ପ୍ରଦୂଷଣ ରୋକିବ ଲକ୍ଡାଉନ୍ ମଡେଲ
ନୂଆଦିଲ୍ଲୀ,୫ା୬:ମହାମାରୀ କରୋନା ବିଶ୍ୱ ପାଇଁ ଏକ ଅଭିଶାପ ରୂପରେ ଆସିଛି। କିନ୍ତୁ ଏହି ଘାତକ ଭୂତାଣୁର ମୁକାବିଲା ଲାଗି ନିଆଯାଉଥିବା ପଦକ୍ଷେପ ଭାରତ ସମେତ ସାରା ବିଶ୍ୱକୁ ବାଟ ବତାଇଛି। ଲକ୍ଡାଉନ୍ ଘୋଷଣା ବେଳେ ସମସ୍ତେ ଏହାର ନକାରାମତ୍କ ଦିଗକୁ ନେଇ…
ସପ୍ତାହରେ ୨ ଦିନ ବନ୍ଦ ରହିବ ଡେରାଡୁନ
ଡେରାଡୁନ,୪।୬: କରୋନା ସଂକ୍ରମଣ ଦୃଷ୍ଟିରୁ ଗତ ମାର୍ଚ୍ଚ ମାସଠାରୁ ଦେଶରେ ଲକ୍ଡାଉନ ଘୋଷଣା କରାଯାଇଥିବା ବେଳେ ଜୁନ୍ ପହିଲାରୁ ଅନ୍ଲକ୍ ୧.୦ ଲାଗୁ କରାଯାଇଛି। ଏହି ସମୟରେ ଅଧିକାଂଶ ନିୟମରେ କୋହଳ କରାଯାଇଥିବା ବେଳେ କିଛି ସେବା ବନ୍ଦ କରିଦିଆଯାଇଛି। ଯେମିତକି…
ତବଲିଗି ଜମାତର ବିଦେଶୀ ନାଗରିକଙ୍କୁ ୧୦ ବର୍ଷ ପାଇଁ ଭାରତ ମନା
ନୂଆଦିଲ୍ଲୀ,୪।୬: ତବଲିଗି ଜମାତର ଗତିବିଧିରେ ସାମିଲ ଥିବା ୯୬୦ ବିଦେଶୀ ନାଗରିକଙ୍କ ଭାରତ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏମାନେ ୧୦ ବର୍ଷ ପର୍ଯ୍ୟନ୍ତ ଭାରତ ଗସ୍ତ କରିପାରିବେ ନାହିଁ। କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଥିବା ସୂତ୍ରରୁ ଜଣାପଡିଛି ଏମାନଙ୍କୁ ପୂର୍ବରୁ…
କରୋନା ସଂକ୍ରମଣ: ମହାରାଷ୍ଟ୍ରରେ ଗୋଟିଏ ଦିନରେ ୧୨୨ ଜଣଙ୍କ ମୃତ୍ୟୁ
ମୁମ୍ବାଇ,୪।୬: କରୋନା ସଂକ୍ରମଣ ମହାରାଷ୍ଟ୍ର ପାଇଁ ଏବେ ଏକ ଚ୍ୟାଲେଞ୍ଜରେ ପରିଣତ ହୋଇଛି। ଗୋଟିଏ ଦିନରେ ୧୨୨ ଜଣଙ୍କ ମୃତ୍ୟୁ ଏବେ ମହାରାଷ୍ଟ୍ର ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ଏବେ ରାଜ୍ୟରେ ମୋଟ ୨,୫୮୭ ଜଣଙ୍କର କରୋନାରେ ମୃତ୍ୟୁ…
ରାଜ୍ୟସଭା ନିର୍ବାଚନ ପୂର୍ବରୁ ଗୁଜରାଟରେ ୨ କଂଗ୍ରେସ ବିଧାୟକଙ୍କ ଇସ୍ତଫା
ଅହମଦାବାଦ, ୪।୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ କଂଗ୍ରେସରେ ସଙ୍କଟ ଦେଖାଦେଇଛି। ଏଠାରେ ୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଛନ୍ତି। ଏହା ପୂର୍ବରୁ ମଧ୍ୟ ଅନ୍ୟ ୫ ଜଣ ବିଧାୟକ ଇସ୍ତଫା ଦେଇଥିଲେ। କର୍ଜନ ବିଧାୟକ ଅକ୍ଷୟ ପଟେଲ…
୮ ବର୍ଷରେ ୭୫୦ ବାଘଙ୍କ ଯାଇଛି ଜୀବନ: ମଧ୍ୟପ୍ରଦେଶରେ ସର୍ବାଧିକ
ନୂଆଦିଲ୍ଲୀ, ୪।୬: ଜଙ୍ଗଲର ରାଜା ବାଘର ସୁରକ୍ଷା ନେଇ ଏବେ ପ୍ରଶ୍ନ ଉଠିଛି। ନିଜ ଜଙ୍ଗଲରେ ମଧ୍ୟ ବାଘ ସୁରକ୍ଷିତ ନୁହଁନ୍ତି। ଗତ ୮ ବର୍ଷ ମଧ୍ୟରେ ଦେଶରେ ୭୫୦ ବାଘଙ୍କ ଜୀବନ ଯାଇଥିବା ସରକାରୀ ରିପୋର୍ଟରେ ଦର୍ଶାଯାଇଛି। ଜାତୀୟ ବାଘ…
ତେଲଙ୍ଗାନାରେ ୩୨ ଡାକ୍ତର କରୋନା ସଂକ୍ରମିତ
