୀ,୨୦ା୪(ପି.ଟି.): ଲକ୍ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକଙ୍କୁ ସେହି ରାଜ୍ୟରେ କାର୍ଯ୍ୟ କରିବା ଲାଗି ସୁଯୋଗ ପ୍ରଦାନ କରାଯିବ। ସେମାନେ କେତେକ ସର୍ତ୍ତରେ ଉକ୍ତ ରାଜ୍ୟ ମଧ୍ୟରେ କାମ ପାଇଁ ବିଭିନ୍ନ ସ୍ଥାନକୁ ଯିବାକୁ ଅନୁମତି ପାଇବେ।…
ଆସିପାରେ କରୋନା ବଜେଟ
ନୂଆଦିଲ୍ଲୀ,୨୦ ।୪: କରୋନା ବିରୋଧୀ ଲଢ଼େଇରେ ସରକାର ପ୍ରାଥମିକ ପର୍ଯ୍ୟାୟରେ ୧.୭ ଲକ୍ଷ କୋଟି ଟଙ୍କାର ଏକ ପ୍ୟାକେଜ ଘୋଷଣା କରିଛନ୍ତି। କ୍ଷତିଗ୍ରସ୍ତ ହୋଇଥିବା ଶିଳ୍ପଜଗତ ଲାଗି ଏବେ ଯାଏ କୌଣସି ବିଶେଷ ପ୍ୟାକେଜ ଘୋଷଣା ହୋଇଛନ୍ତି। ସରକାରଙ୍କ ଏ ନେଇ…
Archives


