ଜାତୀୟ

ଦିଲ୍ଲୀରେ ୬୨.୫୯ ପ୍ରତିଶତ ମତଦାନ, ରାତି ପର୍ଯ୍ୟନ୍ତ ଭୋଟିଂ ଚାଲିଥିବାରୁ ଘୋଷଣାରେ ବିଳମ୍ବ: ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଗୋଟିଏ ଦିନ ପରେ ନିର୍ବାଚନ ଆୟୋଗ ଭୋଟ ପ୍ରତିଶତ ଘୋଷଣା କରିଛନ୍ତି। ଦିଲ୍ଲୀ ମୁଖ୍ୟ ନିର୍ବାଚନ ଅଧିକାରୀ ରଣବୀର ସିଂ କହିଛନ୍ତି, ଚଳିତ ନିର୍ବାଚନରେ ୬୨.୫୯ ପ୍ରତିଶତ ମତଦାନ ହୋଇଛି। ୨୦୧୫ର ମତଦାନ ହାରଠାରୁ...

ଦିଲ୍ଲୀ ନିର୍ବାଚନ: ଭୋଟ ହାର ଘୋଷଣାରେ ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୯ା୨: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦିଲ୍ଲୀ ବିଧାନସଭାର ୭୦ ଆସନରେ ନିର୍ବାଚନ ଶେଷ ହୋଇଛି। ଇତିମଧ୍ୟରେ ୧୭ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗ ଚୂଡାନ୍ତ ଭୋଟିଂ ପ୍ରତିଶତ ଘୋଷଣା କରି ନ ଥିବାରୁ ଏହାକୁ...

ଆରଏସ୍‌ଏସ୍‌ର ବରିଷ୍ଠ ପ୍ରଚାରକ ପି. ପରମେଶ୍ୱରନ୍‌ଙ୍କ ପରଲୋକ

କୋଚି,୯।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଆରଏସ୍‌)ର ବରିଷ୍ଠ ପ୍ରଚାରକ ପି ପରମେଶ୍ୱରନଙ୍କର ରବିବାର ପରଲୋକ ହୋଇଛି। କେରଳର ପାଲାକ୍କାଡ ଜିଲାର ଓଟ୍ଟାପ୍ପାଲମାରେ ତାଙ୍କର ଆର୍ୟୁବେଦିକ ଚିକିତ୍ସା ଚାଲିଥିବାବେଳେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ପରମେଶ୍ୱରନ...

କରୋନା ଆତଙ୍କ: ଚାଇନାକୁ ମୋଦିଙ୍କ ଆଶ୍ୱାସନା, ଭାରତ ସହଯୋଗ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୯।୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୮୧୧ରେ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। ଏଭଳି ସଙ୍କଟଜନକ ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜିନ୍‌ପିଙ୍ଗଙ୍କୁ ଚିଠି...

‘ଦିଲ୍ଲୀରେ ଯଦି ଭାଜପା ହାରେ, ଜୀବନରେ କେବେ ନିର୍ବାଚନ ଲଢ଼ିବିନି’

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସନ୍ତା ୧୧ରେ ପ୍ରକାଶ ପାଇବା ପୂର୍ବରୁ ଏକ୍‌ଜିଟ ପୋଲ ପ୍ରକାଶ ପାଇଛି। ତୃତୀୟ ଥର ପାଇଁ ଦିଲ୍ଲୀରେ କ୍ଷମତା ଆସନରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ବସିବେ ବୋଲି ବିଭିନ୍ନ ସଂସ୍ଥା ଦ୍ୱାରା ହୋଇଥିବା...

ଏହା କୌଣସି ରନ୍ନ ନୁହେଁ ବରଂ ମକା

ବିଶାଖାପାଟନମ,୯।୨: ହାଇଦ୍ରାବାଦର ଅଭିନବ ଗଙ୍ଗୁଲମଲ୍ଲା ଓ ରେଣୁ ରାଓଙ୍କ ମୁହଁରେ ହସ ଫୁଟାଇଛି ଦୀର୍ଘ ୭ ବର୍ଷର ପରିଶ୍ରମ। ଦୀର୍ଘ ଦିନର ପରିଶ୍ରମ ପରେ ତାଙ୍କ ମକା କିଆରିରେ ଫଳିଛି ରତ୍ନ ଭଳି ଚମକୁଥିବା ମକା। ଏହା ରତ୍ନର ଭ୍ରମ...

ଭାଜପାରେ ଝାଡ଼ଖଣ୍ଡ ବିକାଶ ମୋର୍ଚ୍ଚାର ହୋଇପାରେ ବିଲୟ: ନଡ୍ଡାଙ୍କୁ ଭେଟିଲେ ମରାଣ୍ଡି

ନୂଆଦିଲ୍ଲୀ,୯।୨: ଭାଜପାରେ ଝାଡ଼ଖଣ୍ଡ ବିକାଶ ମୋର୍ଚ୍ଚାର ବିଲୟ ହେବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି। ଏନେଇ ବାବୁଲାଲ ମରାଣ୍ଡି ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରବିବାର ଭେଟିଛନ୍ତି। ଫେବୃୟାରୀ ୧୭ରେ ଦୁଇ ଦଳର ମିଶ୍ରଣ ହେବାର ସମ୍ଭାବନା...