ହାଇଦ୍ରାବାଦ,୪।୬: ଓସମାନିଆ ମେଡିକାଲ କଲେଜ ସହ ସହବଦ୍ଧ ଥିବା ହସ୍ପିଟାଲରେ ପାଖାପାଖି ୩୨ ଜଣ ଡାକ୍ତର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଗୁରୁବାର ତେଲଙ୍ଗାନା-ଜୁନିୟର ଡକ୍ଟରର୍ସ ଆସୋସିଏଶନ(ଟି-ଜେୟୁଡିଏ)ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାର ସଭାପତି ଉମା ନଗେନ୍ଦ୍ର ବିଷ୍ଣୁ କହିଛନ୍ତି ରାଜ୍ୟରେ…
ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁପ୍ରିମ୍କୋର୍ଟରେ ମାନିଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ତେଣୁ ଅସ୍ଥାୟୀ ହସ୍ପିଟାଲ ନିର୍ମାଣ କରାଯିବାର ଆବଶ୍ୟକତା ଥିବା ସରକାର…
ଦିଲ୍ଲୀ ଆସୁଥିବା ଯାତ୍ରୀଙ୍କୁ ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍
ନୂଆଦିଲ୍ଲୀ, ୪।୬: ଦିଲ୍ଲୀକୁୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ଲାଗି ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍ ନିୟମ ଲାଗୁ ହୋଇଛି। ବସ୍,ଟ୍ରେନ୍ ଅବା ବିମାନରେ ଦିଲ୍ଲୀକୁ ଆସୁଥିବା ଯାତ୍ରୀ ଘରେ କ୍ୱାରାଣ୍ଟାଇନ୍ରେ ରହିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହାପୂର୍ବରୁ…
ରାହୁଲଙ୍କ ଉପରେ ବର୍ଷିଲେ ସ୍ମୃତି
ନୂଆଦିଲ୍ଲୀ,୪।୬: କେରଳର ସାଇଲେଣ୍ଟ ଭ୍ୟାଲି ଫରେଷ୍ଟରେ ଏକ ଗର୍ଭବତୀ ହାତୀର ମୃତ୍ୟୁକୁ ନେଇ ଆରମ୍ଭ ହୋଇଯାଇଛି ରାଜନୀତି। ହାତୀଟିକୁ ସପୁରୀରେ ବାଣ ଭର୍ତ୍ତିକରି କେହି ଦେଇ ଦେବାରୁ ତା’ର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏବେ ଏହାକୁ ନେଇ ଭାରତୀୟ ଜନତା…
ଶ୍ରମିକଙ୍କ ପ୍ରାପ୍ୟ ଶୁଣାଣି: କୁଆଡ଼େ ଗଲା ୨୦ ହଜାର କୋଟି, ପଚାରିଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୪।୬: ଲକ୍ଡାଉନ୍ ସମୟରେ ଶ୍ରମିକଙ୍କ ପ୍ରାପ୍ୟ ନେଇ ସୁପ୍ରିମ୍କୋର୍ଟ କେନ୍ଦ୍ର ସରକାରଙ୍କ ଉପରେ ଶକ୍ତ ମନୋଭାବ ପୋଷଣ କରିଛନ୍ତି। ଦାଖଲ ହୋଇଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ସୁପ୍ରିମ୍କୋର୍ଟ ଶ୍ରମିକ ଏବଂ ଦିନ ମଜୁରିଆ ପ୍ରାପ୍ୟ ପାଇବା ଉପରେ…
ଦିଲ୍ଲୀ ସୀମା ବିବାଦକୁ ନେଇ ରାୟ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୪।୬: କରୋନା ସଂକ୍ରମଣ କାରଣକୁ ଏବେ ଦିଲ୍ଲୀ ସୀମାକୁ ସିଲ୍ କରି ଦିଆଯାଇଛି। ଫଳରେ ସାଧାରଣ ଲୋକଙ୍କ ଯାଆସ କରିବାରେ ଅସୁବିଧା ସୃଷ୍ଟି ହେଉଛି। ଲୋକଙ୍କ ଏହି ସମସ୍ୟାକୁ ଦେଖି ସୁପ୍ରିମକୋର୍ଟରେ ଏକ ଅଭିଯୋଗ ଦାଖଲ କରାଯାଇଥିଲା। କୋର୍ଟ ଏହି ମାମଲାର…
Archives