୭ମ ଶ୍ରେଣୀ ଛାତ୍ରୀ ଆରୋହଣ କଲେ ୬୯୬୨ ମିଟର ଉଚ୍ଚା ଗିରିଶୃଙ୍ଗ

ମୁମ୍ବାଇ/ଓ୍ବାଶିଂଟନ, ୯।୨: ଜଣେ ୭ ଶ୍ରେଣୀ ଛାତ୍ରୀ ଦକ୍ଷିଣ ଆମେରିକାର ସର୍ବୋଚ୍ଚ ଗିରିଶୃଙ୍ଗ ମାଉଣ୍ଟ୍‌ ଆକୋନ୍‌କାଗୁଆ ଆରୋହଣ କରିଛନ୍ତି। ମୁମ୍ବାଇର ନୌସେନା ସ୍କୁଲରେ ପଢୁଥିବା ଛାତ୍ରୀ କାମୟା କାର୍ତ୍ତିକେୟନ ଏଭଳି କରି ଏକ ନୂଆ ରେକର୍ଡ କରିଛନ୍ତି। ସର୍ବକନିଷ୍ଠ ପର୍ବତାରୋହୀ...

ଶେଷରେ ବରେଲିରେ ହଜିଥିବା ଝୁମକା ମିଳିଲା!

ବରେଲି,୯।୨: ଉତ୍ତର ପ୍ରଦେଶର ବରେଲି ସହର ବେଶ୍‌ ଜଣାଶୁଣା। ୧୯୬୬ରେ ବଲିଉଡ୍‌ ଫିଲ୍ମ ‘ମେରା ଶାୟା’ ରେ ଥିବା ଗୀତ ‘ଝୁମ୍‌କା ଗିରାରେ ବରେଲି କି ବାଜାର ମେ’ ଆଜିବି ଅଭୁଲା ହୋଇ ରହିଛି। ଏବେବି ଏହାକୁ ଶୁଣିଲେ ଲୋକେ...

ଏକାଥରେ ୪ ସନ୍ତାନଙ୍କୁ ଜନ୍ମ ଦେଲେ ୨୪ ବର୍ଷ ବୟସ୍କା ମହିଳା

ନୂଆଦିଲ୍ଲୀ,୯।୨: ଉତ୍ତରଖଣ୍ଡ ଋଷିକେଶରେ ଜଣେ ୨୪ ବର୍ଷ ବୟସ୍କା ମହିଳା ଏକଥରେ ୪ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ଶିଶୁପୁତ୍ର ଏବଂ ୨ ଜଣ ଶିଶୁକନ୍ୟା ଅଛନ୍ତି। ସ୍ଥାନୀୟ ଏମ୍ସ୍‌ରେ ଏଭଳି ଘଟଣା ଘଟିଛି। ଉତ୍ତରକାଶୀ...

ପ୍ରଥମଥର ପାଇଁ ହେଲା କୁକୁରର ହାର୍ଟ ଅପରେଶନ

ନୂଆଦିଲ୍ଲୀ,୯।୨: ଦେଶରେ ପ୍ରାଣୀ ଚିକିତ୍ସା କ୍ଷେତ୍ରରେ ଏକ ବଡ ସଫଳତା ମିଳିଛି। ପ୍ରଥମ କରି ସାଢେ ୭ ବର୍ଷର ଏକ କୁକୁରର ପେସ୍‌ମେକର ଇନପ୍ଲାଣ୍ଟ ସର୍ଜରୀ କରାଯାଇଛି। ପ୍ରାଣୀ ଚିକିତ୍ସକମାନେ ଦାବି କରିଛନ୍ତି କି ଏଭଳି ଅପରେଶନ ଦେଶର ପ୍ରଥମ।...

ଫେବୃୟାରୀ ୧୯ରେ ରାମମନ୍ଦିର ଟ୍ରଷ୍ଟର ପ୍ରଥମ ବୈଠକ: ହୋଇପାରେ ନିର୍ମାଣ କାର୍ଯ୍ୟ ଆରମ୍ଭ ତାରିଖ ଘୋଷଣା

ନୂଆଦିଲ୍ଲୀ,୯।୨: ଫେବୃୟାରୀ ୧୯ରେ ରାମମନ୍ଦିର ନିର୍ମାଣ ଲାଗି ଗଠନ ହୋଇଥିବା ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପ୍ରଥମ ବୈଠକ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି। ବୈଠକରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ତାରିଖ ଘୋଷଣା କରାଯିବାକୁ ନେଇ ଏବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri